Home Left

ଗରିବଙ୍କ ପେଟକୁ ଦାନା ଦେଉଛି ‘ରୁଟି ବ୍ୟାଙ୍କ’

ଅହମ୍ମଦାବାଦ,୧୮।୫: ଗୁଜରାଟ ରାଜକୋଟରେ ଗରିବଙ୍କୁ ପେଟର ଭୋକ ଦାଉରୁ ରକ୍ଷା କରିବା ପାଇଁ ‘ରୁଟି ବ୍ୟାଙ୍କ’ ସାଜିଛି ସାହା ଭରସା। ଶ୍ରୀ ବୋଲବାଳା ଚାରିଟେବୁଲ୍‌ ଟ୍ରଷ୍ଟ୍‌ ପକ୍ଷରୁ ଏଭଳି ନିଆରା ସମାଜ ସେବା କରାଯାଉଛି। ସ୍ଥାନୀୟ ଅଟୋ ରିକ୍ସା ଡ୍ରାଇଭରମାନେ ବିଭିନ୍ନ…

ଯାହା ଅନୁମାନ କରୁଥିଲେ ହୁଏତ ଓଲଟା ଫଳ ମିଳିବ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୮।୫: ଆସନ୍ତା ରବିବାର ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ କାର୍ଯ୍ୟକ୍ରମ ଥିବା ବେଳେ ଏବେ ଫଳାଫଳକୁ ନେଇ ପ୍ରାୟ ସବୁ ରାଜନୈତିକ ଦଳ ଅନୁମାନ ଲଗାଇବା ଆରମ୍ଭ କରିଛନ୍ତି। ତେବେ ରାଜଧାନୀ ଦିଲ୍ଲୀର ୭ଟି ଯାକ ଆସନରେ…

ବୁଦ୍ଧ ପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୫: ଗୌତମ ବୁଦ୍ଧଙ୍କ ଜନ୍ମଦିନ ଅବସରରେ ଶନିବାର ସାରା ଦେଶରେ ବୁଦ୍ଧ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭଗବାନ ବୁଦ୍ଧଙ୍କ ବାଣୀର ମହତ୍ୱ ପ୍ରତିପାଦନ…

ନିକୋବର ଏବଂ ଉତ୍ତରାଖଣ୍ଡରେ ଭୂକମ୍ପ

ପୋର୍ଟବ୍ଲେୟାର,୧୮।୫: ନିକୋବର ଏବଂ ଉତ୍ତରାଖଣ୍ଡରେ ଭୂକମ୍ପ ଅନୁଭୁତ ହୋଇଛି। ନିକୋବରରେ ଶୁକ୍ରବାର ବିଳମ୍ବିତ ରାତି ୧୧ଟା ୫୯ରେ ପ୍ରଥମେ ଭୂକମ୍ପ ହାଇଥିବାବେଳେ ଏହାପରେ ପୁଣି ୧୨ଟା ୩୫ରେ ହୋଇଥିଲା। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ଥିବାବେଳେ ଦ୍ୱିତୀୟ ଥର…

ଆମେ କଂଗ୍ରେସ ସହ ଅଛୁ: ଦେବଗୌଡା

ନୂଆଦିଲ୍ଲୀ,୧୮।୫: ଜେଡି(ଏସ୍‌) ମୁଖ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ ଡି ଦେବଗୌଡା କହିଛନ୍ତି ଆମେ କଂଗ୍ରେସ ସହ ଅଛୁ। ହେଲେ ଏ ସମ୍ପର୍କରେ ଏବେ ସେ କିଛି କହିବାକୁ ସଫା ସଫା ମନା କରି ଦେଇଛନ୍ତି। ଆସନ୍ତା ୨୩ରେ ଲୋକ ସଭା…

ବାଲେଶ୍ୱର ସରକାରୀ ମେଡିକାଲ କଲେଜ କ୍ରିୟା ଅନୁଷ୍ଠାନ କମିଟିର ସାଂଗଠନିକ ସମ୍ମିଳନୀ

ବାଲେଶ୍ୱର ଅଫିସ,୧୮।୫: ବାଲେଶ୍ୱର ସରକାରୀ ମେଡିକାଲ କଲେଜ କ୍ରିୟା ଅନୁଷ୍ଠାନ କମିଟିର ସାଂଗଠନିକ ସମ୍ମିଳନୀ ଶନିବାର ପୂର୍ବାହ୍ନରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଗୃହ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସଭାପତି ଅନନ୍ତ ପ୍ରଧାନ ସଭାପତିତ୍ୱ କରି ଜିଲାବାସୀଙ୍କ ସ୍ବାସ୍ଥ୍ୟସେବା ଓ…

ଭାଲୁ ଆକ୍ରମଣରେ ମହିଳା ଆହତ

ସମ୍ବଲପୁର,୧୮।୫(ବ୍ୟୁରୋ): ସମ୍ବଲପୁର ଧମା ରେଞ୍ଜ କେଶାପାଲି ସେକ୍ସନ ଗହୀରପାଲି ଗାଁରେ ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ମହିଳା ଆହତ ହୋିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ସକାଳେ ଉକ୍ତ ଗଁ।ର ସାବିତ୍ରୀ ପଟେଲ ନିକଟସ୍ଥ ଜଙ୍ଗଲକୁ କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ। ସେହି…

ଲୋକ ସଭା ନିର୍ବାଚନ ପ୍ରଚାର ସାରି କେଦାରନାଥ ଦର୍ଶନ କଲେ ମୋଦି

ଡେରାଡୁନ,୧୮।୫: ଆସନ୍ତା ୧୯ରେ ହେବାକୁ ଥିବା ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ପ୍ରଚାର ଚାଲିଛି। ପ୍ରାୟ ସବୁ ହେଭିଓ୍ବେଟ୍‌ ରାଜନେତାମାନେ ପ୍ରଚାର କାର୍ଯ୍ୟ ସାରି ଏବେ ଅପେକ୍ଷା ରଖିଛନ୍ତି ଶେଷ ପର୍ଯ୍ୟାୟ ନିର୍ବାଚନକୁ। ଶୁକ୍ରବାର ପ୍ରଚାର ସରିବା ପରେ ପ୍ରଧାନମନ୍ତ୍ରୀ…

୨୦୩୩ରେ ମଙ୍ଗଳରେ ପାଦ ଥାପିବା ହେବନି ସମ୍ଭବ; ଲାଗିପାରେ ଅଧିକ ୨୭ ବର୍ଷ

ଓ୍ବାଶିଂଟନ,୧୮।୫: ଜହ୍ନରେ ପାଦ ଦେବା ପାଇଁ ନାସା ପକ୍ଷରୁ କରାଯାଇଛି ମାନବ ମିଶନ। ଏହା ୨୦୨୪ରେ ସମ୍ପନ୍ନ ହେବ ବୋଲି କୁହାଯାଉଛି। ଏହାପରେ ୨୦୩୩ରେ ମଙ୍ଗଳକୁ ମାନବ ମିଶନ ପଠାଯିବାର ଯୋଜନା ରହିଛି। ତେବେ କେତେକ ମହାକାଶ ବିଜ୍ଞାନୀ ଏହି ମିଶନ…

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଥିବା ଯୁବକଙ୍କୁ ଉଦ୍ଧାର ଘଟଣା: ହାବିଲଦାରଙ୍କୁ ସମ୍ମାନିତ କଲେ ପୋଲିସ କମିଶନର

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଟ୍ରେନ୍‌ରୁ ଖସି ପଡିଥିବା ଜଣେ ଯାତ୍ରୀଙ୍କୁ ବିଳମ୍ବିତ ରାତିରେ ଉଦ୍ଧାର କରିଥିବା ମଡର୍ନ କଣ୍ଟ୍ରୋଲ ରୁମ୍‌ର ହାବିଲଦାର ସୁଶାନ୍ତ କୁମାର ହାତୀଙ୍କୁ ପୋଲିସ କମିଶନର ଶୁକ୍ରବାର ସମ୍ମାନିତ କରିଛନ୍ତି। କମିଶନରେଟ ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ କମିଶନର ସତ୍ୟଜିତ ମହାନ୍ତି…

ଛେଣ୍ଡିପଦା ଅଞ୍ଚଳରେ ଘନ କୁହୁଡି

ଛେଣ୍ଡିପଦା,୧୮।୫(ଡି.ଏନ୍‌.ଏ): ଅନୁଗୋଳ ଜିଲ୍ଲାର ଛେଣ୍ଡିପଦା ବ୍ଲକ ଅଞ୍ଚଳ ସମେତ ଜରପଡା ଥାନା ଅଞ୍ଚଳରେ ଶନିବାର ସକାଳେ ଘନ କୁହୁଡି ହୋଇଥିବା ଦେଖିବାକୁ ମିଳିଛି। ପ୍ରାୟ ୩ରୁ ୪ ଘଣ୍ଟା ଧରି ଆକାଶରେ ଘନ କୁହୁଡି ଲାଗି ରହିଥିଲା। ଘନ କୁହୁଡି ଯୋଗୁ…

ମାଲକାନଗିରିରେ ମାଓବାଦୀଙ୍କ ଲଙ୍କାକାଣ୍ଡ

ମାଲକାନଗିରି,୧୮।୫(ଡି.ଏନ୍‌.ଏ): ମାଲକାନଗିରିରେ ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାଥିଲି ଥାନା ଅନ୍ତର୍ଗତ ଟେମୁରପାଲି ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରାୟ ୩୦ରୁ ୪୦ ମାଓବାଦୀ ବିସ୍ଫୋରଣ ଘଟାଇଛନ୍ତି। ଏହି ବିସ୍ଫୋରଣରେ ପଞ୍ଚାୟତ ଅଫିସ ନଷ୍ଟ ହୋଇଯାଇଥିବା ବେଳେ ଏଥିରେ କେହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri