Home Left

ଓଏନ୍‌ଜିସି, ଆଇଓସି, ଏନ୍‌ଟିପିସି, ଗେଲ୍‌ର ସରକାରୀ ନିୟନ୍ତ୍ରଣ ହଟିବ

ବଜେଟ ନିଅଣ୍ଟକୁ ନିୟନ୍ତ୍ରଣରେ ରଖିବା ଲାଗି କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏବେ ଲାଭଜନକ ରାଷ୍ଟ୍ରାୟତ୍ତ ଉଦ୍ୟୋଗରୁ ନିଜର ନିୟନ୍ତ୍ରଣ ହଟାଇବାକୁ ଚାହୁଁଛନ୍ତି। ଏହାଦ୍ୱାରା ଦେଶରେ ନିବେଶ ବୃଦ୍ଧି ପାଇବ ବୋଲି ସରକାର ଭାବୁଛନ୍ତି। ଶକ୍ତି କ୍ଷେତ୍ରରେ କାର୍ଯ୍ୟରତ ପ୍ରମୁଖ ଲାଭଜନକ…

ଭାରତର ଟାରିଫ୍‌ ବୃଦ୍ଧି ଗ୍ରହଣୀୟ ନୁହେଁ: ଟ୍ରମ୍ପ

ଓ୍ବାଶିଂଟନ,୧୦-୭: ଆମେରିକାର ବହୁ ଉତ୍ପାଦ ଉପରେ ଭାରତ ଟାରିଫ୍‌ ବୃଦ୍ଧି କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଭାରତର ଟାରିଫ୍‌ ବୃଦ୍ଧି ଗ୍ରହଣୀୟ ନୁହେଁ ବୋଲି ସେ ଟୁଇଟ୍‌ କରି ଜଣାଇଛନ୍ତି। ସୂଚନାଥାଉ କି, ଆମେରିକା…

୧୮ହଜାର କୋଟି ଦେଲେ ବିଦେଶ ଯାଇପାରିବେ ଗୋୟଲ

ନୂଆଦିଲ୍ଲୀ,୧୦-୭: ଋଣରେ ବୁଡ଼ି ରହିଥିବା ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ନରେଶ ଗୋୟଲଙ୍କୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ଗୋୟଲ ୧୮ ହଜାର କୋଟି ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ଜମା କରିବା ପୂର୍ବରୁ ବିଦେଶ ଯାଇପାରିବେ ନାହିଁ ବୋଲି ହାଇକୋର୍ଟ…

ଏଫ୍‌ପିଆଇଙ୍କୁ ଟାର୍ଗେଟ କରାଯାଇନି: ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୦-୭:ବଜେଟରେ ପ୍ରସ୍ତାବ ଦିଆଯାଇଥିବା ନୂଆ ଟିକସ ବ୍ୟବସ୍ଥାକୁ ନେଇ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର(ଏଫ୍‌ପିଆଇ)ଙ୍କ ମଧ୍ୟରେ ବିଭିନ୍ନ ଆଶଙ୍କା ଉପୁଜିଛି। ଏହାର ପ୍ରଭାବ ଦେଶର ପୁଞ୍ଜି ବଜାର ଉପରେ ମଧ୍ୟ ପରିଲକ୍ଷିତ ହୋଇଛି। ଗତ କିଛି ଦିନରେ ଶେୟାର ବଜାରର ସୂଚକାଙ୍କ ଖସି…

୧୧ ବର୍ଷରେ ୧.୮୫ ଲକ୍ଷ କୋଟି ଟଙ୍କାର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୧୦-୭: ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଠକେଇ ଦିନକୁ ଦିନ ବଢୁଥିବା ଦେଖାଯାଇଛି। ଗତ ୧୧ ବର୍ଷ ମଧ୍ୟରେ ବ୍ୟାଙ୍କଗୁଡିକରେ ୪୪,୦୧୬ ଠକେଇ ମାମଲା ସାମ୍ନାକୁ ଆସିଛି। ୨୦୦୮-୦୯ ପରଠାରୁ ଏହି ମାମଲାଗୁଡିକରେ ୧.୮୫ ଲକ୍ଷ କୋଟି ଟଙ୍କା ଜଡିତ ରହିଥିବା ଅର୍ଥରାଷ୍ଟ୍ରମନ୍ତ୍ରୀ…

ଜାଣନ୍ତୁ କାହିଁକି ଦିଏ ହାକୁଟି

ସାଧାରଣତଃ ଖାଇବା ପରେ ପ୍ରାୟ ଲୋକଙ୍କୁ ହାକୁଟି ଦେଇଥାଏ। ଆଉ ଏହା ଏକ ସାଧାରଣ ସମସ୍ୟା ହୋଇଥାଏ। ଅନେକ ସମୟରେ ଚିନ୍ତା କରିବା ଫଳରେ ହାକୁଟି ଦେଇଥାଏ।ମାତ୍ର ଦିନ ସାରା ଯଦି ଏହି ପ୍ରକ୍ରିୟା ଲାଗି ରହେ ତେବେ ଏହା ଅନେକ…

ସକାଳେ କପେ ରେଡ୍‌ ଟି…

ସକାଳେ ରେଡ୍‌ ଟି ପିିଇଲେ ଅନେକ ଉପକାର ମିଳିଥାଏ। ରେଡ୍‌ ଟିରେ ଲୌହ, ପୋଟାସିୟମ୍‌, ଜିଙ୍କ୍‌, ମାଙ୍ଗାନିଜ୍‌, କପର, କ୍ୟାଲସିୟମ୍‌, ସୋଡ଼ିୟମ୍‌, ମ୍ୟାଗ୍ନେସିୟମ୍‌, ଫ୍ଲୋରାଇଡ୍‌, କ୍ୟୁରସେଟିନ୍‌ ଆଦି ତତ୍ତ୍ୱ ରହିଥାଏ। ଏହାକୁ ନିୟମିତ ପିଇଲେ ରକ୍ତ ସଞ୍ଚାଳନ ବୃଦ୍ଧି ହୋଇ ହାର୍ଟ…

ବସ୍‌ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଅଭିଯୁକ୍ତ ହେଲ୍‌ପର ଗିରଫ

ପୁରୀ ଅଫିସ, ୯ା୭ : ମହାପ୍ରଭୁଙ୍କ ରଥଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇପଡ଼ିଥିବାବେଳେ ଘଟିଛି ଲଜ୍ଜାଜନକ ଘଟଣା। ସୋମବାର ରାତିରେ ପୁରୀ ବସ୍‌ଷ୍ଟାଣ୍ଡ ପରିସରସ୍ଥ ଏକ ବସ୍‌ ଭିତରେ ଜଣେ ଆଦିବାସୀ ନାବାଳିକାଙ୍କୁ ବସ୍‌ ହେଲ୍‌ପର ବଳାତ୍କାର କରିଛନ୍ତି। ଏହି ଘଟଣାରେ…

‘କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରୀରେ ଦୂତି

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ ଓ ଏଣ୍ଟରଟେନ୍‌ମେଣ୍ଟ ମାଗାଜିନ୍‌ର…

ଆହୁରି ସପ୍ତାହେ ବର୍ଷା ନାହିଁ, ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭୁବନେଶ୍ୱର,୮ା୭(ବ୍ୟୁରୋ)-ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗୀନ ହେବାରେ ଲାଗିଛି । କେଉଁଠି ଅସରାଏ ଦି ଅସରା ବର୍ଷା ହେଉଛି ତ ଅନ୍ୟ କେଉଁଠି ଟାଁଏ ଟାଏଁ ଖରା। ଯେତିକି ବର୍ଷିବା କଥା ତାହା ହେଉ ନାହିଁ। ରାଜ୍ୟର ହାତ ଗଣତି…

ବଜାରରେ ରେନୋ ଇଣ୍ଡିଆର ନୂଆ ଡକ୍ଟର, ମୂଲ୍ୟ ୭.୯୯ ଲକ୍ଷ ଟଙ୍କାରୁ ଆରମ୍ଭ

ନୂଆଦିଲ୍ଲୀ,୯-୭: ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଡଷ୍ଟର ମଡେଲର ବଜାର ପ୍ରବେଶ ହୋଇଛି। ଏଥିରେ ୨୫ ନୂଆ ଫିଚର ଏବଂ ଟେକ୍ନୋଲୋଜି ରହିଛି। ମଡେଲଟିରେ ଆକର୍ଷଣୀୟ ଏକ୍ସଟେରୀୟର, ମନଲୋଭା ଇଣ୍ଟେରିୟର ଉନ୍ନତ ଉପକରଣକୁ ସ୍ଥାନୀତ କରାଯାଇଛି। ରେନୋ ବ୍ରାଣ୍ଡକୁ ଭାରତରେ ଅଭିବୃଦ୍ଧି…

ଓଜନ ନିୟନ୍ତ୍ରଣ କରେ ଗ୍ରୀନ୍‌ କଫି

ବର୍ତ୍ତମାନ ସମୟରେ ମେଦବହୁଳତା ବ୍ୟକ୍ତିତ୍ୱ ବିଗାଡ଼ିବା ସହ ଶରୀରରେ ବିଭିନ୍ନ ପ୍ରକାର ଗମ୍ଭୀର ରୋଗ ସୃଷ୍ଟି କରିବାରେ ଲାଗିଛି। ଅଧିକାଂଶ ଲୋକ ମୋଟାପଣ ଦୂର କରିବାକୁ ଘଣ୍ଟା ଘଣ୍ଟା ଜିମ୍‌ରେ ବିତାଇ ଦେଉଛନ୍ତି। ଏମିତିକି ପ୍ରିୟ ଖାଦ୍ୟଠୁ ବି ଦୂରେଇ ରହୁଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri