Home Left

ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଉଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଓଡ଼ିଶା ପୋଲିସ ସଫଳ କରିବା ପାଇଁ ଜୋରଦାର ପ୍ରୟାସ ଚଳାଇଛି। ଏହି କାର୍ଯ୍ୟକ୍ରମକୁ ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ଏହାକୁ…

୧୬ ଯାଏ ବର୍ଷା ନାହିଁ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଝାଡ଼ଖଣ୍ଡ ଏବଂ ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଅପସରି ଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…

ଲୋ-କ୍ୟାଲୋରିରୁ ହାଡ଼ ଦୁର୍ବଳ

ଓ୍ବାଶିଂଟନ, ୧୪ା୯: ଓଜନ ବଢ଼ିବାକୁ ନେଇ ଏବେ ସବୁଠି ଚିନ୍ତା। ବ୍ୟାୟାମ କରିବା ଆଉ ତା’ ସାଙ୍ଗକୁ କମ୍‌ କ୍ୟାଲୋରୀ ଯୁକ୍ତ ଖାଦ୍ୟ ଖାଇବା ଅଭ୍ୟାସ ହୁଏତ ଜଣକୁ ଘାତକ ବ୍ୟାଧିରେ ପକାଇ ଦେଇପାରେ। ବୋନ୍‌ ଆଣ୍ଡ ମିନେରାଲ ରିସର୍ଚ୍ଚ ଜର୍ନାଲ…

ଚା ପିଇଲେ ସୁସ୍ଥ ରହିବ ମସ୍ତିଷ୍କ

ସିଙ୍ଗାପୁର: ଆପଣ ଚା’ ପିଅନ୍ତି କି? ତେବେ ଆପଣଙ୍କ ପାଇଁ ରହିଛି ଏକ ଖୁସି ଖବର। ଏକ ସର୍ଭେରୁ ଜଣାପଡ଼ିଛି ଯେ, ପ୍ରତ୍ୟେକ ଦିନ ଚା’ପିଉଥିବା ବ୍ୟକ୍ତିଙ୍କ ମସ୍ତିଷ୍କ ଚା’ ନ ପିଉଥିବା ବ୍ୟକ୍ତିଙ୍କ ମସ୍ତିଷ୍କ ତୁଳନାରେ ଅଧିକ ସୁସ୍ଥ ଓ…

ସ୍ବାମୀଙ୍କୁ ପରିଚୟ କରାଇବେ ରାକ୍ଷୀ

ମୁମ୍ବାଇ: ହିନ୍ଦୀ ଫିଲ୍ମ ଓ ଟେଲିଭିଜନରେ ଜଣେ ସୁନାମଧନ୍ୟ ଅଭିନେତ୍ରୀ, ନୃତ୍ୟାଙ୍ଗନା ଓ ମଡେଲଭାବେ ରାକ୍ଷୀ ସାଓ୍ବନ୍ତ ବେଶ୍‌ ଜଣାଶୁଣା। ଏଥିସହ ଇଣ୍ଡିଆନ୍‌ ରିୟଲିଟି ଟେଲିଭିଜନ ସିରିଜ୍‌ ‘ବିଗ୍‌ ବସ୍‌-୧’ର ସେ ଜଣେ ପ୍ରତିଦ୍ୱନ୍ଦୀ ଥିଲେ। ନିଜ ବିବାହ ସମ୍ପର୍କରେ ସେ…

ଏନ୍‌ଆର୍‌ସି ତାଲିକାରୁ ବାଦ୍‌ ପଡିଥିବା ଲୋକଙ୍କ ପାଇଁ ନିର୍ମାଣ ହେଲା ଡିଟେନଶନ ସେଣ୍ଟର

ଗୁଆହାଟି,୧୪।୯: ଆସାମର ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜନ(ଏନ୍‌ଆର୍‌ସି) ତାଲିକାରୁ ପ୍ରାୟ ୧୯ ଲକ୍ଷ ଲୋକଙ୍କୁ ବାଦ୍‌ ଦିଆଯାଇଛି। ହେଲେ ଏମାନଙ୍କୁ ତୁରନ୍ତ ବିଦେଶୀ ଘୋଷିତ ନ କରାଯାଇ ଏଥିପାଇଁ କିଛି ସମୟ ଦିଆଯାଇଛି। ହେଲେ ଏହାପରେ ଯେଉଁମାନଙ୍କୁ ବିଦେଶୀ ଘୋଷଣା କରାଯିବ…

ନୂଆ ନିୟମ ମାନିବାକୁ କୁନ୍ଥୁକୁନ୍ଥୁ: ରାଜ୍ୟରେ ବଢ଼ିଚାଲିଛି ସଡ଼କ ଦୁର୍ଘଟଣା

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସେପ୍ଟେମ୍ବର ୧ ତାରିଖରୁ ସମଗ୍ର ଦେଶରେ ମୋଟର ଯାନ(ସଂଶୋଧିତ) ଆଇନ-୨୦୧୯ ଲାଗୁ କରାଯାଇଛି। ବେଆଇନଗାଡ଼ି ଚାଳକଙ୍କ ଉପରେ ଆରମ୍ଭ ହୋଇଛି କାର୍ଯ୍ୟାନୁଷ୍ଠାନ। ଜରିମାନା ରାଶି ବହୁଗୁଣା ବୃଦ୍ଧି କରି ସଡ଼କ ଦୁର୍ଘଟଣାକୁ ରୋକିବାକୁ କେନ୍ଦ୍ର ସରକାର ଯେଉଁ ପ୍ରୟାସ ଆରମ୍ଭ…

‘ଗଣତନ୍ତ୍ରରେ ଶିଷ୍ଟାଚାର ଆବଶ୍ୟକ’

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ଗଣତାନ୍ତ୍ରିକ ଶିଷ୍ଟାଚାର ଏକ ଅଧିକାର। ସଂସଦୀୟ କାର୍ଯ୍ୟ କରୁଥିବା ଜଣେ ଜନପ୍ରତିନିଧି ଏହାକୁ ଭୁଲିଯିବା ଉଚିତ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବିଧାନସଭା ସମ୍ମିଳନୀ କକ୍ଷରେ ନବନିର୍ବାଚିତ ବିଧାୟିକାବିଧାୟକଙ୍କ ପାଇଁ ଆରମ୍ଭ ହୋଇଥିବା ଦୁଇଦିନିଆ ପ୍ରଶିକ୍ଷଣ…

ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ କାର୍ଯ୍ୟକ୍ରମ: ତଦାରଖ କରିବେ ୫ ଶିକ୍ଷାନବିସ ଆଇଏଏସ୍‌

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ପୁରୀକୁ ବିଶ୍ୱର ଅନ୍ୟତମ ପ୍ରମୁଖ ଐତିହ୍ୟ ନଗରୀରେ ପରିଣତ କରାଯିବ। ଏଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ଉନ୍ନତୀକରଣ ସହ ସମଗ୍ର ପୁରୀ ଜିଲାରେ ପର୍ଯ୍ୟଟନ ଭିତ୍ତିଭୂମି ଉନ୍ନୟନକୁ ଗୁରୁତ୍ୱ ଦିଆଯାଉଛି। ପୁରୀ ଭିତ୍ତିଭୂମିର…

ବୈଠକରେ ଯୋଗ ଦେଲାନି ହେଲେ ରାତ୍ର ଭୋଜନ ପାଇଁ ପହଞ୍ଚିଲା ଦରିଦ୍ର ପାକିସ୍ତାନ

ନୂଆଦିଲ୍ଲୀ,୧୪।୯: ଜମ୍ମୁ-କଶ୍ମୀର ମାମଲାକୁ ନେଇ ପାକିସ୍ତାନ ଯେଉଁଭଳି ବିରୋଧୀ ମତ ଦେଉଛି ତା’ର ଏକ ସ୍ପଷ୍ଟ ଚିତ୍ର ପୁଣି ଦେଖିବାକୁ ମିଳିଛି। ନିଜର ପୂର୍ବ ପ୍ରକୃତିକୁ ନେଇ ଏବେ ବଦନାମ ହୋଇଛି ପାକିସ୍ତାନ। ଭାରତ ଦ୍ୱାରା ଦିଲ୍ଲୀରେ ଆୟୋଜିତ ଦୁଇ ଦିବସୀୟ…

ଆଉ ଜଣେ ପାକ୍‌ ଚରମପନ୍ଥୀଙ୍କୁ ଗ୍ଲୋବାଲ୍‌ ଟେରରିଷ୍ଟ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୪।୯: ପାକିସ୍ତାନର ଆଉ ଜଣେ ଚରମପନ୍ଥୀଙ୍କୁ ଆମେରିକା ୨ ଦିନ ତଳେ ଗ୍ଲୋବାଲ୍‌ ଟେରରିଷ୍ଟ ଘୋଷଣା କରିଛି। ଏହାସହ ଆମେରିକା ଉକ୍ତ ଆତଙ୍କବାଦୀଙ୍କ ଉପରେ ୫୦ ଲକ୍ଷ ଡଲାର ପୁରସ୍କାର ମଧ୍ୟ ଘୋଷଣା କରିଛି। ତେବେ ଆମେରିକା ଯାହାଙ୍କୁ ଗ୍ଲୋବାଲ୍‌ ଟେରରିଷ୍ଟ…

ୟେମେନରେ ଜାତିସଂଘ ମିଶନର ମୁଖ୍ୟ ଅଭିଜିତ୍‌ ଗୁହା

ଜାତିସଂଘ,୧୪ା୯(ପି.ଟି.): ୟେମେନରେ ଜାତିସଂଘ ମିଶନର ମୁଖ୍ୟ ଭାବେ ଅବସରପ୍ରାପ୍ତ ଭାରତୀୟ ସେନା ଅଧିକାରୀ ଲ୍ୟୁଟନାଣ୍ଟ ଜେନେରାଲ ଅଭିଜିତ୍‌ ଗୁହାଙ୍କୁ ଦାୟିତ୍ୱ ମିଳିଛି। ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ଗୁରୁବାର ତାଙ୍କୁ ଜାତିସଂଘ ମିଶନର ମୁଖ୍ୟ ନିଯୁକ୍ତ କରିଛନ୍ତି।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?