Home Left

ମୋଦି ସରକାରଙ୍କ ଶହେ ଦିନରେ ଦେଶର ଅର୍ଥ ବ୍ୟବସ୍ଥା ଭୁଶୁଡ଼ି ଯାଇଛି: କପିଲ୍‌ ସିବଲ୍‌

ନୂଆଦିଲ୍ଲୀ,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଶହେ ଦିନ ପୂରଣ ହୋଇଛି। ଏହି ଅବସରରେ କଂଗ୍ରେସ ପକ୍ଷରୁ ବରିଷ୍ଠ ନେତା କପିଲ୍‌ ସିବଲ୍‌ ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ସରକାରଙ୍କ ଶହେ ଦିନ ଶାସନରେ ଦେଶର ଅର୍ଥବ୍ୟବସ୍ଥା…

ଆଫଗାନିସ୍ତାନ ରାଷ୍ଟ୍ରପତି କାର୍ଯ୍ୟାଳୟ ନିକଟରେ ବିସ୍ଫୋରଣ

କାବୁଲ୍‌,୮।୯: ଆଫଗାନିସ୍ତାନରେ ରାଷ୍ଟ୍ରପତି ଅଶରଫ୍‌ ଗନିଙ୍କ କାର୍ଯ୍ୟାଳୟ ନିକଟରେ ରବିବାର ବିସ୍ଫୋରଣ ଘଟିଛି। ନାନଗରହାର ପ୍ରଦେଶର ଜଲାଲାବାଦ୍‌ ଅଞ୍ଚଳରେ ଏହି ବିସ୍ଫୋରଣ ଘଟିଥିବା ସ୍ଥାନୀୟ ପ୍ରଶାସନ କହିଛି। ତେବେ ଗନି ନିଜ କାର୍ଯ୍ୟାଳୟରେ ନ ଥିବା କୁହାଯାଉଛି। ବିସ୍ଫୋରଣ ପରେ ଘଟଣାର…

ହେଲ୍‌ମେଟ୍‌ ନ ପିନ୍ଧିଥିବା କନଷ୍ଟେବଳଙ୍କୁ ଧମକାଇଲେ ଯୁବକ

ପାଟନା,୮।୯: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରେ ପ୍ରାୟ ସବୁରାଜ୍ୟରେ ସାଧାରଣ ଜନତା ମୋଟା ଅଙ୍କର ଜରିମାନ ଦେଉଛନ୍ତି। ଏହା ଫଳରେ ରାସ୍ତାଘାଟ ଜାମ୍‌ ମଧ୍ୟ ହେଉଛି। ପୋଲିସ ଜନତାଙ୍କୁ ସୁରକ୍ଷା ଦୃଷ୍ଟିରୁ ଏହି ନିୟମ ପାଳନ କରୁଥିବା…

ବିମାନର ଜରୁରୀ ଅବତରଣ ସତ୍ତ୍ୱେ ଅସୁସ୍ଥ ଯାତ୍ରୀଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୯(ବ୍ୟୁରୋ): ଚେନ୍ନାଇରୁ କୋଲକାତା ଯାଉଥିବା ସ୍ପାଇସ-୬୨୩ ଜେଟ୍‌ ବିମାନ ରବିବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ଜଣେ ଯାତ୍ରୀଙ୍କ ଅସୁସ୍ଥତା ଯୋଗୁ ବିମାନଟିକୁ ଜରୁରୀ ଅବତରଣ କରାଯାଇଥିବା ସୂଚନା ମିଳିଛି। ସେ ହେଲେ ଅଶୋକ ଶର୍ମା(୪୮)। ସୂଚନାନୁଯାୟୀ, ବିମାନରେ…

ତେଲେଙ୍ଗାନା ରାଜ୍ୟପାଳ ଭାବେ ଶପଥ ନେଲେ ତାମିଲିସାଇ

ହାଇଦ୍ରାବାଦ,୮।୯: ତାମିଲିସାଇ ସୁନ୍ଦରରାଜନ ରବିବାର ତେଲେଙ୍ଗାନା ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି। ପେଶାରେ ତାମିଲିସାଇ ଜଣେ ଡାକ୍ତର ହୋଇଥିବା ବେଳେ ସେ ତେଲେଙ୍ଗାନାର ପ୍ରଥମ ମହିଳା ରାଜ୍ୟପାଳ ହେବେ। ତେବେ ରବିବାର ତେଲେଙ୍ଗାନାର ରାଜ୍ୟପାଳ ଭାବେ ତାମିଲିସାଇଙ୍କୁ ତେଲେଙ୍ଗାନା ହାଇ…

ବଜ୍ରପାତରେ ଜଣେ ମୃତ

ପଦ୍ମପୁର,୮।୯(ଡି.ଏନ୍‌.ଏ.) : ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଜମଳା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଜଏବଲ ଶିଖା (୫୫)। ଶନିବାର ଅପରାହ୍ନରେ ସେ ବିଲକୁ ଗାଈ ଚରାଇବାକୁ ଯାଇ ଫେରି ନ ଥିଲେ। ତେଣୁ ପରିବାର…

ବୈତରଣୀରେ ଜଳସ୍ତର ହ୍ରାସ: ଟଳିଲା ବନ୍ୟା ଆଶଙ୍କା

ଭଣ୍ଡାରିପୋଖରୀ,୮।୯(ଡ଼ି.ଏନ୍‌.ଏ): ଭଦ୍ରକଦେଇ ପ୍ରବାହିତ ବୈତରଣୀ ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବେଶ କରିଥିଲା। ଆଖୁଆପଦାଠାରେ ବିପଦ ସଂକେତ ଅତିକ୍ରମ କରି ରାତି ୧୧ଟା ସୁଦ୍ଧା ଜଳସ୍ତର ୧୮.୧୩ ମିଟର ହୋଇଥିଲା। ଏହା କ୍ରମଶଃ ରାତି ୧୨ଟାରୁ କମିବା ଆରମ୍ଭ ହୋଇ…

ନିଃସର୍ତ୍ତ କ୍ଷମା ମାଗିଲେ କାର୍ତ୍ତିକ

ନୂଆଦିଲ୍ଳୀ,୮।୯(ପି.ଟି.)- ଭାରତୀୟ ଅଭିଜ୍ଞ ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। କିଛି ଦିନ ତଳେ କାରିବିୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ରେ ଏକ ମ୍ୟାଚକୁ ସେ ଶାହରୁଖ ଖାଁଙ୍କ ଦଳ…

ଶବାନାଙ୍କୁ ଧନ୍ୟବାଦ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୮।୯: ବଲିଉଡ୍‌ ଅଭିନେତ୍ରୀ ଶବାନା ଆଜମିଙ୍କୁ ଏଏପି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଧନ୍ୟବାଦ ଦେଇଛନ୍ତି। ଟୁଇଟ୍‌ କରି କେଜରିଓ୍ବାଲ ଡେଙ୍ଗୁ ନିରାକରଣ ଅଭିଯାନରେ ସାମିଲ ହୋଇଥିବାରୁ ଶବାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଶବାନା କହିଛନ୍ତି ପ୍ରତି ରବିବାର ଯଦି…

ରେଙ୍ଗାଳି ଡ୍ୟାମ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

କଣିହାଁ,୮।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ରେଙ୍ଗାଳି ଡ୍ୟାମ୍‌ରୁ ରବିବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେଉଛି। ଡ୍ୟାମ୍‌ର ୭ ନଂ ଗେଟ୍‌ ପୂର୍ବାହ୍ନ ୯ଟାରେ ଖୋଲାଯାଇଛି। ଡ୍ୟାମ୍‌ର ଜଳସ୍ତର ୧୨୨.୮୫ ମିଟର ଥିବାବେଳେ ଉପରମୁଣ୍ଡରୁ ୮୪୩.୨୫ ଘନମିଟର ଜଳ ପ୍ରବେଶ କରୁଛି। ଖୋଲାଯାଇଥିବା…

ହିନ୍ଦୁ କରୁଛନ୍ତି ମସଜିଦ୍‌ର ରକ୍ଷାଣବେକ୍ଷଣ

ପାଟନା,୮।୯: ଦେଶରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ ବିହାର ନାଳନ୍ଦା ଜିଲାର ମାଡ଼ି ଗାଁ ସାମ୍ପ୍ରଦାୟିକ ସଦ୍‌ଭାବର ଏକ ନିଆରା ଉଦାହରଣ ସୃଷ୍ଟି କରିଛି। ଗାଁରେ କୌଣସି ମୁସଲମାନ୍‌ ପରିବାର ନାହାଁନ୍ତି। ପୂର୍ବରୁ ଏଠାରେ ବାସ କରୁଥିବା…

୩ଦିନ ପର୍ଯ୍ୟନ୍ତ ସୁଶାସନର ଶିକ୍ଷା ନେବେ ଯୋଗୀଙ୍କ ମନ୍ତ୍ରୀ

ଲକ୍ଷ୍ନୌ,୮।୯: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରୀମାନେ ଲକ୍ଷ୍ନୌର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ୍‌ ମ୍ୟାନେଜମେଣ୍ଟ(ଆଇଆଇଏମ୍‌)ରେ ରବିବାରଠାରୁ ୩ ଦିନିଆ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏଥିରେ ମନ୍ତ୍ରୀମାନଙ୍କୁ ସୁଶାସନର ପାଠ ପଢାଯିବା ସହ ସାମାଜିକ ଓ ଆର୍ଥିକ ସନ୍ଦର୍ଭ ବିଷୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?