Home Left

ଅନନ୍ତ ବାସୁଦେବ ମନ୍ଦିର: ଅବକ୍ଷୟ ହେଉଛି କାରୁକାର୍ଯ୍ୟ, ପାର୍ଶ୍ୱ ଦେବଦେବୀ

ପୁରୁଣା ଭୁବନେଶ୍ୱର,୧୦।୯ (ଡି.ଏନ୍‌.ଏ.): ପବିତ୍ର ବିନ୍ଦୁସାଗର କୂଳରେ ଅବସ୍ଥିତ ତ୍ରୟୋଦଶ ଶତାବ୍ଦୀର ଶ୍ରୀ ଅନନ୍ତ ବାସୁଦେବ ମନ୍ଦିର ଐତିହ୍ୟର ଅନ୍ୟ ଏକ ମୂକ ସାକ୍ଷୀ ହେଉଛି ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ସହ ପ୍ରତ୍ୟକ୍ଷ ଭାବେ ଅନେକ ଜାନିଯାତ୍ରାର ସମ୍ପର୍କ ରହିଆସିଛି। ମନ୍ଦିରଟିର…

ମାସୁଦ୍‌ ଆଝାର ରୋଗଗ୍ରସ୍ତ: ଅସଗରଙ୍କ ନିର୍ଦ୍ଦେଶରେ ସଂଗଠନ ହେଉଛି ପରିଚାଳିତ

ଇସଲାମାବାଦ୍‌,୧୦।୯: ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ମୁଖ୍ୟ ମାସୁଦ୍‌ ଆଝାର ଦୀର୍ଘଦିନ ଧରି ରୋଗଗସ୍ତ ଅଛନ୍ତି। ସେଥିପାଇଁ ହୁଏତ ପାକିସ୍ତାନ ସରକାର ତାଙ୍କୁ ମୁକ୍ତ କରିଥିବା କୁହାଯାଉଛି। ମାସୁଦ୍‌ଙ୍କ ଅନୁପସ୍ଥିତିରେ ସଂଗଠନର ଦାୟିତ୍ୱ ଏବେ ତାଙ୍କ ଭାଇ ଅବଦୁଲ୍‌ ରଉଫ୍‌ ଅସଗର ତୁଲାଉଛନ୍ତି।…

ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ପ୍ରଥମ ଭାରତୀୟ, ଗୋଟିଏ ଦିନରେ ୨ଟି ଶତକ ମାରିଥିଲେ

ଜାମାଇକା, ୯।୯:ଭାରତୀୟ କ୍ରିକେଟ ପାଇଁ ଡିସେମ୍ବର ୧୦ ବହୁତ ଖାସ୍‌ ଦିନଟିଏ। କାରଣ ଏହିଦିନ ଭାରତୀୟ କ୍ରିକେଟର ପିତାମହ ମହାରାଜା ରଣଜିତ୍‌ ସିଂଙ୍କ ଜନ୍ମ ହୋଇଥିଲା। ରଣଜିତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌ ଖେଳିଥିବା ପ୍ରଥମ ଭାରତୀୟ ଖେଳାଳି ଥିଲେ। ୧୮୭୨ରେ ଗୁଜରାଟର ଜାମନଗରରେ…

ବିଏମ୍‌ସିର ଏନ୍‌ଓସି ପ୍ରସ୍ତାବକୁ ପୂଜା କମିଟିର ନା

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜଧାନୀରେ ଦୁର୍ଗାପୂଜା ପାଇଁ ମଣ୍ଡପଗୁଡ଼ିକ ବିଭିନ୍ନ ବିଭାଗର ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି) ଆଣିଥାନ୍ତି। ପୋଲିସ, ଅଗ୍ନିଶମ, ପୂର୍ତ୍ତ, ବିଦ୍ୟୁତ୍‌, ସାଧାରଣ ପ୍ରଶାସନ ବିଭାଗ ସମେତ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଏନ୍‌ଓସି ପାଇଁ କମିଶନରେଟ ପୋଲିସ ମୁଖ୍ୟାଳୟରେ…

ଘାରିଛି ହେଲ୍‌ମେଟ୍‌ ଭୟ: ବଢ଼ିଛି ବ୍ୟବସାୟ

କଟକ ଅଫିସ,୧୦।୯: ନିଦ ହଜାଇ ସାରିଲାଣି ମୋଟର ଯାନ ଆଇନ-୨୦୧୯। ନିୟମ ଉଲ୍ଲଂଘନ କରି ଯାତାୟତ କରୁଥିବା ବାଇକ ଚାଳକମାନେ ଏବେ ଟ୍ରାଫିକ ପୋଲିସକୁ ଦେଖି ବାଟ ବଦଳାଇ ଦେଉଛନ୍ତି। ବିନା ହେଲମେଟରେ ଗାଡ଼ି ଚଳାଇବାକୁ ଡରୁଛନ୍ତି। ଏହି ପରିପ୍ରେକ୍ଷୀରେ ହେଲ୍‌ମେଟ୍‌…

ଚାଇନା ସୋସିଆଲ ମିଡିଆରେ ଚନ୍ଦ୍ରୟାନ-୨ର ପ୍ରଶଂସା

ବେଜିଂ,୧୦।୯: ଭାରତର ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ-୨ ଏବେ ତା’ର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ସବୁ ଦେଶର ବୈଜ୍ଞାନିକଙ୍କ ନଜର ଚନ୍ଦ୍ର ଉପରେ ଥିବା ବେଳେ ପାକିସ୍ତାନ କିନ୍ତୁ ଏହାକୁ ନେଇ ବ୍ୟଙ୍ଗ…

ଚା’ ପିଇ ଗପୁଥିଲେ, ସାପକାମୁଡ଼ା ରୋଗୀଙ୍କୁ ଲାଇନ୍‌ରେ ଆସିବାକୁ କହିଲେ: ଚିକିତ୍ସା ବିଳମ୍ବରୁ ଚାଲିଗଲା ମହିଳାଙ୍କ ଜୀବନ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ସାପ କାମୁଡାରେ ଆହତ ଜଣେ ମହିଳା ଚାଷୀଙ୍କ ମୃତ୍ୟୁକୁ ନେଇ କ୍ୟାପିଟାଲ ହସ୍ପିଟାଲରେ ସୋମବାର ଅପରାହ୍ନରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ଡାକ୍ତରଙ୍କ ଅବହେଳା ଓ ଚିକିତ୍ସାରେ ବିଳମ୍ବ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ଆଣି ପରିବାର ସଦସ୍ୟ ଓ…

ପିଲାଙ୍କ ସୁରକ୍ଷା ପାଇଁ ନେହୁରା ହେଲେ କ୍ୟାନସର ପୀଡ଼ିତା

କଟକ ଅଫିସ, ୧୦।୯: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ସୋମବାର ଏକ କରୁଣ ଦୃଶ୍ୟ ଦେଖିବାକୁ ମିଳିଛି। କର୍କଟ ରୋଗରେ ପୀଡ଼ିତ ମହିଳା ମୁନି ଖାତୁନ ନିଜ ୩ କୁନି ଛୁଆଙ୍କୁ ଆଶ୍ରୟ ଦେବା ପାଇଁ ନିବେଦନ କରୁଥିଲେ। ମୋ…

କଳିଙ୍ଗ ନଗର ଏନକାଉଣ୍ଟର ମାମଲା:ଆହତ ସୁଶାନ୍ତ ଗିରଫ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖଣ୍ଡଗିରି ଥାନା ଅଧୀନ କଳିଙ୍ଗନଗର ଏନକାଉଣ୍ଟର ଘଟଣାରେ ଆହତ ହୋଇଥିବା ଅଭିଯୁକ୍ତ ସୁଶାନ୍ତ ମାଝି ସୁସ୍ଥ ହେବା ପରେ ସୋମବାର ପୋଲିସ କୋର୍ଟ ଚାଲାଣ କରିଛି। ସୁଶାନ୍ତଙ୍କ ଘର ଖୋର୍ଦ୍ଧା ଜିଲା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରେ। ତାଙ୍କ ନାମରେ ପୂର୍ବରୁ…

ସରୋଦରେ ଶରତ…

ଭୁବନେଶ୍ୱର ୧୦।୯(ବ୍ୟୁରୋ): ସରୋଦରେ ଲୁଚିଥିଲା ଶରତର କଥା। ସରୋଦ ବାଦନରେ ଶରତର ସୌନ୍ଦର୍ଯ୍ୟକୁ ଉପସ୍ଥାପନା କରିଥିଲେ ଶିଳ୍ପୀ। ମା’ ଦୁର୍ଗତିନାଶିନୀଙ୍କ ଆଗମନ ଏହି ଋତୁକୁ ସ୍ବତନ୍ତ୍ର କରୁଥିବାବେଳେ ଧରିତ୍ରୀ ମା’ର ସୌନ୍ଦର୍ଯ୍ୟକୁ ଯନ୍ତ୍ର ସଙ୍ଗୀତ ମାଧ୍ୟମରେ ଶ୍ରୋତାଙ୍କ ନିକଟରେ ପରଷିଥିଲେ ବିଶିଷ୍ଟ…

ଖୋଲିଲା ସ୍ବତନ୍ତ୍ର ଜନଜାତି ଷ୍ଟୋର୍‌ ‘ଆଦିଶା’

ଭୁବନେଶ୍ୱର ୧୦।୯(ବ୍ୟୁରୋ): ଆଦିବାସୀମାନଙ୍କ ବିଭିନ୍ନ ସାମଗ୍ରୀର ବ୍ୟାପକ ବ୍ୟବସାୟ ନିମନ୍ତେ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ। ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ଓଡ଼ିଶା ଆଦିବାସୀ ଉନ୍ନୟନ ସମବାୟ ନିଗମ ଲିମିଟେଡ୍‌(ଟିଡିସିସିଓଏଲ୍‌) ମୁଖ୍ୟାଳୟରେ ଏକ…

ଆସନ୍ତା ବିଧାନସଭା ନିର୍ବାଚନ ଏକାକି ଲଢିବ ସମାଜବାଦୀ ପାର୍ଟି: ଅଖିଳେଶ

ଲକ୍ଷ୍ନୌ,୧୦।୯: ଆସନ୍ତା ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସମାଜବାଦୀ ପାର୍ଟି(ଏସ୍‌ପି) ଏକାକି ଲଢିବ ବୋଲି କହିଛନ୍ତି ଦଳର ଅଧ୍ୟକ୍ଷ ଅଖିଳେଶ ଯାଦବ। ସେ କହିଛନ୍ତି, ବଡ ବଡ ଦଳ ସହ ମେଣ୍ଟ କରି ଏହାର ଫଳାଫଳ ଭଲଭାବେ ଉପଲବ୍ଧ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?