Home Left

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର ଟିକେ ଲେଖାପଢ଼ା ଗୁଣ ରହିଛି। ବୁଲି ବୁଲି ଥକି ପଡ଼ିଲେ କେଉଁ ଗଛ…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ। ରାଷ୍ଟ୍ରପତି ନିର୍ବାଚନ ଏବଂ ତାଙ୍କ ପ୍ରଥମ କାର୍ଯ୍ୟକାଳ ମଧ୍ୟରେ, ସେ ବାରମ୍ବାର ବେଜିଂ…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼ ହୋଇଉଠେ, ସେଠି ସନ୍ତାନ ପ୍ରାପ୍ତିର ସୁଖକର ଅନୁଭବଠାରୁ ମୁହଁ ମୋଡ଼ିନେବା କେବେ ବି…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ ଜାରି କରି କହିଛି ଯେ ସେମାନେ ନୌ-ସଂଘର୍ଷ ପାଇଁ ଆବଶ୍ୟକୀୟ କ୍ଷମତା ହାସଲ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର ଭୋର୍‌ ସମୟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି ଗୋଲ୍‌ ୧୮ତମ, ୧୯ତମ, ୩୭ତମ ଓ ୪୯ତମ ମିନିଟ୍‌ରେ ସ୍କୋର କରିଥିଲେ। ତାଙ୍କର…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ ମାମଲା ରୁଜୁ ହୋଇଥିଲା, ସେଗୁଡ଼ିକୁ ପ୍ରତ୍ୟାହାର କରାଯିବ ବୋଲି ସେ ରବିବାର ଘୋଷଣା…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭ ରନର ଇନିଂସ ଖେଳିବା ଅବସରରେ ମନ୍ଧାନା ଅର୍ନ୍ତଜାତୀୟ ମହିଳା ଟି୨୦ କ୍ରିକେଟରେ ସର୍ବାଧିକ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତା ପୁଲକିତ୍‌ ମଣି ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନକଲ କରିଥିଲେ…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି। ଫଳରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ ଅତିକମ୍‌ରେ ରୌପ୍ୟ ପଦକ ନିଶ୍ଚିତ କରିଛି। ଆସନ୍ତା…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି । ନିଜ ମା’ ମାଟି ଓ ମାଳିର ସୁରକ୍ଷା ପାଇଁ ସମସ୍ତେ ସଜାଗ…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ ପ୍ରାୟ ୧୦ ହଜାର ଟଙ୍କା ମୂଲ୍ୟର ଖେଳଣା ଚୋରି ହୋଇଥିବା ନେଇ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?