ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ପାଇଁ ନାଁ ବାଛିଲେ ଟ୍ରମ୍ପ
ଓ୍ବାଶିଂଟନ,୧୮।୯: ଗତ ସପ୍ତାହରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ପଦରୁ ଜନ୍ ବୋଲ୍ଟନଙ୍କୁ ପଦରୁ ହଟାଇବା ପରେ ମଙ୍ଗଳବାର ଏହି ପଦ ପାଇଁ ୫ ଜଣଙ୍କ ନାଁ ବାଛିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ହ୍ବାଇଟ୍ ହାଉସ୍ ପକ୍ଷରୁ ଏହି ସୂଚନା…
ଖାଦ୍ୟମନ୍ତ୍ରୀଙ୍କୁ ମହମ ବୋଳା ସେଓ ବିକି ହରଡ଼ଘଣାରେ ଫଳ ଷ୍ଟଲ୍ ମାଲିକ
ନୂଆଦିଲ୍ଲୀ,୧୮।୯: ସମ୍ପ୍ରତି ଫଳରେ ବିଭିନ୍ନ ରଙ୍ଗ ଏବଂ ରାସାୟନିକ ପଦାର୍ଥ ପ୍ରଲେପ ଦିଆଯାଇ ବିକ୍ରି କରାଯାଉଛି। ଏହାକୁ ଖାଇବା ଦ୍ୱାରା ବିଭିନ୍ନ ସମସ୍ୟା ସୃଷ୍ଟି ହେଉଛି। ନିକଟରେ ଖାଦ୍ୟ ଏବଂ ଉପଭୋକ୍ତା ବ୍ୟାପାର ମନ୍ତ୍ରୀ ରାମ ବିଳାସ ପାସଓ୍ବାନ ମଧ୍ୟ ଏଥିରୁ…
ମୋଦିଙ୍କୁ ଭେଟିବା ପୂର୍ବରୁ ଯଶୋଦାବେନଙ୍କୁ ଭେଟିଲେ ମମତା
କୋଲକାତା,୧୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାକୁ ଦିଲ୍ଲୀ ଯାଇଥିଲେ। ହେଲେ ସେ ମୋଦିଙ୍କୁ ଭେଟିବା ପୂର୍ବରୁ ତାଙ୍କ ପତ୍ନୀ ଯଶୋଦାବେନଙ୍କୁୁ କୋଲକାତା ବିମାନ ବନ୍ଦରରେ ଭେଟିଥିଲେ। ଏହି ସାକ୍ଷାତକାର ସମୟରେ ସେ ଯଶୋଦାବେନଙ୍କୁ ଏକ…
ବମିଖାଲ ଦୁର୍ଗାପୂଜା ସମିତି : ତୋରଣରେ ଜମ୍ମୁ-କଶ୍ମୀର ପ୍ୟାଲେସ
ଚଳିତ ବର୍ଷ ବମିଖାଲ ଦୁର୍ଗାପୂଜା ସମିତି ୫୬ବର୍ଷରେ ପଦାର୍ପଣ କରିଛି। ପୂର୍ବରୁ ଅନେକ ତୋରଣ ନେଇ ଚର୍ଚ୍ଚାକୁ ଆସିଥିବା ପୂଜା ସମିତି ଏ ବର୍ଷ ସହରାଞ୍ଚଳ ରାସ୍ତା କଡରେ ଜମ୍ମୁ-କଶ୍ମୀର ପ୍ୟାଲେସ ନିର୍ମାଣ କରିବ। ତୋରଣର ଉଚ୍ଚତା ୮୦ଫୁଟ ଓ ଓସାର…
ଅର୍ଥ ବିଭାଗରେ ଅଦଳବଦଳ
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଅଧୀନରେ କାର୍ଯ୍ୟରତ ଓଡ଼ିଶା ଟ୍ୟାକ୍ସେସନ୍ ଏଣ୍ଡ ଆକାଉଣ୍ଟସ୍ ସର୍ଭିସ-୨ର ୫୪ ଜଣ ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏ ସଂକ୍ରାନ୍ତରେ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବଦଳି ହୋଇଥିବା ଅଧିକାରୀମାନେ ହେଉଛନ୍ତି-…
୨୩ରେ ଲଘୁଚାପ
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଘୂର୍ଣ୍ଣିବଳୟ ଯୋଗୁ କେତେକ ଜାଗାରେ ଅସରାଏ କିମ୍ବା ଦି ଅସରା ବର୍ଷା ହେଉଛି। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ରହିବ। ତେବେ ୨୩…
ମ୍ୟାଲେରିଆ ପ୍ରବଣ ଜିଲାରେ ବଣ୍ଟନ ହେବ ୨୬ ଲକ୍ଷ ଔଷଧୀୟ ମଶାରି
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : କେନ୍ଦ୍ର ସରକାର ଓଡ଼ିଶାକୁ ୨୬ଲକ୍ଷ ୫୪ହଜାର ଔଷଧୀୟ ମଶାରି ବଣ୍ଟନ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏହାର ସୂଚାରୁରୂପେ କାର୍ଯ୍ୟକାରିତା ପାଇଁ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗର ଷ୍ଟିଅରିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ଭୁବନେଶ୍ୱର ବିମାନବନ୍ଦରରେ ଚାଲିବ ମରାମତି କାର୍ଯ୍ୟ : ପର୍ଯ୍ୟାୟକ୍ରମେ ଆଠମାସ ବନ୍ଦ ରହିବ ରନ୍ଓ୍ବେ
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କେତେକ ମରାମତି କାର୍ଯ୍ୟ କରାଯିବ। ନଭେମ୍ବର ୧ରୁ ଆସନ୍ତାବର୍ଷ ଜୁନ୍ ୩୦ ପର୍ଯ୍ୟନ୍ତ ରନ୍ଓ୍ବେର ରିକାର୍ପେଟିଂ ହେବ। ଏଥିପାଇଁ ଏହି ୮ ମାସ ଧରି ପର୍ଯ୍ୟାୟକ୍ରମେ ରନ୍ଓ୍ବେକୁ ବନ୍ଦ ରଖାଯିବ।…
ମାର୍ଚ୍ଚ ସୁଦ୍ଧା ରାଜ୍ୟର ୪୭ ଖଣି ନିଲାମ ହେବ
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କୁ ଖଣି ଚିନ୍ତା ଘାରିଲାଣି। ଆଉ ବର୍ଷକ ମଧ୍ୟରେ ୨୪ଟି ଖଣିର ଲିଜ ଅବଧି ଶେଷ ହୋଇଯିବ। ଶିଳ୍ପଗୁଡ଼ିକୁ କଞ୍ଚାମାଲ ମିଳିବା ନେଇ ସମସ୍ୟା ଦେଖାଦେଇପାରେ। ଖଣି ନିଲାମ ତ୍ୱରାନ୍ବିତ ନ ହେଲେ ପରିସ୍ଥିତି ଅସମ୍ଭାଳ ହେବ।…
ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆଦିଲ୍ଲୀ ଗସ୍ତ କରିବେ। ସେହିଦିନ ଅପରାହ୍ନ ୫ଟା ୩୦ରେ ଓଡ଼ିଶା ଭବନରେ ଭାରତ ସରକାରଙ୍କ ବିଭିନ୍ନ ଅଧିକାରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାଜ୍ୟ ପାଇବାକୁ ଥିବା ବଳକା ଅର୍ଥ ଏବଂ ବିଭିନ୍ନ…
ବାମ ସଙ୍ଗଠନ ଦଖଲରେ ଜେଏନ୍ୟୁ
ନୂଆଦିଲ୍ଲୀ,୧୭ା୯(ପି.ଟି.): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍ୟୁ)କୁ ବାମପନ୍ଥୀ ଛାତ୍ର ସଙ୍ଗଠନଗୁଡ଼ିକ ଦଖଲ କରିଛନ୍ତି। ଛାତ୍ର ସଂସଦ ନିର୍ବାଚନରେ ୪ ପ୍ରମୁଖ ପଦବୀରେ ଆଇଏଏସ୍ଏ, ଏସ୍ଏଫ୍ଆଇ, ଏଆଇଏସ୍ଏଫ୍ ଏବଂ ଡିଏସ୍ଏଫ୍କୁ ନେଇ ଗଠିତ ସଂଯୁକ୍ତ ମେଣ୍ଟ ସଫଳ ହୋଇଥିବା ମଙ୍ଗଳବାର ନିର୍ବାଚନ…
ପାକିସ୍ତାନରେ ହିନ୍ଦୁ ଯୁବତୀଙ୍କୁ ହତ୍ୟା
ସିନ୍ଧ୍, ୧୮ା୯: ପାକିସ୍ତାନର ସିନ୍ଧ୍ରେ ଜଣେ ହିନ୍ଦୁ ଛାତ୍ରୀଙ୍କୁ ହତ୍ୟା କରାଯାଇଛି। ଘୋଟ୍କି ନିବାସୀ ନମ୍ରିତା ଚନ୍ଦାନୀ ହଷ୍ଟେଲ୍ରେ ରହି ମେଡିକାଲ ପଢୁଥିଲେ। ମଙ୍ଗଳବାର ହଷ୍ଟେଲ୍ ରୁମ୍ରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ରୁମ୍ ଭିତରେ ତାଙ୍କ ବେକରେ ଲୁଗା ଲାଗିଥିବାରୁ…

