Home Left

୨୭ ଶହ ଜମ୍ମୁ-କଶ୍ମୀର ଯୁବକ ସେନା ଓ ପୋଲିସରେ ଯୋଗ ଦେବେ

ନୂଆଦିଲ୍ଲୀ,୧୭।୯: ଜମ୍ମୁ-କଶ୍ମୀରର ସ୍ଥିତି ସ୍ବାଭାବିକ ହେବା ସହିତ ଏଠାରେ ଆତଙ୍କବାଦ ବିରୋଧୀ କାର୍ଯ୍ୟକ୍ରମ ଜାରି ରହିଛି। ଏହା ଅନ୍ତର୍ଗତ ସ୍ଥାନୀୟ ଯୁବକଙ୍କୁ ସେନା ଓ ପୋଲିସରେ ନିଯୁକ୍ତି କାର୍ଯ୍ୟକ୍ରମକୁ ସରକାର ହାତକୁ ନେଇଛନ୍ତି। ଏଥିରେ ୨୭ ଶହ ଯୁବକଙ୍କୁ ନିଯୁକ୍ତି ମିଳିବ…

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ କ୍ରିକେଟର୍‌

ନୂଆଦିଲ୍ଲୀ,୧୭।୯: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୬୯ତମ ଜନ୍ମଦିନକୁ ବିଭିନ୍ନ ସ୍ଥାନରେ ପାଳନ କରାଯାଇଛି। ମୋଦିଙ୍କ ଜନ୍ମଦିନ ପାଇଁ ଦଳମତ ନିର୍ବିଶେଷରେ ପ୍ରାୟ ଅଧିକାଂଶ ନେତା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହିକ୍ରମରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟର୍‌। ଭାରତୀୟ ଅଧିନାୟକ ବିରାଟ…

ଦୁର୍ଗାପୂଜା ପୂର୍ବରୁ ନବରାତ୍ରୀର ରହିଛି ବିଶେଷ ମହତ୍ୱ

ଦୁର୍ଗାପୂଜା ହିନ୍ଦୁମାନଙ୍କର ଏକ ବଡ ପର୍ବ ବୋଲି କୁହାଯାଏ। ଶାରଦୀୟ ନବରାତ୍ରୀ ସବୁଠାରୁ ଶୁଭ ବୋଲି ମଧ୍ୟ କୁହାଯାଏ। ବିଶେଷ କରି ଏହା ହିନ୍ଦୁମାନଙ୍କ ପାଇଁ ବିଶେଷ ମହତ୍ୱ ରଖିଥାଏ। ୯ ଦିନ ଧରି ଚାଲିଥିବା ଏହି ପର୍ବରେ ଦେବୀ ଦୁର୍ଗାଙ୍କର…

ମୋଦି ବ୍ୟବହାର କରୁଛନ୍ତି ଆଇଫୋନ୍‌-୬ ସ୍ମାର୍ଟଫୋନ୍‌; ଶାହଙ୍କ ପାଖରେ ଆଇଫୋନ୍‌ ଏକ୍ସ୍‌ଏସ୍‌

ନୂଆଦିଲ୍ଲୀ, ୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁରକ୍ଷା ଦୃଷ୍ଟିରୁ ଆଇଫୋନ୍‌-୬ ସିରିଜ୍‌ ସ୍ମାର୍ଟଫୋନ୍‌ ବ୍ୟବହାର କରୁଛନ୍ତି। ଆପଲ୍‌ ପକ୍ଷରୁ ଏହି ସିରିଜ୍‌ରେ ଆଇଫୋନ୍‌-୬, ଆଇଫୋନ୍‌-୬ ପ୍ଲସ୍‌, ଆଇଫୋନ୍‌-୬ ଏସ୍‌, ଆଇଫୋନ୍‌-୬ ଏସ୍‌ ପ୍ଲସ୍‌ ଆଦି ସ୍ମାର୍ଟଫୋନ୍‌ ରହିଛି। ଗତବର୍ଷ ଚାଇନା ଏବଂ…

ରାସ୍ତା ଅବରୋଧକରି ଗାଡ଼ି ଧୋଇବା ବେଳେ ପୋଲିସ ଚଢ଼ାଉ: ଗାଡି ଧୁଆ ଯନ୍ତ୍ର ଜବତ

ଯୋଡ଼ା, ୧୭।୯ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରଦେଇ ଯାଇଥିବା ୨ ନମ୍ବର ରାଜ୍ୟ ରାଜପଥ ଉପରେ ଭାରିଯାନ ରଖି ଧୋଉଥିବା ବେଳେ ପୋଲିସ ଚଢ଼ାଉକରି ଗାଡି ଧୁଆ ଯନ୍ତ୍ରକୁ ଜବତ କରିଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ସୋମବାର ରାତି…

ଅଫିସ୍‌ରେ ପଶି ବଟି ମାଗିବା, ଭଙ୍ଗାରୁଜା ଘଟଣା: ୨ ଅଭିଯୁକ୍ତ କୋର୍ଟଚାଲାଣ

ଯୋଡ଼ା, ୧୭।୯ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହର ମେନ୍‌ ରୋଡ୍‌ ତଥା ଓାର୍ଡ ନଂ. ୪ରେ ଥିବା ବ୍ୟବସାୟୀ ରବି ନାରାୟଣ ଦାସଙ୍କ ଅଫିସରେ ସୋମବାର ୨ ଦୁର୍ବୃତ୍ତ ପଶି ବଟି ମାଗିବା ସହ ଭଙ୍ଗାରୁଜା କରିଥିଲେ। ଏ ନେଇ…

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ଜନାଦେଶ ଯାତ୍ରାରେ ବିରୋଧୀଙ୍କ ନିଆରା ପ୍ରତିବାଦ

ସାଙ୍ଗଲି,୧୭।୯: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କ ଜନାଦେଶ ଯାତ୍ରାକୁ ସ୍ବାଭିମାନୀ ଶେତକାରୀ ସଙ୍ଗଠନ(ଏସ୍‌ଏସ୍‌ଏସ୍‌) ପକ୍ଷରୁ ନିଆରା ପ୍ରତିବାଦ କରାଯାଇଛି। ସୋମବାର ମହାରାଷ୍ଟ୍ରର ସାଙ୍ଗଲୀ ଜିଲାରୁ ପ୍ରାୟ ୨୩୦ କିଲୋମିଟର ଦୂର କୁଣ୍ଡଲ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ଫଡନବିସଙ୍କ ରାଲି ଗାଡ଼ି ସମ୍ମୁଖରେ ଏସ୍‌ଏସ୍‌ଏସ୍‌…

ରଣବୀର ସିଂଙ୍କୁ ଭୁଲିଗଲେ ଦୀପିକା

ବଲିଉଡ୍‌ର ମୋଷ୍ଟ ପପୁଲାର କପଲ୍‌ ହେଉଛନ୍ତି ଦୀପିକା ପାଦ୍ୟୁକୋନ୍‌ ଓ ରଣବୀର ସିଂ। ଦୁହେଁ ସୋସିଆଲ୍‌ ମିଡିଆରେ ବେଶ୍‌ ଆକ୍ଟିଭ୍‌ ମଧ୍ୟ। ନିକଟରେ ଏକ ଇଭେଣ୍ଟ୍‌ରେ ଯୋଗ ଦେବା ଅବସରରେ ଦୀପିକା ବିବାହିତ ବୋଲି କହିବାକୁ ଭୁଲି ଯାଇଥିଲେ। ମୁଁ ଜଣେ…

ଚିକିତ୍ସା ଅବହେଳା ଅଭିଯୋଗ: ଅକ୍ସିଜେନ ଦିଆ ନ ଯିବାରୁ ଝିଅର ମୃତ୍ୟୁ

କେନ୍ଦୁଝର,୧୭।୯(ସ୍ବ.ପ୍ର.): ସାପ କାମୁଡ଼ାରେ ଅସୁସ୍ଥହୋଇ କେନ୍ଦୁଝର ଜିଲା ମୁଖ୍ୟ ଡକ୍ତରଖାନାରେ ଚିକିତ୍ସଧୀନ ଜଣେ ଯୁବତୀଙ୍କର ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ଯାତ୍ରୀ ପାତ୍ର(୧୭)। ତାଙ୍କ ଘର ମୟୂରଭଞ୍ଜ ଜିଲା ବଡ଼କରଞ୍ଜିଆ ଗ୍ରାମରେ। ଯାତ୍ରୀଙ୍କୁ ଠିକ୍‌ ସମୟରେ ଅକ୍ସିଜେନ ଦିଆ…

ଅମିତାଭଙ୍କ ଅନୁରୋଧରେ ହିନ୍ଦୀ ଫିଲ୍ମ ଦେଖିଥିଲେ ମୋଦି

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କର ୬୯ ତମ ଜନ୍ମ ଦିନ ପାଳନ କରୁଥିବା ବେଳେ ସବୁଆଡୁ ତାଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛାର ସୁଅ। ବଲିଉଡ୍‌ ମଧ୍ୟ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛି। ଏହି କ୍ରମରେ ମୋଦିଙ୍କ ବଲିଉଡ୍‌ ସହ ଥିବା…

୨ ଶିକ୍ଷୟିତ୍ରୀଙ୍କୁ ପ୍ରଧାନ ଶିକ୍ଷକ ମାଡ଼ମାରିବା ଅଭିଯୋଗ : ବିଦ୍ୟାଳୟ ପରିସରରେ ଉତ୍ତେଜନା

ହାଟଡ଼ିହୀ,୧୭।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ କୁଶଟିକିରି ବିଦ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ପ୍ରଧାନ ଶିକ୍ଷକ ୨ ଜଣ ଶିକ୍ଷୟିିତ୍ରୀଙ୍କୁ ଗାଳିଗୁଲଜ କରିବା ସହ ମାଡ଼ ମାରିଛନ୍ତି। ଏ ନେଇ ୨ ଶିକ୍ଷୟିତ୍ରୀ ହାଟଡ଼ିହୀ ଶିକ୍ଷା ଜିଲା ଧିକାରୀଙ୍କ ପାଖରେ ଅଭିଯୋଗ କରିଛନ୍ତି।…

ମାଡ଼ି ଆସୁଛି ବିପଦ: ୭ମ ଥର ପାଇଁ ସମ୍ପୂର୍ଣ୍ଣ ଧ୍ୱଂସ ହେବ ପୃଥିବୀ !

ଓ୍ବାଶିଂଟନ,୧୭।୯ : ଜଳବାୟୁ ପରିବର୍ତ୍ତନର ପ୍ରଭାବ ପରିବେଶ ଉପରେ ପଡ଼ିବାରେ ଲାଗିଛି। ଏହାଯୋଗୁ ପୃଥିବୀ ପୁଣି ଧ୍ୱଂସ ମୁହାଁ ହେବାରେ ଲାଗିଛି। ଏହା ପୂର୍ବରୁ ପୃଥିବୀ ୬ଥର ସମ୍ପୂର୍ଣ୍ଣ ଧ୍ୱଂସ ହୋଇ ସାରିଛି। ଏବେ ୭ମ ଥର ପାଇଁ ସେହି ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?