ସେଓ ପକୋଡା
ଆବଶ୍ୟକ ସାମଗ୍ରୀ ଦୁଇଟି ସେଓ, ବେସନ ୪ ଚାମଚ, ଚାଉଳଗୁଣ୍ଡ ଦୁଇଚାମଚ,ଆବଶ୍ୟକ ତେଲ ଡିପ୍ ଫ୍ରାଏ କରିବାକୁ ,ନାଲିଲଙ୍କା ଗୁଣ୍ଡ ଏକ ଚାମଚ,ଚାର୍ଟ ମସଲା ଏକ ଚାମଚ,ବେକିଂ ସୋଡା ଅଳ୍ପ ପରିମାଣର,ଲୁଣ ସ୍ବାଦ ଅନୁସାରେ। ପ୍ରସ୍ତୁତି ପ୍ରଣାଳୀ ପ୍ରଥମେ ସେଓକୁ ପିସ୍…
ପିଲାଙ୍କ ସ୍ମରଣଶକ୍ତି କିପରି ବଢ଼ାଇବେ
କେତେଜଣ ଅଭିଭାବକଙ୍କ ଚିନ୍ତା ଥାଏ ଯେ ସେମାନଙ୍କ ପିଲା ପଢ଼ୁଥିବା ପାଠ ଏବଂ ଲେଖିଥିବା ପାଠକୁ ସହଜରେ ମନେ ରଖିପାରେନି। ସେମାନେ ଏହାର ପଛରେ ଥିବା ସତ୍ୟତାକୁ ବୁଝିପାରନ୍ତି ନାହିଁ। ପିଲା ପଢ଼ା ହୋଇଥିବା ପାଠକୁ କିପରି ସହଜରେ ମନେରଖିବ ଏଥିପାଇଁ…
ଆଲିବାବା ଗ୍ରୁପର ଅଧ୍ୟକ୍ଷ ପଦରୁ ଅବସର ନେଲେ ଜ୍ୟାକ୍ ମା
ସାଂଘାଇ,୧୦।୯: ବିଶ୍ବର ଅନ୍ୟତମ ପ୍ରମୁଖ ଇ-କମର୍ସ କମ୍ପାନୀ ଆଲିବାବା ଗ୍ରୁପ ହୋଲ୍ଡିଂ ଲିମିଟେଡର ମୁଖ୍ୟ ତଥା ଚୀନର ବିଶିଷ୍ଟ ପୁଞ୍ଜିପତି ଜ୍ୟାକ ମା’ ନିଜ ୫୫ତମ ଜନ୍ମଦିନରେ ଆଲିବାବା ଗ୍ରୁପର ଚେୟାରମ୍ୟାନ ପଦରୁ ଅବସର ଗ୍ରହଣ କରିଛନ୍ତି। ଆଲିବାବା କମ୍ପାନୀ ଆରମ୍ଭ…
ସର୍ଭିକାଲ ମ୍ୟୁକସ୍ ଓ ଅପ୍ରଜନନତା
‘ଏକ ସାଧାରଣ ଚକ୍ରରେ, ସର୍ଭିକ୍ସ ଡିମ୍ବାଣୁ ସୃଷ୍ଟି ପାଇଁ ଦରକାରୀ ଜଳୀୟ ମ୍ୟୁକସ୍ ସୃଷ୍ଟି କରିଥାଏ। ସାଧାରଣତଃ ଏହି ମ୍ୟୁକସ୍ ବାହ୍ୟ ପଦାର୍ଥ ଆକ୍ରମଣରୁ ମହିଳାଙ୍କ ପ୍ରଜନନ ବ୍ୟବସ୍ଥାକୁ ସୁରକ୍ଷା ପ୍ରଦାନ କରିଥାଏ। ଡିମ୍ବାଣୁ ସୃଷ୍ଟି ସମୟରେ ମ୍ୟୁକସ୍ ଏକ ସୁରକ୍ଷିତ…
ହୋମ୍ମେଡ୍ ଫେସ୍ଓ୍ବାଶ୍
ମୁହଁ ଫ୍ରେଶ୍ ଓ ସୁନ୍ଦର ଦେଖାଯିବାକୁ ହେଲେ ମହିଳା କେତେକ’ଣ ଉପାୟ ଆପଣାଇଥାନ୍ତି। କିନ୍ତୁ ଆପଣ ଜାଣିଛନ୍ତି କି ଏହି କେମିକାଲ୍ ଫେସ୍ଓ୍ବାଶ ବ୍ୟବହାର କରିବା ଦ୍ୱାରା ତ୍ୱଚା ଲାଗି ଏହା କ୍ଷତିକାରକ ହୋଇଥାଏ। ଏଥିପାଇଁ ଆପଣ କିଛି ଘରୋଇ ଉପଚାର…
ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ବାଚସ୍ପତି: ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା
ବ୍ରହ୍ମପୁର ଅଫିସ,୧୦।୯: ଆନ୍ଧ୍ରପ୍ରଦେଶ ବିଧାନସଭା ବାଚସ୍ପତି ଟି.ସୀତାରାମ ମଙ୍ଗଳବାର ସକାଳେ ଗଞ୍ଜାମ ଜିଲା ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ସପରିବାର ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବା ସହ ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି।…
ମାଙ୍କଡ଼ ଆକ୍ରମଣରେ ବୃଦ୍ଧ ମୃତ
ବାରଙ୍ଗ,୧୦।୯(ଡି.ଏନ୍.ଏ): ରାଜଧାନୀ ଉପକଣ୍ଠ ଖୈରାପଡ଼ା ଗ୍ରାମରେ ମାଙ୍କଡ଼ ଆକ୍ରମଣରେ ମଙ୍ଗଳବାର ସକାଳେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହର୍ଷ ଦାସ(୬୭)। ହର୍ଷ ଶୌଚ ପାଇଁ ନଦୀକୁ ଯାଉଥିବା ବେଳେ ଗଛରେ ବସିଥିବା ଏକ ମାଙ୍ଗଡ଼ ତାଙ୍କ ଉପରକୁ ଲମ୍ଫ ମାରିଥିଲା।…
ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ
ତାଳଚେର,୧୦।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଅନ୍ତର୍ଗତ ବଲଣ୍ଡା ଗୁରୁଦ୍ୱାର ଅଞ୍ଚଳରେ ଏକ ଅଭାନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ ହେଲେ ଗୀତା ଚାମ୍ପିଆ (୩୫)ବର୍ଷ । ସୂଚନାଯୋଗ୍ୟ, ସୋମବାର ରାତିରେ ମୁନା…
ଅନୁଷ୍କା, ଦୀପିକାଙ୍କ ମଧ୍ୟରୁ କିଏ ବେଶୀ ହଟ୍ ପ୍ରଶ୍ନରେ କ’ଣ କହିଲେ ବୁମରା
ଭାରତୀୟ ପେସର ଯଶପ୍ରୀତ ବୁମରା ଏବେ ଚମତ୍କାର ଫର୍ମରେ ଅଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇଟି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରଜରେ ନିଜର ସମ୍ପୂର୍ଣ୍ଣ ଜଲଓ୍ବା ଦେଖାଇଛନ୍ତି। ଏକ ହ୍ୟାଟ୍ରିକ ସହ ୨ ମ୍ୟାଚ୍ରେ ୯.୨୩ ହାରରେ ମୋଟ ୧୩ ଉଇକେଟ ନେଇଛନ୍ତି।…
ପାକିସ୍ତାନକୁ ବଡ ଝଟକା: ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ପାକିସ୍ତାନ ଯିବାକୁ ମନା କଲେ
କଲମ୍ବୋ,୧୦।୯: ଶ୍ରୀଲଙ୍କା କ୍ରିକେଟ ଦଳର ପାକିସ୍ତାନ ଗସ୍ତ ଫିକା ପଡିଯାଇଛି। ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ସୁରକ୍ଷା ଦୃଷ୍ଟିକୋଣରୁ ପାକିସ୍ତାନ ଯିବାକୁ ମନା କରି ଦେଇଛନ୍ତି। ଶ୍ରୀଲଙ୍କାର ଏହି ଗସ୍ତ ବାତିଲ୍ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଫଳରେ ପାକିସ୍ତାନରେ ଅନ୍ତର୍ଜାତୀୟ…
ଧରାପଡିଲେ ୮୧ ବର୍ଷର ବୃଦ୍ଧ ବେଶରେ ଆମେରିକା ଯାଉଥିବା ଯୁବକ
ନୂଆଦିଲ୍ଲୀ,୧୦।୯: ଅହମ୍ମଦାବାଦର ଜୟେଶ ପଟେଲ ନାମକ ଜଣେ ୩୨ ବର୍ଷୀୟ ଯୁବକ ନିଜକୁ ୮୧ବର୍ଷୀୟ ବୃଦ୍ଧ ବେଶରେ ସଜାଇ ସୋମବାର ଆମେରିକା ଯିବାକୁ ଚେଷ୍ଟା କରୁଥିବା ସମୟରେ ଦିଲ୍ଲୀ ବିମାନ ବନ୍ଦରରେ ଧରାପଡିବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି। ତେବେ…
ବିପଦସଙ୍କୁଳ ଅବସ୍ଥାରେ କନାଝୁରୁ ପୋଲ: ମରାମତି ଲାଗି ଦାବି
କୋଟଗଡ଼,୧୦।୯( ଡି.ଏନ.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ସୁବର୍ଣ୍ଣଗିରି ରାସ୍ତାରେ ଥିବା କନାଝୁରୁ ନାଳ ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ନିର୍ମାଣ ହୋଇଥିବା ଏହି ପୋଲର ଦୁଇ ପାର୍ଶ୍ୱ ଲଗାଣ ବର୍ଷାରେ ଧୋଇଯାଇଥିବା ବେଳେ ମାଟି…

