ଆମେରିକାର ଏଫ୍-୧୬ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ
କାଲିଫର୍ନିଆ,୧୭।୫: ଆମେରିକା ବାୟୁସେନାର ଏଫ୍-୧୬ ଯୁଦ୍ଧ ବିମାନ ଏକ ବ୍ୟବସାୟ ପ୍ରତିଷ୍ଠାନ ଉପରେ ପଡିଯିବା ଫଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଦୁର୍ଘଟଣା ପୂର୍ବରୁ ପାଇଲଟ ସୁରକ୍ଷିତ ଭାବେ ବିମାନରୁ ବାହାରି ଯାଇଥିବା ସୂଚନା ମିଳିଛି। ମାର୍ଚ୍ଚ ଏୟାର ରିଜର୍ଭ ବେସ୍ର ମୋନେର…
ଗଡସେ-କସାବଙ୍କୁ ରାଜୀବଙ୍କ ସହ ତୁଳନା କଲେ ଭାଜପା ନେତା
ନୂଆଦିଲ୍ଲୀ,୧୭।୫: ଭୋପାଳର ଭାଜପା ନେତ୍ରୀ ପ୍ରଜ୍ଞା ସିଂ ଠାକୁର ମହାତ୍ମାଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ପରେ ଆରମ୍ଭ ହୋଇଛି ଶୀତଳ ଯୁଦ୍ଧ। ଏବେ କର୍ନାଟକର ଭାଜପା ସାଂସଦ ନଳିନୀ କୁମାର କାଟିଲ ଏହି ମାମଲାରେ ପୂର୍ବତନ…
ଗଡସେଙ୍କ ମନ୍ତବ୍ୟ ଉପରେ ୧୦ ଦିନ ମଧ୍ୟରେ ୩ ଭାଜପା ନେତାଙ୍କଠାରୁ ଜବାବ ମାଗିଲେ ଶାହ
ନୂଆଦିଲ୍ଲୀ,୧୭।୫: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ ରାଜନେତା କମଲ ହାସନଙ୍କ ବିବାଦୀୟ ବୟାନ ପରେ ରାଜନୀତି ହୋଇଛି ସରଗରମ। କମଲ ହାସନ ଗଡସେଙ୍କୁ ହିନ୍ଦୁ ଆତଙ୍କବାଦୀ କହିବା ପରେ ଭାଜପା ନେତ୍ରୀ ସାଧ୍ୱୀ ପ୍ରଜ୍ଞା ଠାକୁର କହିଥିଲେ ଗଡସେ…
କଟକ କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗର ଚଢ଼ାଉ: ୫୩ ଗ୍ରାମ୍ ବ୍ରାଉନ୍ସୁଗାର ଜବତ, ଅଭିଯୁକ୍ତ ଗିରଫ
କଟକ ରୋଡ୍,୧୭।୫(ଡି.ଏନ୍.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଶୁକ୍ରବାର ରାଜଧାନୀର ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ଉକ୍ତ ଥାନା ଅଧୀନ କଳାରାହାଙ୍ଗ ଗ୍ରାମର କୃଷ୍ଣଚନ୍ଦ୍ର ନାଥ। ତାଙ୍କଠାରୁ ୫୩…
ବଦଳୁଛି ପାଣିପାଗ: ପ୍ରଚଣ୍ଡ ଖରା ସତ୍ତ୍ୱେ ବାବୁବାଲି ଦ୍ୱୀପରେ ଚାଲିଛି କଇଁଛଙ୍କ ଗଣ ଅଣ୍ଡାଦାନ
ରାଜନଗର,୧୭।୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଙ୍ଗୋପସାଗର ମଧ୍ୟରେ ଥିବା ବିଶ୍ୱ ପ୍ରସିଦ୍ଧ ଅଲିଭ୍ ରିଡଲେ କଇଁଛଙ୍କ ଅନ୍ତୁଡ଼ିଶାଳ ବାବୁବାଲି ଦ୍ୱୀପରେ ଗତ ଦୁଇ ଦିନ ଧରି ୫୦ଟି ମା’ କଇଁଛ ସମୂହ ଅଣ୍ଡାଦାନ କରୁଛନ୍ତି। କଇଁଛ ସୁରକ୍ଷା ଦାୟିତ୍ୱରେ ଥିବା…
‘ମୋଦି ସ୍ତ୍ରୀଙ୍କ କଥା ଛାଡି ପ୍ରଥମେ ମାୟାବତୀ ନିଜେ ବିବାହ କରନ୍ତୁ’
ନୂଆଦିଲ୍ଲୀ, ୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବାହକୁ ନେଇ ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଦେଇଥିବା ମନ୍ତବ୍ୟ ଉପରେ ବର୍ଷିଛନ୍ତି କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାଓ୍ବାଲେ। ସେ କହିଛନ୍ତି, ମୋଦି ଏବଂ ତାଙ୍କ ସ୍ତ୍ରୀଙ୍କ ଉପରେ ଟିପ୍ପଣୀ କରୁଛନ୍ତି ମାୟାବତୀ,…
ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ୩ ଗିରଫ, ୨ ଖଣ୍ଡା ଜବତ
ବ୍ରହ୍ମପୁର ଅଫିସ,୧୭।୫: ଗଞ୍ଜାମ ଜିଲା ବଡବଜାର ପୋଲିସ ଗୁରୁବାର ରାତିରେ ଟୁଟୁ ହାତୀ ହତ୍ୟାଉଦ୍ୟମ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨ଟି ଖଣ୍ଡା ଜବତ ହୋଇଛି। ତେବେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଟୁଟୁଙ୍କୁ ଏଭଳି ମରଣାନ୍ତକ ଆକ୍ରମଣ କରାଯାଇଥିବା ପୋଲିସ…
ଆଇପିଏସ୍ ରାଜୀବ କୁମାରଙ୍କୁ ଶକ୍ତ ଧକ୍କା
ନୂଆଦିଲ୍ଲୀ,୧୭।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟତର ଥିବା ତଥା କୋଲକତା ପୋଲିସର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କୁ ଶକ୍ତ ଧକ୍କା ଲାଗିଛି। ସାରଦା ଚିଟଫଣ୍ଡ ଘୋଟାଲା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ଦ୍ୱାରା ରାଜୀବଙ୍କ ଉପରେ ଥିବା ଗିରଫଦାରି ସୁରକ୍ଷା…
କୁମାରୀତ୍ୱ ପରୀକ୍ଷା ପାଇଁ ମନା କରିବାରୁ ସମାଜରୁ ବାସନ୍ଦ ହେଲେ ଯୁବତୀ
ପୁଣେ, ୧୭।୫: ମହାରାଷ୍ଟ୍ରର ଥାନେ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ପୂର୍ବରୁ କୁମାରୀତ୍ୱ ପରୀକ୍ଷାକୁ କରିବାକୁ ବିରୋଧ କରିବାକୁ ଜଣେ ଯୁବତୀଙ୍କୁ ସମାଜରୁ ବାସନ୍ଦ ହେବାକୁ ପଡିଛି। ଫଳରେ ସେ ପୋଲିସର ସହାୟତା ପାଇଁ ଥାନାରେ ପହଞ୍ଚିଛନ୍ତି।…
ବିଷ ପିଇଥିବା ମହିଳାଙ୍କ ପାଟିରୁ ବାହାରିଲା ନିଆଁ: ଆଶ୍ଚର୍ଯ୍ୟ ହେଲେ ଡାକ୍ତର
ଆଲିଗଡ଼,୧୭।୫: ଆଲିଗଡ ମୁସଲିମ ୟୁନିଭର୍ସିିଟିର ଜେଏନ୍ ମେଡିକାଲ କଲେଜରେ ଗତ ବୁଧବାର ଦେଖିବାକୁ ମିଳିଛି ଏକ ଆଶ୍ଚର୍ଯ୍ୟ କଲା ଭଳି ଘଟଣା। ଜଣେ ମହିଳା ବିଷ ପିଇ ଦେଇଥିବାରୁ ତାଙ୍କୁ ଉକ୍ତ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ମହିଳାଙ୍କ ନାକରେ…
ଘୋଡ଼ା ବଦଳରେ ଜେସିବିରେ ଗଲେ ଇଞ୍ଜିନିୟର ବର
କସଡୋଲ,୧୭।୫: ଛତିଶଗଡ଼ର କସଡୋଲ ଗାଁର ଏକମାତ୍ର ଇଞ୍ଜିନିୟର ହେଉଛନ୍ତି ଅମିଶ କୁମାର ଡହରିଆ। ଏବେ ସେ ଖୁବ୍ ଚର୍ଚ୍ଚାରେ। କାରଣ ଏହି ଯୁବ ଇଞ୍ଜିନିୟର ଜଣକ ନିଜ ବିବାହ ପାଇଁ ଘୋଡା ପରିବର୍ତ୍ତେ ଜେସିବି ମେଶିନରେ ବର ସାଜି କନ୍ୟା ଘରେ…
ପାକିସ୍ତାନରେ ଏବେ ଏଚ୍ଆଇଭି ଭୟ
ରାଟୋଡରୋ,୧୭।୫: ଦକ୍ଷିଣ ପାକିସ୍ତାନର ଏକ ଗାଁରେ ପାଖାପାଖି ୪ଶହ ଲୋକ ଏଚ୍ଆଇଭିର ଶିକାର ହୋଇଥିବା ଜଣାପଡିଛି। ଜଣେ ଡାକ୍ତରଙ୍କ ଅବହେଳା ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିବା କୁହାଯାଉଛି। ତେବେ ଡାକ୍ତର ଜଣକ ଏକ ସଂକ୍ରମିତ ସିରିଞ୍ଜ ବ୍ୟବହାର କରିଥିବା ଅଭିଯୋଗ ହୋଇଛି।…
Archives


