Home Left

ମହିଳା ଟି୨୦ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷିତ: ଭାରତ- ଅଷ୍ଟ୍ରେଲିଆ ଉଦ୍‌ଘାଟନୀ ମ୍ୟାଚ୍‌

ଦୁବାଇ,୯।୯- ଥାଇଲାଣ୍ଡ ଓ ବାଂଲାଦେଶ ଦମ୍‌ଦାର ପ୍ରଦର୍ଶନ କରି ଯୋଗ୍ୟତା ହାସଲ କରିବା ପରେ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଆଗାମୀ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୨୦୨୦ ମହିଳା ଟି୨୦ ବିଶ୍ୱକପ୍‌ର କାର୍ଯ୍ୟସୂଚୀ ଘୋଷିତ ହୋଇଛି। ଆଇସିସି ତରଫରୁ ରବିବାର…

ଆଜି ଗଣେଶ ପୂଜା ଭସାଣି: ଶୋଭାଯାତ୍ରାରେ ସାମିଲ ହେବେ ୩୩ ମେଢ଼

ଢେଙ୍କାନାଳ ଅଫିସ, ୯।୯: ଢେଙ୍କାନାଳ ସହରରେ ୮ଦିନ ଧରି ଅନୁଷ୍ଠିତ ହେଉଥିବା ଶ୍ରୀଗଣେଶ ପୂଜା ଅନ୍ତିମ ଚରଣରେ ପହଞ୍ଚତ୍ଛି। ସୋମବାର ବିଦ୍ୟାଦାତାଙ୍କୁ ମେଲାଣି ଦେବେ ସହରବାସୀ। ଏଥି ଲାଗି ସମସ୍ତ ପ୍ରସ୍ତୁତ ଶେଷ ହୋଇଛି। ଚଳିତ ବର୍ଷ ମିଳିତ ଭସାଣି ଶୋଭାଯାତ୍ରାରେ…

ଆବାସ ଯୋଜନାରେ ଦୁର୍ନୀତି ଘଟଣା: ପ୍ରାଥମିକ ତଦନ୍ତ ପରେ କାଗଜପତ୍ର ଖୋଳତାଡ଼

ଅନୁଗୋଳ ଅଫିସ, ୯।୯: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗାଁରେ ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଅନୁଗୋଳ ବିଡିଓ ୪ ଜଣିଆ ଟିମ୍‌ ଗଠନ କରି ତଦନ୍ତ କରିବାକୁ ନିର୍ଦ୍ଦେଶ…

ସ୍ବାମୀ ବିର୍ଦ୍ଧାଓ୍ବାଲଙ୍କ ଭଳି ଜାତୀୟ ରେକର୍ଡ ଚାହାନ୍ତି ରୁଜୁତା

ନୂଆଦିଲ୍ଲୀ,୯।୯(ପିଟି): ଦେଶର ଦ୍ରୁତତମ ସନ୍ତରଣକାରୀ ବର୍ଦ୍ଧାଓ୍ବାଲ ଓ ରୁଜୁତା ଖାଡେ ସ୍ବାମୀ-ସ୍ତ୍ରୀଙ୍କ ଯୋଡ଼ି ଏବେ ୫୦ ମିଟର ଫ୍ରିଷ୍ଟାଇଲ ଇଭେଣ୍ଟରେ ଜାତୀୟ ରେକର୍ଡ ଅଧିକାରୀ ହେବାକୁ ଲକ୍ଷ୍ୟ ରଖିଛନ୍ତି। ବିର୍ଦ୍ଧାଓ୍ବାଲ ଏହି ସଫଳତା ପାଇସାରିଥିବାବେଳେ ପତ୍ନୀ ରୁଜୁତା ମଧ୍ୟ ସମାନ କୃତିତ୍ୱ…

ମହାରାଜା ବସ୍‌ ଦୁର୍ଘଟଣାକୁ ୩ ବର୍ଷ: ସମୟ ବିତିଛି, ସୁଧୁରିନି କିଛି

(ମନୋଜ କୁମାର ପ୍ରଧାନ) ମାଧପୁର, ୯ା୯: ଅନୁଗୋଳ ଜିଲା ଆଠମଲ୍ଲିକଠାରେ ଘଟିଥିବା ମହାରାଜା ବସ୍‌ ଦୁର୍ଘଟଣାକୁ ପୂରିଛି ୩ ବର୍ଷ। ୨୦୧୬ ସେପ୍ଟେମ୍ବର ୯ରେ ପୁରୁଣାମାଣତ୍ରୀ ପୋଲ ତଳକୁ ଏହି ବସ୍‌ ଖସି ୧୯ ଜଣଙ୍କ ଜୀବନ ଦୀପ ଲିଭିଯାଇଥିଲା। ବର୍ଷ…

ଚତୁର୍ଥ ଆଶେସ ଟେଷ୍ଟ: ଅଷ୍ଟ୍ରେଲିଆ ୧୮୫ ରନରେ ବିଜୟୀ

ମାଞ୍ଚେଷ୍ଟର, ୯।୯- ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଅନୁଷ୍ଠିତ ଚତୁର୍ଥ ଆଶେସ କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆ ୧୮୫ ରନରେ ଇଂଲଣ୍ଡକୁ ହରାଇ ଦେଇଛି। ୩୮୩ ରନ ବିଜୟ ଲକ୍ଷ୍ୟର ପିଛା କରୁଥିବା ଇଂଲଣ୍ଡ ରବିବାର ୫ମ ତଥା ଅନ୍ତିମ ଦିବସରେ ଦ୍ୱିତୀୟ ଇନିଂସରେ…

ଚାଟ୍ଟୋଗ୍ରାମ ଟେଷ୍ଟ: ପରାଜୟ ଦ୍ୱାରରେ ବାଂଲାଦେଶ

ଚାଟ୍ଟୋଗ୍ରାମ, ୯।୯- ସ୍ଥାନୀୟ ଜହୁର ଅହମ୍ମଦ ଚୌଧୁରୀ ଷ୍ଟାଡିୟମରେ ଭ୍ରମଣକାରୀ ଆଫଗାନିସ୍ତାନ ବିପକ୍ଷରେ ଅନୁଷ୍ଠିତ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ବାଂଲାଦେଶ ପରାଜୟ ଦ୍ୱାରଦେଶରେ ପହଞ୍ଚତ୍ଛି। ୩୯୮ ରନର ଚ୍ୟାଲେଞ୍ଜିଂପୂର୍ଣ୍ଣ ଟାର୍ଗେଟ୍‌କୁ ପିଛା କରୁଥିବା ଘରୋଇ ବାଂଲାଦେଶ ରବିବାର ଚତୁର୍ଥ ଦିବସ ଶେଷ…

ହାଫ୍‌ ମାରାଥନରେ ଦ୍ରୁତତମ ମହିଳା ବ୍ରିଗିଡ କୋସ୍‌ଗି

ଲଣ୍ଡନ,୯।୯(ଏଏଫ୍‌ପି): କେନିଆର ବ୍ରିଗିଡ କୋସ୍‌ଗି ହାଫ୍‌ ମାରାଥନରେ ବିଶ୍ୱର ଦ୍ରୁତତମ ମହିଳା ହେବାର ରେକର୍ଡ ଅଧିକାର ହୋଇଛନ୍ତି। ଗ୍ରେଟ୍‌ ନର୍ଥ ରନ୍‌କୁ ସେ ଏକ ଘଣ୍ଟା, ୪ ମିନିଟ୍‌ ଓ ୨୮ ସେକେଣ୍ଡରେ ଶେଷକରି ଏହି ସଫଳତା ପାଇଛନ୍ତି। ତାଙ୍କ ଟାଇମିଂ…

ଏଫ୍‌ଆଇଏଚ୍‌ ହକି ର଼୍ୟାଙ୍କିଙ୍ଗ: ପୁରୁଷ ୫ମ, ମହିଳା ୯ମ

ଲାଉସାନେ (ସୁଇଜରଲାଣ୍ଡ), ୮ା୯ (ପି.ଟି.)- ଓସେନିଆ କପ୍‌ ଶେଷ ହେବା ପରେ ରବିବାର ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ପକ୍ଷରୁ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଭାରତୀୟ ପୁରୁଷ ଦଳ ୫ମ ସ୍ଥାନ ବଜାୟ ରଖିଥିବାବେଳେ ମହିଳା ଦଳ…

ଡେଭିସ୍‌ କପ୍‌: ଭାରତୀୟ ଚ୍ୟାଲେଞ୍ଜ ଏଣିକି କଷ୍ଟକର

ନୂଆଦିଲ୍ଲୀ, ୮ା୯ (ପି.ଟି.)- ଟେନିସ ଖେଳର ବିଶ୍ୱ ପରିଚଳାନା ପରିଷଦ ଅନ୍ତର୍ଜାତୀୟ ଟେନିସ୍‌ ମହାସଂଘ (ଆଇଟିଏଫ୍‌) ଡେଭିସ୍‌ କପ୍‌ ଫର୍ମାଟରେ ଆଉ ଏକ ପରିବର୍ତ୍ତନ କରିଛି। ଆଞ୍ଚଳିକ ସ୍ତରରେ ଗ୍ରୁପ୍‌-୧ ଏବଂ ଗ୍ରୁପ୍‌-୨ ପ୍ରତିଯୋଗିତାକୁ ଉଚ୍ଛେଦ କରିଛି, ଯଦ୍ଦ୍ବାରା ଭାରତର କ୍ୱାଲିଫାୟର୍ସ…

୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୨ ଗିରଫ

ବାଲେଶ୍ୱର ଅଫିସ, ୮।୯-ବାଲେଶ୍ୱର ସହଦେବଖୁଣ୍ଟା ମଡେଲ ଥାନା ପୋଲିସ ଶନିବାର ବିଳମ୍ବିତ ରାତିରେ ଅଡର ବଜାର ଅଞ୍ଚଳରେ ଚଢାଉ କରି ୪୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୪ ଲକ୍ଷ ଟଙ୍କା ହେବ। ଏଥିରେ ସମ୍ପୃକ୍ତ ୨ଜଣ…

ଜଳପଥରେ ଦୁର୍ଗମ ଗ୍ରାମକୁ ଗଲେ ଉପଜିଲାପାଳ: ସ୍ଥାନାନ୍ତର ହେବେ ୭୫ ଆଦିବାସୀ ପରିବାର

ପାତ୍ରପୁର,୮ା୯(ଡି.ଏନ୍‌.ଏ.)- ବାଘଲଟି ପ୍ରକଳ୍ପ ଆରପଟେ ପାହାଡ଼ ଉପରେ ଥିବା ପାତ୍ରପୁର ବ୍ଲକ ଆଙ୍କୁଲି ପଞ୍ଚାୟତର ଦୁର୍ଗମ ଗ୍ରାମକୁ ରବିବାର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ, ତହସିଲଦାର ଡ. ଶ୍ରୀନିବାସ ବେହେରା ଗସ୍ତ କରିଛନ୍ତି। ସେହି ଗ୍ରାମ ଗୁଡିକ ହେଲା ବଣିଆବସା, ଶିରିଶଗଣ୍ଡ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?