Home Left

ରାଜଧାନୀରେ ପୁଣି ଲାଗୁ ହେବ ଅଡ୍‌-ଇଭିନ୍‌ ନମ୍ବର: କେଜରିଓ୍ବାଲ

ନୂଆଦିଲ୍ଲୀ,୧୩।୯: ରାଜଧାନୀ ଦିଲ୍ଲୀରେ ପୁଣିଥରେ ଅଡ୍‌-ଇଭିନ୍‌ ନମ୍ବର ଲାଗୁ ହେବ ବୋଲି ଶୁକ୍ରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୂଚନା ଦେଇଛନ୍ତି। ଏହା ଆସନ୍ତା ନଭେମ୍ବର ୪-୧୫ ମଧ୍ୟରେ ଲାଗୁ କରାଯିବ। କାରଣ ଏହି ସମୟ ମଧ୍ୟରେ ଦିଲ୍ଲୀର ଆଖପାଖ ରାଜ୍ୟରେ…

ଧୋନୀଙ୍କ ଅବସରକୁ ନେଇ ମୁହଁ ଖୋଲିଲେ ସ୍ତ୍ରୀ ସାକ୍ଷୀ

ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ମହେନ୍ଦ୍ର ସିଂ ଧୋନୀଙ୍କୁ ନେଇ ଏକ ଟୁଇଟ୍‌ କରିଥିଲେ। ଯାହାକୁ ନେଇ ସୋସିଆଲ ମିଡିଆରେ ଧୋନୀଙ୍କ ଅବସରକୁ ନେଇ ଚର୍ଚ୍ଚା ଉଠିଥିଲା। ଏଥିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ତାଙ୍କ ସ୍ତ୍ରୀ ସାକ୍ଷୀ। ଏହା କେବଳ ଗୁଜବ…

କାନ୍ଥ ଧସି ୧ ମୃତ, ୨ ଆହତ

ସମ୍ବଲପୁର, ୧୩।୯(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ମାଲିପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି । ଘରର କାନ୍ଥ ଧସି ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଆହତ ହୋଇଛନ୍ତି । ମୃତକ ହେଲେ ଅର୍ଜୁନ ମୁଣ୍ଡା। ଘଟଣାସ୍ଥଳରେ…

ଏଆଇଡିଏମକେ ଦଳର ହୋଡିଂ ପଡି ଯୁବତୀଙ୍କ ମୃତ୍ୟୁ

ଚେନ୍ନାଇ,୧୩।୯:ତାମିଲନାଡୁର ଚେନ୍ନାଇରେ ଏକ ଅଭାବନୀୟ ଘଟଣା ଘଟିଛି। ଏଆଇଡିଏମକେ ଦଳର ଏକ ବିଜ୍ଞାପନ ହୋଡିଂ ଗଳି ପଡିବାରୁ ଜଣେ ୨୩ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଶୁବାଶ୍ରୀ ନାମକ ଏହି ଯୁବତୀ ଜଣଙ୍କ ଚେନ୍ନାଇର ଏକ ଆଇଟି କମ୍ପାନୀରେ ଇଞ୍ଜିନିୟର ଭାବେ କାମ…

ରେଳଧାରଣାରେ କଟି କର୍ମଚାରୀ ମୃତ

ବ୍ରହ୍ମପୁର ଅଫିସ,୧୩।୯: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ସରକାରୀ ରେଳବାଇ ଥାନା ଅନ୍ତର୍ଗତ ପୋଡ଼ାପଦର ରେଳଧାରଣାରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ କାର୍ଯ୍ୟରତ ଜଣେ ରେଳ କର୍ମଚାରୀଙ୍କ ଉପରେ ପଲାସା – ଭୁବନେଶ୍ୱର ମେମୋ ଟ୍ରେନ ମାଡ଼ିଯିବାରୁ ଘଟଣାସ୍ଥଳରେ…

ହାଟଡ଼ିହୀ ବ୍ଲକରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ହାଟଡ଼ିହୀ,୧୩।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶାଳଣିଆ ପଞ୍ଚାୟତ ଏଲକଣିଆ ଗ୍ରାମରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛି। ସେ ହେଲେ ମୋହନ ବେହେରାଙ୍କ ପୁଅ ବାମଦେବ(୧୯)। ବାମଦେବ ବାହାର ରାଜ୍ୟରେ ରହି କାର୍ଯ୍ୟ କରନ୍ତି। ଦେହ ଅସୁସ୍ଥ ହେବାରୁ ଅଳ୍ପଦିନ…

ବିପଦ ସଙ୍କେତ ଅବସ୍ଥାରେ କାଲିମେଳା ସଦର ମହକୁମା ରାସ୍ତା

କାଲିମେଳା, ୧୩।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଜୟପୁର- ମୋଟୁ ୩୨୬ ନଂ. ଜାତୟ ରାଜପଥର କାଲିମେଳା ସଦର ମହକୁମା ରାସ୍ତା ଉପରେ ବଡ଼ ବଡ଼ ଗର୍ତ୍ତ ହୋଇ ପୋଖରୀ ଭଳି ପାଣି ଜମି ରହିଛି। ଫଳରେ ଗାଡ଼ି ଦୁର୍ଘଟଣା ହେବା ସମ୍ଭାବନା ରହିଛି।…

ବିଚ୍‌ ରାସ୍ତାରେ ଯୁବକଙ୍କୁ ନିସ୍ତୁକ ପିଟିଲେ ଟ୍ରାଫିକ୍‌ ପୋଲିସ

ଲକ୍ଷ୍ନୌ,୧୩।୯: ନୂଆ ଟ୍ରାଫିକ୍‌ ନିୟମ ଲାଗୁ ହେବା ପରେ ବିଭିନ୍ନ ସ୍ଥାନରେ ଏହାର ଦୂରୁପଯୋଗ ହେବାସହ ରାସ୍ତାରେ ଅଜବ ଅଜବ ଘଟଣା ସମ୍ନାକୁ ଆସିଛି। ଶୁକ୍ରବାର ଟ୍ରାଫିକ୍‌ ନିୟମକୁ ଉଲ୍ଲଂଘନ କରିଥିବା ଜଣେ ଯୁବକଙ୍କୁ ବିଚ୍‌ ରାସ୍ତାରେ ୨ଜଣ ପୋଲିସ ନିସ୍ତୁକ…

କୁଣ୍ଡେ ପାଣିରେ ଗଣେଶ ମୂର୍ତ୍ତି ବିସର୍ଜନକଲେ ରବିନା ଟଣ୍ଡନ

୧୦ ଦିନ ଧରି ଗଣପତିଙ୍କ ଆରାଧନା କରିବା ପରେ ଶେଷରେ ତାଙ୍କୁ ଧୁମଧାମରେ ବିଦାୟ ଦେଇଛନ୍ତି ଅଭିନେତ୍ରୀ ରବିନା ଟଣ୍ଡନ। ଏଥର ସେ ନିଜ ଘରେ ଇକୋ-ଫ୍ରେଣ୍ଡଲି ଗଣେଶପୂଜାର ଆୟୋଜନ କରିଥିଲେ। ସାଦାସିଧା ଢଙ୍ଗରେ ଏକ ଛୋଟ ଗଣେଶ ମୂର୍ତ୍ତି ଘରେ…

ଶେଷରେ ମାନିଲା ପାକିସ୍ତାନ: ଆତଙ୍କବାଦୀ ସଂଗଠନକୁ ପାକିସ୍ତାନରେ ଟ୍ରେନିଂ ଦିଆଯାଉଛି

ଇସାଲାମାବାଦ୍‌,୧୩।୯: ଆତଙ୍କବାଦୀ ସଂଗଠନକୁ ପାକିସ୍ତାନରେ ଟ୍ରେନିଂ ଦିଆଯାଉଛି ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଶେଷରେ ସ୍ବୀକାର କରିଛନ୍ତି। ୮୦ ଦଶକରେ ସୋଭିଏଟ ରୁଷ ଆଫଗାନିସ୍ତାନ ଉପରେ କବ୍ଜା କରିଥିବାବେଳେ ପାକିସ୍ତାନ ଆତଙ୍କବାଦୀ ସଂଗଠନ ମୁଜାହିଦ୍ଦିନଙ୍କୁ ତା’ ବିରୋଧରେ ଜିହାଦ କରିବା…

ମୋଦିଙ୍କ ଉପସ୍ଥିତି ଇସ୍ରୋ ପାଇଁ ହେଲା ଅଶୁଭ:କୁମାରସ୍ବାମୀ

ବେଙ୍ଗାଲୁରୁ,୧୩।୯: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି. କୁମାରସ୍ବାମୀ ଏକ ବିବାଦୀୟ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିକ୍ରମ ଲ୍ୟାଣ୍ଡର ଅବତରଣ ଦେଖିବା ପାଇଁ ଇସ୍ରୋ ସେଣ୍ଟରଠାରେ ଉପସ୍ଥିତ ରହିବା ବୈଜ୍ଞାନିକମାନଙ୍କ ପାଇଁ ଅଶୁଭ ଥିଲା ବୋଲି ସେ କହିଛନ୍ତି। ତାଙ୍କ ଉପସ୍ଥିତି…

ତମ୍ବାପାତ୍ରରେ ପିଅନ୍ତୁ ପାଣି: ମିଳିବ ଅନେକ ଉପକାର

ତମ୍ବାପାତ୍ରରେ ଏକ ପ୍ରକାର ମାଇକ୍ରୋନ୍ୟୁଟ୍ରିଏଣ୍ଟ ରାସାୟନିକ ଉପାଦାନ ରହିଛି, ଯାହାକି ଶରୀରରେ ମିନେରାଲ ଏବଂ ଜରୁରୀ ନ୍ୟୁଟ୍ରିଶନର ଅଭାବକୁ ପୂରଣ କରିଥାଏ। ତମ୍ବାପାତ୍ରରେ ପାଣି ପିଇବା ଦ୍ୱାରା ଇମ୍ୟୁନିଟି ପାଓ୍ବାର ବଢ଼ିବା ସହ ହଜମ ଠିକ୍‌ ଭାବେ ହୋଇଥାଏ। ଏଥିସହ କ୍ୟାନ୍‌ସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?