Home Left

ପାଇଖାନା ନ କଲେ ରାଶନ ସାମଗ୍ରୀ ମିଳୁନି

ପାତ୍ରପୁର,୧୭ା୯(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକର ୨୩ ପଞ୍ଚାୟତରେ ପ୍ରଶାସନର ଗୋଟିଏ ନିୟମ ଥିବାବେଳେ ଆନ୍ଧ୍ର ସୀମାକୁ ଲାଗିଥିବା କେଶରୀପଡ଼ା ପଞ୍ଚାୟତ ସଦରମହକୁମାରେ ଆକ୍ରୋଶମୂଳକ ଭାବେ ଅଲଗା ନିୟମ କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଠାରେ ପାଇଖାନା ନିର୍ମାଣ ନକଲେ ରାଶନ ସାମଗ୍ରୀ ବନ୍ଦ କରାଯାଉଛି।…

ରାଜ୍ୟର ବିଭିନ୍ନ ସ୍ଥାନରେ ଯାଞ୍ଚ:ଗୋଟିଏ ଦିନରେ ୧୪୧ ମଦ୍ୟପ ଗାଡ଼ିଚାଳକ ଗିରଫ

କଟକ ଅଫିସ, ୧୭-୯:ରାଜ୍ୟରେ ମଦ୍ୟପ ଗାଡି ଚାଳକଙ୍କୁ ନିସ୍ତାର ନାହିଁ। ସେମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଆପଣାଇଛି ପୋଲିସ। ମଦ୍ୟପାନ କରି ଗାଡି ଚଳାଉଥିବା ଚାଳକଙ୍କୁ ଗିରଫ କରିବାକୁ ଡିଜିପି ବିଜୟ କୁମାର ଶର୍ମା କଡା ନିର୍ଦ୍ଦେଶ ଦେଇଛନ୍ତି। ତଦନୁଯାୟୀ ରବିବାର…

୨୬ ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ନୋଟିସ:ତୁରନ୍ତ କ୍ୱାର୍ଟର୍ସ ଛାଡ଼, ନଚେତ୍‌ ବିଦ୍ୟୁତ୍‌, ପାଣି ବନ୍ଦ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ସରକାରୀ କ୍ୱାର୍ଟର୍ସଗୁଡିକୁ ତୁରନ୍ତ ଛାଡିବା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୋମବାର ୨୬ ଜଣ ପୂର୍ବତନ ବିଧାୟକଙ୍କୁ ନୋଟିସ ଜାରି କରିଛନ୍ତି। ଏଥିସହିତ ପାଣି ଓ ବିଦ୍ୟୁତ୍‌ ଯୋଗାଉଥିବା ବିଭାଗଗୁଡିକୁ ମଧ୍ୟ ନୋଟିସ ଜାରି କରାଯାଇଛି। ଯେଉଁ ପୂର୍ବତନ ବିଧାୟକମାନେ…

ଏନ୍‌ଏଫ୍‌ଏସ୍‌ଏରୁ ବାଦ୍‌ ପଡ଼ିପାରନ୍ତି ୧୯ ଲକ୍ଷ:ଆଧାର ଛଡ଼ାଇନେବ ରାଶନ, ଚିନ୍ତାରେ ହିତାଧିକାରୀ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ଭୋକ ଉପାସରେ କେହି ରହିବେ ନାହିଁ। ଦେଶର ସମସ୍ତ ଗରିବ ଲୋକଙ୍କୁ ଦିନକୁ ଦୁଇମୁଠା ପେଟ ଭରି ଖାଇବାକୁ ମିଳିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାର ଆରମ୍ଭ କରିଥିଲେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)। ଓଡ଼ିଶା ସରକାର ମଧ୍ୟ ରାଜ୍ୟ…

ଶିଶୁଙ୍କୁ ବାହାରେ ଖେଳିବାକୁ ଛାଡନ୍ତୁ

ବର୍ତ୍ତମାନର କମ୍ପ୍ୟୁଟର ଯୁଗରେ ପିଲାଙ୍କ ପାଇଁ ଘରୁ ବାହାରି ପଡୋଶୀ ଶିଶୁଙ୍କ ସହ ଖେଳିବା ବହୁତ ଜରୁରୀ ହୋଇପଡ଼ିଛି। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଯେଉଁ ଅଭିଭାବକମାନେ ପିଲାଙ୍କୁ ସ୍କୁଲ୍‌ ଏବଂ ସ୍କୁଲ୍‌ ପରେ କେବଳ ଘର ଭିତରେ ଭିଡିଓ ଗେମ୍‌,…

କଗ୍ନିଜାଣ୍ଟର ପୂର୍ବତନ ସିଓଓଙ୍କ ବିରୋଧରେ ୩୫ ଲକ୍ଷର ଜରିମାନା

ନୂଆଦିଲ୍ଲୀ,୧୭-୯: ଆମେରିକାର ପୁଞ୍ଜି ବଜାର ନିୟାମକ ସିକ୍ୟୁରିଟିଜ ଆଣ୍ଡ ଏକ୍ସଚେଞ୍ଜ କମିଶନ(ଏସ୍‌ଇସି) କଗ୍ନିଜାଣ୍ଟର ପୂର୍ବତନ ମୁଖ୍ୟ ପରିଚାଳନା ଅଧିକାରୀ(ସିଓଓ) ଶ୍ରୀଧର ତିରୁମ୍ବେଗଦମଙ୍କୁ ଜଣେ ଭାରତୀୟଙ୍କୁ ଲାଞ୍ଚ ଦେବା ଅଭିଯୋଗରେ ୫୦ ହଜାର ଡଲାର( ପ୍ରାୟ ୩୫ ଲକ୍ଷ ଟଙ୍କା) ଜରିମାନା କରିଛି।…

ବଢ଼ୁଛି ଭାରତୀୟଙ୍କ ଋଣ ବୋଝ

ନୂଆଦିଲ୍ଲୀ,୧୭-୯: ଭାରତୀୟ ଅର୍ଥନୀତିର ମେରୁଦଣ୍ଡ କୁହାଯାଉଥିବା ସଞ୍ଚୟ କମିବାରେ ଲାଗିଛି। ଫଳରେ ୨୦୧୮ ସୁଦ୍ଧା ୫ ବର୍ଷରେ ଲୋକଙ୍କ ଉପରେ ଋଣ ବୋଝ ୫୮% ବୃଦ୍ଧି ପାଇ ୭.୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଗଲାଣି। ଅନ୍ୟପକ୍ଷରେ ୨୦୧୭ରେ ଏହି ମାତ୍ର ୨୨…

ଖେଳପଡ଼ିଆ ପାଇଁ ଅଣ୍ଟା ଭିଡ଼ିଲା ପରିଚାଳନା କମିଟି:ଜବରଦଖଲ ଉଚ୍ଛେଦ ଦାବି

ଭୁବନ ୧୭।୯(ଡି.ଏନ.ଏ.) ଭୁବନ ଏନ୍‌ଏସି ଅଧୀନ ୩ନଂ. ଓ୍ବାର୍ଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆଖପାଖ ଅଞ୍ଚଳକୁ ଜବରଦଖଲ ମୁକ୍ତ କରିବାକୁ ଦାବି କରିଛି ପରିଚାଳନା କମିଟି। ଏ ନେଇ କମିଟି ସଦସ୍ୟମାନେ ସୋମବାର ତହସିଲଦାରଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି।…

ପୂରଣ ହେଉନି ଉଦ୍ଦେଶ୍ୟ: ରାସ୍ତାକଡ଼ରେ ଗଡୁଛି ଚେକ୍‌ପୋଷ୍ଟ

କାମାକ୍ଷାନଗର, ୧୭।୯(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ଥିବା ବିଭିନ୍ନ ଥାନା, ଫାଣ୍ଡିକୁ ମିଳିଥିବା ପୋଲିସ ଚେକ୍‌ପୋଷ୍ଟ ବ୍ୟବହାରରେ ଆସୁନାହିଁ। ଚେକ୍‌ପୋଷ୍ଟଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦାରେ ପଡ଼ି ନଷ୍ଟ ହେଉଛି। ଜିଲାର ଆଦର୍ଶ ଥାନାର ମାନ୍ୟତା ପାଇଛି କାମାକ୍ଷାନଗର। ଏଥିସହ…

କଫି ଦୂରକରେ ଷ୍ଟ୍ରେଚ୍‌ମାର୍କ

ଗର୍ଭଧାରଣ ପରେ ଓ ମେଦବହୁଳତା ଦେଖାଯାଉଥିବା ବ୍ୟକ୍ତିଙ୍କ ପାଖରେ ଷ୍ଟ୍ରେଚ୍‌ମାର୍କ ଦେଖା ଦେଇଥାଏ। ବଜାରରେ ମିଳୁଥିବା ବିଭିନ୍ନ ପ୍ରକାରର କ୍ରିମ ବ୍ୟବହାର ପରେ ମଧ୍ୟ ଏହାର କିଛି ସୁଫଳ ମିଳି ନ ଥାଏ। ସଂକ୍ରାମକ ରୋଗର ବିଶେଷଜ୍ଞମାନେ ନିକଟରେ କରିଥିବା ଏକ…

ମେଶିନ୍‌ ଅଛି, କାମରେ ଲାଗୁନି: ୫ ବର୍ଷରେ ମାତ୍ର ୨୭ ଅଲ୍‌ଟ୍ରାସାଉଣ୍ଡ

ରାୟଗଡ଼ା ଅଫିସ, ୧୭।୯- ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ସହଜ, ସୁବିଧା ଓ କମ୍‌ ସମୟ ମଧ୍ୟରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ…

ଜମିପଟ୍ଟା ପାଇଁ ଜିଲାପାଳଙ୍କୁ ଗୁହାରି କଲେ: ଆମରଣ ଅନଶନ ସ୍ଥଗିତ କଲେ

ନୂଆପଡା ଅଫିସ,୧୭ା୯ ନୂଆପଡ଼ା ଜିଲା ଖଡିଆଳ ଏନଏସି ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ପୁରୁଷାନୁକ୍ରମେ ଶତାଧିକ ପରିବାର ଲୋକ ଘର କରି ରହୁଥିବାବେଳେ ସେମାନଙ୍କ ନିକଟରେ ସରକାରୀ ଜମିପଟା ନାହିଁ ା ସେଥିପାଇଁ ସୋମବାର ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଗୁହାରୀ ଜଣାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?