Home Left

ବିରାଟ କୋହଲି ପିନ୍ଧୁଥିବା ଘଣ୍ଟାର ଦାମ୍‌ କେତେ ଜାଣିଛନ୍ତି କି?

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ କେବଳ ଭାରତରେ ନୁହେଁ ସାରା ବିଶ୍ୱରେ ଲୋକପ୍ରିୟତା ଅର୍ଜନ କରିଛନ୍ତି। କେବଳ କ୍ରିକେଟ୍‌ରେ, କୋହଲି ଅଭିନୟରେ ମଧ୍ୟ ରୁଚି ରଖିଛନ୍ତି। ତାଙ୍କୁ ବିଭିନ୍ନ ବିଜ୍ଞାପନରେ ଅଭିନୟ କରିଥିବାର ମଧ୍ୟ ଦେଖାଯାଏ। ନିଜକୁ…

ରେଳଧାରଣାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ପାରିବାରିକ ଅଶାନ୍ତିକୁ ନେଇ ଆତ୍ମହତ୍ୟା ସନ୍ଦେହ

ତିହିଡି,୧୦।୯(ଡି.ଏନ୍‌.ଏ): ଭଦ୍ରକ ଜିଲା ଧାମରା ରେଳପଥର ଅଚକ ନିକଟରୁ ମଙ୍ଗଳବାର ସକାଳେ ଜନୈକ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଦୁଃଶାସନ ମଲିକ(୬୫)। ତାଙ୍କ ଘର ଭଦ୍ରକ ଜିଲା ତିହିଡି ଥାନା ମହରମପୁର ପଞ୍ଚାୟତ ତରାଶୁଣି ଗ୍ରାମରେ ବୋଲି ଜଣାପଡ଼ିଛି।…

ଟୋକିଓରେ ଟାଇଫୁନ୍‌ ଆତଙ୍କ: ନାରିତା ବିମାନ ବନ୍ଦରରେ ସାରାରାତି ଅଟକି ରହିଲେ ୧୭ ହଜାର ଯାତ୍ରୀ

ଟୋକିଓ,୧୦।୯: ଜାପାନରେ ଦେଖାଦେଇଥିବା ଝଡ଼ ଟାଇଫୁନ୍‌ ଯୋଗୁ ସାଧାରଣ ଯୋଗାଯୋଗ ତଥା ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ଟୋକିଓର ନାରିତା ବିମାନବନ୍ଦରରେ ଶହେଟି ବିମାନର ଉଡ଼ାଣକୁ ବାତିଲ କରାଯାଇଛି। ଫଳରେ ଏଠାରେ ସାରାରାତି ୧୭ ହଜାର ଯାତ୍ରୀ ଅଟକି ରହିଥିବା ବିମାନ…

ସାଇକେଲ୍‌କୁ ଧକ୍କା ଦେଲା କାର୍‌: ୨ ଛାତ୍ର ମୃତ

ଭଦ୍ରକ ଅଫିସ,୧୦।୯: ଭଦ୍ରକ ଜିଲା ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ସକାଳେ ଏକ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୁଆଁସ ଗାଁର ୮ମ ଶ୍ରେଣୀ ଛାତ୍ର ସୁମିତ ସାହୁ ଓ କୁଆଁସରେ ଭଡାରେ ରହୁଥିବା ୧୦ମ ଶ୍ରେଣୀ…

ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ: ଋଣଭାର ଯୋଗୁ ଆତ୍ମହତ୍ୟା କଲେ ବିଲ୍ଡର

ଅହମ୍ମଦାବାଦ୍‌,୧୦।୯: ଦେଶରେ ସୃଷ୍ଟି ହୋଇଥିବା ମାନ୍ଦାବସ୍ଥା ଯୋଗୁ ବିଭିନ୍ନ କ୍ଷେତ୍ରରେ କାରବାର ହ୍ରାସ ପାଇବାରେ ଲାଗିଛି। ସୁରଟର ଜଣେ ବିଲ୍ଡରଙ୍କ କାରବାର ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ ଯୋଗୁ ବନ୍ଦ ହୋଇଯାଇଥିଲା। ସେ ନିଜ ପ୍ରୋଜେକ୍ଟ ଲାଗି ବିଭିନ୍ନ ଆର୍ଥିକ ସଂସ୍ଥାଠାରୁ ନେଇ…

ସିନେ କଳାକାରଙ୍କ କାର ଧକ୍କାରେ ଯୁବକ ଗୁରୁତର

ପାତ୍ରପଡ଼ା,୧୦।୯(ଡି.ଏନ୍‌.ଏ.): ଖଣ୍ଡଗିରି ଥାନା ଅନ୍ତର୍ଗତ ଶ୍ୟାମପୁର ନିକଟରେ ସୋମବାର ରାତିରେ ଜଣେ ଓଡ଼ିଆ ସିନେ କଳାକାରଙ୍କ କାର ଧକ୍କାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ସ୍ଥାନୀୟ ଅଞ୍ଚଳର ରଞ୍ଜନ ନାୟକ। ଏହା ପରେ ସ୍ଥାନୀୟ ଲୋକେ ଦୁଘର୍ଟଣା ଘଟାଇଥିବା…

ଆଖି ଖୋଲନ୍ତୁ ମୋଦି ସରକାର; ଗଭୀର ଖାଇରେ ଖସିପଡ଼ିଛି ଅର୍ଥବ୍ୟବସ୍ଥା: ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପୁଣିଥରେ ଟାର୍ଗେଟ୍‌ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଦେଶର ଅର୍ଥବ୍ୟବସ୍ଥା ଗଭୀର ଖାଇରେ ଖସି ପଡ଼ିଛି। ତେବେ ମଧ୍ୟ ମୋଦି ସରକାରଙ୍କ ଆଖି ଖୋଲିନାହିଁ। ବେଳ ଥାଉଥାଉ…

ବାଳ ଅପରାଧୀଙ୍କୁ ମୁଖ୍ୟସ୍ରୋତକୁ ଆଣିବାକୁ ଉଦ୍ୟମ: ଜାମୁଝରୀରେ ହେବ ‘ପ୍ଲେସ୍‌ ଅଫ୍‌ ସେଫ୍ଟି ହୋମ୍‌’

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଜାମୁଝରୀଠାରେ ବାଳ ଅପରାଧୀଙ୍କ ପାଇଁ ନିର୍ମାଣ ହେବ ‘ପ୍ଲେସ୍‌ ଅଫ୍‌ ସେଫ୍ଟି ହୋମ୍‌’। ସେମାନଙ୍କ ମାନସିକତାରେ ପରିବର୍ତ୍ତନ ଆଣିବା ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ୍‌ କରିବାକୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଏଭଳି…

ରେଳଷ୍ଟେଶନ ନିକଟରୁ ୪ଲକ୍ଷ ଟଙ୍କାର ଭାଙ୍ଗ ଜବତ

କଟକ ରୋଡ,୧୦।୯(ଡି.ଏନ୍‌.ଏ.) : ଭୁବନେଶ୍ୱର ରେଲଓ୍ବ ଷ୍ଟେଶନ ନିକଟରୁ ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ(ଆରପିଏଫ) ସୋମବାର ୪ ବସ୍ତା ଭାଙ୍ଗ ଜବତ କରିଛି। ପରେ ଏହାକୁ ଭୁବନେଶ୍ୱର ଅବକାରୀ ମୋବାଇଲ ସ୍କ୍ବାଡ୍‌କୁ ହସ୍ତାନ୍ତର କରିଛି। ଜବତ ଭାଙ୍ଗର ଓଜନ ୨ କୁଇଣ୍ଟାଲ ହୋଇଥିବା…

ବାହ୍ୟଜଗତରୁ ବିଚ୍ଛିନ୍ନ ୧୩ ଗାଁ

ଖୋର୍ଦ୍ଧା ଅଫିସ,୧୦।୯: ରାଜୁଆ ନଦୀର ଜଳ ମହାନଦୀ ଓ ଚିଲିକାକୁ ନିଷ୍କାସନ ହୋଇ ପାରୁ ନ ଥିବାରୁ ଖୋର୍ଦ୍ଧା ଜିଲାର ଓରବରସିଂହ ଓ ନରଣଗଡ ପଞ୍ଚାୟତର ୧୩ଟି ଗ୍ରାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିଛି। ଖୋର୍ଦ୍ଧା…

ଗ୍ରାମାଞ୍ଚଳରେ କାମ କରିବାକୁ ରାଜି ନ ହେଲେ ଡାକ୍ତରଙ୍କୁ ଭୋଗିବାକୁ ପଡିବ ୫ ବର୍ଷ ଜେଲ୍‌

ମୁମ୍ବାଇ,୧୦।୯: ମହାରାଷ୍ଟ୍ର ସରକାର ଏବେ ଡାକ୍ତରମାନଙ୍କ ପାଇଁ କଡାକଡି ନିୟମ କରିଛନ୍ତି। ଗ୍ରାମାଞ୍ଚଳରେ ଡାକ୍ତର ଓ ରୋଗୀଙ୍କ ମଧ୍ୟରେ ବଢିଯାଉଥିବା ଦୂରତାକୁ କମ୍‌ କରିବାକୁ ଏଭଳି ପଦକ୍ଷେପ ନେଇଛନ୍ତି ସରକାର। ଏବେ ୨୦ ପ୍ରତିଶତ ମେଡିକାଲ ପୋଷ୍ଟ ଗ୍ରାଜୁଏଶନ ଓ ୧୦…

ଶଳାଙ୍କୁ ଛୁରାମାଡ଼ କରି ଜେଲ ଗଲେ ଭିଣୋଇ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖୁଦୁରୁକୁଣୀ ଭାରକୁ କେନ୍ଦ୍ରକରି ବଚସା ପରେ ଶଳାଙ୍କୁ ଛୁରାମାଡ କରିବା ଘଟଣାରେ ଭିଣୋଇଙ୍କୁ ପୋଲିସ ଗିରଫ କରିକୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ପୁରୀ ଜିଲା କୃଷ୍ଣପ୍ରସାଦ ଥାନା ଅଞ୍ଚଳର ସରୋଜ ବାରିକ। ସେ କ୍ୟାପିଟାଲ ଥାନା ୟୁନିଟ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?