Home Left

‘ଉତ୍ତେଜନା ହ୍ରାସ ପାଇଁ ବହୁତ କିଛି କରାଯାଇଛି’

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୭ା୯: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଖୁବ୍‌ଶୀଘ୍ର ସାକ୍ଷାତ୍‌ ହେବ। ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ହ୍ରାସ ପାଇଁ ଅନେକ କିଛି କରାଯାଇଛି ବୋଲି ମଙ୍ଗଳବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୂଚନା ଦେଇଛନ୍ତି। ଆମେରିକାର ହ୍ୟୁଷ୍ଟନରେ ଆସନ୍ତା ୨୨ରେ ହେବାକୁ…

ଗୋଳକୁଣ୍ଡ ନିମ୍ନ ମୌଳିକ ବିଦ୍ୟାଳୟ: ଭୁଶୁଡିଲା ବିଦ୍ୟାଳୟ ପାଚେରି

ବରୀ,୧୮।୯(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ଗୌଳକୁଣ୍ଡ ପଞ୍ଚାୟତର ସର୍ବପୁରାତନ ନିମ୍ନ ମୌଳିକ ବିଦ୍ୟାଳୟର ପାଚେରି ମଙ୍ଗଳବାର ଭୁଶୁଡି ପଡ଼ିଛି। ୧୦ବର୍ଷ ତଳେ ଏହି ପାଚେରି ନିର୍ମାଣ ହୋଇଥିଲା। ଗତ ବର୍ଷା ମାଡ଼ ଖାଇ ପାଚେରୀ ଦୁର୍ବଳ ହୋଇପଡ଼ିଥିବା କୁହାଯାଉଛି।…

ସୁଧୁରୁନି ବ୍ୟାସନଗର ସହରରେ ବିଦ୍ୟୁତ୍‌ ସେବା : ଚାନ୍ଦାମା, ମୁଣ୍ଡୋମାଳ ସବ୍‌ଷ୍ଟେଶନ ଅଧପନ୍ତରିଆ

ଯାଜପୁର ଅଫିସ,୧୮ା୯ : ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ୨୬ ୱାର୍ଡ଼ ବିଶିଷ୍ଟ କ୍ରୋମନଗରୀ ବ୍ୟାସନଗର ପୌରାଞ୍ଚଳରେ ବିଦ୍ୟୁତ୍‌ ସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ଭାରତ ସରକାରଙ୍କ ଶକ୍ତିି ମନ୍ତ୍ରଣାଳୟର ନୋଟିଫାଏଡ ଯୋଜନାରେ କୋଟି କୋଟି ଟଙ୍କା…

ଚାଷ ପାଇଁ ଭିତ୍ତିଭୂମି ନାହିଁ : ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୧୮ା୯ : ଶିଳ୍ପ ଓ ଅନ୍ୟାନ୍ୟ ଭିତ୍ତିଭୂମି ନ ଥିବାରୁ କେନ୍ଦ୍ରାପଡ଼ା ଜିଲାବାସୀ କୃଷିକୁ ଆଦରି ନେଇଛନ୍ତି। ଜିଲାର ୬୮ ପ୍ରତିଶତ ଅଞ୍ଚଳରେ ଖରିଫ ଚାଷ କରି ଜୀବିକାନିର୍ବାହ କରୁଛନ୍ତି। ତେବେ ଚାଷ ପାଇଁ ଭିତ୍ତିଭୂମି ନ ଥିବାରୁ…

ଭାରତର ହେବ ପିଓକେ

ନୂଆଦିଲ୍ଲୀ, ୧୮ା୯: ପିଓକେ(ପାକିସ୍ତାନ ଅଧିକୃତ କଶ୍ମୀର) ଭାରତର ଅଂଶବିଶେଷ। ଦିନେ ଏହା ଭାରତର ଅଂଶବିଶେଷ ଭାବେ ପରିଗଣିତ ହେବ। ଏନେଇ ନୂଆଦିଲ୍ଲୀ ପକ୍ଷରୁ ପ୍ରୟାସ ଜାରି ରହିଥିବା ମଙ୍ଗଳବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ପ୍ରକାଶ କରିଛନ୍ତି। ଏବେ କଶ୍ମୀରକୁ ନେଇ…

ଆମେ ଆତଙ୍କବାଦୀ ନୋହୁଁ

ନୂଆଦିଲ୍ଲୀ,୧୮ା୯(ପି.ଟି.): ଆମେ ଆତଙ୍କବାଦୀ ନୋହୁଁ। କଶ୍ମୀରରେ ଯାହା ଚାଲିଛି ତାହା ଦେଶ ହିତରେ ନୁହେଁ। ନ୍ୟାଶନାଲ୍‌ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ) ବଳରେ ଗୃହବନ୍ଦୀ ରଖାଯିବା ଅଗଣତାନ୍ତ୍ରିକ। ଆମେ ଯାହା କରିପାରି ନ ଥିଲୁ…

ସ୍କୁଲରେ ବଢୁଛି ଅସଦାଚରଣ ମାମଲା : ନିଲମ୍ବନରେ ସୀମିତ ରହୁଛି କାର୍ଯ୍ୟାନୁଷ୍ଠାନ

କେନ୍ଦ୍ରାପଡା ଅଫିସ୍‌, ୧୮।୯ : କେନ୍ଦ୍ରାପଡା ଜିଲାର ବିଭିନ୍ନ ସ୍କୁଲରେ ଅନେକ ସମୟରେ ନାବାଳିକା/ନାବାଳକ (ଛାତ୍ରୀ/ଛାତ୍ର)ମାନେ ଅସଦାଚରଣର ଶିକାର ହେଉଛନ୍ତି। କିନ୍ତୁ ଏହି ଘଟଣାରେ ସମ୍ପୃକ୍ତ ଶିକ୍ଷକମାନଙ୍କୁ ନିଲମ୍ବନ କରିଦିଆଯିବା ପରେ ପୋଲିସ କିମ୍ବା ଜିଲା ଶିଶୁ ମଙ୍ଗଳ କମିଟି (ସିଡବ୍ଲ୍ୟୁସି)…

ଦାସିଆ ଅଜାଙ୍କ ସଂଗ୍ରହାଳୟରେ ଚନ୍ଦ୍ରପୃଷ୍ଠର ପଥର

ନୂଆଗାଁ,୧୮ା୯ (ଡି.ଏନ.ଏ.): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଚନ୍ଦ୍ରୟାନ -୨କୁ ଚନ୍ଦ୍ରପୃଷ୍ଠରେ ଅବତରଣ କରି ଚନ୍ଦ୍ରରେ ଥିବା ଅନେକ ତଥ୍ୟ ଉନ୍ମୋଚନ କରି ମହାକାଶ ଇତିହାସରେ ନୂଆ ଅଧ୍ୟାୟ ସୃଷ୍ଟି କରିବା ପାଇଁ ପ୍ରୟାସ ଜାରି ରଖିଛି। କିନ୍ତୁ ଏହାର…

କାଗଜକଲମରେ ସୀମିତ ପଲିଥିନ କଟକଣା : ସରକାରୀ ନାଲିଫିତା ତଳେ ଦଣ୍ଡ ବ୍ୟବସ୍ଥା

ଖଣ୍ଡପଡ଼ା,୧୮ା୯(ସ୍ବ.ପ୍ର.): ଗାଁ ହେଉ ଅବା ସହର, ପଲିଥିନର ମୋହ ତୁଟାଇ ପାରୁନାହାନ୍ତି ଗ୍ରାହକ ଓ ବ୍ୟବସାୟୀ। ବିଭିନ୍ନ ସାମଗ୍ରୀ ଆଣିବା ପାଇଁ ଗ୍ରାହକମାନେ ଘରୁ ବ୍ୟାଗ ନେବା ଦରକାର ପଡୁନି। କେତେକ ସ୍ଥାନରେ ବ୍ୟବସାୟ ପ୍ରତିଷ୍ଠାନର ମାଲିକ ମନାକଲେ ମଧ୍ୟ ଗ୍ରାହକ…

ଜଙ୍ଗଲରୁ କାଠ ଲୁଟ୍‌ ଘଟଣା : ଘଟଣାସ୍ଥଳ ପରିଦର୍ଶନ କଲେ ଡିଏଫ୍‌ଓ

ନୂଆଗାଁ,୧୮ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ମହିପୁର ବନାଞ୍ଚଳ ଅଧୀନରେ ଥିବା ବିଭିନ୍ନ ଜଙ୍ଗଲରୁ ମୂଲ୍ୟବାନ ଗଛ କାଟି ମାଫିଆମାନେ ତାହାକୁ ବାହାରକୁ ଚାଲାଣ କରୁଛନ୍ତି। ଏହା ଜାଣି ସୁଦ୍ଧା ବନ ବିଭାଗ ଅଧିକାରୀ ଓ କର୍ମଚାରୀ ନୀରବଦ୍ରଷ୍ଟା ସାଜୁଛନ୍ତି। ଏ ସଂକ୍ରାନ୍ତରେ…

ରାଶନ କାର୍ଡରେ ଆଧାର ସଂଯୋଗ : ବାଦ୍‌ ପଡ଼ିପାରନ୍ତି ୪୫ ହଜାର ହିତାଧିକାରୀ

ନୟାଗଡ଼ ଅଫିସ,୧୮।୯ : ନୟାଗଡ଼ ଜିଲାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍‌ (ଏନ୍‌ଏଫ୍‌ଏସ୍‌ଏ) ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏସ୍‌)ରେ ରାଶନ ସାମଗ୍ରୀ ନେଉଥିବା ୪୫ ହଜାର ହିତାଧିକାରୀ ବାଦ୍‌ ପଡିବା ସମ୍ଭାବନା ରହିଛି। ସରକାର ସେପ୍ଟେମ୍ବର ୧୫ ତାରିଖ…

ସୌଦି ତେଲ ସଙ୍କଟ ବିଗାଡିଲା ବଜାର ମୁଡ୍‌;ଗୋଟିଏ ଦିନରେ ନିବେଶକ ହରାଇଲେ ୨.୭୨ ଲକ୍ଷ କୋଟି

ମୁମ୍ବାଇ,୧୮-୯: ସୌଦି ତେଲ କୂଅ ଉପରେ ଡ୍ରୋନ ଆକ୍ରମଣ ଏବଂ ଅନ୍ତର୍ଜାତୀୟ ବଜାରରେ ଭାରି ବିକ୍ରି କାରଣରୁ ମଙ୍ଗଳବାର ଭାରତୀୟ ଷ୍ଟକ୍‌ ବଜାର ମୁଡ଼୍‌ ବିଗିଡିଯାଇଛି। ସପ୍ତାହର ଦ୍ୱିତୀୟ କାରବାର ଦିନରେ ବିଏସ୍‌ଇ ସେନସେକ୍ସ ୬୪୨.୨୨ ପଏଣ୍ଟ ହ୍ରାସ ପାଇ ୩୬,୪୮୧.୦୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?