Home Left

ଶୀତ ମହୋତ୍ସବ, ସନ୍ଧ୍ୟାରେ ଦୁଲୁକିବ ମଞ୍ଚ: ଆଜି ଆସିବେ ଏହି ସବୁ କଳାକାର…

ଦାରିଙ୍ଗବାଡି, ୮ /୧ (ଅରୁଣ ସାହୁ): ଦାରିଙ୍ଗବାଡି ଶୀତ ମହୋତ୍ସବକୁ ନେଇ ଅପେକ୍ଷା ଶେଷ ହୋଇଛି। ଆଜି ଶୀତ ମହୋତ୍ସବର ଶୁଭାରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିସାରିଛି। ଶୀତ ମହୋତ୍ସବକୁ ସଫଳ କରିବା ପାଇଁ ସ୍ଥାନୀୟ ପ୍ରଶାସନ ସମେତ…

୯ରେ ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର,୮।୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଅପରାହ୍ନ ସାଢ଼େ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ…

ଏସ୍‌ସିବି ମେଡିକାଲ ୱାର୍ଡରୁ ଖସିିଲା ସିଲିଂ: ରୋଗୀଙ୍କ ମୁଣ୍ଡ ଫାଟିଲା

କଟକ,୮।୧(ଶିଳ୍ପା ପ୍ରିୟଦର୍ଶିନୀ): ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ପୁରୁଣା ଭେଷଜ ବିଭାଗରେ ବୁଧବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଜଣେ ରୋଗୀଙ୍କ ଉପରେ ଉକ୍ତ ବିଭାଗର ପ୍ରଥମ ମହଲା ୱାର୍ଡ ଛାତରୁ କଂକ୍ରିଟ ଖଣ୍ଡ ସହ ସିଲିଂ…

ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ଦାରିଙ୍ଗବାଡି: ପଡୁଛି ତୁଷାରପାତ, ଏହି ସବୁ ଅଞ୍ଚଳରେ…

ଦାରିଙ୍ଗବାଡି, ୮ /୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ଶୀତ ଲେଉଟିଛି । ଗତ ୨ ଦିନ ହେଲା ଦାରିଙ୍ଗବାଡି ସମେତ ସିମନବାଡି, ଶ୍ରାନିକେତା, ସିଆଙ୍ଗବାଲି, ଦାସିଙ୍ଗବାଡି, ସୋନପୁର, ସିର୍କାବର୍ଗ, ଦନେକବାଡି, କିରିକୁଟି, ବାଡାବାଙ୍ଗା ଆଦି ଅଞ୍ଚକରେ…

ସରକାରଙ୍କ କଟକଣା ଯୋଗୁ ହଟହଟା ଚାଷୀ, ହୋଇପାରୁନି ଧାନ ବିକ୍ରି, ବିଳମ୍ବ ହେଉଛି ରବି ଚାଷ

ବରଗଡ଼,୮।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଏଠାରେ ସର୍ବାଧିକ ଧାନ ଉପତ୍ାଦନ ହେଉଥିବାରୁ ଜିଲାର ଏଭଳି ପରିଚୟ ରହିଛି। ମାତ୍ର ଜିଲାର ଚାଷୀଙ୍କ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ଅଦିନିଆ ବର୍ଷା ତ ଆଉ କେବେ ରୋଗପୋକ ଉପଦ୍ରବ…

୧୦ ଦଫା ଦାବି ନେଇ ବିଦ୍ୟୁତ୍‌ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଫିସ୍‌ ଆଗରେ ଧାରଣା

ବଲାଙ୍ଗୀର,୮ା୧(ବୀରେନ୍ଦ୍ର କୁମାର ଝାଙ୍କର): ଆଉଟ୍‌ସୋର୍ସିଂ କର୍ମଚାରୀଙ୍କୁ ଶୋଷଣ ଅଭିଯୋଗରେ ପଶ୍ଚିମାଞ୍ଚଳ ବିଜୁଳି ଶ୍ରମିକ ସଂଘ ବଲାଙ୍ଗୀର ପକ୍ଷରୁ ବୁଧବାର ଟାଟା ପାୱାର କମ୍ପାନୀ ବିରୋଧରେ ବୁଧବାର ଧାରଣା ଦିଆଯାଇଛି। ଆଉଟ୍‌ସୋର୍ସିଂ କର୍ମଚାରୀଙ୍କୁ ଠିକ୍‌ ସମୟରେ ପାଉଣା ଏବଂ ସାଲାରୀ ସ୍ଲିପ୍‌ ଦିଆଯାଉନାହିଁ।…

‘ଅପାରଗତାରେ ଭାଜପା ଦେଶରେ ୧ ନମ୍ବର’

ଭୁବନେଶ୍ୱର, ୭।୧(ସୁନିତ୍‌ ମିଶ୍ର): ବାଣପୁରରେ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ ସଭାରେ ଉଦ୍‌ବୋଧନ ଦେବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାରରେ ୫-ଟି ସ୍କୁଲ ନାଁରେ ଦୁର୍ନୀତି ହୋଇଛି ବୋଲି ଦେଇଥିବା ମନ୍ତବ୍ୟ ଉପରେ ବିଜେଡି ତୀବ୍ର ପ୍ରତିକ୍ରିୟା…

ଏକତରଫା ପ୍ରେମ: ବିବାହ ପରେ ବି ଯୁବତୀଙ୍କୁ ଜୋର କରି ଉଠାଇ ବନ୍ଦି କରି ରଖିଥିଲେ, ଯୁବକଙ୍କୁ…

ମୋହନା, ୭ା୧(ମନ୍ମଥ ମିଶ୍ର)- ପ୍ରେମ ସମ୍ପର୍କକୁ ନେଇ ଗଜପତି ଜିଲା ମୋହନାରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ମୋହନା ପୋଲିସ ଜଣେ ଯୁବକଙ୍କୁ ଚନ୍ଦ୍ରଗିରିରୁ ଗିରଫ କରିଛି। ସେ ହେଲେ ଲାଜାର ପ୍ରଧାନ(୨୨) । ଘଟଣାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ପ୍ରଧାନ (୩୦)ବୋଲି…

Makar Sankranti ୨୦୨୬: ମକର ସଂକ୍ରାନ୍ତିରୁ ମହାଲକ୍ଷ୍ମୀ ରାଜଯୋଗ, ଏହି ୪ ରାଶିର ବ୍ୟକ୍ତି…

ମକର ସଂକ୍ରାନ୍ତି ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହିନ୍ଦୁ ପର୍ବ ମଧ୍ୟରୁ ଗୋଟିଏ, ଯାହା ପ୍ରକୃତି ଏବଂ ବ୍ରହ୍ମାଣ୍ଡର ପରିବର୍ତ୍ତନର ପ୍ରତୀକ। ଏହି ପର୍ବ ବିଶ୍ୱରେ ପ୍ରାକୃତିକ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ । ସେହିପରି, ସୂର୍ଯ୍ୟଙ୍କ ପଥ ପରିବର୍ତ୍ତନକୁ ଆଧାର କରି…

kathua Encounter: ଜମ୍ମୁ-କାଶ୍ମୀରର କଠୁଆରେ ଏନକାଉଣ୍ଟର, ଫସି ରହିଛନ୍ତି…

ନୂଆଦିଲ୍ଲୀ,୭।୧: ଜମ୍ମୁ କାଶ୍ମୀରର ଜମ୍ମୁ ଡିଭିଜନର କଠୁଆ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି । ବିଲ୍ଲାୱାର ଅଞ୍ଚଳର କାମଦ ନାଲା ଅଞ୍ଚଳରେ ଏହି ଏନକାଉଣ୍ଟର ଚାଲିଥିବା ଜଣାପଡ଼ିଛି । ପୋଲିସକୁ ଏହି ଅଞ୍ଚଳରେ ଆତଙ୍କବାଦୀ…

ଆୟୁଷ୍ମାନ କାର୍ଡରେ ୧୫ ଲକ୍ଷର ଚିକିତ୍ସା କରାଯାଇପାରିବ କି? ମନରେ ଦ୍ୱନ୍ଦ୍ୱକୁ କରନ୍ତୁ ଦୂର…

ନୂଆଦିଲ୍ଲୀ,୭।୧: ସରକାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (PM-JAY)ର ପରିସରକୁ ବଢ଼ାଇ ୭୦ ବର୍ଷ ଏବଂ ତା’ଠାରୁ ଅଧିକ ବୟସ୍କ ସମସ୍ତ ବରିଷ୍ଠ ନାଗରିକଙ୍କୁ ଅନ୍ତର୍ଭୁକ୍ତ କରିବା ପରେ ଲୋକଙ୍କ ମନରେ ଅନେକ ପ୍ରଶ୍ନ ଉଠିଛି। ବିଶେଷ କରି…

ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା

ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ ପଡୋଶୀଙ୍କ ମୃତ୍ୟୁ ଘଟିଛି । ଏହା ସହିତ ଜଣେ ଗୁରୁତର ହୋଇ କରଞ୍ଜିଆ ଡାକ୍ତରଖାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?