Home Left

ବଧୂହତ୍ୟା ଅଭିଯୋଗ: ସ୍ବାମୀଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି ପୋଲିସ

ଅନୁଗୋଳ ଅଫିସ, ୯।୯: ଅନୁଗୋଳ ଜିଲା ନାଲକୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଗ୍ରାମରେ ଯୌତୁକ ଜନିତ ବଧୂହତ୍ୟା ହୋଇଛି। ଏ ନେଇ ସୋମବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ନିଶା ଥାନା ଅନ୍ତର୍ଗତ କଙ୍କରେଇ ଅଞ୍ଚଳର ବାନାମ୍ବର ବାରିକଙ୍କ ଝିଅ…

ଗୋଟିଏ ଦିନରେ ୟୁଏନ୍‌ ଆସେମ୍ଲିକୁ ସମ୍ବୋଧିତ କରିବେ ମୋଦି-ଇମ୍ରାନ

ନ୍ୟୁୟର୍କ,୯।୯: ୟୁଏନ୍‌ ଜେନରାଲ ଆସେମ୍ଲିର ଅଧିବେଶନ ସେପ୍ଟେମ୍ବର ୨୭ରେ ହେବ। ସୂଚନା ମୁତାବକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁଏନ୍‌ ଜେନରାଲ ଡିବେଟ୍‌ର ୭୪ତମ ଅଧିବେଶନକୁ ସମ୍ବୋଧିତ କରିବେ। ତେବେ ଏହି ବୈଠକରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ମଧ୍ୟ ଉପସ୍ଥିତ ରହିବେ…

ସ୍କୁଲରେ ଏହି ବିଷୟ ପଢିବାକୁ ଡରୁଥିଲେ କୋହଲି, ପରୀକ୍ଷାରେ ୧୦୦ରୁ ରଖିଥିଲେ ମାତ୍ର ୩ ନମ୍ବର

ବିରାଟ କୋହଲି, କେବଳ ଭାରତରେ ନୁହେଁ, ବିଶ୍ୱ କ୍ରିକେଟରେ ଏବେ ରାଜ୍‌ କରୁଛନ୍ତି। କିନ୍ତୁ ଜାଣିଛନ୍ତି ସ୍କୁଲରେ ପଢିବାବେଳେ କୋହଲିଙ୍କୁ ଗୋଟିଏ ବିଷୟ ପ୍ରତି ପ୍ରବଳ ଭୟ ଥିଲା। ସେହି ବିଷୟଟି ହେଉଛି ଗଣିତ। ଗଣିତ କଷିବାକୁ ମୋତେ ଡର ଲାଗୁଥିଲା।…

ଏକ ପ୍ଲେଟ କବାବ ମଗାଇଲେ ମହିଳା: କ୍ରେଡିଟ କାର୍ଡରୁ କଟିଗଲା୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ଜେରୁଜେଲମ,୯।୯: ଆମେରିକାର ଜଣେ ମହିଳା ପର୍ଯ୍ୟଟକ ଏକ ପ୍ଲେଟ କବାବ ପାଇଁ ୨ଲକ୍ଷ ୭ହଜାର ଟଙ୍କା ଦେଇଥିବା ଘଟଣା ସମ୍ନାକୁ ଆସିଛି। ଏହି ଘଟଣା ଘଟିଛି ଇସ୍ରାଏଲ୍‌ ଜେରୁଜେଲମ ସହରର ଏକ ରେଷ୍ଟୁରାଣ୍ଟରେ। ଜେରୁଜେଲମରେ ଥିବା ଓଲ୍ଡ ସିଟି ଶବରମା ରେଷ୍ଟୁରାଣ୍ଟରୁ…

ଚିଦାମ୍ବରମ୍‌ଙ୍କୁ ଶହେ ଘଣ୍ଟାରେ ସିବିଆଇ ପଚାରିଲା ୪ଶହ ୫୦ ପ୍ରଶ୍ନ

ନୂଆଦିଲ୍ଲୀ,୯।୯: ଆଇଏନ୍‌ଏକ୍ସ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କ ପାଇଁ ଚାର୍ଜଶିଟ୍‌ ପ୍ରସ୍ତୁତ କରୁଛି ସିବିଆଇ। ଏନେଇ ଶହେ ଘଣ୍ଟାରେ ଚିଦାମ୍ବରମ୍‌ଙ୍କୁ ୪ ଶହ ୫୦ ପ୍ରଶ୍ନ ପଚରା ଯାଇଛି। ଚଳିତ ମାସ ତୃତୀୟ ସପ୍ତାହରେ ଚାର୍ଜଶିଟ୍‌ ଦାଖଲ କରାଯିବାର…

ମାଟିତଳୁ ଦେଢ଼ମାସ ଶିଶୁର ମୃତଦେହ ଜବତ କଲା ପୋଲିସ

ଭଦ୍ରକ ଅଫିସ,୯।୯ : ସୋମବାର ସକାଳୁ ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ପୋଲିସ ଗେଲଟୁଆ ନୂଆସାହିରୁ ଦେଢ଼ମାସର ଶିଶୁପୁତ୍ରର ଗଳିତ ମୃତଦେହକୁ ସାଇଣ୍ଟିଫିକ୍‌ ଟିମ୍‌ ଓ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ପୋଲିସ ମାଟିତଳୁ ଖୋଳି ଜବତ କରିଛି। ସୂଚନା ଅନୁଯାୟୀ, ସ୍ବାମୀ ଟୁକୁ…

ଆମ ପାଇଁ ପାକିସ୍ତାନରେ ନିର୍ବାଚନ ଜିତିବା ସହଜ ହେବ, କାହିଁକି ଏମିତି କହିଥିଲେ ଅଟଳ ବିହାରୀ ବାଜପେୟୀ

ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ପାକିସ୍ତାନ ଏବେ ବିଚଳିତ ହୋଇପଡିଛି। ଭାରତ ସହ କେଉଁପଟେ ରାଗ ସୁଝାଇବ ତାହା ଚିନ୍ତା କରୁଛି ପାକିସ୍ତାନ। କିନ୍ତୁ ଦିନ ଥିଲା ଭାରତ-ପାକିସ୍ତାନ ସମ୍ପର୍କରେ ସୁଧାର ଆଣିବା ପାଇଁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ…

ଗ୍ଲାସେ ଉଷୁମ ପାଣିରୁ ଆରମ୍ଭ ହୁଏ ଐଶ୍ୱର୍ଯ୍ୟାଙ୍କ ଦିନ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ସୌନ୍ଦର୍ଯ୍ୟତାର ରାଜ୍‌ ସମ୍ପର୍କରେ ଜାଣିବାକୁ ଫ୍ୟାନ୍‌ମାନଙ୍କର ଇଚ୍ଛା ଥାଏ। ତେବେ ଆସନ୍ତୁ ଜାଣିବା ଫିଟ୍‌ ରହିବା ପାଇଁ ଐଶ୍ୱର୍ଯ୍ୟା କ’ଣ ସବୁ କରିଥାନ୍ତି। ତାଙ୍କର ସକାଳ ଆରମ୍ଭ ହୁଏ ଲେମ୍ବୁ ଏବଂ ଗ୍ଲାସେ ଉଷୁମ ପାଣିରୁ।…

ଶନିବାର ବିନା ବ୍ୟାଗରେ ସ୍କୁଲ ଯିବେ ଛାତ୍ରୀଛାତ୍ର

ଇମ୍ଫାଲ,୯।୯: ସ୍କୁଲ ପିଲାଙ୍କ ପାଇଁ ମଣିପୁର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏଣିକି ପ୍ରତି ଶନିବାର ପିଲାମାନେ ସ୍କୁଲକୁ ବିନା ବ୍ୟାଗରେ ଯିବେ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହା ସମସ୍ତ ସରକାରୀ ତଥା ବେସରକାରୀ ସ୍କୁଲ ପାଇଁ କାର୍ଯ୍ୟକାରୀ…

ଛେଳିକୁ ବାନ୍ଧି ନେଲେ ପୋଲିସ ବାବୁ: ଭିଆଇପି ବଙ୍ଗଳାରେ ଗଛପତ୍ର ଖାଇବା ଅଭିଯୋଗ

ଭୋପାଳ,୯।୯: ପୋଲିସ ଥାନାକୁ ଅପରାଧି ବନ୍ଧା ହୋଇ ଆସିବା ସାଧାରଣ ଘଟଣା। ତେବେ ମଧ୍ୟପ୍ରଦେଶ ମୁରେନା ସହରର ଓ୍ବାଟର ଓ୍ବାକର୍ସ କଲୋନୀରେ ବାସ କରୁଥିବା ଦୀପକ ବାଲ୍ମିକୀଙ୍କ ଛେଳିକୁ ପୋଲିସ ବାବୁ ଥାନାକୁ ବାନ୍ଧି ନେଇଛନ୍ତି। ବିଚରା ଛେଳି ପଘାରୁ ଫିଟି…

ଜମ୍ମୁ-କଶ୍ମୀରରେ ଭୂକମ୍ପ

ଶ୍ରୀନଗର,୯।୯: ଜମ୍ମୁ-କଶ୍ମୀରରେ ସୋମବାର ଦିନ ପ୍ରାୟ ୧୨ଟା ୧୦ରେ ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୦। ଏହା କଶ୍ମୀର-ହୀମାଚଳ ପ୍ରଦେଶ(ଛାମ୍ବା) ସୀମାରେ ଅନୁଭୂତ ହୋଇଥିବା ବେଳେ ଏପର୍ଯ୍ୟନ୍ତ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।…

ହାଟପଡ଼ିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୯।୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନାଠାରୁ ପ୍ରାୟ ଶହେ ମିଟର ଦୂରରେ ଥିବା ହାଟପଡ଼ିଆରୁ ସୋମବାର ସକାଳେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ଶରତ ମୁଣ୍ଡା(୩୦)। ତାଙ୍କ ଘର ଭଅଁରପୁର ପଞ୍ଚାୟତ ମଧ୍ୟପୁର ଗ୍ରାମରେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?