ଜାତିସଂଘରେ ପୁଣି କଶ୍ମୀର ପ୍ରସଙ୍ଗ ଉଠାଇଲା ପାକ୍
ଜାତିସଂଘ,୧୧ା୯(ପି.ଟି.): ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ରେ ପାକିସ୍ତାନ ପୁଣିଥରେ କଶ୍ମୀର ପ୍ରସଙ୍ଗ ଉଠାଇଛି। ଭାରତ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର କରିବା ପରେ ୟୁଏନ୍ଏସ୍ସି ଉପତ୍ୟକା ସ୍ଥିତି ଉପରେ କଡ଼ା ନଜର ରଖିବା ସହ ସେଠାରେ ସାମରିକ ପର୍ଯ୍ୟବେକ୍ଷଣକାରୀ ଗୋଷ୍ଠୀକୁ ସୁଦୃଢ଼…
ୟୁଏଇରେ ଫସିଛନ୍ତି ୨୦୦ ଭାରତୀୟ ଶ୍ରମିକ
ଦୁବାଇ, ୧୧ା୯ (ପି.ଟି.): ପେଟ ଲାଗି ୟୁଏଇ ଯାଇ ଶ୍ରମିକ ଭାବେ କାର୍ଯ୍ୟକରୁଥିବା ପ୍ରାୟ ୨୦୦ ଭାରତୀୟ ଏବେ ସେଠାରେ ଫସି ରହିଛନ୍ତି। ଦୀର୍ଘମାସ ହେବ ସେମାନଙ୍କୁ ଦରମା ଦିଆଯାଉ ନ ଥିବାରୁ ସେମାନେ ସ୍ବଦେଶ ଫେରିପାରୁ ନ ଥିବା ଜଣାପଡ଼ିଛି।…
ସ୍କୁଲ ବ୍ୟାଗ୍ ଯାଞ୍ଚ ପାଇଁ ଗଠନ ହେଲା ସ୍କ୍ବାଡ୍
ଭୁବନେଶ୍ୱର, ୧୧-୯(ବ୍ୟୁରୋ): ସ୍କୁଲ ବ୍ୟାଗ୍ ଓଜନ ଯାଞ୍ଚ ପାଇଁ ଖୋର୍ଦ୍ଧା ଜିଲାପାଳଙ୍କ ତତ୍ତ୍ୱାବଧାନରେ ୩ ଜିଲାସ୍ତରୀୟ ସ୍କ୍ବାଡ ଗଠନ କରାଯାଇଛି। ଏହି ସ୍କ୍ବାଡ୍ ସ୍କୁଲଗୁଡ଼ିକୁ ପରିଦର୍ଶନ କରି ପିଲାଙ୍କ ସ୍କୁଲ ବ୍ୟାଗ୍ ଯାଞ୍ଚ କରିବେ। ଯଦି କିଛି ନିୟମ ଉଲଙ୍ଘନ ହୋଇଥିବା…
ପୁରୀ-ଇନ୍ଦୋର ଏକ୍ସପ୍ରେସ୍ ଦୁଇଦିନ ବାତିଲ
ଭୁବନେଶ୍ୱର,୧୧-୯(ବ୍ୟୁରୋ): ଦକ୍ଷିଣ-ପୂର୍ବ କେନ୍ଦ୍ରୀୟ ରେଳପଥର ଭୂପଦେଓପୁର ରେଳ ଷ୍ଟେଶନର ଆଧୁନିକୀକରଣ କାର୍ଯ୍ୟ ଆସନ୍ତା ୧୭ ଓ ୧୮ ତାରିଖରେ ହେବ। ଏଥିପାଇଁ ଏହି ରୁଟ୍ରେ ଚଳାଚଳ କରୁଥିବା ପୁରୀ-ଇନ୍ଦୋର (୧୯୩୧୭) ଓ ଇନ୍ଦୋର-ପୁରୀ (୧୯୩୧୮) ଏକ୍ସପ୍ରେସକୁ ଦୁଇଦିନ ପାଇଁ ବାତିଲ କରାଯାଇଛି।…
ଧାନକିଣାରେ ମହିଳା ଏସ୍ଏଚ୍ଜି ସାମିଲ, ମାର୍କଫେଡ୍ ବିଦା
ଭୁବନେଶ୍ୱର,୧୧-୯(ବ୍ୟୁରୋ):ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ସେପ୍ଟେମ୍ବର ୧୦ ସୁଦ୍ଧା ରାଜ୍ୟରେ ୯ ଲକ୍ଷ, ୭୯ ହଜାର ୯୫୮ ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଗଞ୍ଜାମରେ ସର୍ବାଧିକ ୧ ଲକ୍ଷ ୧୨ ହଜାର ୪୭ ଜଣ ଚାଷୀ…
ପଲ୍ୟୁଶନ ଟେଷ୍ଟିଂ ସେଣ୍ଟରରେ ଲାଗିବ ରେଟ୍ ଚାର୍ଟ
ଭୁବନେଶ୍ୱର,୧୧-୯(ବ୍ୟୁରୋ):ନୂଆ ମୋଟର ଯାନ ଆଇନ ଅନୁଯାୟୀ ଲୋକଙ୍କୁ କିଭଳି ସେମାନଙ୍କ ଗାଡ଼ି ପାଇଁ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ କରିବାକୁ ସୁବିଧା ଯୋଗାଇ ଦିଆଯାଇପାରିବ ସେନେଇ ମଙ୍ଗଳବାର ପରିବହନ ବିଭାଗ ସଚିବ ଜି. ଶ୍ରୀନିବାସ ଏବଂ ପରିବହନ କମିଶନର ଭିଡିଓ କନଫରେନ୍ସିଂ ଜରିଆରେ…
ବଦଳିବ ଯୁକ୍ତ ୩ ପରୀକ୍ଷା ଢାଞ୍ଚା
ଭୁବନେଶ୍ୱର, ୧୧-୯(ବ୍ୟୁରୋ):ଯୁକ୍ତ ୩ ପରୀକ୍ଷା ଢାଞ୍ଚା ବଦଳିବ। ପ୍ରତିଯୋଗିତାମୂଳକ ପରୀକ୍ଷାକୁ ଦୃଷ୍ଟିରେ ରଖି ସିଲାବସ୍ ମଧ୍ୟ ସେହିପରି ପ୍ରସ୍ତୁତ କରାଯାଇଛି। ସେଥିପାଇଁ ଚଳିତ ବର୍ଷଠାରୁ ନୂଆ ସିଲାବସ୍ ଲାଗୁ ସହ ପରୀକ୍ଷା ପଦ୍ଧତିକୁ ମଧ୍ୟ ପ୍ରତିଯୋଗିତାମୂଳକ ଢାଞ୍ଚାରେ କରିବାକୁ ଉଚ୍ଚଶିକ୍ଷା ବିଭାଗ…
ମଧ୍ୟାହ୍ନ ଭୋଜନରେ ଦିଆଯିବ ଦୁଗ୍ଧଜାତ ଦ୍ରବ୍ୟ
ଭୁବନେଶ୍ୱର, ୧୧-୯(ବ୍ୟୁରୋ):ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବିଗତ ବର୍ଷଗୁଡ଼ିକରେ କ୍ରମାଗତ ଭାବରେ ବୃଦ୍ଧି ପାଇଛି। ଅଧିକରୁ ଅଧିକ ଲୋକ ଦୁଗ୍ଧ ଚାଷକୁ ଆପଣେଇଛନ୍ତି। ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଉଥିବାବେଳେ ଏହାର ଠିକ୍ ବିକ୍ରିବଟା ଏବଂ ଖାଉଟିମାନଙ୍କୁ ଉନ୍ନତ ମାନର ଦୁଗ୍ଧ ଓ…
ମହଙ୍ଗା ଯୋଗୁ ଲୋକେ ଗାଡ଼ି କିଣୁନାହାନ୍ତି: ମାରୁତି ଅଧ୍ୟକ୍ଷ
ନୂଆଦିଲ୍ଲୀ,୧୧-୯:ଓଲା,ଉବର କ୍ୟାବ୍ ଯୋଗୁ ଦେଶରେ କାର୍ ବିକ୍ରି ପ୍ରଭାବିତ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ ଯୁକ୍ତି ସହ ଏକମତ ନୁହନ୍ତି ମାରୁତି ସୁଜୁକି ଅଧ୍ୟକ୍ଷ ଆର୍.ସି. ଭାର୍ଗବ। ଏଥିଲାଗି ସରକାରଙ୍କ ନୀତିକୁ ସେ ଦାୟୀ କରିଛନ୍ତି। ତାଙ୍କର କହିବାନୁଯାୟୀ, ପେଟ୍ରୋଲ-ଡିଜେଲ…
ଧାନ ବିକିବାକୁ ଆଧାର ବାଧ୍ୟତାମୂଳକ
ଭୁବନେଶ୍ୱର,୧୧-୯(ବ୍ୟୁରୋ):ରାଶନ କାର୍ଡ ପରେ ଏବେ ଚାଷୀ ପଞ୍ଜୀକରଣ ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଚାଷୀ ଧାନ ବିକ୍ରି କରିବେ ସେମାନେ ନାମ ପଞ୍ଜୀକରଣ ବେଳେ ଆଧାର କାର୍ଡ ଦେବେ। ଏହାଦ୍ୱାରା ଚାଷୀ ପଞ୍ଜୀକରଣରେ ଜାଲିଆତି ହୋଇପାରିବ ନାହିଁ। ବିଗତ ବର୍ଷଗୁଡ଼ିକରେ…
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା:ଦୋଷୀଙ୍କୁ ଫାଶୀଦଣ୍ଡ
ଜଗତ୍ସିଂହପୁର ଅଫିସ, ୧୧-୯:ଜଗତ୍ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ଜଣେ ନାବାଳିକା(୯)ଙ୍କୁ ୨୦୧୮ ମାର୍ଚ୍ଚ ୨୦ରେ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଜଗତ୍ସିଂହପୁର ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ…
ଦୌଡ଼ରାଣୀ ଦୂତୀଙ୍କ ଖୁଦୁରୁକୁଣୀ ଓଷା:ଯୋଗଦେଲେ ଜିଲାପାଳ, ଏସ୍ପି, ବିଧାୟିକା, ସିନେତାରକା
ରସୁଲପୁର,୧୧।୯(ଡି.ଏନ୍.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଚକଗୋପାଳପୁର ଗ୍ରାମ ମଙ୍ଗଳବାର ସନ୍ଧ୍ୟାରେ ଲୋକାରଣ୍ୟ ହୋଇ ଉଠିଥିଲା। ଅନ୍ତର୍ଜାତୀୟ ଧାବିକା ଦୌଡ଼ରାଣୀ ଦୂତୀ ଚାନ୍ଦ ଗାଁକୁ ଫେରି ଅନ୍ୟ ଝିଅଙ୍କ ସହ ମିଶି ରବିବାର ଖୁଦୁରୁକୁଣୀ ଓଷା ପାଳନ କରିଥିଲେ।…

