Home Left

ଦେବୀ ନଦୀରେ ବନ୍ୟାଜଳ ବୃଦ୍ଧି, ଉପକୂଳବର୍ତ୍ତୀ ଗ୍ରାମବାସୀ ଆତଙ୍କିତ

କାକଟପୁର,୧୧।୯(ଡି.ଏନ୍‌.ଏ.): ଲଗାଣ ବର୍ଷା ଏବଂ ହୀରାକୁଦ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ହେବା ପରେ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି କ୍ରମରେ କାକଟପୁର ଓ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଦେବୀ ନଦୀରେ ବନ୍ୟାଜଳ ବୃଦ୍ଧି ପାଇଛି।…

ଟ୍ରକ ମାଲିକଙ୍କଠାରୁ ଆଦାୟ ହେଲା ୧ ଲକ୍ଷ ୪୦ ହଜାର ଟଙ୍କାର ଜରିମାନା

ନୂଆଦିଲ୍ଲୀ,୧୧।୯:ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଦେଶବ୍ୟାପୀ ଟ୍ରାଫିକ ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରାଯାଉଛି। ଦେଶର ବିଭିନ୍ନ ସ୍ଥାନରେ ଚେକିଂ କରାଯାଇ ବେଆଇନ ଗାଡ଼ି ଚାଳକମାନଙ୍କୁ ମୋଟା ଅଙ୍କର ଜରିମାନା ଲଗାଯାଉଛି। ଦିଲ୍ଲୀର ରୋହିଣୀ କୋର୍ଟ ନିକଟରେ ମଙ୍ଗଳବାର…

ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବାରଙ୍ଗ/ନରାଜ,୧୧।୯(ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗ୍ରାମମୁଣ୍ଡ ତାରିଣୀ ମନ୍ଦିର ନିକଟରୁ ବୁଧବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ମୁଣ୍ଡରେ କ୍ଷତ ଲାଗିଥିବା ବେଳେ ପରିଚୟ ମିଳିପାରି ନାହିଁ। ତେବେ ତାଙ୍କୁ ମାରି କେହି…

ରାସ୍ତା ଜାମ୍‌: ଟ୍ରାଫିକ୍‌ ନିୟନ୍ତ୍ରଣ କଲେ ମନ୍ତ୍ରୀ ଜିତୁ ପଟଓ୍ବାରି

ଭୋପାଳ,୧୧।୯: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥ ସରକାରରେ ମନ୍ତ୍ରୀ ଥିବା ଜିତୁ ପଟଓ୍ବାରିଙ୍କ ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଜିତୁ ଇନ୍ଦୋର ଅଞ୍ଚଳରେ ଏକ ଜାମ୍‌ ରାସ୍ତାରେ ଟ୍ରାଫିକ୍‌ ନିୟନ୍ତ୍ରଣ କରୁଥିବାର ଦେଖିବାକୁ ମିଳୁଛି। ଜିତୁ…

ପ୍ରଥମ ଭାରତୀୟ ଭାବେ ଟେଷ୍ଟ କ୍ରିକେଟରେ ଶତକ ହାସଲ କରିଥିଲେ ଏହି ଖେଳାଳି

ଜଣେ ଜବରଦସ୍ତ ବ୍ୟାଟ୍ସମ୍ୟାନ୍‌, ବୋଲର୍‌, ଫିଲ୍ଡର ଏବଂ ଜଣେ ଉଚ୍ଚକୋଟୀର ଅଧିନାୟକ ଥିଲେ ଲାଲା ଅମରନାଥ। ସ୍ବାଧୀନ ଭାରତର ପ୍ରଥମ ଅଧିନାୟକ ଭାବେ ତାଙ୍କୁ ନିଯୁକ୍ତ କରାଯାଇଥିଲା। ୧୯୧୧ ସେପ୍ଟେମ୍ବର ୧୧ କପୁରଥଲ୍ଲାରେ ଜନ୍ମଗ୍ରହଣ କରିଥିବା ଲାଲା ଅମରନାଥ ୨୪ଟି ଟେଷ୍ଟ…

ଚନ୍ଦ୍ରୟାନ-୨ର ବିଫଳତା ନେଇ ଯୁବକ କଲେ ହଙ୍ଗାମା: ଅଧଘଣ୍ଟା ଅଟକି ରହିଲା ଟ୍ରେନ୍‌

ଭୋପାଳ,୧୧।୯: ଚନ୍ଦ୍ରୟାନ-୨ର ବିଫଳତା ମଧ୍ୟପ୍ରଦେଶରେ ଜଣେ ଯୁବକ ହଙ୍ଗାମା କରିଛନ୍ତି। ଯୁବକଙ୍କ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସାଗର ଅଞ୍ଚଳରେ ଭୋର୍‌ ସମୟରେ ଜଣେ ଯୁବକ ଯାତ୍ରୀବାହୀ ଟ୍ରେନ୍‌ ଇଞ୍ଜିନ୍‌ ଉପରେ ବସିପଡ଼ିଥିଲେ। ତାଙ୍କ ମୁଣ୍ଡ ଉପରେ…

ଚନ୍ଦ୍ରାବାବୁ ନାଇଡୁ ଏବଂ ପୁଅ ନାରା ଲୋକେଶ ନଜରବନ୍ଦୀ: ଘରେ ଆରମ୍ଭ କଲେ ୧୨ ଘଣ୍ଟିଆ ଅନଶନ

ହାଇଦ୍ରାବାଦ୍‌,୧୧।୯: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌.ଚନ୍ଦ୍ରାବାବୁ ନାଇଡୁ ଏବଂ ତାଙ୍କ ପୁଅ ନାରା ଲୋକେଶଙ୍କୁ ବୁଧବାର ନିଜ ଘରେ ନଜରବନ୍ଦୀ କରାଯାଇଛି। ଜଣେ ଟିଡିପି ନେତାଙ୍କ ହତ୍ୟା ବିରୋଧରେ ଚନ୍ଦ୍ରାବାବୁ ଦଳୀୟ ସଦସ୍ୟଙ୍କ ସହିତ ମିଶି ପ୍ରଦର୍ଶନ କରିବାର ଥିଲା। ତେବେ…

କମିଟି ସଦସ୍ୟ-ପୋଲିସର ବୈଠକ:ଏଥର ବାଜିବନି ଡିଜେ, ଅଶ୍ଳୀଳ ଗୀତ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ଦୁର୍ଗାପୂଜାରେ ଏଥର ବାଜିବନି ଛାତି ଥରାଇଦେଉଥିବା ଡିଜେ ସାଉଣ୍ଡ୍‌। ଡିଜେରେ ପ୍ରତିଯୋଗିତା ବି ଚାଲିବନି। କେବଳ ୪ଟି ଲେଖାଏ ମାଇକ୍‌ ଓ ବକ୍ସ ଲଗାଇବାକୁ ପୂଜା କମିଟିଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ମଙ୍ଗଳବାର କମିଶନରେଟ ପୋଲିସ ମୁଖ୍ୟାଳୟରେ…

କମିଶନ୍‌ରେଟ ପୋଲିସର ଅଭିନବ ଟ୍ରାଫିକ ସଚେତନତା: ଜରିମାନା ନେଲେ, ହେଲ୍‌ମେଟ ଦେଲେ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ଜରିମାନାକୁ ନେଇ ଶନିବାର ଭୁବନେଶ୍ୱରରେ ପୋଲିସ-ଜନତା ଖଣ୍ଡଯୁଦ୍ଧ ପରେ ରାଜ୍ୟ ସରକାର ଟ୍ରାଫିକ ନିୟମକୁ ୩ ମାସ ପାଇଁ କୋହଳ କରିଛନ୍ତି। ବିନା ପୂର୍ବ ପ୍ରସ୍ତୁତି ଓ ଆବଶ୍ୟକ ବ୍ୟବସ୍ଥା ନ ଥାଇ ନୂଆ ମୋଟର ଯାନ ଆଇନ-୨୦୧୯ ଲାଗୁକୁ ରାଜ୍ୟବ୍ୟାପୀ…

ପୁରୀ ପୋଲିସର ଡବଲ ଏନ୍‌କାଉଣ୍ଟର:ମୋଷ୍ଟ ଓ୍ବାଣ୍ଟେଡ ଟିକି ଖାଁ, ବିଶ୍ୱରଞ୍ଜନ ସାହୁ ଆହତ

ପୁରୀ ଅଫିସ, ୧୧-୯:ପୁରୀର ବିକାଶ ପାଇଁ ଶ୍ରୀମନ୍ଦିର ଚର୍ତୁପାର୍ଶ୍ୱରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବାବେଳେ ପୁରୀକୁ ଅପରାଧ ମୁକ୍ତ କରିବା ଲାଗି ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରାଧୀ କ୍ଲିନ୍‌ ଡ୍ରାଇଭ୍‌। ହାର୍ଡକୋର ଅପରାଧୀଙ୍କୁ ଦମନ କରିବା ଲାଗି ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ କରିଛି…

ଦୁଇ ରୋଡ୍‌ ରୋମିଓଙ୍କୁ ସାବାଡ୍‌ କରିବା ଘଟଣା: ସାହସୀ ବେବିନାଙ୍କୁ ପୁରସ୍କୃତ କଲେ ପୋଲିସ କମିଶନର

ଭୁବନେଶ୍ୱର ୧୧-୯(ବ୍ୟୁରୋ): ରବିବାର ଅପରାହ୍ନରେ ମଞ୍ଚେଶ୍ୱର ଥାନା ଜଗନ୍ନାଥନଗରରେ ଦୁଇଜଣ ରୋଡ୍‌ ରୋମିଓଙ୍କୁ ଇଞ୍ଜିନିୟରିଂ ଛାତ୍ରୀ ବେବିନା ମହାଲିକ ମାଡ଼ ମାିରିବା ସହ ବସ୍‌ଉଠ୍‌ କରି ସାବଡ୍‌ କରିଥିଲେ। ଏହାର ଭିଡିଓ ଭାଇରାଲ ହେବା ସହ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା…

ଆଠମାସ ପରେ ପରିବାରକୁ ଫେରିଲେ ବୃଦ୍ଧ: ସହଯୋଗର ହାତ ବଢ଼ାଇଲା ଆରପିଏଫ୍‌

ପୁରୀ ଅଫିସ, ୧୧-୯:କେନ୍ଦୁଝର ଆନନ୍ଦପୁର ଅଞ୍ଚଳରୁ ଗତ ଜାନୁୟାରୀରେ ନିଖୋଜ ହୋଇଥିବା ବୃଦ୍ଧ ଜୟାନନ୍ଦ ନାଥ (୭୫ବଷ)ଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିିଛି ପୁରୀ ଆରପିଏଫ୍‌ ପୋଲିସ। ଦୀର୍ଘ ୮ମାସ ପରେ ନିଖୋଜ ବାପାଙ୍କୁ ପାଇ ପୁଅ ଦିଲୀପ ଏବଂ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?