Home Left

୮୭୧ ବର୍ଷ ଧରି ପୂଜା ପାଉଛନ୍ତି ମହାପ୍ରଭୁ

୧୧୪୮ ମସିହା ପୂର୍ବରୁ ମହାପ୍ରଭୁ ଉପାସିତ ହେଉଥିଲେ ଶାସଙ୍ଗ ଗ୍ରାମରେ। ବାଲେଶ୍ୱର ସହରଠାରୁ ୪ କୋଶ ଦୂରରେ ଇଟା ନିର୍ମିତ ମନ୍ଦିରରେ ପୂଜା ଆରମ୍ଭ କରିଥିଲେ ସ୍ଥାନୀୟ ଜମିଦାର। ମନ୍ଦିରର ଦୁଇପଟେ ଦୁଇଟି ବ୍ରାହ୍ମଣ ଶାସନ ଦାନ କରିଥିଲେ। ବଳଭଦ୍ରପୁର ଶାସନ…

୮ ଦିନ ଭିତରେ ତୃତୀୟ ମାନହାନି ମାମଲା ସାମ୍ନା: ଆଜି ଅହମହଦାବାଦ କୋର୍ଟରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ, ୧୨।୭: ଲାଗୁଛି ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମୟ ଏବେ ଭଲ ନାହିଁ। ଗୋଟିଏ ପରେ ଗୋଟିଏ ଖରାପ ଖବରର ତାଙ୍କୁ ସାମ୍ନା କରିବାକୁ ପଡୁଛି। ଲୋକସଭା ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ଏବେ ଅନେକ ଗୁଡ଼ିଏ…

ଆଜି ବାହୁଡ଼ା ଯାତ୍ରା : ପହଣ୍ଡି ପରେ ରଥାରୂଢ଼ ହେଲେ ପ୍ରଭୁ ସୁଦର୍ଶନ

ପୁରୀ ଅଫିସ,୧୨।୭: ଆଜି ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ତିନିଠାକୁର। ଏନେଇ ପ୍ରଥମେ ମହାପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପୂର୍ବାହ୍ନ ୯.୧୫ରେ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇ ୯.୩୦ରେ ରଥାରୂଢ଼ ହୋଇଛନ୍ତି।

କ୍ୟାପିଟାଲ ହସ୍ପିଟାଲର ମହିଳା କର୍ମଚାରୀଙ୍କ ମୃତ୍ୟୁ ପରେ ଫିଟୁଛି ଗୁମର : ପ୍ରିୟାପ୍ରୀତିରେ ମିଳୁଛି ଆଇସିୟୁ ବେଡ୍‌

ଭୁବନେଶ୍ୱର,୧୨।୭(ବ୍ୟୁରୋ) : କ୍ୟାପିଟାଲ ହସ୍ପିଟାଲ ଏସ୍‌ଏନ୍‌ସିୟୁ ବିଭାଗର ମହିଳା କର୍ମଚାରୀ ଅନୁପମା ନାୟକଙ୍କ ବୁଧବାର ମୃତ୍ୟୁ ଘଟିଥିଲା। ଏହାପରେ ହସ୍ପିଟାଲର ଭିତିରି ଗୁମର ପଦାକୁ ଆସିବାରେ ଲାଗିଛି। ଅନୁପମାଙ୍କୁ ଆଇସିୟୁ ଆବଶ୍ୟକ ହେଉଥିବା ବେଳେ ହସ୍ପିଟାଲ କର୍ତ୍ତୃପକ୍ଷ ଯୋଗାଇ ନ ଦେବାରୁ…

ଘର ପରିସରରେ ଶୌଚାଳୟ ଟାଙ୍କି ନିର୍ମାଣ ନିର୍ଦ୍ଦେଶ ଦେଲା ବିଏମ୍‌ସି : ପାଇଖାନା ମଇଳା ଡ୍ରେନକୁ ଛାଡ଼ିଲେ ଜରିମାନା

ଭୁବନେଶ୍ୱର, ୧୨।୭(ବ୍ୟୁରୋ) : ନିଜ ଘରୁ ବାହାରୁ ଥିବା ମଳଯୁକ୍ତ ମଇଳା ଓ ପଚା ମଇଳାକୁ କୌଣସି ଡ୍ରେନ କିମ୍ବା ନଦୀକୁ ପାଇପ ଯୋଗେ ଛାଡୁଥିଲେ ଏବେ ସେଥିପାଇଁ ଦଣ୍ଡିତ ହେବାକୁ ପଡ଼ିବ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏ…

ଆସାମରେ ବନ୍ୟା ପରିସ୍ଥିତି: ୪.୨୩ ଲକ୍ଷ ଲୋକ ବିସ୍ଥାପିତ

ଗୁଆହାଟି,୧୨।୭: ଉତ୍ତର ଭାରତରେ ଅନେକ ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବିହାର, ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ, ଉତ୍ତରାଖଣ୍ଡ ଏବଂ ଆସାମ ସମେତ ଅନେକ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ଉପୁଜିଛି। ଆସାମର ୩୩ଜିଲା ମଧ୍ୟରୁ ୧୭ଟି ଜିଲାରେ…

ପାର୍ଲାମେଣ୍ଟରେ ବିଲ୍‌ ଗୃହୀତ : ଆମେରିକାରେ ଗ୍ରୀନ୍‌ କାର୍ଡ ସୀମା ହଟିବ

ଓ୍ବାଶିଂଟନ,୧୨।୭:  ଗ୍ରୀନ୍‌ କାର୍ଡ ଜାରି ରଖିବାର ବର୍ତ୍ତମାନର ୭ ପ୍ରତିଶତ ସୀମାକୁ ହଟାଇବା ଲାଗି ଆଗତ ଏକ ବିଲ୍‌କୁ ଆମେରିକା ପାର୍ଲାମେଣ୍ଟ ବୁଧବାର ଅନୁମୋଦନ କରିଛି। ଆମେରିକାରେ ସ୍ଥାୟୀ ଭାବେ ବସବାସ କରିବା ତଥା କାମ କରିବା ଲାଗି ଗ୍ରୀନ୍‌ କାର୍ଡ…

ଇ-ବାଣିଜ୍ୟ କାରବାରରେ ପାଦ ଥାପିବ ବିଓବି

ନୂଆଦିଲ୍ଲୀ,୧୨।୭: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ଇ-ବାଣିଜ୍ୟ କାରବାରରେ ପାଦ ଥାପିବାକୁ ଯାଉଛି। ଏହା ଅନ୍‌ଲାଇନ ବଜାର ମଞ୍ଚରୁ ବ୍ୟାଙ୍କ ସେବା ତଥା କୃଷି ସମ୍ପର୍କିତ ଉତ୍ପାଦ ଉପସ୍ଥାପନ କରିବ। ବ୍ୟାଙ୍କ ପକ୍ଷରୁ କ୍ୟାଟାଲଗ୍‌ ତଥା କ୍ରୟ ମ୍ୟାନେଜମେଣ୍ଟ, ମୂଲ୍ୟ…

ଚୋକ୍‌ସିଙ୍କ ୨୪.୭୭ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୨।୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଠକେଇ ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ଦେଶ ତଥା ବିଦେଶରେ ଥିବା ୨୪.୭୭ କୋଟି ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜବତ କରିଛି। ଜବତ ହୋଇଥିବା ସମ୍ପତ୍ତି ମଧ୍ୟରେ ଦୁବାଇସ୍ଥିତ…

ମାଲ୍ୟାଙ୍କ ସମ୍ପତ୍ତି ଜବତକୁ ହାଇକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୧୨।୭ : ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ବମ୍ବେ ହାଇକୋର୍ଟରୁ ଗୁରୁବାର ଜୋରଦାର ଝଟକା ଲାଗିଛି। ସମ୍ପତ୍ତି ଜବତ ଉପରେ କଟକଣା ଲାଗୁ କରିବା ଲାଗି ମାଲ୍ୟାଙ୍କ ପକ୍ଷରୁ ଆଗତ ମାମଲାକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଫଳରେ ମାଲ୍ୟାଙ୍କ ସମ୍ପତ୍ତି…

ବୟନିକାର ୧୫୦ କୋଟି କାରବାର ଲକ୍ଷ୍ୟ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ୨୦୧୮-୧୯ ଆର୍ଥତ୍କ ବର୍ଷରେ ଓଡିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ବୟନିକା ୧୧୭ କୋଟି ଟଙ୍କାର କାରବାର କରିବାକୁ ସକ୍ଷମ ହୋଇଛି। ଚଳିତବର୍ଷ ୧୫୦ କୋଟି ଟଙ୍କାର କାରବାର କରିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। ଏଠାରେ ଅନୁଷ୍ଠିତ ବୟନିକାର ୩୬ତମ…

ମଧୁମେହ ନିୟନ୍ତ୍ରଣ କରେ ସେଓ ଚା’

ଫିଟ୍‌ ରହିବାକୁ ଏପର୍ଯ୍ୟନ୍ତ ସମସ୍ତେ ଗ୍ରୀନ୍‌ ଟି ଏବଂ କଫି ପିଇବାରେ ବ୍ୟସ୍ତ ଅଛନ୍ତି। କିନ୍ତୁ ଜାଣନ୍ତି ଆପଲ୍‌ ବା ସେଓ ଚା’ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ? ଏହା କେବଳ ଓଜନ ନିୟନ୍ତ୍ରଣ କରେ ନାହିଁ ବରଂ ଶରୀରରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri