Home Left

କଲଭର୍ଟ ଦବିଲା: କରଡ଼ା-ବାଲାପାଙ୍କା ଯାତାୟାତ ବନ୍ଦ

ରାଇକିଆ,୮ା୯(ଡ଼ି.ଏନ.ଏ)-କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା ଲଗାଣ ବର୍ଷା ଜାରି ରହିଛି । ଶନିବାର ବର୍ଷାରେ କରଡ଼ାରୁ ବାଲାପାଙ୍କାକୁ ସଂଯୋଗ କରୁଥିବା ରାସ୍ତାରେ ଏକ କଲଭର୍ଟ ଦବିଯିବାରୁ ସୋରଡ଼ା ଅଞ୍ଚଳକୁ ଯାନବାହନ ଚଳାଚଳ ବନ୍ଦ ରହିଛି । କଲଭର୍ଟଟି ବିପଦପୂର୍ଣ୍ଣ ଅବସ୍ଥାରେ…

ଗାଡ଼ି ଦାମ୍‌ ୫୬ ହଜାରକୁ ଜରିମାନା ୪୨ ହଜାର ଟଙ୍କା

ଭାଗଲପୁର: ସେପ୍ଟେମ୍ବର୧ ରୁ ମୋଟର ଯାନ ଅଧିନିୟମ ଲାଗୁ ହେବା ପରେ ବିହାର ଭାଗଲପୁର ସହରରେ ସବୁଠାରୁ ବେଶୀ ଜରିମାନା ୧୫ ବର୍ଷ ବୟସ୍କ ଜଣେ ଛାତ୍ରଙ୍କ ଉପରେ ଲଗାଯାଇଛି। ଚାଣକ୍ୟ ବିହାର କଲୋନୀରେ ରହୁଥିବା ଏହି ଛାତ୍ର ତାଙ୍କ ସାଙ୍ଗଙ୍କ…

ଦକ୍ଷତା ବୃଦ୍ଧି କର: ତଥାଗତ

ଭାପୁର,୮।୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ବ୍ଲକ ଅନ୍ତର୍ଗତ ଭାପୁର ନିକଟ କୋଇଲିପଙ୍ଗି ସ୍ଥିତ ଦେବେନ୍ଦ୍ର ଶତପଥୀ ସ୍ମାରକୀ କଲେଜ ପରିସରରେ ରବିବାର ୯୦ ତମ ଦେବେନ୍ଦ୍ର ଶତପଥୀ ଜୟନ୍ତୀ ସମାରୋହ ଓ କଲେଜର ୨୯ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ…

ଭାଙ୍ଗିଲା ଫାପୁଡିଆ ନାଳ ପୋଲ: ଆନନ୍ଦପୁରକୁ ସିଧାସଳଖ ଯୋଗାଯୋଗ ବିଚ୍ଛିନ୍ନ

ଆନନ୍ଦପୁର,୮। ୯(ସ୍ବ.ପ୍ର.)-୨୦ ନଂ ଜାତୀୟ ରାଜପଥର ଆନନ୍ଦପୁର ଠାରୁ ସରେଇ ଗ୍ରାମକୁ ଯୋଗେଯାଗ କରୁଥିବା ରାସ୍ତାର ଫାପୁଡିଆ ନାଳ ଉପରେ ହୋଇଥିବା ପୋଲ ଭୁଶୁଡ଼ି ପଡିଛି। ଶନିବାର ରାତି ପାଖାପାଖି ୧୦ଟା ସମୟରେ ଏହି ପୋଲ ଭୁଶୁଡିଥିବା ଗ୍ରାମବାସୀ କହିଛନ୍ତି। ପୂର୍ବଦିନ…

ବିଦ୍ୟୁତ୍‌ ବିଲ୍‌ ବାବଦ ଟଙ୍କା ସହ ଜରିମାନା ଦେଲେ ଅଧିକାରୀ

ଯମୁନାନଗର: ହରିୟାଣା ଯମୁନାନଗରର ଖବର ଜାଣିଲେ ଆଶ୍ଚର୍ଯ୍ୟ ଲାଗୁଛି। ଯମୁନାନଗର ଏସ୍‌କେ ରୋଡ୍‌ରେ ଥିବା କୃଷ୍ଣା ଉଦ୍ୟୋଗରେ ବିଜୁଳି ସଂଯୋଗ ଦିଆଯାଇଥିଲା ଓ ଏହାକୁ ଏପ୍ରିଲ ୪ , ୧୯୯୪ରେ ଉପଭୋକ୍ତା କାଟି ଦେଇଥିଲେ। ଏହାପରେ ସେ ଆଉ ଏକ ନୂଆ…

ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଫେରାର ଅଭିଯୁକ୍ତ ଗିରଫ

ତିହିଡ଼ି, ୮।୯ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ରାଜନଗର ପଞ୍ଚାୟତ ଅଧୀନ ଚାରିତରଫ ଗ୍ରାମର ସାବିତ୍ରୀ ମହାକୁଡ଼ ନାମ୍ନୀ ଜଣେ ଯୁବତୀଙ୍କୁ ଗତ ମାସ ୨୯ ତାରିଖ ରାତିରେ ବଳାତ୍କାର ପରେ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା।…

ଭିଜିଲାନ୍ସ ଜାଲରେ ଗୋଲାମୁଣ୍ଡା ଥାନା ଏଏସ୍‌ଆଇ

ଭବାନୀପାଟଣା,୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଏଏସ୍‌ଆଇ ରାଜ କପୁର ବେହେରା ରବିବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ଦ୍ୱାରା ଗିରଫ ହୋଇଛନ୍ତି। ଏକ ଜମିଜମା ସମନ୍ଧୀୟ କେସ ସମାଧାନ ପାଇଁ ଡୁଡ଼କେଲ ଗ୍ରାମର ତ୍ରିନାଥ ନାଏକଙ୍କ ଠାରୁ ୧୦…

ବିଜେଡି ଜିଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ: ଫାଇଭ୍‌ ଟି, ସଭ୍ୟ ସଂଗ୍ରହ ଅଭିଯାନ ଉପରେ ଗୁରୁତ୍ୱାରୋପ

ଜଗତ୍‌ସିଂହପୁର ଅଫିସ,୮।୯: ବିଜେଡି ଜିଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ରବିବାର ବୈଠକ ସ୍ଥାନୀୟ ଏକ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଦଳର ଜିଲା ସଭାପତି ଅମରେନ୍ଦ୍ର ଦାସଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଫାଇଭ୍‌ ଟି ଓ ସଭ୍ୟ ସଂଗ୍ରହ ଅଭିଯାନ ଉପରେ…

ଖୁଦୁରୁକୁଣୀ ପୂଜାରେ ଅଘଟଣ: ପୋଖରୀକୁ ବାଲୁକା କରିବାକୁ ଯାଇ ବୁଡିଗଲେ ୬ ଯୁବତୀ

ଜଗତ୍‌ସିଂହପୁର ଅଫିସ,୮।୯: ଜଗତ୍‌ସିଂହପୁର ଜିଲା ସ୍ଥାନୀୟ ପାଟେଣୀ ଗାଁ ପୋଖରୀରେ ବୁଡି ରବିବାର ୬ ଯୁବତୀ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ଶୁଭସ୍ମିତା ସାହୁ(୧୭), ବିଦୁସ୍ମିତା ସାହୁ(୧୨), ଲିପ୍ସାରାଣୀ ସାହୁ(୧୭), ଲକ୍ଷ୍ମୀପ୍ରିୟା ସାହୁ(୧୭), ମଧୁସ୍ମିତା ସାହୁ(୧୭) ଓ ଶୁଭସ୍ମିତା…

ସ୍ବାମୀଙ୍କ ସହ ମୋବାଇଲରେ କଥା ହୋଇ ସାପ ଉପରେ ବସିପଡିଲେ ମହିଳା

ଗୋରଖପୁର,୮।୯: ହରିୟାଣା ଗୋରଖପୁର ରିୟାବ ଗାଁର ଗୀତା ନାମକ ଜଣେ ମହିଳା ମୋବାଇଲ ଫୋନରେ କଥା ହୋଇ ସାପ ଉପରେ ବସି ପଡିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସେ ଅଜାଣତରେ ସାପ ଉପରେ ବସି ପଡିବା ଫଳରେ ସାପ ତାଙ୍କୁ…

ଚନ୍ଦ୍ରଯାନ -୨କୁ ନେଇ ଅନୁଷ୍କା କରିଥିଲେ ଟ୍ବିଟ୍‌, ଏହାର ଉତ୍ତର ରଖିଲେ ମୋଦି

ଭାରତର ‘ଚନ୍ଦ୍ରଯାନ -୨’ ମିଶନ ବିଫଳ ହୋଇଛି। ଲ୍ୟାଣ୍ଡ୍‌ର ବିକ୍ରମ ଚନ୍ଦ୍ରପୃଷ୍ଠକୁ ଛୁଇଁବା ପାଇଁ ୨.୧ କିମି ଦୂରତା ଥିବାବେଳେ ଇସ୍ରୋ ବୈଜ୍ଞାନିକଙ୍କଠାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ଏଥିରେ ସମଗ୍ର ଭାରତବାସୀ ଦୁଃଖ ପ୍ରକାଶ କରିଥିଲେ। ତଥାପି ଇସ୍ରୋ ବୈଜ୍ଞାନିକଙ୍କୁ ପ୍ରଶଂସା…

ଯେଉଁଠି ମୃତକଙ୍କର ହୁଏ ବିବାହ

ବିବାହ ଏକ ଶୁଭ କାର୍ଯ୍ୟ ବୋଲି ବିବେଚନା କରାଯାଏ। ବିବାହକୁ ନେଇ ରହିଛି ଅନେକ ପରମ୍ପରା। କେଉଁଠି ଘୋଡା ଚଢି ତ ପୁଣି କେଉଁଠି ପାଲିଙ୍କି ସବାରୀରେ ବରବଧୂ ବିବାହ ମଣ୍ଡପରେ ଆସି ବିବାହ କରିଥାଆନ୍ତି। ହେଲେ ଉତ୍ତର ପ୍ରଦେଶ ଶାହାଜାହାନପୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?