ବରିଷ୍ଠ ଭାଜପା ନେତାଙ୍କ ଘରେ ଲାଗିଲା ନିଆଁ: ଖେଳିଗଲା ଆତଙ୍କ
ନୂଆଦିଲ୍ଲୀ,୧୪।୧:ବରିଷ୍ଠ ଭାଜପା ନେତା ରବି ଶଙ୍କର ପ୍ରସାଦଙ୍କ ଦିଲ୍ଲୀସ୍ଥିତ ଘରେ ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ବୁଧବାର ସକାଳ ପ୍ରାୟ ୮ଟା ସମୟରେ ଅଗ୍ନିକାଣ୍ଡ ଘଟିଥିଲା। ତାଙ୍କ ଘରେ ଥିବା ବ୍ରେଡ୍ରୁମ୍କୁ ନିଆଁ ବ୍ୟାପିଥିଲା। ଅଗ୍ନିଶମ ବାହିନୀକୁ ସତର୍କ କରାଯାଇଥିଲା। ଘଟଣାସ୍ଥଳକୁ…
ପଞ୍ଚାୟତ ନିର୍ବାଚନରେ ଭୁଲ୍ ତଥ୍ୟ ଦେବା ପଡିଲା ମହଙ୍ଗା: ସରପଞ୍ଚଙ୍କୁ ଅଯୋଗ୍ୟ ଘୋଷିତ କଲେ ହାଇକୋର୍ଟ
ମୋହନା, ୧୪ା୧(ମନ୍ମଥ ମିଶ୍ର): ଗତ ପଞ୍ଚାୟତ ନିର୍ବାଚନରେ ଭୁଲ୍ ତଥ୍ୟ ଦେଇ ସରପଞ୍ଚ ରୂପେ ନିର୍ବାଚିତ ହୋଇଥିବାରୁ ଏହାର ପ୍ରତିବାଦରେ ପ୍ରତିଦ୍ୱନ୍ଦ୍ୱୀ କୈଳାସି ମାଝୀ ୨୦୨୨ରେ ମୋହନା ସିଭିଲ ଜଜ୍ ଜୁନିୟର ଡିଭିଜନର ଆଶ୍ରୟ ନେଇଥିଲେ। ବିଚାରପତି ୬ା୯ା୨୦୨୪ରେ ଏହାର ଶୁଣାଣି…
ପରିଣାମ ଭୋଗିବ…ଏହି ଦେଶକୁ ଖୋଲା ଧମକ ଦେଲେ ଟ୍ରମ୍ପ, ବିଶ୍ୱ ଚକିତ
ଓ୍ବାଶିଂଟନ୍,୧୪।୧: ଇରାନରେ ଦେଶବ୍ୟାପୀ ପ୍ରତିବାଦ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେହେରାନକୁ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଇରାନ ସରକାର ନିଜ ନାଗରିକଙ୍କ ବିରୋଧରେ ହିଂସାତ୍ମକ କାର୍ଯ୍ୟ ଜାରି ରଖେ, ତେବେ ଏହା ଗମ୍ଭୀର ପରିଣାମ ଭୋଗିବ।…
ଏହି ସ୍ଥାନକୁ ଗଲେ ହୁଏ ସନ୍ତାନପ୍ରାପ୍ତି : ମକର ସଂକ୍ରାନ୍ତିରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼, ମାନସିକ କୁଣ୍ଡରେ…
ଖୋର୍ଦ୍ଧା,୧୪।୧(ପ୍ରଭାତ ପାଣିଗ୍ରାହୀ): ଆଜି ପବିତ୍ର ମକର ସଂକ୍ରାନ୍ତି। ହିନ୍ଦୁ ଧର୍ମର ବିଶ୍ୱାସ ଅନୁଯାୟୀ, ଆଜି ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିବେ ଓ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହେବ। ଏହି ମକର ସଂକ୍ରାନ୍ତି ସମଗ୍ର ଦେଶରେ ଭିନ୍ନ ଭିନ୍ନ ଭାବେ…
ମକର ସଂକ୍ରାନ୍ତିରେ ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ
ଭୁବନେଶ୍ୱର,୧୪।୧: ପୁଣି ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ। ମକର ସଂକ୍ରାନ୍ତିରେ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ମଙ୍ଗଳବାର ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି। ବଡୁ ଓ ସୁଆର ନିଯୋଗ ବିବାଦ ଯୋଗୁଁ ଉପାସରେ ଲିଙ୍ଗରାଜ ରହିଛନ୍ତି। ଏବେ ଯାଏଁ ବାବା…
ମକର ସଂକ୍ରାନ୍ତି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଏକ୍ସରେ ଲେଖିଛନ୍ତି, ଉତ୍ସାହ, ଉଦ୍ଦିପନା ଓ ପରମ୍ପରାର ପର୍ବ ମକର ସଂକ୍ରାନ୍ତି ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ। ଓଡ଼ିଶାର…
ରାଇକିଆ ରାଜନୀତିରେ ନୂଆ ସମୀକରଣ: ବିଜେଡି ଛାଡି ଭାଜପାରେ ଯୋଗ ଦେଲେ ବ୍ଳକ ଅଧ୍ୟକ୍ଷା, ସରପଞ୍ଚଙ୍କ ସହ…
ରାଇକିଆ, ୧୪।୧(ପ୍ରଦୀପ ବେହେରା): ରାଇକିଆ ରାଜନୀତିରେ ମଙ୍ଗଳବାର ନୂଆ ସମୀକରଣ ଦେଖିବାକୁ ମିଳିଛି । ହରି ଓମ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ଆତ୍ମ ନିର୍ଭର ଭାରତ ସମୃଦ୍ଧ ସମାବେଶ କାର୍ଯ୍ୟକ୍ରମ ଅବସରରେ ବ୍ଳକ ବିଜେଡିକୁ ଦୀର୍ଘ ବର୍ଷ ହେଲା ସୁଦୃଢ଼ କରିବାରେ…
ଖୁସି ଖବର: ଭାରତ ଉପରୁ ଟାରିଫ୍ ହଟାଇବେ ଟ୍ରମ୍ପ! ମିଳିଲା ସିଗ୍ନାଲ୍
ଓ୍ବାଶିଂଟନ୍,୧୪।୧: ଆମେରିକାର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ରୁବିଓଙ୍କ ସହ ଫୋନରେ କଥା ହୋଇଛନ୍ତି। ଏକ ଇମେଲ ପୋଷ୍ଟରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କହିଛନ୍ତି, ଦୁଇ ନେତା ପରମାଣୁ ସହଯୋଗ, ପ୍ରତିରକ୍ଷା, ଶକ୍ତି ଏବଂ ବାଣିଜ୍ୟ ବିଷୟରେ ଆଲୋଚନା କରିଥିଲେ।…
ପ୍ରସ୍ତାବିତ ଗ୍ୟାସ୍ ପାଇପ୍ ଲାଇନକୁ ବିରୋଧ
ନୂଆପଡ଼ା, ୧୪।୧ (ମକାରୁ ବେମାଲ): ଛତିଶଗଡ଼ର ରାୟପୁରରୁ ବିଶାଖାପାଟଣା ପର୍ଯ୍ୟନ୍ତ ଏଚ୍ପିସିଏଲ୍ ଗ୍ୟାସ୍ ପାଇପ୍ ଲାଇନ ପ୍ରକଳ୍ପକୁ ନୂଆପଡ଼ା ବ୍ଲକରେ ବିରୋଧ କରାଯାଇଛି। ମଙ୍ଗଳବାର ନୂଆପଡା ମହକୁମା ସାହୁ ସମାଜ ଭବନଠାରେ ସଦର ବ୍ଲକର କ୍ଷତିଗ୍ରସ୍ତ ହେବାକୁ ଥିବା ଚାଷମାନେ ଏକଜୁଟ…
ବର୍ଦ୍ଧିତ ଆୟ ଓ ଅଭାବୀ ଜୀବନ
ଅଦ୍ଭୁତ ଏ ଦୁନିଆ I ଅଦ୍ଭୁତ ଆମ ବ୍ୟବହାର ଓ ମାନସିକତା। ଛୋଟ ବେଳେ ଦେଖିଛୁ, ଆମ ପିତାମାତା କିପରି ସେମାନଙ୍କର ଅର୍ଥ ପରିଚାଳନା କରୁଥିଲେ I ଘର ଖର୍ଚ୍ଚ, ପିଲାଙ୍କ ପାଠପଢ଼ା, ବିବାହ, ବ୍ରତ ପରି ସାମାଜିକ କର୍ମ, ସ୍ବାସ୍ଥ୍ୟସେବା…
ତଦନ୍ତ କମିଶନର ପରିଣାମ
ଅନେକ ସମୟରେ ତଦନ୍ତ କମିଶନ ନିଯୁକ୍ତ କରାଯାଇଥାଏ ଅଧିକୃତ ସଂସ୍ଥା ଦ୍ୱାରା। ଏହି ଯାଞ୍ଚ ଆୟୋଗ ବିଶେଷ ଉଦ୍ଦେଶ୍ୟ ନେଇ ଗଠିତ ହୋଇଥାଏ। ଯାନବାହନରେ ଦୁର୍ଘଟଣା, ଦୁର୍ନୀତି, ମାନବ ଅଧିକାର ଉଲ୍ଲଂଘନ, ଅର୍ଥନୈତିକ ଅପରାଧ, ଆଇନ ଶୃଙ୍ଖଳା ରକ୍ଷକଙ୍କ ମାତ୍ରାଧିକ ବଳ…
ଛୁଆକୁ ଧରି ଚୁଲି ପାଖରେ ବସିଥିଲେ ମା’, ଅସାବଧାନତା ଯୋଗୁ ଚୁଲିରେ ପଡି ୨ ମାସର ଶିଶୁ ଗୁରୁତର
ଜଳେଶ୍ୱର,୧୪।୧ (ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଚାଲନ୍ତି ଗ୍ରାମରେ ନିଆଁରେ ପଡି ଦୁଇ ମାସର ଶିଶୁ ଗୁରୁତର। ସୂଚନା ଅନୁସାରେ ପ୍ରବଳ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଜଳେଶ୍ୱର ଥାନା ମହମ୍ମଦ ନଗର ପାଟଣା ପଞ୍ଚାୟତ ଚାଲନ୍ତି…
Archives


