Home Left

ଆପତ୍ତିଜନକ ଅବସ୍ଥାରେ ପ୍ରେମୀ ଯୁଗଳଙ୍କୁ ଦେଖି ତୁରନ୍ତ ବିବାହ କରାଇଦେଲେ ଗ୍ରାମବାସୀ

ପାଟନା,୧୦।୯: ବିହାରର ସୁପୌଲ ଜିଲାରେ ଏକ ପ୍ରେମୀ ଯୁଗଳଙ୍କୁ ଆପତ୍ତିଜନକ ସ୍ଥିତିରେ ଦେଖିବା ପରେ ଗ୍ରାମବାସୀ ରାଗି ଯାଇଥିଲେ। ଆଉ ଏହାର ଫଳ ସ୍ବରୂପ ସେମାନେ ଯୋର ଜବରଦସ୍ତ ପ୍ରେମୀ ଯୁଗଳଙ୍କୁ ନିକଟରେ ଥିବା ମନ୍ଦିରକୁ ନେଇ ବିବାହ କରାଇ ଦେଇଥିବା…

ପୁଣି ବୀମା ଦାବିରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୧୦।୯: ବରଗଡ଼ ଜିଲାରେ ଫସଲକ୍ଷତିଜନିତ ବୀମା କ୍ଷତିପୂରଣ ପ୍ରଦାନ ଦାବି ନେଇ ଆନ୍ଦୋଳନ ପୁଣି ତେଜି ଉଠିଛି । ଚାଷୀଙ୍କ ବାରମ୍ବାର ଦାବି ସତ୍ତ୍ବେ ବୀମା କମ୍ପାନୀ କ୍ଷତିପୂରଣ ପ୍ରଦାନ ବଦଳରେ ବିଭିନ୍ନ ଆଳ ଦେଖାଇ ଟାଳଟୁଳ ନୀତି ଅବଲମ୍ବନ…

କମଲନାଥ ସରକାର ଖେଳିଲେ ଏସ୍‌ଟି କାର୍ଡ: ଶିଶୁ ଜନ୍ମରେ ଜନଜାତି ପରିବାରଙ୍କୁ ମିଳିବ ୫୦ କିଗ୍ରା ଖାଦ୍ୟାନ୍ନ

ଭୋପାଳ,୧୦।୯: ମଧ୍ୟପ୍ରଦେଶରେ କମଳନାଥ ସରକାର ଝାବୁଆ ବିଧାନସଭା ଉପନିର୍ବାଚନ ପୂର୍ବରୁ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ଏସ୍‌ଟି କାର୍ଡ ଖେଳିଛନ୍ତି। ରାଜ୍ୟର ଜନଜାତି ବହୁଳ ୬ଟି ଜିଲା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସହାୟତା ଯୋଜନା ଘୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମ…

ମଠଡିହ ବଜାରରୁ ଚୋରି ଘଟଣା : ଠାବ ହୋଇପାରୁନି ସାମଗ୍ରୀ

ଆରଡ଼ି,୧୦ା୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅନ୍ତର୍ଗତ ମଠଡିହ ବଜାରରେ ରବିବାର ରାତିରେ ଏକ ମୋବାଇଲ ଦୋକାନରୁ ଚୋରି ହୋଇଥିଲା। ଓଳଗ ଗାଁର ଜଣେ ଯୁବକ ଚୋରି କରିଥିବା ସ୍ବୀକାର କରିବା ସହ ଦୋହରାପାଟଣାର ୨ଜଣ ଯୁବକ ଏହି ଚୋରିରେ ସଂପୃକ୍ତ…

କଂଗ୍ରେସ ଛାଡିଲେ ଉର୍ମିଳା

ମୁମ୍ବାଇ,୧୦।୯: କଂଗ୍ରେସକୁ ଲାଗିଛି ବଡ ଝଟ୍‌କା। ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ମାତ୍ର ମାସ କେଇଟା ଭିତରେ ଦଳ ଛାଡିଛନ୍ତି। ମଙ୍ଗଳବାର ସେ ଦଳ ଛାଡିଥିବା ଘୋଷଣା କରିଥିବା…

୨ ସପ୍ତାହ ବିଳମ୍ବରେ ଅକ୍ଟୋବର ୮ରେ ଭାରତକୁ ମିଳିବ ରାଫାଲ୍‌

ନୂଆଦିଲ୍ଲୀ,୧୦।୯: ଫ୍ରାନ୍ସର ଯୁଦ୍ଧ ବିମାନ ରାଫାଲ୍‌ ଏବେ ୨ ସପ୍ତାହ ବିଳମ୍ବରେ ଭାରତକୁ ମିଳିବ। ଏହା ଅକ୍ଟୋବର ୮ରେ ଭାରତକୁ ମିଳିବ ବୋଲି ଫ୍ରାନ୍ସ୍‌ କହିଛି। ଏହାକୁ ଭାରତୀୟ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଗ୍ରହଣ କରିବେ। ପୂର୍ବରୁ ଏହା ସେପ୍ଟେମ୍ବର ୨୦ରେ…

ଅଜବ ବାଳକ: ଶରୀରର କେତୋଟି ମୁଖ୍ୟ ଅଙ୍ଗ ରହିଛି ଓଲଟା

କାନପୁର,୧୦।୯: ଉତ୍ତରପ୍ରଦେଶ ବିଲହୋରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳକର ଶରୀରର କେତୋଟି ମୁଖ୍ୟ ଅଙ୍ଗ ନିର୍ଦ୍ଧିଷ୍ଟ ସ୍ଥାନରେ ନ ଥାଇ ବିପରୀତ ସ୍ଥାନରେ ଥିବା ଦେଖିବାକୁ ମିଳିଛି। ଏହାକୁ ଦେଖି ଡାକ୍ତର ଓ ପରିବାର ଲୋକେ ଆଶ୍ଚର୍ଯ୍ୟ…

ବିବାହ ପାଇଁ କନ୍ୟା ରାଜି ନ ହେବାରୁ ୪ ମହଲା ଛାତରୁ ଡେଇଁଲେ ଯୁବକ: ଭିଡିଓ ଭାଇରାଲ

ଗାନ୍ଧିନଗର,୧୦।୯: ଗୁଜରାଟର ବନସକାଣ୍ଠା ଜିଲାରେ ଘଟିଛି ଏକ ଆଶ୍ଚର୍ଯ୍ୟ କରିବା ଭଳି ଘଟଣା। ଏଠାରେ ଥିବା ପାଲନପୁରରେ ଜଣେ ଯୁବକ ୪ ମହଲା ଘରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ଅଦିନିଆ ରଥଯାତ୍ରା ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ; ନିର୍ଦ୍ଧାରିତ ତିଥିରେ କରନ୍ତୁ: ଗଜପତି

ପୁରୀ ଅଫିସ,୧୦ା୯: ଅଦିନରେ ବିଭିନ୍ନ ସ୍ଥାନରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଛି । ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ । ଆସନ୍ତା ନଭେମ୍ବର ୧୭ ତରିଖରେ ପଞ୍ଜାବ ଲୁଧିଆନାସ୍ଥିତ ଇସ୍କନ ପକ୍ଷରୁ ରଥଯାତ୍ରା ଅନୁଷ୍ଠିତ…

ସେନାକୁ ୨୫ କୋଟି ଟଙ୍କାର ଜମି ଦାନ ଦେଲେ ଏହି ବ୍ୟକ୍ତି

ମୁମ୍ବାଇ,୧୦।୯:ଦକ୍ଷିଣ ମୁମ୍ବାଇର ଜଣେ ସମାଜସେବୀ ଭାରତୀୟ ସେନାକୁ ୨ ଏକର ଜମି ଦାନ ଦେଇଛନ୍ତି। ଏହି ଜମିର ମୂଲ୍ୟ ପାଖାପାଖି ୨୫ କୋଟି ଟଙ୍କା ହେବ ବୋଲି ଜଣାପଡିଛି। ରାଧା କଳିନଦାସ ଦରୟାନିନୀ ଟ୍ରଷ୍ଟର ମୁଖ୍ୟ ଦରୟାନାନୀ ଲୋନାଓ୍ବାଲାା କାହ୍ନେଗାଓଁରେ ଥିବା…

ବରମୁଡ଼ା, ଶର୍ଟସ୍‌ ଅବା ଲୁଙ୍ଗି ପିନ୍ଧି ଗାଡ଼ି ଚଳାଇଲେ ୪ ଗୁଣା ଜରିମାନା

ଲକ୍ଷ୍ନୌ,୧୦।୯: ନୂଆ ଟ୍ରାଫିକ୍‌ ନିୟମ ଅନୁସାରେ ଉତ୍ତରପ୍ରଦେଶ ଲକ୍ଷ୍ନୌରେ ବରମୁଡ଼ା, ଶର୍ଟସ୍‌ ଅବା ଲୁଙ୍ଗି ପିନ୍ଧି ଗାଡ଼ି ଚଳାଇବାକୁ ବାରଣ କରାଯାଉଛି। ଏପରି କରୁଥିବା ଚାଳକଙ୍କୁ ୪ ଗୁଣା ଅଧିକ ଜରିମାନା ଦେବାକୁ ପଡ଼ିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।…

ଶ୍ରୀଲଙ୍କା ଖେଳାଳିଙ୍କୁ ଭାରତ ଧମକ ଦେଲା: ପାକିସ୍ତାନ ମନ୍ତ୍ରୀ

ଇସାଲାମାବାଦ,୧୦।୯: ଶ୍ରୀଲଙ୍କା କ୍ରିକେଟ ଦଳର ୧୦ଜଣ ସଦସ୍ୟ ପାକିସ୍ତାନ ଗସ୍ତରେ ଯିବାକୁ ମନା କରିବାରୁ ଏହାର ଦୋଷ ଭାରତ ଉପରେ ଲଦିଛି ପାକିସ୍ତାନ। ଭାରତ ଶ୍ରୀଲଙ୍କା ଖେଳାଳିଙ୍କୁ ଧମକ ଦେବାରୁ ସେମାନେ ପାକିସ୍ତାନ ଖେଳିବା ପାଇଁ ଆସିଲେ ନାହିଁ ବୋଲି ପାକିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?