Home Left

ଚିଦାମ୍ବରମ୍‌ଙ୍କ ଜନ୍ମ ଦିନରେ ପୁଅ କାର୍ତ୍ତି ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୧୬।୯ : ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ ସୋମବାର ୭୪ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତେବେ ଜନ୍ମଦିନରେ ସେ ଜେଲ୍‌ରେ ଥିବାରୁ ଏହା ପାଳନ ହୋଇପାରିବ ନାହିଁ। ସେ ୧୯୪୫ ସେପ୍ଟେମ୍ବର ୧୬ରେ ତାମିଲ୍‌ନାଡୁର କାନାଦୁକାନ୍ଥନଠାରେ ଜନ୍ମଗ୍ରହଣ କରିଥିଲେ। ବାପାଙ୍କ ଜନ୍ମଦିନ…

ସୌଦି ଆରବର ଆରାମ୍‌କୋ ତୈଳ ଭଣ୍ଡାରରେ ଡ୍ରୋନ ଆକ୍ରମଣ; ମହଙ୍ଗା ହୋଇପାରେ ଅଶୋଧିତ ତେଲ ଦର

ନୂଆଦିଲ୍ଲୀ,୧୬।୯: ସୌଦି ଆରବର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଆରାମ୍‌କୋର ଅବକିକ୍‌ ଓ ଖୁରେସରେ ଥିବା ଦୁଇଟି ତୈଳ ଭଣ୍ଡାର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଫଳରେ ସେଠାରେ ଅସ୍ଥାୟୀ ରୂପେ ତୈଳ ଉତ୍ପାଦନକୁ ବନ୍ଦ କରିଦିଆଯାଇଛି। ସୌଦି ଆରବ ଶକ୍ତି ମନ୍ତ୍ରୀ…

ସ୍ମରଣଶକ୍ତି ବଢ଼ାଇବାର ସହଜ ଉପାୟ

ସାଧାରଣତଃ ବୟସ ବଢ଼ିବା ସହ ସ୍ମରଣଶକ୍ତିରେ ତାରତମ୍ୟ ପରିଲକ୍ଷିତ ହୋଇଥାଏ। ଅପରପକ୍ଷରେ ମସ୍ତିଷ୍କଜନିତ ସମସ୍ୟାର ସମ୍ମୁଖୀନ ହୋଇଥିଲେ ଏପରି ଅସୁବିଧା ସୃଷ୍ଟି ହେବା ଆଶଙ୍କା ଥାଏ। ତେବେ ଏହାକୁ ବଢ଼ାଇବାର ଏକ ସରଳ ଉପାୟ ରହିଛି। ଏପରି ବିଷୟବସ୍ତୁ ଉପରେ ନିକଟରେ…

ବିଜ୍ଞାନ ଈଶ୍ୱରଙ୍କୁ ହତ୍ୟାକରେ ନାହିଁ

”୧୯୯୯ ମସିହାରେ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପାଇଥିବା ମାର୍ଟିନସ ଜେ.ଜି. ଭେଲ୍‌ମ୍ୟାନ୍‌ଙ୍କ ମତରେ ବିଜ୍ଞାନ ଓ ଆଧ୍ୟାତ୍ମିକତା ମଧ୍ୟରେ ସେତୁବନ୍ଧଟିଏ ନିର୍ମାଣ କରିବା ସଂଗତି ଏବଂ ଅସଂଗତି ମଧ୍ୟରେ ତାହା କରିବା ଭଳି ମନେହୋଇପାରେ, କିନ୍ତୁ ବିଜ୍ଞାନକୁ ସମାଜର ସଂଖ୍ୟାଗରିଷ୍ଠ…

କୂଳ ଛାଡ଼ିଲା ମାଲେସିଆ ଜାହାଜ

ବ୍ରହ୍ମଗିରି,୧୬ା୯(ଡି.ଏନ୍‌.ଏ.) : ବହୁ ପରିଶ୍ରମ ପରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାଜହଂସ କୂଳରେ ଲାଗିଥିବା ମାଲେସିଆ ଜାହାଜ ଜିନ୍‌ ହ୍ବା କୂଳ ଛାଡ଼ିଛି। ଏହାକୁ ଉଦ୍ଧାର କରିବା ପାଇଁ ଶନିବାର ପହଞ୍ଚତ୍ଥିବା ଏମ୍‌ଭି ଚିତା ନାମକ ଜାହାଜ ସାହଯ୍ୟରେ ରବିବାର…

ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ ଘଟଣା ଅର୍ଥ ଫେରାଇଲା ବ୍ୟାଙ୍କ

ଅନୁଗୋଳ ଅଫିସ୍‌, ୧୬ା୯: ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ ଘଟଣାରେ ସମ୍ପୃକ୍ତ ବ୍ୟାଙ୍କ ଟଙ୍କା ଫେରାଇଛି। ବ୍ୟାଙ୍କ ପକ୍ଷରୁ ୫୯ ଲକ୍ଷ ୪୧ହଜାର ୪୮୧ଟଙ୍କା ଆକାଉଣ୍ଟ ନମ୍ବର ୦୭୬୪୧୪୫୦୦୦୦୨୩୫କୁ ଫେରସ୍ତ କରାଯାଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା…

କଟକ: ୧୮ରେ ୧୨ ଘଣ୍ଟିଆ ବନ୍ଦ

କଟକ ଅଫିସ,୧୬ା୯ : ହିନ୍ଦୁସେନା ଓ କଟକ ସଦର ସୁରକ୍ଷା କମିଟି ପକ୍ଷରୁ ଆସନ୍ତା ୧୮ରେ କଟକ ବନ୍ଦ ଡାକରା ଦିଆଯାଇଛି। ଏ ନେଇ ରବିବାର ଜିଲା ରେଡ୍‌କ୍ରସ ଭବନଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। କଟକ ସହରକୁ ଶ୍ରୀହୀନ…

କୃଷି ଋଣ ହଡ଼ପ ଅଭିଯୋଗ: ଚାଷୀ ଥାନାର ଦ୍ୱାରସ୍ଥ

ଛେଣ୍ତିପଦା,୧୬।୯(ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ଚାଙ୍ଗୁଡିଆ ସମବାୟ ସମିତିରେ ଚାଷୀଙ୍କ ଋଣ ଟଙ୍କା ହଡପ ହୋଇଥିବା ନେଇ ରବିବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ କେସ ନଂ. ୨୭୩/୧୯ରେ ଏକ ମାମଲା ରୁଜୁ କରି ସମବାୟ ସମିତିର ସଭାପତିଙ୍କୁ ଅଟକ…

ସଚିନ ତେନ୍ଦୁଲକର ହୋଇପାରନ୍ତି ଓଡ଼ିଶା ଟୁରିଜମ୍‌ ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶା ପର୍ଯ୍ୟଟନର ପ୍ରଚାର ପ୍ରସାର ପାଇଁ ଜଣେ ପରିଚିତ ଚେହେରା ହୋଇପାରନ୍ତି ଟୁରିଜମ୍‌ ବ୍ରାଣ୍ଡ୍‌ ଆମ୍ବାସାଡର। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ମୁତାବକ କ୍ରିକେଟ୍‌ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ହୋଇପାରନ୍ତି ଓଡ଼ିଶା ପର୍ଯ୍ୟଟନର ସେଲିବ୍ରିଟି…

ଶ୍ରୀନଗରରେ ୨ ଡଜନ ଆତଙ୍କବାଦୀ: ଦୋକାନୀଙ୍କୁ ଦେଉଛନ୍ତି ଖୋଲା ଧମକ

ଶ୍ରୀନଗର,୧୬ା୯(ପି.ଟି.): ଶ୍ରୀନଗରରେ ଏବେ ଦୁଇ ଡଜନ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ସେମାନେ ସହର ଓ ଏହାର ଆଖପାଖରେ ଅବାଧରେ ବୁଲୁଛନ୍ତି ଏବଂ ବ୍ୟବସାୟୀମାନଙ୍କୁ ଦୋକାନ ନ ଖୋଲିବା ପାଇଁ ଖୋଲା ଧମକ ଦେଉଛନ୍ତି। ଏହା ସୁରକ୍ଷା ବଳ ପାଇଁ ଚିନ୍ତାର କାରଣ…

ବିଦ୍ୟୁତ୍‌ ତାର ଛିଣ୍ଡି ଅଙ୍ଗନୱାଡି କର୍ମୀ ଜଳିଯିବା ଘଟଣା: ୫ ବର୍ଷ ପରେ ମୃତକଙ୍କ ପରିବାରକୁ ମିଳିଲା କ୍ଷତିପୂରଣ

ଭବାନୀପାଟଣା,୧୬।୯(ସ୍ବ.ପ୍ର.) କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ପେନସୁର ଗ୍ରାମର ଦଶମିନା ମାଝି (୪୫) ଗତ ୨୦୧୪ ଅଗଷ୍ଟ ୧୩ ତାରିଖରେ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ବରଣ କରିଥିଲେ। ଅଙ୍ଗନୱାଡି କର୍ମୀ ଥିବା ଦଶମିନା କେନ୍ଦ୍ର ନିକଟରେ ଥିବା ନଳକୂପରୁ ପାଣି ନେଉଥିବା…

ଓଡ଼ିଶାରେ ହେବ ବିପର୍ଯ୍ୟୟ ପରିଚାଳନା ଗ୍ରୀଡ୍‌

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଓଡ଼ିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ନିୟମିତ ବ୍ୟବଧାନରେ ବିଭିନ୍ନ ବିପର୍ଯ୍ୟୟ ଦ୍ୱାରା ରାଜ୍ୟ ବହୁଳ ଭାବେ ପ୍ରଭାବିତ ହୋଇଥାଏ। ତେଣୁ ଏହାର ସଫଳ ମୁକାବିଲା ଏବଂ ବିପର୍ଯ୍ୟୟ ଜନିତ କ୍ଷୟକ୍ଷତି ହ୍ରାସ ପାଇଁ ରାଜ୍ୟରେ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?