Home Left

ରୋହିତ-ରାହୁଲଙ୍କ ରେକର୍ଡ ଓପନିଂ ଭାଗୀଦାରି

ଲିଡ୍ସ,୭।୭- ଭାରତୀୟ ଦଳ ତା’ର ଅନ୍ତିମ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୭ ଉଇକେଟରେ ହରାଇ ପଏଣ୍ଟ ତାଲିକାରେ ଶୀର୍ଷ ସ୍ଥାନ ଅଧିକାର କରିଛି। ଏହି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଓପନିଂ…

ଭାଜପାରେ ଯୋଗଦେଲେ ସପ୍‌ନା

ନୂଆଦିଲ୍ଲୀ,୭।୭: ହରିୟାଣାର ଗାୟିକା ତଥା ନୃତ୍ୟାଙ୍ଗନା ସପ୍‌ନା ଚୌଧୁରୀ ରବିବାର ଭାଜପାରେ ଯୋଗ ଦେଇଛନ୍ତି। ଦିଲ୍ଲୀର ଭାଜପା ଅଧ୍ୟକ୍ଷ ମନୋଜ ତିଓ୍ବାରୀଙ୍କ ଉପସ୍ଥିତିରେ ସେ ଭାଜପା ହାତ ଧରିଥିବା ସୂଚନା ମିଳିଛି। ଜଓ୍ବାହରଲାଲ ନେହେରୁୁ ଷ୍ଟାଡିୟମରେ ଅନୁଷ୍ଠିତ ଭାଜପାର ନୂଆ ସଦସ୍ୟତା…

କମଲନାଥ ଆରମ୍ଭ କଲେ ସ୍କୁଲ୍‌ ଚଲୋ ଅଭିଯାନ

ଭୋପାଳ,୭।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ରବିବାର ସ୍କୁଲ ଚଲୋ ଅଭିଯାନ ଆରମ୍ଭ କରିଛନ୍ତି। ସ୍ଥାନୀୟ ଛିନ୍ଦ୍‌ଓ୍ବାଡାରେ ଏହି ଅଭିଯାନର ଆରମ୍ଭ କରାଯାଇଛି। ଶିଶୁଙ୍କୁ ଶିକ୍ଷାଦାନ ଅଧିକାରରୁ ବଞ୍ଚିତ ନ କରାଇବା ପାଇଁ କମଲନାଥ ସରକାର ଏହି ପଦକ୍ଷେପ ଗ୍ରହଣ କରିଥିବା କୁହାଯାଉଛି।…

ତାହିର, ଡୁମିନିଙ୍କ ଅବସର

ମାଞ୍ଚେଷ୍ଟର,୭।୭- ଭେଟେରାନ ସ୍ପିନର ଇମ୍ରାନ ତାହିର ଓ ଜେପି ଡୁମିନି ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେଇଛନ୍ତି। ଏଠାରେ ଖେଳାଯାଇଥିବା ଚଳିତ ବିଶ୍ୱକପ୍‌ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୧୦ ରନ୍‌ରେ ହରାଇ ଦକ୍ଷିଣ ଆଫ୍ରିକା ସାନ୍ତ୍ୱନାମୂଳକ ବିଜୟ ହାସଲ କରିଛି।…

ଲୋପ ପାଇବାକୁ ବସିଲେଣି ଘରଚଟିଆ,ଚିନ୍ତାରେ ପରିବେଶବିତ୍‌

ଭବାନୀପାଟଣା,୭।୭(ଡି.ଏନ୍‌.ଏ.): ପ୍ରତ୍ୟେକ ଦିନ ଆମ ଚତୁଃପାର୍ଶ୍ୱରେ ଭିନ୍ନ ଭିନ୍ନ ପ୍ରକାର ପକ୍ଷୀ ଦେଖିଥାଉ। ଘରଚଟିଆ ସେଥିମଧ୍ୟରୁ ଅନ୍ୟତମ। ଏବେ ଘରଚଟିଆ ଧୀରେ ଧୀରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରୁ ଲୋପ ପାଇବାକୁ ବସିଲେଣି। ପାଗର ପରିବର୍ତ୍ତନ ସାଙ୍ଗକୁ ବିଭିନ୍ନ କାରଣରୁ ଏମାନଙ୍କ…

୬ ମାସରେ ୨୦ ଦେଶରେ ୩୮ ଖବରଦାତାଙ୍କୁ ହତ୍ୟା; ଲାଟିନ୍‌ ଆମେରିକାରେ ସର୍ବାଧିକ

ଜେନେଭା,୭।୭: ଚଳିତ ବର୍ଷ ଜାନୁୟାରୀଠାରୁ ଜୁନ୍‌ ମଧ୍ୟରେ ଗତ ୬ ମାସରେ ୨୦ ଦେଶରେ ୩୮ ଜଣ ଖବରଦାତାଙ୍କୁ ହତ୍ୟା କରାଯାଇଛି। ଜେନେଭା ସ୍ଥିତ ପ୍ରେସ୍‌ ଏମ୍ବଲେମ୍‌ କ୍ୟାମ୍ପେନ୍‌(ପିଇସି)ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା ପ୍ରକାଶ ପାଇଛି। ତେବେ ଲାଟିନ୍‌ ଆମେରିକାରେ…

୩୮ ବର୍ଷରେ ପାଦ ଦେଲେ ଧୋନୀ

ଲିଡ୍ସ,୭।୭- ଭେଟେରାନ ଉଇକେଟକିପର ଓ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ରବିବାର ୩୮ ବର୍ଷରେ ପାଦ ଦେଇଛନ୍ତି। ଭାରତୀୟ ଦଳ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ହରାଇବା ପରେ ଧୋନୀଙ୍କ ଜନ୍ମ ଦିନ ପାଳନ ହୋଇଥିଲା। ଏହି ଅବସରରେ ଦଳୀୟ…

ଦୁଇ ଗୋରୁ ବୋଝେଇ କଣ୍ଟେନର ଜବତ, ୧୦୭ ଗୋରୁ ଉଦ୍ଧାର, ୩ ଗିରଫ

ଛେଣ୍ଡିପଦା,୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ପୋଲିସ ପକ୍ଷରୁ ରବିବାର ବେଆଇନ ଗୋରୁ ବୋଝେଇ ଗାଡ଼ି ଉପରେ ଚଢ଼ାଉ କରାଯାଇ ଦୁଇଟି କଣ୍ଟେନର ଜବତ ସହ ୧୦୭ ଗୋରୁଙ୍କୁ ଉଦ୍ଧାର କରାଯାଇଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ, ଦୁଇଟି କଣ୍ଟେନରରେ ଗୋରୁ ବୋଝେଇ…

୧୨୫ ବର୍ଷ ଧରି ଏହି ଗାଁରେ ଅନୁଷ୍ଠିତ ହୋଇଆସୁଛି ଶାସ୍ତ୍ରୀୟ ସଙ୍ଗୀତ ସମାରୋହ

ଭୋପାଳ,୭।୭: ମଧ୍ୟପ୍ରଦେଶ ଦମୋହ ଜିଲାରେ ଗତ ୧୨୫ ବର୍ଷ ଧରି ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ଅନୁଷ୍ଠିତ ହୋଇଆସୁଛି। ସ୍ଥାନୀୟ ବକାୟନ ଗାଁରେ ଏହି ଉତ୍ସବ ପ୍ରତିବର୍ଷ ଆୟୋଜିତ ହୋଇଥାଏ। ୨୦୦୪ ପର୍ଯ୍ୟନ୍ତ ଗତ ୧୧୦ ବର୍ଷ ଧରି ଗାଁର ମରାଠି ମାଫିଦାର…

ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର

ଛେଣ୍ଡିପଦା,୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ କର୍ଣ୍ଣପାଳ ଗ୍ରାମ କଦମ୍ବଘାଟ ସାହିର ନୂଆଦେଇ ମାଝି (୬୧) ରବିବାର ସକାଳେ ଘରଠାରୁ ୫୦୦ମିଟର ଦୂର ଆଉଁଳି ନଦୀରୁ ଗାଧୋଇ ଫେରୁଥିବାବେଳେ ତାଙ୍କୁ ଏକ ଦନ୍ତାହାତୀ ଆକ୍ରମଣ କରିଥିଲା। ଫଳରେ ସେ ଘଟଣାସ୍ଥଳରେ ପଡ଼ି…

ଇସ୍ରାଏଲ୍‌ ସମୁଦ୍ର କୂଳରେ ଶହ ଶହ ଜେଲି ଫିଶ୍‌: ସରକାର ଜାରି କଲେ ସତର୍କ ସୂଚନା

ଜେରୁଜେଲମ୍‌,୭।୭: ଇସ୍ରାଏଲ୍‌ ସମୁଦ୍ର କୂଳରେ ଶହ ଶହ ଜେଲି ଫିଶ୍‌ ଜମା ହେବାରେ ଲାଗିଛନ୍ତି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ପ୍ରତିବର୍ଷ ଜେଲି ଫିଶ୍‌ ଦଂଶନରେ ଲୋକଙ୍କର ମୃତ୍ୟୁ ଘଟିଥାଏ। ସମୁଦ୍ର କୂଳରେ ଜେଲି…

ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜୀବନ ବଞ୍ଚାଇବ ଏହି ବେଡ୍‌

ଦିନକୁ ଦିନ ପ୍ରାକୃତିକ ବିପର୍ଯ୍ୟୟ ମାଡ଼ିଆସୁଛି। ଏଥିରେ ବହୁ ଧନଜୀବନ ହାନି ମଧ୍ୟ ହେଉଛି। କିନ୍ତୁ ଏମିତି ଏକ ବେଡ୍‌ ନିର୍ମାଣ କରାଯାଇଛି ଯାହା ବିପର୍ଯ୍ୟୟ ସମୟରେ ଜୀବନ ବଞ୍ଚାଇ ଦେବ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଆମେରିକାର ଓକ୍‌ଲାହୋମା ସହରସ୍ଥିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri