Home Left

ବୁଡ଼ିଗଲାଣି ବୋଳଂ ଲୁଣଚାଷ

ବାଲିଆପାଳ, ୧୨।୯(ଡି.ଏନ.ଏ.)-ବାଲେଶ୍ୱର ଜିଲାର ବାଲିଆପାଳ ବ୍ଲକ ଅନ୍ତର୍ଗତ ଉପକୂଳବର୍ତ୍ତୀ ବୋଳଂ ପଞ୍ଚାୟତ ଓ ଆଖପାଖ ଅଞ୍ଚଳରେ ହେଉଥିବା ଲୁଣ ଚାଷ ଏବେ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଲୁଣ ଚାଷ କରି ଜୀବିକା ନିର୍ବାହ କରୁଥିବା ଚାଷୀ ବୃତ୍ତିହରା ହୋଇପଡିଛନ୍ତି। ଏଠାରେ ଗଢି…

୨୦୨୦ ଟୋକିଓ ଅଲିମ୍ପିକ୍ସ : ଏଫଆଇଏଚ୍‌ ମେଡିକାଲ ଅଫିସର ପ୍ୟାନେଲରେ ଓଡ଼ିଶାର ବିଭୂ

ଭୁବନେଶ୍ୱର, ୧୨।୯(କ୍ରୀଡ଼ା ପ୍ରତିନିଧି)- ବିଶ୍ୱ କ୍ରୀଡ଼ାର ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣ ଜାପାନର ଟୋକିଓଠାରେ ୨୦୨୦ ଜୁଲାଇ ୨୪ରୁ ଅଗଷ୍ଟ ୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ମେଗା ଇଭେଣ୍ଟ ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍‌) ପକ୍ଷରୁ ପ୍ରକାଶିତ ଅଫିଆସିଲ…

ଟ୍ରାକ୍‌ ଏସିଆ କପ୍‌ : ସାଇକ୍ଲିଂ ଜାତୀୟ ରେକର୍ଡ ସହ ବ୍ରୋଞ୍ଜ ଜିତିଲେ ସ୍ବସ୍ତି

କଟକ ଅଫିସ, ୧୨ା୯- ଓଡ଼ିଶାର ସ୍ବସ୍ତି ସିଂ ଟ୍ରାକ୍‌ ଏସିଆ ଅନ୍ତର୍ଜାତୀୟ ସାଇକ୍ଲିଂ ପ୍ରତିଯୋଗିତାରେ ନୂଆ ଜାତୀୟ ରେକର୍ଡ଼ ପ୍ରତିଷ୍ଠା କରିବା ସହ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇନ୍‌ଡୋର ଷ୍ଟାଡ଼ିୟମରେ ଅନୁଷ୍ଠିତ ଏହି ପ୍ରତିଯୋଗିତାର…

ବିଶ୍ୱର ସବୁଠାରୁ ଛୋଟ ଘୋଡ଼ା: ଯାହାର ଲମ୍ବ ଗଧଠାରୁ କମ୍‌

ସାଧାରଣତଃ ଘୋଡ଼ାର ୪ କିମ୍ବା ୫ ଫୁଟ୍‌ ଉଚ୍ଚତା ହୋଇଥାଏ, ଏହା ଆପଣ ନିଶ୍ଚେ ଦେଖିଥିବେ। ମାତ୍ର ପୋଲାଣ୍ଡରେ ଏପରି ଏକ ଘୋଡ଼ା ଅଛି ଯାହା ବିଶ୍ୱର ସବୁଠୁ ଛୋଟ ଘୋଡ଼ା ଭାବେ ଜଣାଶୁଣା । ବୋମ୍ବେଲ ନାମକ ଏହି ଘୋଡ଼ାଟି…

କୋହଲି ଏବେ ନିରାମିଷାଶୀ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନିଜ ଫିଟ୍‌ନେସକୁ ନେଇ ଦେଶ ତଥା ଅନ୍ତର୍ଜାତୀୟ ସ୍ତରରେ ବେଶ୍‌ ପରିଚିତ। ଏଥି ଲାଗି ସେ ବ୍ରେକ୍‌ଫାଷ୍ଟଠାରୁ ଆରମ୍ଭ କରି ରାତ୍ର ଭୋଜନ ପର୍ଯ୍ୟନ୍ତ ନିୟମିତ ଆମିଷ ଖାଉଥିଲେ। ହେଲେ ଏବେ ସେ…

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ଡାଲଚିନି ମିଶା କ୍ଷୀର

ଔଷଧୀୟ ଗୁଣରେ ଭରପୂର୍‌ ଡାଲଚିନ୍‌। ଅନେକ ପ୍ରକାର ରୋଗର ରାମବାଣ ଔଷଧ ଭାବେ ଏହା ପରିଚିତ। କ୍ଷୀରରେ ସାମାନ୍ୟ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଶରୀରକୁ ଦ୍ୱିଗୁଣା ଫାଇଦା ମିଳିଥାଏ। ଏମିତିରେ ତ କ୍ଷୀର ପୋଷଣରେ ଭରପୂର୍‌ ଥାଏ। କିନ୍ତୁ ସେଥିରେ…

ଦୁର୍ଦ୍ଦଶା ଲାଗି ଅଟୋ ସେକ୍ଟର ନିଜେ ଦାୟୀ: ରାଜୀବ ବଜାଜ

ମୁମ୍ବାଇ,୧୧।୯: ଗତ କିଛି ମାସ ହେବ ଅଟୋମୋବାଇଲ ସେକ୍ଟରରେ ସଙ୍କଟ ଆସିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏଥିପାଇଁ ଲୋକଙ୍କ ମାନସିକତାକୁ ଦାୟୀ କରିଛନ୍ତି। ଲୋକେ ଇଏମ୍‌ଆଇ ଭରିବା ବଦଳରେ ଓଲା ଓ ଉବର କ୍ୟାବ୍‌ରେ ଯିବାକୁ ପସନ୍ଦ କରୁଛନ୍ତି ବୋଲି…

ସବୁଠୁ ମହଙ୍ଗା ବିୟର

ନିକଟରେ କିଛି ହୋଟେଲ ପକ୍ଷରୁ ଗ୍ରାହକଙ୍କୁ ଚକିତ କରିଦେବା ଭଳି ଦିଆଯାଉଥିବା ବିଲ୍‌ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଯାହାକୁ ସୋସିଆଲ ମିଡିଆର ଟ୍ରୋଲର ଶିକାର ହେବାକୁ ମଧ୍ୟ ପଡ଼ିଛି। କିଛି ଦିନ ତଳେ ବଲିଉଡ୍‌ ଅଭିନେତା ରାହୁଲ ବୋଷ ଏକ…

ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ: ନକଲି ଶିକ୍ଷକ ଛାନିଆ

ବୌଦ୍ଧ,୧୧।୯(ସ୍ବ.ପ୍ର): ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଶିକ୍ଷକତା କରୁଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଛି। ଏ ନେଇ ସାରା ରାଜ୍ୟରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ମୁତାବକ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ…

ତହସିଲ, ଜିଲାପାଳଙ୍କ ଅଫିସ୍‌ ଘେରିଲା କିଷାନ ସଂଘ

ବୌଦ୍ଧ,୧୧।୯(ସ୍ବ.ପ୍ର): ବୌଦ୍ଧ କୃଷି ପ୍ରଧାନ ଜିଲା ହୋଇଥିବା ବେଳେ ଚାଷୀମାନେ ବିଭିନ୍ନ ସମସ୍ୟାରେ ରହିଛନ୍ତି । ପ୍ରତିବର୍ଷ ସ୍ବଳ୍ପ ବର୍ଷା, ବନ୍ୟା, ରୋଗପୋକ ଉପଦ୍ରବରେ ଚାଷୀମାନେ କ୍ଷତିଗ୍ରସ୍ତ ହେଉଥିବାବେଳେ ସେମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯାଉନାହିଁ। ଫଳରେ ବୌଦ୍ଧ ଜିଲାର ଚାଷୀମାନେ…

ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦର ପ୍ରତିବାଦ: ଧାରଣାକୁ ଓହ୍ଲାଇଲେ ଉପଭୋକ୍ତା

ବରଗଡ଼ ଅଫିସ୍‌/ଅତାବିରା,୧୧।୯ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗାଠାରେ ରହିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ)ର ଶାଖା ଉଚ୍ଛେଦ କରାଯିବା ନେଇ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହାର ପ୍ରତିବାଦରେ ବୁଧବାର ଅଞ୍ଚଳର ଉପଭୋକ୍ତାମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି…

କାଟିଙ୍ଗିଆ ଶାଖା ଡାକଘରୁ ଲୁଟପାଟ ଅଭିଯୋଗ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୧୧।୯(ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଶାଖା ଡାକଘରୁ ଲୁଟୁପାଟ ସହ ଆସବାବପତ୍ର ଓ ବିଭିନ୍ନ ଯାନ୍ତ୍ରୀକ ସାମଗ୍ରୀ ଭଙ୍ଗାରୁଜା ନେଇ ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡ଼ି ଏସ୍‌ଆଇ ସଂଗ୍ରାମ ଜେନା କାଟିଙ୍ଗିଆରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତ। ଲୁଟ ସାମଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?