Home Left

ମହିଳାଙ୍କ ଉପରେ ବାସନ୍ଦ ଲାଗିବା ପ୍ରସଙ୍ଗ:  ଇରାନ ଗସ୍ତ କରିବେ ଫିଫା ପ୍ରତିନିଧି

ଲୌସାନ୍ନେ,୧୨।୯(ଏଏଫ୍‌ପି): ଇରାନରେ ମହିଳା ପ୍ରଶଂସକଙ୍କୁ ଫୁଟ୍‌ବଲ ଷ୍ଟାଡିୟମ ମଧ୍ୟକୁ ପ୍ରବେଶକୁ ବାରଣ ରହିଛି। ଏହି ନିୟମରେ ପରିବର୍ତ୍ତନ କରିବା ପାଇଁ ଫିଫା ପକ୍ଷରୁ ପ୍ରତିନିଧି ମଣ୍ଡଳି ପଠାଯିବ। ଗତ ସପ୍ତାହରେ ଇରାନିଆନ ମହିଳା ପ୍ରଶଂସକ କୋର୍ଟ ବାହାରେ ନିଆଁ ଲଗାଇ ଆତ୍ମହତ୍ୟା…

ହଂକଂ ଅଧିନାୟକ ପଦ ଛାଡ଼ିଲେ ଓଡ଼ିଆ ଖେଳାଳି ଅଂଶୁମାନ

ନୂଆଦିଲ୍ଲୀ, ୧୨।୯- ଭାରତ ପକ୍ଷରୁ ଖେଳିବା ସ୍ବପ୍ନରେ ଓଡ଼ିଆ ପୁଅ ଅଂଶୁମାନ ରଥ ଗୁରୁବାର ହଂକଂ ଜାତୀୟ କ୍ରିକେଟ୍‌ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ଆଗାମୀ ଦିନରେ ଭାରତରେ ପ୍ରଥମ ଶ୍ରେଣୀ କ୍ରିକେଟ୍‌ ଖେଳିବାକୁ ଯୋଜନା ରଖିଥିବା ଅଂଶୁମାନ ଏଥିସହ…

ଉଚ୍ଛେଦକୁ ବିରୋଧ: ୧୦୦୧ ଦୀପଦାନ, କଳାକନା ବାନ୍ଧି ଧାରଣା

ପୁରୀ ଅଫିସ,୧୨ା୯ : ଶ୍ରୀମନ୍ଦିର ମେଘନାଦ ପାଚେରି ଚାରିପଟୁ ୭୫ ମିଟର ପରିଧିରେ ଥିବା କୋଠା, ମଠ ଭଙ୍ଗାଯିବ। ଜିଲା ପ୍ରଶାସନ ପକ୍ଷରୁ ଦୁଇ ସପ୍ତାହ ଧରି ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ବିସ୍ଥାପିତଙ୍କ ଲାଗି ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା…

ଭିଡିଓ କର୍ମଶାଳାରେ ପ୍ରଦର୍ଶିତ ହେଲା ୬୦ ବିରଳ ଚିକିତ୍ସା ପଦ୍ଧତି

ପୁରୀ ଅଫିସ,୧୨ା୯: ଇଣ୍ଡିଆନ ସୋସାଇଟି ଫର୍‌ ସର୍ଜରୀ ଅଫ୍‌ ଦି ହ୍ୟାଣ୍ଡ (ଆଇଏସ୍‌ଏସ୍‌ଏଚ୍‌)ର ୪୩ତମ ଏବଂ ଇଣ୍ଡିଆନ ସୋସାଇଟି ଅଫ୍‌ ହ୍ୟାଣ୍ଡ ଥେରାପିଷ୍ଟ (ଆଇଏସ୍‌ଏଚ୍‌ଟି)ର ୭ମ ବାର୍ଷିକ ସମ୍ମିଳନୀ ପୁରୀରେ ଅନୁଷ୍ଠିତ ହେବ। ହୋଟେଲ ହଲିଡେ ରିସର୍ଟରେ ହେବାକୁ ଥିବା ଏହି…

ସରପଗଡ ଡ୍ୟାମ୍‌ରେ ୨ଟି ଗେଟ୍‌ ଦ୍ୱାରା ଜଳ ନିଷ୍କାସିତ

ଲେଫ୍ରିପଡା,୧୨।୯(ଡି.ଏନ.ଏ) -ଲଘୁଚାପଜନିତ ବର୍ଷାରେ ଲେଫ୍ରିପଡା ବ୍ଲକ୍‌ ଅନ୍ତର୍ଗତ ସରପଗଡ ଡ୍ୟାମ୍‌ରେ ପାଣି ଭର୍ତ୍ତି ହୋଇଛି। ଫଳରେ ଗୁରୁବାର ସକାଳେ ଦୁଇଗୋଟି ଗେଟ୍‌ ଖୋଲାଯାଇ ଇଛାନଦୀ ଦ୍ୱାରା ଜଳ ନିଷ୍କାସନ କରାଯାଉଛି। ଡ୍ୟାମ୍‌ର ଜଳଧାରଣ କ୍ଷମତା ୩୦୭.୫୦ମିଟର ରହିଥିବା ବେଳେ ବର୍ତ୍ତମାନ ୩୦୭.୪୮ମିଟରରେ…

ମହିଳାଙ୍କ ମଦ ବିରୋଧୀ ସଚେତନତା ଶୋଭାଯାତ୍ରା

ବାହାନଗା,୧୨ା୯(ଡି.ଏନ.ଏ.)-ବାହାନଗା ବ୍ଲକ କୁଚିଆକୋଇଲି ଗ୍ରାମରେ ବୁଧବାର ଅପରାହ୍ନରେ ଚୋରା ମଦ କାରବାର ବିରୋଧରେ ମହିଳାମାନେ ଅଣ୍ଟା ଭିଡିଛନ୍ତି। ମହିଳାମାନେ ଏକ ସଚେତନତା ଶୋଭାଯାତ୍ରାରେ ବାହାରି ମଦ କାରବାର ରୋକିବା ଲାଗି ଦାବି କରିଛନ୍ତି। ମହିଳାମାନେ ଅଭିଯୋଗ କରିଛନ୍ତି ଯେ, ଗ୍ରାମରେ ଚୋରାରେ…

ରାଜପଥରୁ କାଠ ବୋଝେଇ ଭ୍ୟାନ୍‌ ଜବତ

ରୂପ୍‌ସା, ୧୨।୯(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ନିକଟରୁ ବୁଧବାର ରାତିରେ ପୋଲିସ ଏକ ଚୋରା କାଠ ବୋଝେଇ ଭ୍ୟାନ୍‌ (ନଂ. ଡବ୍ଲ୍ୟୁବି-୧୧ଡି-୦୯୩୭) ଜବତ କରିଛି। ଗୁରୁବାର ପୋଲିସ କାଠ ଓ ଭ୍ୟାନକୁ ବନବିଭାଗକୁ ହସ୍ତାନ୍ତର କରିଛି। ଫରେଷ୍ଟର ବିବେକାନନ୍ଦ…

ପେନସନ୍‌ ପାଇଁ ଯାଇଥିବା ବରିଷ୍ଠ ନାଗରିକଙ୍କୁ ମିଳିଲା ଡେଥ୍‌ ସାର୍ଟିଫିକେଟ

ଲକ୍ଷ୍ନୌ,୧୨।୯: ଉତ୍ତରପ୍ରଦେଶର ବଦାୟୁ ଜିଲା ଗ୍ରାମପଞ୍ଚାୟତ ସଚିବ ୭ ଜଣ ପେନସନଧାରୀଙ୍କୁ ମୃତ ଘୋଷିତ କରିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଭେରିଫିକେଶନ ସମୟରେ ଏଭଳି ଭୁଲ୍‌ ହୋଇଥିବା ଜଣାପଡିଛି। ତେବେ ଉକ୍ତ ୭ ଜଣ ପେନସନଧାରୀ ଏବେ ଏହାକୁ ନେଇ…

ପ୍ରଦୂଷଣ ରୋକୁଛନ୍ତି ଏହି ଗଣେଶ

ଅକୋଲା: ଗଣେଶ ବିସର୍ଜନ ଏବେ ଦେଶରେ ଧୁମଧାମରେ ଚାଲିଛି। ମୃଣ୍ମୟ ମୂର୍ତ୍ତିକୁ ବିସର୍ଜନ କରିବା ପରେ ଜଳ ପ୍ରଦୂଷଣ ବୃଦ୍ଧି ହେଉଥିବାରୁ ଏଥିପାଇଁ ସବୁ ସ୍ତରରେ ଚିନ୍ତାପ୍ରକଟ କରାଯାଉଛି। କିନ୍ତୁ ଏହି ସମସ୍ୟା ସମାଧାନ କରିବାର ବାଟ ଦେଖାଇଛନ୍ତି ମହାରାଷ୍ଟ୍ର ଅକୋଲର…

ଅଜବ ବିଶ୍ୱାସ: ବାଘ ଏମାନଙ୍କ ପାଇଁ ଭାଇ

ଭୋପାଳ: କାହ୍ନା ଅଭୟାରଣ୍ୟ ବାହାରେ ରହିଥିବା ବଇଗା ସମ୍ପ୍ରଦାୟ ଆଦିବାସୀଙ୍କର ବାଘ ଓ ମଣିଷ ଏକାଠି ରହିବାର ଏକ ଅଜବ ବିଶ୍ୱାସ ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ । ଆମେ ବାଘ ମାମୁ ବୋଲି ସମ୍ବୋଧନ କରୁ , କିନ୍ତୁ ଏହି…

ଜରିମାନା ଜାଲରେ ପୋଲିସ

ପାଟନା: ମୋଟର ଯାନ ଆଇନ ସେପ୍ଟେମ୍ବର ୧ରୁ ସାରା ଦେଶରେ ଲାଗୁ ହେବା ପରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଯେଭଳି ଜରିମାନା କରାଯାଉଛି ତାହା ଭାବିହେଉନି। ଅତ୍ୟଧିକ ଜରିମାନାକୁ ନେଇ କେତେକ ରାଜ୍ୟ ଏହାକୁ ଲାଗୁ କରିବା ନିର୍ଦ୍ଦେଶକୁ ଫେରାଇନେବା…

ଜାତୀୟ ସ୍ବର୍ଣ୍ଣବିଜେତା ଏବେ ଦୀନ ମଜୁରିଆ

କାନପୁର: ନିୟତିର ଗତି ବଡ଼ ବିଚିତ୍ର। ପରିସ୍ଥିତି କେତେବେଳେ ବଦଳିଯାଏ ତାହା କହିହେବନି। ସଫଳତାର ପାହାଚ ଚଢ଼ି ଉପରକୁ ଯାଇଥିବା ଜଣେ ଖେଳାଳି ଏକ ସୁନ୍ଦର ଭବିଷ୍ୟତ ଆଶା କରୁଥିବାବେଳେ ଦୀନ ମଜୁରିଆ ହେବା ଯେ କେତେ ପୀଡ଼ାଦାୟକ ତାହା ଅନୁଭବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?