Home Left

ବଢ଼ିପାରେ ଓମ୍‌ଫେଡ ଦୁଗ୍ଧ ମୂଲ୍ୟ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଓଡ଼ିଶାରେ ଚାଷ ସହିତ ଗୋପାଳନ ଏକ ପ୍ରମୁଖ ବେଉସା। ଗୋପାଳନ କରୁଥିବା ସର୍ବାଧିକ ଚାଷୀ ଓମ୍‌ଫେଡକୁ କ୍ଷୀର ବିକ୍ରି କରିଥାଆନ୍ତି। କିନ୍ତୁ ଏବେ ଏହି ଚାଷୀମାନେ କ୍ଷତି ସହୁଥିବା କଥା ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ପୂର୍ବ ଅପେକ୍ଷା ଗୋଖାଦ୍ୟର ଦର…

କଂଗ୍ରେସ ଗଢ଼ିବ କ୍ୟାଡର ବେସ୍‌ ସଙ୍ଗଠନ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସ ସାରା ଦେଶରେ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଥିଲା। ସମାନଭାବେ ରାଜ୍ୟରେ ମଧ୍ୟ କଂଗ୍ରେସର ପ୍ରଦର୍ଶନ ଅତ୍ୟନ୍ତ ଖରାପ ରହିଲା। ଦଳକୁ ରାଜ୍ୟ ରାଜନୀତିରେ ଦ୍ୱିତୀୟ ସ୍ଥାନରୁ ଖସି ତୃତୀୟ ସ୍ଥାନରେ ରହିବାକୁ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସମାଲୋଚନା କଲା କଂଗ୍ରେସ

ଭୁବନେଶ୍ୱର,୧୦।।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଅନୁଯାୟୀ ରାଜ୍ୟରେ କଡାକଡି ଭାବରେ ଟ୍ରାଫିକ ଚେକିଂ ଚାଲିଥିଲା। ଧୀରେଧୀରେ ଲୋକଙ୍କ ଆକ୍ରୋଶକ୍ରମେ ଏହା ପ୍ରଭାବଶୂନ୍ୟ ହେବାକୁ ଲାଗିଲା। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧିବଦ୍ଧ ଭାବେ ଘୋଷଣା କରି ଏହାକୁ ଆସନ୍ତା ୩…

ଶ୍ରବଣ ଶକ୍ତି ଫେରିପାଇଲେ ୨ ଝିଅ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ସାରା ଜୀବନ ପାଇଁ ବଧିର ହୋଇଯିବା ଆଶଙ୍କାରେ ଥିବା କୋରାପୁଟର ଦୁଇଜଣ କୁନି ଝିଅ ନିଜର ଶ୍ରବଣ ଶକ୍ତି ଫେରିପାଇଛନ୍ତି। ରାଜ୍ୟ ସରକାରଙ୍କ ସହାୟତାରେ ଉଭୟଙ୍କ କାନରେ ବ୍ୟୟବହୁଳ ଅତ୍ୟାଧୁନିକ ଅସ୍ତ୍ରୋପଚାର କରାଯିବା ପରେ ଏହା ସମ୍ଭବ ହୋଇପାରିଛି। ଦୁଇ…

ଘରୋଇ ହସ୍ପିଟାଲରେ ଉତ୍ତେଜନା, ଭଙ୍ଗାରୁଜା ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖଣ୍ଡଗିରି ଥାନା ଯଦୁପୁର ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଭଙ୍ଗାରୁଜା କରିବା ଘଟଣାରେ ଖଣ୍ଡଗିରି ପୋଲିସ ୩ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ସୟିଦ ଫଶରୁକ୍‌ ଅଲ୍ଲୀ(୨୫),ଏସ୍‌.କେ ସର୍ବିର(୨୩) ଓ ସୟିଦ ସଫିକ୍‌ ଅଲ୍ଲୀ(୨୬)। ସେମାନଙ୍କ ବିରୋଧରେ…

ନୀତି ଆୟୋଗ ର଼୍ୟାଙ୍କିଙ୍ଗ ଉପରେ ଗୁରୁତ୍ୱ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ସ୍ବାସ୍ଥ୍ୟ, ଶିକ୍ଷା ଓ ଅନ୍ୟାନ୍ୟ ସାମାଜିକ କ୍ଷେତ୍ରରେ ବିକାଶକୁ ନେଇ ରାଜ୍ୟଗୁଡିକର ର଼୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଉଛି। ଯେଉଁ ବିଷୟବସ୍ତୁକୁ ଆଧାର କରି ର଼୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଉଛି, ସେଗୁଡିକର ବିଭିନ୍ନ ଦିଗକୁ ଅନୁଧ୍ୟାନ କରିବା ପାଇଁ ରାଜ୍ୟ ସରକାର ନୀତି ଆୟୋଗକୁ…

ଭାରତରେ ମହିଳାଙ୍କ ଆତ୍ମହତ୍ୟା ଅଧିକ

ବିଶ୍ୱ ଆମତ୍ହତ୍ୟା ନିରୋଧୀ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୧୦ରେ ସାରା ବିଶ୍ୱରେ ୨୦୦୩ରୁ ପାଳନ କରାଯାଉଛି। ଆନ୍ତର୍ଜାତିକ ଆମତ୍ହତ୍ୟା ନିରୋଧୀ ସଂଗଠନ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏବଂ ବିଶ୍ୱ ମାନସିକ ସ୍ବାସ୍ଥ୍ୟ ସଂଘର ମିଳିତ ସହଯୋଗରେ ଏହି ଦିବସ ପାଳନ କରାଯାଉଛି।…

ଘରୋଇ କଲେଜ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ:ହତ୍ୟା ଅଭିଯୋଗ ଆଣିଲେ ବାପା

ବଡ଼ମ୍ବା,୯ା୯(ଡି.ଏନ.ଏ.): କଟକ ଜିଲା ବଡ଼ମ୍ବା ବ୍ଲକ ଅଧୀନ ବିଧାରପୁରଠାରେ ଥିବା ଏକ ଘରୋଇ କଲେଜ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରଙ୍କ ରବିବାର ରାତିରେ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତ ଛାତ୍ର ହେଲେ ସୂର୍ଯ୍ୟକାନ୍ତ ସାମଲ(୧୭)। କଲେଜ କର୍ତ୍ତୃପକ୍ଷ ଏହାକୁ ଆତ୍ମହତ୍ୟା…

ଟ୍ରେନ୍‌କୁ ପଥରମାଡ଼: ଦୁଇବର୍ଷରେ ୨୮ଥର

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଟ୍ରେନ୍‌ ଉପରକୁ ବିଭିନ୍ନ ସମୟରେ ପଥର ମାଡ଼ ହେଉଛି। ଏଥିଯୋଗୁ ଟ୍ରେନ୍‌ କ୍ଷତିଗ୍ରସ୍ତ ହେଉଥିବାବେଳେ ଯାତ୍ରୀ ଆହତ ହେଉଛନ୍ତି। ଗତ ଦୁଇବର୍ଷ ମଧ୍ୟରେ ପୂର୍ବତଟ ରେଳପଥରେ ଟ୍ରେନ୍‌ ଉପରକୁ ପ୍ରାୟ ୨୮ଥର ପଥର ମାଡ଼ ହୋଇଥିବା ଜଣାପଡିଛି। ଅଧିକାଂଶ ଘଟଣାରେ…

ଚାଷୀ ପଞ୍ଜୀକରଣ ଦେଖିବେ ୧୬ ଅଧିକାରୀ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଧାନ ପଞ୍ଜୀକରଣ କିଭଳି ଚାଲିଛି, ଚାଷୀମାନେ ହଇରାଣ ହରକତ ହେଉଛନ୍ତି କି, ପଞ୍ଜୀକରଣ ତାଲିକାର ଅଗ୍ରଗତି, ତ୍ରୁଟି ଆଦି କାର୍ଯ୍ୟର ତଦାରଖ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ସମବାୟ ବିଭାଗର ୧୬ ଜଣ ଅଧିକାରୀଙ୍କ…

କେନ୍ଦ୍ର ଦ୍ୱିତୀୟ ପାଳି ସରକାରର ୧୦୦ଦିନ ପୂରଣ: ଓଡ଼ିଶା ଆସି ରିପୋର୍ଟ କାର୍ଡ ଦେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧୦।୯(ବ୍ୟୁରୋ): କେନ୍ଦ୍ରରେ ଭାଜପାର ଦ୍ୱିତୀୟ ପାଳି ସରକାରର ୧୦୦ ଦିନ ପୂରଣ ହୋଇଛି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପତ୍ର ସୂଚନା କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଜାହାଜ ଚଳାଚଳ (ସ୍ବାଧୀନ ଦାୟିତ୍ୱ) ରାଷ୍ଟ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟା ୧୦୦ ଦିନର…

ଜଗା ସୁସ୍ଥ, ପୂର୍ବପରି ରହିଛି କାଳିଆ ଅବସ୍ଥା:କିଛି ମାସ ଚିକିତ୍ସା ପରେ ଜଗା ସ୍କୁଲ ଯିବ

କଟକ ଅଫିସ, ୧୦।୯: କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର କଟକ ଏସ୍‌ସିବି ମେଡିକାଲରେ ପହଞ୍ଚତ୍ବା ପରେ ଚିକିତ୍ସା ଆରମ୍ଭ ହୋଇଯାଇଛି। ୧୪ ଜଣିଆ ଡାକ୍ତରୀ ଟିମ୍‌ ଉଭୟଙ୍କ ଖାଇବା, ଶୋଇବା ସହ ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛନ୍ତି। ଏସ୍‌ସିବିରେ ପହଞ୍ଚତ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?