Home Left

ତ୍ୱଚାରେ ଚମକ ଦେବ ଫ୍ରୁଟ୍‌ ମାସ୍କ

ତ୍ୱଚାରେ ଚମକ ଦେବ ଫ୍ରୁଟ୍‌ ମାସ୍କ କଦଳୀରେ ଭିଟାମିନ୍‌ ‘ବି’ ଏବଂ ‘ସି’ ଭରପୂର ମାତ୍ରାରେ ରହିଛି, ଯାହାକି ତ୍ୱଚାର ରଙ୍ଗ ସଫା କରିବା ସହ ତ୍ୱଚାକୁ ଟାଇଟ୍‌ ରଖିବାରେ ସାହାଯ୍ୟ କରିଥାଏ। ଅଳ୍ପ ପାଚିଲା କଦଳୀ ଚକଟାରେ ଏକ ଚାମଚ…

କ୍ରିକେଟ୍‌ ଅଧିନାୟକଙ୍କ ନାଁରେ ସୋସିଆଲ ମିଡିଆରେ ଲେଖିବାରୁ ଡାକ୍ତରଙ୍କ ବଦଳି

ଢାକା, ୨।୭: ବାଲାଂଦେଶ କ୍ରିକେଟ ଦଳର ଅଧିନାୟକ ମାଶ୍ରାଫି ମୋର୍ତ୍ତାଜାଙ୍କ ବିରୋଧରେ ଲେଖିବାରୁ ଜଣେ ଜଣାଶୁଣା ଡାକ୍ତରଙ୍କୁ ଏକ ଦୁର୍ଗମ ଅଞ୍ଚଳକୁ ବଦଳି କରାଯାଇଛି। ଶିଶୁ କ୍ୟାନସର ବିଶେଷଜ୍ଞ ଥିବା ରିଜାଉଲ କରିମ ମାଶ୍ରାଫିଙ୍କ ନାଁରେ ଏଭଳି ଅଭିଯୋଗ ଆଣିଛନ୍ତି। ଯେଉଁ…

ପ୍ରଶ୍ନକାଳରେ ବିରୋଧୀ ଦଳ ନେତା, ଉପନେତା, ମୁଖ୍ୟ ସଚେତକ ଅନୁପସ୍ଥିତ

ଭୁବନେଶ୍ୱର,୨।୭(ବ୍ୟୁରୋ) ଗୃହରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ମାଧ୍ୟମରେ ଆଲୋଚନା ହୋଇଥାଏ। ଏହି ସମୟରେ ବିରୋଧୀ ଦଳର ମୁଖ୍ୟ ଭୂମିକା ରହିଥାଏ। ତେବେ ଦୁଇଦିନ ଧରି ଗୃହ ବନ୍ଦ ହେବା ପରେ ସୋମବାର ଖୋଲିଥିଲା। ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ…

ଆନ୍ତଃରାଜ୍ୟ ନିଶା ବ୍ୟବସାୟୀ ଗିରଫ

କଟକ ରୋଡ,୨।୭(ଡି.ଏନ୍‌.ଏ.): ସ୍ମାର୍ଟସିଟିରେ ବେଧଡକ ଚାଲିଛି ନିଶା କାରବାର। ଜ୍ୱାଇଁଙ୍କ ଭଡାଘରେ ରହି ଶ୍ୱଶୁର ନିଶାଦ୍ରବ୍ୟ ଚାଲାଣ କରୁଥିବା ଅଭିଯୋଗରେ ସୋମବାର ଭୁବନେଶ୍ୱର ମୋବାଇଲ ସ୍କ୍ବାଡ ଓ ଖୋର୍ଦ୍ଧା ଜିଲା ଅବକାରୀ ଟିମ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

୨ଲକ୍ଷ ୮୫ ହଜାର ଟଙ୍କା ସହ ସୁନା ଅଳଙ୍କାର ଚୋରି, ସନ୍ଧାନୀ କୁକୁର ସହାୟତାରେ ତନାଘନା

ଅନୁଗୋଳ ଅଫିସ, ୨।୭: ଅନୁଗୋଳ ଥାନା ଅନ୍ତର୍ଗତ ଜରସିଂହାଠାରେ ସୋମବାର ବିଳମ୍ବିତ ରାତିରେ ଘନଶ୍ୟାମ ସାହୁଙ୍କ ଘରୁ ଚୋରି ହୋଇଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ସପରିବାର ରାତିରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଘର ତାଲା ଭାଙ୍ଗି ବିଭିନ୍ନ ସାମଗ୍ରୀ…

ମେଦବହୁଳତା ନିୟନ୍ତ୍ରଣ ଲାଗି ସଚେତନତା ଜରୁରୀ

ମେଦବହୁଳତା ଯୋଗୁ ବର୍ତ୍ତମାନ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଉଛି। ଏହି ସମସ୍ୟାଠାରୁ ଯୁବବର୍ଗ ମଧ୍ୟ ବର୍ତ୍ତି ନାହାନ୍ତି। ସାରା ବିଶ୍ୱରେ ମେଦବହୁଳ ରୋଗୀଙ୍କ ସଂଖ୍ୟା ଦ୍ରୁତଗତିରେ ବଢୁଥିବା ବେଳେ ଭାରତ ଏହି କ୍ଷେତ୍ରରେ ଦ୍ୱିତୀୟ ଦେଶ। ମେଦବହୁଳତାରୁ ମୁକ୍ତି ପାଇଁ ବିଭିନ୍ନ…

ଓଡ଼ଗାଁ ତହସିଲ ହରିଡ଼ାବନ୍ଧ ଗ୍ରାମରେ ଅଗ୍ନିକାଣ୍ଡ: ୮ ବଖରା ପୋଡିଗଲା, ୨ ବଳଦ ଜୀବନ୍ତ ଦଗ୍ଧ

ଓଡ଼ଗାଁ,୨ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ତହସିଲ ଅନ୍ତର୍ଗତ ହରିଡ଼ାବନ୍ଧ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୪ ପରିବାରଙ୍କ ୮ ବଖରା ଜଳିଯାଇଛି ା ରାତିସାରା ବର୍ଷା ହେଉଥିବା ବେଳେ ବିଦ୍ୟୁତ୍‌ ଶର୍ଟସର୍କିଟରୁ ଗୁହାଳ ଘରେ ନିଆଁ ଲାଗି ଚାରିଆଡ଼କୁ…

ଆଫଗାନୀସ୍ତାନରୁ ଆମେରିକା ସୈନ୍ୟ ହଟିବେ;ଗୋଇନ୍ଦା ବିଭାଗ ପୂର୍ବ ଭଳି ଜାରି ରଖିବ କାର୍ଯ୍ୟ: ଟ୍ରମ୍ପ୍‌

ଓ୍ବାଶିଂଟନ,୨।୭: ତାଲିବାନ୍‌ ଏବଂ ଆମେରିକା ମଧ୍ୟରେ ଶାନ୍ତି ପ୍ରୟାସ ଜାରି ରହିଛି। ଏହା ଅନ୍ତର୍ଗତ ଆମେରିକା ଆଫଗାନୀସ୍ତାନରୁ ସୈନ୍ୟ ହଟାଇବା ପାଇଁ ଯୋଜନା କରିଛି। ତେବେ ଆମେରିକା ଗୋଇନ୍ଦା ବିଭାଗ ପୂର୍ବଭଳି ଆଫଗାନୀସ୍ତାନରେ କାର୍ଯ୍ୟ ଜାରି ରଖିବ ବୋଲି ରାଷ୍ଟ୍ରପ୍ରତି ଡୋନାଲ୍ଡ…

ଲୟୋଲା ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା ଦ୍ୱାୟିତ୍ୱବାନ ନାଗରିକ ହେବାକୁ ପରାମର୍ଶ

ଭୁବନେଶ୍ୱର, ୨।୭(ବ୍ୟୁରୋ) ଲୟୋଲା ସ୍କୁଲ ପକ୍ଷରୁ ସୋମବାର ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲରେ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଛାତ୍ରଙ୍କୁ ମେଡାଲ ଓ ସାର୍ଟିଫିକେଟ୍‌ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଛି।…

ବିଧାନସଭାରେ ଉଠିଲା କଟକ ସିଟି ହସ୍ପିଟାଲ ସମସ୍ୟା

କଟକ ଅଫିସ, ୨।୭: ସୋମବାର ବିଧାନସଭା ଅଧିବେଶନ କାଳରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ କଟକ ସିଟି ହସ୍ପିଟାଲରେ ଡାକ୍ତର ଓ କର୍ମଚାରୀ ଅଭାବ ସମସ୍ୟା ଉଠାଇଥିଲେ। ଖାଲି ପଡିଥିବା ପଦବୀ କେବେ ପୂରଣ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଠାରୁ ସ୍ପଷ୍ଟିକରଣ…

ପାକିସ୍ତାନରେ ଭାଇରାଲ ହେଉଛି ସିଦ୍ଧୁଙ୍କ ନକଲି ଫଟୋ

ଇସ୍‌ଲାମାବାଦ,୨।୭: କଂଗ୍ରେସ ନେତା ତଥା ପଞ୍ଜାବ ସରକାରରେ ମନ୍ତ୍ରୀ ଥିବା ପୂର୍ବତନ ଭାରତୀୟ କ୍ରିକେଟର ନବଜୋତ ସିଂ ସିଦ୍ଧୁଙ୍କର ଏକ ନକଲି ଫଟୋ ଏବେ ପାକିସ୍ତାନରେ ଭାଇରାଲ ହେବାରେ ଲାଗିଛି। ସବୁବେଳେ ଚର୍ଚ୍ଚାରେ ଥିବା ସିଦ୍ଧୁ ଏବେ ଏକ ଭିନ୍ନ ପଗଡି…

ମୁମ୍ବାଇରେ ଓଡ଼ିଶା ପର୍ଯ୍ୟଟନର ରୋଡ୍‌ ଶୋ’

ଭୁବନେଶ୍ୱର,୨।୭(ବ୍ୟୁରୋ): ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ ଓଡ଼ିଶାକୁ ଧ୍ୱଂସବିଧ୍ୱସ୍ତ କରିଦେଇଥିଲେ ମଧ୍ୟ ରାଜ୍ୟ ବହୁଶୀଘ୍ର ଏହି ପ୍ରାକୃତିକ ବିପର୍ଯ୍ୟୟ ଜନିତ ସ୍ଥିତିରୁ ନିଜକୁ ବାହାର କରିପାରିଛି। ମାତ୍ର ୨ମାସ ମଧ୍ୟରେ ଓଡ଼ିଶା ନିଜକୁ ପୁନଃପ୍ରତିଷ୍ଠା କରି ଆସନ୍ତା ଜୁଲାଇ ୪ରୁ ୧୨ ତାରିଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri