କାର୍ ଆଗ ସିଟ୍ରେ ବେଲ୍ଟ ବାନ୍ଧି ଶିଶୁଙ୍କୁ ନେବା ମନା : ପୋଲିସ କମିଶନରଙ୍କ ଚିଠିର ଉତ୍ତର ରଖିଲେ ଆର୍ଟିଓ
ଭୁବନେଶ୍ୱର,୧୬ା୯(ବ୍ୟୁରୋ) : କାର୍ର ଆଗ ସିଟ୍ରେ ୬ବର୍ଷ କିମ୍ବା ଏହାଠାରୁ କମ୍ ବର୍ଷ ବୟସର ପିଲାଙ୍କୁ ବସାଇ ନେବା ମନା। ଏପରିକି ସିଟ୍ ବେଲ୍ଟ ବାନ୍ଧି ନିଆଯିବା ମଧ୍ୟ ଠିକ୍ ନୁହେଁ। ଏହା ଶିଶୁଙ୍କ ପାଇଁ ବିପଦ ଆଣିପାରେ। ତେଣୁ ଏହାକୁ…
ପୂର୍ବତନ କର୍ପୋରେଟରଙ୍କ ପୁଅଙ୍କୁ ହତ୍ୟା ଉଦ୍ୟମ; ମାଷ୍ଟରମାଇଣ୍ଡଙ୍କୁ ଧରିପାରୁନି ପୋଲିସ
ବ୍ରହ୍ମପୁର ଅଫିସ,୧୬ା୯-ବ୍ରହ୍ମପୁର ବଡ ବଜାର ଥାନା ସୀତାଢ଼ିମ୍ବିରା ସାହିରେ ଗତ ୨୧ ତାରିଖ ରାତିରେ ବିଏମ୍ସିର ପୂର୍ବତନ କର୍ପୋରେଟର କୃଷ୍ଣ ସେଠୀଙ୍କ ପୁଅ ଚିଙ୍କୁ ଓରଫ ଗୌରବଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ହତ୍ୟା ଉଦ୍ୟମ ଘଟଣାର ମାଷ୍ଟରମାଇଣ୍ଡ…
ଡିଏଲ୍, ଗାଡ଼ି କାଗଜପତ୍ର ସମସ୍ୟା ଦୂର ପାଇଁ ପଦକ୍ଷେପ : ୧୫ଦିନରେ ଡିଏଲ୍ ଆବେଦନ ପାଇଁ ୩୮ ହଜାର ସ୍ଲଟ୍ ବୁକ
ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ପରିବହନ ସଚିବଙ୍କ ନିର୍ଦ୍ଦେଶକ୍ରମେ ରବିବାର ଛୁଟିଦିନରେ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ) କାର୍ଯ୍ୟ କରିଥିଲା। ଅଧିକ ଭିଡ଼ ହେଉଥିବା ଭୁବନେଶ୍ୱରର ଆର୍ଟିଓ-୧ ଓ ଆର୍ଟିଓ-୨ରେ ସୁରୁଖୁରୁରେ କାର୍ଯ୍ୟ ଚାଲିଥିଲା। ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ି କାଗଜପତ୍ର…
ଆଜିଠାରୁ ପୁଣି ବର୍ଷା : ୯ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ସୋମବାର ରାଜ୍ୟର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗତ ଦୁଇଦିନ ଧରି ପାଗ ଶୁଖିଲା ରହିବା ପରେ ସୋମବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷାହେବ। ଏନେଇ ଭୁବନେଶ୍ୱରସ୍ଥିତ…
ରେକର୍ଡ: ୭ମ ଥର ଲାଗି ବ୍ରଡ୍ଙ୍କ ଶିକାର ହେଲେ ଓ୍ବାର୍ନର
ଲଣ୍ଡନ, ୧୫।୯- ଅଷ୍ଟ୍ରେଲିଆ ଓପନର୍ ଡେଭିଡ୍ ଓ୍ବାର୍ନର ଚଳିତ ଆଶେସ ସିରିଜକୁ ନୈରାଶ୍ୟଜନକ ଭାବେ ଶେଷ କରିଛନ୍ତି। ଏଠାରେ ଚାଲିଥିବା ଅନ୍ତିମ ତଥା ୫ମ ମ୍ୟାଚ୍ର ୨ୟ ଇନିଂସରେ ମଧ୍ୟ ଓ୍ବାର୍ନର ବ୍ୟାଟିଂରେ ଫେଲ୍ ମାରିଥିଲେ। ଘରୋଇ ଇଂଲଣ୍ଡ ପକ୍ଷରୁ ଧାର୍ଯ୍ୟ…
ସକାଳେ କାହିଁକି ଖାଇବେ ସଦାବିହାରୀ ପତ୍ର
ସଦାବିହାରୀ, ସଦାଫୁଲି ବା ନୟନ ତାରା ନାଁରେ ପରିଚିତ ଏହି ଫୁଲ ଦେଖିବାକୁ ଯେ ସୁନ୍ଦର ତା’ ନୁହେଁ ଏଥିରେ ରହିଛି ଔଷଧୀୟ ଗୁଣ। ଡାକ୍ତର ବସନ୍ତ ଲାଡଙ୍କ ଦ୍ୱାରା ଲିଖିତ ‘ଏ କମ୍ଲିଟ୍ ବୁକ୍ ଅଫ୍ ଆୟୁର୍ବେଦିକ ରିମେଡିଜ୍’ରେ ସଦାବିହାରୀର…
ଓସିଏ ଚୟନକର୍ତ୍ତାଙ୍କୁ ନ ଡ଼ାକି ଶେଷ କରିଦେଲେ ଚୟନ ପ୍ରକ୍ରିୟା
କଟକ ଅଫିସ,୧୫ା୯-୧୯ବର୍ଷରୁ କମ୍ ରାଜ୍ୟ ବାଳକ କ୍ରିକେଟ ଦଳର ଚୟନପ୍ରକ୍ରିୟା ସରିଗଲା ପଛେ ଚୟନକର୍ତ୍ତାଙ୍କୁ ଖୋଜା ପଡ଼ିଲାନି। ଚୟନ ପ୍ରକ୍ରିୟା ନେଇ ଥରେ ଫୋନ୍ କି ମେସେଜ ମଧ୍ୟ ଦିଆଗଲାନି। ଏଭଳି ସ୍ଥିତିରେ ପହଞ୍ଚିଲାଣି ରାଜ୍ୟ କ୍ରିକେଟର ସ୍ଥିତି। ରାଜ୍ୟ ଜୁନିୟର…
ପିଆରଏମ ମେଡିକାଲ କଲେଜରେ ୟୁନିଡୋର ପ୍ରତିନିଧି ଦଳ
ବାରିପଦା ଅଫିସ,୧୬ା୯- ୟୁନାଇଟେଡ ନେସନ ଇଣ୍ଡଷ୍ଟ୍ରିଆଲ ଡେଭଲପମେଣ୍ଟ ଅର୍ଗାନାଇଜେସନ(ୟୁନିଡୋ)ର ଏକ ପ୍ରତିନିଧୀ ଦଳ ରବିବାର ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ପରିଦର୍ଶନରେ ଆସିଥିଲେ। ୟୁନିଡୋର ଇଣ୍ଡିପେଣ୍ଡେଣ୍ଟ କନସଲଷ୍ଟାଣ୍ଟ ଡରୋଥି ଲକ୍ସଙ୍କ ନେତୃତ୍ୱରେ ଷ୍ଟେଟ ପଲ୍ୟୁସନ କଣ୍ଟୋଲ ବୋର୍ଡର ରିଜିଓନାଲ…
ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ବାତିଲ
ଧର୍ମଶାଳା, ୧୫ା୯ (ପି.ଟି.)-ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଖେଳାଯିବାକୁଥିବା ପ୍ରଥମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚ୍କୁ ବାତିଲ କରିଦିଆଯାଇଛି। ପ୍ରବଳ ବର୍ଷା ଯୋଗୁ ଖେଳ ଆରମ୍ଭ ସମ୍ଭବପର ନ ଥିଲା। ମ୍ୟାଚ ଦେଖିବା ଲାଗି ଆସିଥିବା ଦର୍ଶକଙ୍କୁ ଏହା…
ପୋତି ହୋଇଛି ଡ୍ରେନ, ରାସ୍ତା ଉପରେ ନର୍ଦ୍ଦମା ପାଣି
ଖଣ୍ଡପଡ଼ା,୧୬ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳର ବିଭିନ୍ନ ସାହି ବସ୍ତି ଓ ମୁଖ୍ୟ ରାସ୍ତା କଡରେ ଥିବା ଡ୍ରେନଗୁଡିକ ରକ୍ଷଣାବେକ୍ଷଣ ଅଭାବରୁ ପୋତି ହୋଇଗଲାଣି। ଫଳରେ ସମ୍ପ୍ରତି ବର୍ଷା ସମୟରେ ଡ୍ରେନରେ ପାଣି ଯାଇ ନ ପାରି ରାସ୍ତା ଉପରେ ପ୍ରବାହିତ…
ନିମ୍ନମାନର ଚାଉଳ ନେଲେନି ହିତାଧିକାରୀ : ନରସିଂହପୁର ପଞ୍ଚାୟତରେ ଚାପା ଉତ୍ତେଜନା
ରଣପୁର,୧୬ା୯(ସ୍ବ.ପ୍ର.): ରଣପୁର ବ୍ଲକ ନରସିଂହପୁର ପଞ୍ଚାୟତର ରାଶନ କାର୍ଡ ହିତାଧିକାରୀମାନେ ନିମ୍ନମାନର ଚାଉଳ ନ ନେଇ ଫେରାଇ ଦେଇଛନ୍ତି। ଏହି ଘଟଣାକୁ ନେଇ ରବିବାର କିଛି ସମୟ ପାଟିତୁଣ୍ଡ ହେବା ସହ ହିତାଧିକାରୀ ଅସନ୍ତୋଷ ବ୍ୟକ୍ତ କରି ଫେରି ଯାଇଛନ୍ତି। ଏହି…
ମଧ୍ୟାହ୍ନଭୋଜନରେ ପୁଷ୍ଟିକର ଖାଦ୍ୟ ଦେବା ଲକ୍ଷ୍ୟ : ୧୮୫ ବିଦ୍ୟାଳୟରେ କିଚେନ ଗାର୍ଡେନ ବ୍ୟବସ୍ଥା
ନୟାଗଡ଼ ଅଫିସ,୧୬ା୯: ରାଜ୍ୟରେ ବିଭିନ୍ନ ସମୟରେ ମଧ୍ୟାହ୍ନଭୋଜନରେ ଛାତ୍ରୀଛାତ୍ରଙ୍କୁ ଭାତ ସହିତ ପାଣିଆ ଡାଲି ଦିଆଯାଉଥିବା ଅଭିଯୋଗ ହୋଇଥାଏ। ପିଲାଙ୍କୁ ଯେପରି ସୁଷମ ଓ ପୁଷ୍ଟିକର ଖାଦ୍ୟ ଦିଆଯିବ ସେ ଲକ୍ଷ୍ୟ ନେଇ ରାଜ୍ୟ ସରକାର ବିଦ୍ୟାଳୟରେ କିଚେନ ଗାର୍ଡେନ (ନ୍ୟୁଟ୍ରିଶନ୍…

