Home Left

ବିବାଦରେ ଶାହଙ୍କ ‘ଏକ ରାଷ୍ଟ୍ର ଏକ ଭାଷା’ ପ୍ରସ୍ତାବ: ହିନ୍ଦୀକୁ ନେଇ ହୁଲସ୍ଥୂଲ

ନୂଆଦିଲ୍ଲୀ,୧୫।୯(ପି.ଟି.): ହିନ୍ଦୀ ଦିବସ ପାଳନ ଅବସରରେ ଶନିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ‘ଗୋଟିଏ ଦେଶ ଗୋଟିଏ ଭାଷା’ ସପକ୍ଷରେ ମତ ଦେଇଛନ୍ତି। ଅଧିକାଂଶ ଲୋକ ହିନ୍ଦୀରେ କଥା ହେଉଥିବାରୁ ଏହାକୁ ସାଧାରଣ ଭାଷା ଭାବେ ଗ୍ରହଣ କରାଗଲେ ସାରା ଦେଶକୁ ଏକତା…

ବଞ୍ଜା ଲୁକା ଚ୍ୟାଲେଞ୍ଜର: ଫାଇନାଲରେ ନାଗାଲ

ବଞ୍ଜା ଲୁକା, ୧୫।୯(ପି.ଟି)- ବୋସନିଆ ଓ ହର୍ଜଗୋଭିନାର ବଞ୍ଜା ଲୁକାଠାରେ ଚାଲିଥିବା ଚ୍ୟାଲେଞ୍ଜର ଟେନିସ ଟୁର୍ନାମେଣ୍ଟରେ ଭାରତୀୟ ଯୁବ ଖେଳାଳି ସୁମିତ ନାଗାଲ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍‌ରେ ସେ ସ୍ଲୋଭାକିଆର ଫିଲିପ୍‌ ହୋରାନ୍‌ସ୍କିଙ୍କୁ…

ବରୁଣେଇରେ ହେବ ପାଇକ ସ୍ମାରକୀ, ୨୭ରେ ଶିଳାନ୍ୟାସ କରିବେ ରାଷ୍ଟ୍ରପତି: ଧର୍ମେନ୍ଦ୍ର

ଖୋର୍ଦ୍ଧା ଅଫିସ,୧୫।୯: ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବ ପାଇକ ସ୍ମାରକୀ। ଆସନ୍ତା ୨୭ ଓ ୨୮ ତାରିଖ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସୁଥିବା ସୂଚନା ମିଳିଛି। ୨୭ ତାରିଖରେ ରାଷ୍ଟ୍ରପତିଙ୍କ କରକମଳରେ ପାଇକ ସ୍ମାରକୀ…

ନିହଲପ୍ରସାଦରେ ନଗଡ଼ାର ଚିତ୍ର: ସତ୍ୟ ଶଯ୍ୟାଶାୟୀ

ଢେଙ୍କାନାଳ ଅଫିସ, ୧୫।୯ – କଙ୍କାଳସାର ଶରୀର। ଗଣି ହୋଇଯାଉଛି ପଞ୍ଜରା। ଦେହସାରା ଗଭୀର କ୍ଷତ। ଉଠି ବସିବାକୁ ବଳ ନାହିଁ। ନିସ୍ତେଜ ହୋଇ ବିଛଣାରେ ପଡ଼ିରହିଛନ୍ତି। ଆଖି ପୂରାଇ ଦେଖିଲେ ଯେ କେହି ବି ସହଜରେ ଠଉରାଇ ପାରିବ କଅଁଳ…

ମଙ୍ଗୁ ମଠ ନ ଭାଙ୍ଗିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦରଙ୍କ ଅନୁରୋଧ

ଭୁବନେଶ୍ୱର(ବ୍ୟୁରୋ)/ଚଣ୍ଡିଗଡ଼, ୧୫।୯(ଆଇଏଏନ୍‌ଏସ୍‌): ଶିଖ୍‌ ଗୁରୁ ନାନକ ଦେବଙ୍କ ସହ ଜଡ଼ିତ ପୁରୀର ମଙ୍ଗୁ ମଠ ନ ଭାଙ୍ଗିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଓଡ଼ିଶା ପ୍ରତିପକ୍ଷ ନବୀନ ପଟ୍ଟନାୟକଙ୍କୁ ଶନିବାର ଅନୁରୋଧ କରିଛନ୍ତି। ଅମରିନ୍ଦର ଏ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…

ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତି ଲକ୍ଷ୍ୟରେ ଭାରତ

ଧର୍ମଶାଳା, ୧୫।୯(ପି.ଟି.)- ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ। ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍‌ପିସିଏ) ଷ୍ଟାଡିୟମରେ ରବିବାର ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ…

ମେଡିକାଲର ୩ଶହ କର୍ମଚାରୀ ନେଲେ ତାଲିମ: ପଢ଼ିଲେ ଅଗ୍ନି ନିରାପତ୍ତା ପାଠ

ଅନୁଗୋଳ ଅଫିସ, ୧୫।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ମଚାରୀଙ୍କୁ ଶନିବାର ଅଗ୍ନି ନିରାପତ୍ତା ପାଠ ପଢ଼ାଯାଇଛି। କୌଣସି ସ୍ଥାନରେ ଅଗ୍ନି ସଂଯୋଗ ହେଲେ କିପରି ତୁରନ୍ତ ରୋକାଯାଇ ପାରିବ ସେ ସମ୍ପର୍କରେ ସକାଳ ୯ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ…

ରାଜ୍ୟଗୁଡିକର ଦାବି; ୩ ବର୍ଷ ବଢୁ ଜିଏସ୍‌ଟି ସେସ୍‌

ନୂଆଦିଲ୍ଲୀ,୧୫-୯: ଦେଶରେ ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ଲାଗୁ ହେବା ପରେ ରାଜସ୍ବ କ୍ଷତି ସହୁଥିବା ଅଧିକାଂଶ ରାଜ୍ୟ ଜିଏସ୍‌ଟି ସେସ୍‌ ବଢାଇବା ଲାଗି ଦାବି କରୁଛନ୍ତି। ଏହାକୁ ଆଉ ୩ ବର୍ଷ ବଢାଇବା ଲାଗି ଦାବି ହେଉଥିବା ପଞ୍ଚଦଶ…

୨୦ରେ ଜିଏସ୍‌ଟି ପରିଷଦ ବୈଠକ; ଟିକସ ହ୍ରାସ ନେଇ ନେଇ ହୋଇ ପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫-୯: ଜିଏସ୍‌ଟି ପରିଷଦ ବୈଠକ ଚଳିତ ମାସ ୨୦ରେ ଗୋଆରେ ଅନୁଷ୍ଠିତ ହେବ। କାର ଏବଂ ବିସ୍କୁଟ ଉପରେ ଲାଗୁ ହେଉଥିବା ଜିଏସ୍‌ଟି ହ୍ରାସ କରିବା ଲାଗି ଶିଳ୍ପଜଗତ ପକ୍ଷରୁ ଦାବି ହେଉଥିବା ବେଳେ ଏ ଉପରେ ପରିଷଦ ନିଷ୍ପତ୍ତି ନେଇପାରେ।…

ସାପ କାମୁଡ଼ାରେ ନାବାଳକ ମୃତ: ମେଡିକାଲରେ ଗୁଣିଆ କଲେ ଝଡ଼ାଫୁଙ୍କା

ଅନୁଗୋଳ ଅଫିସ, ୧୫।୯ – ସାପ କାମୁଡ଼ାରେ ଗୁରୁତର ହୋଇଥିବା ଜଣେ ନାବାଳକଙ୍କ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶନିବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ତେବେ ମୃତ ଘୋଷଣା ପରେ ଶବ ବ୍ୟବଚ୍ଛେଦ କରିବା ପରିବର୍ତ୍ତେ ପରିବାର ଲୋକେ ସେଠାରେ…

ରୁପେ ଡେବିଟ କାର୍ଡରେ ଶପିଂ ହେବ ଶସ୍ତା

ନୂଆଦିଲ୍ଲୀ,୧୫-୯: ନ୍ୟାଶନାଲ ପେମେଣ୍ଟସ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏନ୍‌ପିସିଆଇ) ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରବାକୁ ଯାଇ ରୁପେ ଡେବିଟ୍‌ କାର୍ଡ ଜରିଆରେ ନେଣଦେଣ ଉପରେ ମର୍ଚ୍ଚେଣ୍ଟ ଡିସ୍‌କାଉଣ୍ଟ ରେଟ୍‌(ଏମ୍‌ଡିଆର୍‌) ହ୍ରାସ କରିଛି। ନୂଆ ଏମ୍‌ଡିଆର୍‌ ଅକ୍ଟୋବର ୨୦ରୁ ଲାଗୁ ହୋଇଯିବ। ଏନ୍‌ପିସିଆଇର କହିବାନୁଯାୟୀ…

ବ୍ୟାପୁଛି ଭୂତାଣୁ ଜନିତ ରୋଗ: ହଜାରେରୁ ଅଧିକ ଗୋରୁ ଆକ୍ରାନ୍ତ

ବନ୍ତଳା, ୧୫ା୯(ଡି.ଏନ.ଏ.) – ଅନୁଗୋଳ ବ୍ଲକର ବିଭିନ୍ନ ଗ୍ରାମରେ ବ୍ୟାପୁଛି ଭୂତାଣୁଜନିତ ରୋଗ। ଏହି ରୋଗରେ ଅଞ୍ଚଳର ବହୁ ଗୋରୁ ଆକ୍ରାନ୍ତ ହେଉଥିବାରୁ ଚାଷୀମାନେ ଚିନ୍ତାରେ ପଡିଛନ୍ତି। ଗୋରୁଙ୍କ ଚର୍ମରେ ସଂକ୍ରମଣ ହୋଇ ଏହା ଦେହସାରା ମାଡ଼ିଯାଉଛି। ବଡ ବଡ ଫୋଟକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?