Home Left

ଟ୍ରାଫିକ୍‌ ପରେ ବିଦ୍ୟୁତ୍‌ ଚୋରି ଧରପଗଡ଼

ଭୁବନେଶ୍ୱର,୧୪।୯(ବ୍ୟୁରୋ) – ନୂଆ ଟ୍ରାଫିକ ନିୟମ ଅନୁଯାୟୀ ଆରମ୍ଭ ହୋଇଥିବା ଟ୍ରାଫିକ୍‌ ଧରପଗଡ଼ ଦେଖି ଲୋକେ ଏକ ପ୍ରକାର ଭୟଭୀତ ହୋଇ ନିଜର ସମସ୍ତ କାଗଜପତ୍ର ସଜାଡ଼ିବାରେ ଲାଗିଛନ୍ତି। ଏହାକୁ ନେଇ ରାଜ୍ୟର ସବୁ ଆର୍‌ଟିଓ ଅଫିସ୍‌ଠାରୁ ଆରମ୍ଭ କରି ପ୍ରଦୂଷଣ…

ମହିଳା କର୍ମଚାରୀଙ୍କୁ ନିର୍ଯାତନା ଘଟଣା: ଫରେଷ୍ଟର ଗିରଫ

ଚୌଦ୍ୱାର,୧୪ା୯(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଶୁକ୍ରବାର ଚୌଦ୍ୱାର ପୋଲିସ ଫରେଷ୍ଟର ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ, ସମ୍ପୃକ୍ତ ମହିଳା କର୍ମଚାରୀଙ୍କ ସ୍ବାମୀ ଚୌଦ୍ୱାର ବନ ବିଭାଗରେ କାମ କରୁଥିଲେ।…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୩୩ ମୃତ

ମୁମ୍ବାଇ/ଭୋପାଳ/ନୂଆଦିଲ୍ଲୀ,୧୪ା୯(ପି.ଟି.): ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଓ ଦିଲ୍ଲୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୩୩ ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ବୟସ ୨୦ ବର୍ଷ ମଧ୍ୟରେ। ଭୋପାଳର ଖଟଲାପୁରା ଘାଟରୁ ଶୁକ୍ରବାର ଗଣେଶ ମୂର୍ତ୍ତି ନେଇ ଯାଉଥିବା ବୋଟ ଲୋୟର…

ବାଂଲାଦେଶର ସୀମାସ୍ତମ୍ଭରୁ ହଟିଲା ପାକିସ୍ତାନ

ଢାକା,୧୪ା୯(ଆଇଏଏନ୍‌ଏସ୍‌): ବାଂଲାଦେଶ ମୁକ୍ତି ଯୁଦ୍ଧର ୪୮ ବର୍ଷ ପରେ ଏହି ଦେଶର ସମସ୍ତ ସୀମାସ୍ତମ୍ଭ (ବୋର୍ଡର ପିଲାର)ରୁ ପାକିସ୍ତାନର ନାମକୁ ହଟାଇ ଦିଆଯାଇଛି। ୧୯୪୭ରେ ଦେଶ ବିଭାଜନ ବେଳେ ଏହି ସୀମାସ୍ତମ୍ଭଗୁଡ଼ିକୁ ସ୍ଥାପନ କରାଯାଇଥିଲା। ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ନିର୍ଦ୍ଦେଶକ୍ରମେ…

ଶିବକୁମାରଙ୍କ ଇଡି ରିମାଣ୍ଡ ବଢ଼ିଲା

ନୂଆଦିଲ୍ଲୀ,୧୪ା୯(ପି.ଟି.): କର୍ନାଟକ କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କ ଇଡି ରିମାଣ୍ଡ ଅବଧିକୁ ଦିଲ୍ଲୀର ଏକ ଅଦାଲତ ୧୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ହାଜତରେ ଅଧିକ ଜେରାର ଆବଶ୍ୟକତା ଥିବା ଦର୍ଶାଇ ରିମାଣ୍ଡ ଅବଧି ୫ ଦିନ ବଢ଼ାଇବାକୁ ପ୍ରବର୍ତ୍ତନ…

ଫାରୁକ୍‌, ଓମାରଙ୍କୁ ଭେଟିପାରିବେ ୨ ଏନ୍‌ସି ଏମ୍‌ପି

ନୂଆଦିଲ୍ଲୀ,୧୪ା୯: ଗୃହବନ୍ଦୀ ଥିବା ନ୍ୟାଶନାଲ୍‌ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅବ୍‌ଦୁଲ୍ଲା ଓ ତାଙ୍କ ପୁଅ ତଥା ଉପାଧ୍ୟକ୍ଷ ଓମାର ଅବ୍‌ଦୁଲ୍ଲାଙ୍କୁ ଦଳର ଦୁଇଜଣ ଏମ୍‌ପି ସାକ୍ଷାତ୍‌ କରିପାରିବେ। ଏନେଇ ଜମ୍ମୁ-କଶ୍ମୀର ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। କିନ୍ତୁ ସାକ୍ଷାତ୍‌ ପରେ ସେମାନେ…

ରାଜୀବ କୁମାରଙ୍କ ଘରେ ସିବିଆଇ

କୋଲକାତା,୧୪ା୯(ଆଇଏଏନ୍‌ଏସ୍‌): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ ସମ୍ପୃକ୍ତ କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କ ଗିରଫଦାରିରୁ ମିଳିଥିବା ଅନ୍ତରୀଣ ସୁରକ୍ଷାକୁ କଲିକତା ହାଇକୋର୍ଟ ଶୁକ୍ରବାର ପ୍ରତ୍ୟାହାର କରିନେବା ପରେ ସିବିଆଇ ତାଙ୍କ ବାସଭବନରେ ପହଞ୍ଚତ୍ଛି। ତାଙ୍କୁ ଜେରାର ସମ୍ମୁଖୀନ ହେବା…

ଏସ୍‌ସି/ଏସ୍‌ଟି ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରାୟ: ସମୀକ୍ଷା କରିବ ୩ ଜଣିଆ ଖଣ୍ଡପୀଠ

ନୂଆଦିଲ୍ଲୀ,୧୪ା୯(ପି.ଟି.): ଅନୁସୂଚିତ ଜାତି/ଜନଜାତି (ଏସ୍‌ସି/ଏସ୍‌ଟି) ଆଇନ ଉପରେ ସୁପ୍ରିମକୋର୍ଟଙ୍କ ୨୦୧୮ ମାର୍ଚ୍ଚ ୨୦ ତାରିଖ ରାୟକୁ ୩ ଜଣିଆ ଖଣ୍ଡପୀଠ ସମୀକ୍ଷା କରିବେ। ରାୟର ପୁନର୍ବିଚାର ପାଇଁ କେନ୍ଦ୍ର ସରକାର ରିଭ୍ୟୁ ପିଟିଶନ ଦାଏର କରିଥିବାବେଳେ ଶୁକ୍ରବାର ଅଦାଲତ ଏହାକୁ ୩…

ତେଜସ୍‌ ଯୁଦ୍ଧବିମାନ ନାଭାଲ ଭର୍ସନର ସଫଳ ପରୀକ୍ଷା

ନୂଆଦିଲ୍ଲୀ,୧୪ା୯: ସମୁଦ୍ର ଗର୍ଭରେ ଯୁଦ୍ଧବିମାନବାହୀ ଜାହାଜରେ ଅବତରଣ କରିବା ପୂର୍ବରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ହାଲୁକା ଲଢ଼ୁଆ ବିମାନ ତେଜସ୍‌ ନାଭାଲ ଭର୍ସନର ଆରେଷ୍ଟେଡ୍‌ ଲ୍ୟାଣ୍ଡିଂ ଶୁକ୍ରବାର ସଫଳ ହୋଇଛି। ଗୋଆ ଉପକୂଳରେ ଥିବା ଆଇଏନ୍‌ଏସ୍‌ ହଂସ ନାଭାଲ ବେସ୍‌ ସୀମିତ…

ସିଏମସି ପକ୍ଷରୁ ଜବରଦଖଲ ଉଚ୍ଛେଦ: ଭଙ୍ଗାଗଲା ଗୋବର୍ଦ୍ଧନ ଗୋ-ଧାମ

କଟକ ଅଫିସ, ୧୪ା୯: କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗୁରୁବାର ମଙ୍ଗଳାବାଗସ୍ଥିତ ଗୋବର୍ଦ୍ଧନ ଗୋ-ଧାମ ପରିଦର୍ଶନ କରିଥିଲେ। ଗୋମାତାଙ୍କୁ ଏଠାରେ କିଭଳି ରଖା ଯାଉଛି ଏବଂ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଅବଗତ ହୋଇଥିଲେ। ମାତ୍ର କେନ୍ଦ୍ରମନ୍ତ୍ରୀଙ୍କ ପରିଦର୍ଶନ ୨୪ଘଣ୍ଟା ନପୂରୁଣୁ କଟକ…

ଶାରଦୀୟ ପାର୍ବଣ ପୂଜା ପାଇଁ ପ୍ରସ୍ତୁତି ବୈଠକ

କାକଟପୁର, ୧୪ା୯(ଡି.ଏନ୍‌.ଏ.): ପାଖେଇ ଆସୁଛି ଆଶ୍ୱୀନ ମାସ। ମା’ ମଙ୍ଗଳାଙ୍କ ଶାରଦୀୟ ପାର୍ବଣ ପୂଜା। ପୂଜା କିପରି ଶାନ୍ତି ଶୃଙ୍ଖଳାର ସହିତ ଶେଷ ହେବ ଏଥିନେଇ ଶୁକ୍ରବାର ସନ୍ଧ୍ୟାରେ ଏକ ପ୍ରସ୍ତୁତି ବୈଠକ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା। ମନ୍ଦିରର ଟ୍ରଷ୍ଟବୋର୍ଡ…

ଏରସମା ଫାଶୀ ଦଣ୍ଡାଦେଶ ମାମଲା: ୨୬ରେ ରାୟ ଦେବେ ହାଇକୋର୍ଟ

କଟକ ଅଫିସ, ୧୪ା୯: ଜଗତସିଂହପୁର ଜିଲା ଏରସମା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାରେ ଅଭିଯୁକ୍ତ ଲବ ମାନ୍ନା ଓରଫ କାଳିଆଙ୍କୁ ଜଗତସିଂହପୁର ଅତିରିକ୍ତ ଜିଲା ଦୌରାଜଜ୍‌ ଗତ ୧୦ ତାରିଖରେ ଫାଶୀ ଦଣ୍ଡାଦେଶରେ ଦଣ୍ଡିତ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?