ଆଖିରେ ଲୁହ ନେଇ ରାବ୍ରୀଙ୍କ ଘରୁ ବାହାରିଲେ ବୋହୂ ଐଶ୍ୱର୍ଯ୍ୟା
ପାଟନା,୧୩।୯: ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି)ର ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବଙ୍କ ସ୍ତ୍ରୀ ଐଶର୍ଯ୍ୟା କାନ୍ଦି କାନ୍ଦି ନିଜ ବାପଘରକୁ ଚାଲିଯାଇଥିବା ଜଣାପଡ଼ିଛି। ତେଜ ପ୍ରତାପଙ୍କ ସହ ମତାନ୍ତର ହେବା ପରେ ଐଶର୍ଯ୍ୟା ଶାଶୁ ରାବ୍ରୀ…
ମୁହଁ ଖୋଲିଲା ପାକିସ୍ତାନ: ଆତଙ୍କବାଦୀ ସୃଷ୍ଟି ପାଇଁ ଆମେରିକା ଦେଇଥିଲା ଆର୍ଥିକ ସହାୟତା
ଇସ୍ଲାମାବାଦ,୧୩।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଗୋଟିଏ ପରେ ଗୋଟିଏ ସତ ମାନୁଛନ୍ତି। ଏବେ ଇମ୍ରାନ୍ କହିଛନ୍ତି କି ୧୯୮୦ରେ ଆଫଗାନିସ୍ତାନରେ ରୁଷ( ତତ୍କାଳିନ ସୋଭିଏତ୍ ସଂଘ)ବିରୋଧରେ ଲଢିବା ପାଇଁ ପାକିସ୍ତାନ ଜେହାଦିଙ୍କୁ ପ୍ରସ୍ତୁତ କରିଥିଲା। ଏମାନଙ୍କୁ ପ୍ରଶିକ୍ଷଣ ମଧ୍ୟ ଦିଆଯାଇଥିଲା।…
ବିଦେଶ ଯାତ୍ରା ପାଇଁ ରବର୍ଟଙ୍କୁ ମିଳିଲା ଅନୁମତି
ନୂଆଦିଲ୍ଲୀ,୧୩।୯: ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ଶୁକ୍ରବାର ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ସ୍ବତନ୍ତ୍ର ଅଦାଲତ ରବର୍ଟ ଭଦ୍ରାଙ୍କୁ ବିଦେଶ ଯିବାକୁ ଅନୁମତି ପ୍ରଦାନ କରିଛନ୍ତି। ପୂର୍ବରୁ ଏହି ମାମଲାରେ ଜାମିନରେ ଥିବା…
ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ: ବହିଷ୍କାର ଦାବିରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ
କେନ୍ଦୁଝର, ୧୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଜନାର୍ଦ୍ଦନପୁର ପଞ୍ଚାୟତ ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ୱାର୍ଡମେମ୍ବରମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣି ଉଚିତ୍ ପଦକ୍ଷେପ ନେବାକୁ ଶୁକ୍ରବାର ଉପଜିଲାପାଳଙ୍କୁ ସେମାନେ ସାକ୍ଷାତକରି ଦାବିପତ୍ର ପ୍ରଦାନ…
ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ: ପ୍ରକଳ୍ପ କାର୍ଯ୍ୟରେ ଯୋଗ ଦେବେ ୫ ଶିକ୍ଷାନବୀଶ ଆଇଏଏସ୍ ଅଫିସର
ଭୁବନେଶ୍ୱର,୧୩।୯(ବ୍ୟୁରୋ): ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ। ସହରର ଭିତ୍ତିଭୂମି ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ୫ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି। ତେବେ…
ନିୟମଗିରି ଅଞ୍ଚଳରେ ହାତୀ ଉପଦ୍ରବ: ଏକର ଏକର ଚାଷ ନଷ୍ଟ : କ୍ଷତିପୂରଣ ଦାବି
ଭବାନୀପାଟଣା,୧୩।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ନିୟମଗିରି ପାଦଦେଶରେ ଥିବା ଗାଁ ଗୁଡିକରେ ଗତ କିଛି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ହାତୀପଲ ଗାଁ ମୁହଁା ହୋଇ ଧାନ ଫସଲ ନଷ୍ଟ କରୁଛନ୍ତି। ହାତୀପଲ ତାଡିଝୋଲା ଗାଁରେ ଧାନ ଫସଲ ନଷ୍ଟ…
ମାଲକାନଗିରି ସହରରେ ପ୍ଲାଷ୍ଟିକ ଅଣ୍ଡା ଆତଙ୍କ: ନ ଫାଟି ଝୁଲିରହିଛି କେଶର
ମାଲକାନଗିରି,୧୩।୯(ଡି.ଏନ୍.ଏ): ମାଲକାନଗିରି ଜିଲା ସଦରମହକୁମାରେ ପ୍ଲାଷ୍ଟିକ ଅଣ୍ଡାକୁ ନେଇ ଆତଙ୍କ ଦେଖାଦେଇଛି । ହାଇଟେକ୍ କଲୋନୀର ଦିଗାମ୍ବର ବେହେରା ଶୁକ୍ରବାର ବଜାରରୁ ଅଣ୍ଡା କିଣିଥିଲେ। ତେବେ ଓମ୍ଲେଟ୍ କରିବା ପାଇଁ ୨ ଟି ଅଣ୍ଡା ଫଟାଇଥିବା ବେଳେ ଅନ୍ୟ ଏକ ଅଣ୍ଡା…
ବ୍ରହ୍ମପୁର ରେଳଷ୍ଟେଶନରେ ଦୀର୍ଘଦିନ ଧରି ପଡ଼ିରହିଛି ଏକ କାର୍: ଚିନ୍ତାରେ ପୋଲିସ, ଲୋକେ ଆତଙ୍କିତ
ବ୍ରହ୍ମପୁର ଅଫିସ,୧୩।୯- ବ୍ରହ୍ମପୁର ରେଳଷ୍ଟେଶନ ସମ୍ମୁଖରେ ଦୀର୍ଘଦିନ ହେଲା ଏକ ନାଲି ରଙ୍ଗର କାର ଛିଡା ହୋଇରହିଛି। ସମ୍ପୃକ୍ତ ଗାଡିର ମାଲିକ କାର୍ଟିକୁ ସେଠାରୁ ନେଉ ନ ଥିବା ଯୋଗୁ ଦୀର୍ଘ ମାସ ଧରି ଏହା ପଡ଼ି ରହିଛି। କାର୍ ଭିତରେ…
ସ୍ବାମୀ ଚିନ୍ମୟାନନ୍ଦଙ୍କୁ ୭ ଘଣ୍ଟା ଜେରା: ପୀଡିତାଙ୍କ ସହ ଆଶ୍ରମ ପହଞ୍ଚିଲା ଏସ୍ଆଇଟି
ଲକ୍ଷ୍ନୌ,୧୩।୯: ଶାହାଜାହାନପୁର ନିବାସୀ ଆଇନ ଛାତ୍ରୀଙ୍କୁ ଯୌନ ଶୋଷଣା ମାମଲାରେ ଶେଷରେ ଏସ୍ଆଇଟି ପୂର୍ବ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଶୁକ୍ରବାର ଏସ୍ଆଇଟିର ଏକ ଟିମ୍ ପୀଡିତାଙ୍କୁ ନେଇ ଚିନ୍ମୟାନନ୍ଦଙ୍କ ଆଶ୍ରମରେ ପହଞ୍ଚିଥିଲା। ଏହା ପୂର୍ବରୁ ଏସ୍ଆଇଟି…
ରସେଲଙ୍କ ମୁଣ୍ଡରେ ବାଜିଲା ବଲ
କିଙ୍ଗ୍ଷ୍ଟନ,୧୩।୯: ଚଳିତ କାରିବିଅନ ଲିଗ୍ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଆନ୍ଧ୍ରେ ରସେଲଙ୍କ ହେଲ୍ମେଟ୍ରେ ବଲ ବାଜିଛି। ସେଣ୍ଟ ଲୁସିଆ ଜୁକ୍ସ ଦଳର ପେସର ହାର୍ଡୁସ ଭିଜୋଏନ୍ଙ୍କ ବାଉନ୍ସରକୁ ଜମାଇକା ତାଲାଓ୍ବାସ ପକ୍ଷରୁ ଖେଳୁଥିବା ରସେଲ ପୁଲ୍ ଶଟ ଖେଳିବାକୁ…
ଟେଷ୍ଟ କ୍ରିକେଟରେ ରେକର୍ଡ ଭାଗୀଦାରି
ଟେଷ୍ଟ କ୍ରିକେଟରେ ଏମିତି ଏକ ରେକର୍ଡ ଅଛି, ଯାହା ପ୍ରାୟ ପ୍ରଶଂସକଙ୍କୁ ଜଣା ନ ଥିବ। ଟେଷ୍ଟରେ ଯେକୌଣସି ଉଇକେଟ ପାଇଁ ସର୍ବାଧିକ ଭାଗୀଦାରିର ରେକର୍ଡ ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର ମାହେଲା ଜୟବର୍ଦ୍ଧନେ ଓ କୁମାର ସଙ୍ଗକାରାଙ୍କ ନାମରେ ରହିଛି। ଦୁହେଁ…
୩ମାସ ଟ୍ରାଫିକ ନିୟମ କୋହଳ ହେବାରୁ ଗାଡ଼ିଚାଳକ ବେପରୁଆ: କିନ୍ନରଙ୍କ ଅଭିନବ ଉପାୟରେ ସଚେତନତା
ଭୁବନେଶ୍ୱର, ୧୩।୯(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଅନୁଯାୟୀ ଜରିମାନା ଆଦାୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପାଇଁ କୋହଳ କରିଛନ୍ତି। ଯାହାଦ୍ୱାରା ଗାଡ଼ିଚାଳକ ଏବେ ପୁଣି ବେପରୁଆ ହୋଇଗଲେଣି। ସେମାନେ ଢିଲାଭାବେ ଗାଡ଼ିଚାଳନା କରୁଛନ୍ତି। ତେଣୁ ଲୋକଙ୍କ ମଧ୍ୟରେ ଟ୍ରାଫିକ…

