Home Left

ପୁଷ୍ଟି ବଗିଚା ସମ୍ପର୍କିତ କର୍ମଶାଳା

ଜି.ଉଦୟଗିରି,୮ା୯(ଡି.ଏନ.ଏ.): ଜି.ଉଦୟଗିରିର ସମନ୍ବିତଠାରେ ଓଡ଼ିଶା ଜୀବନ ଜୀବିକା ମିଶନ କନ୍ଧମାଳ ପକ୍ଷରୁ ପୁଷ୍ଟି ବଗିଚା ସମ୍ପର୍କିତ ୩ ଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କନ୍ଧମାଳ ଜିଲା ଜୀବିକା ମିଶନର ପ୍ରକଳ୍ପ ମ୍ୟାନେଜର ସନ୍ତୋଷ କୁମାର ରଥ, ସମନ୍ବିତର ପ୍ରକଳ୍ପ ନିର୍ଦ୍ଦେଶକ ନିରଞ୍ଜନ…

ଜଳ ବନ୍ଦିରେ ଶକ୍ତିନଗର ବାସିନ୍ଦା : ୨୦ ବର୍ଷ ପରେ ବି ନିର୍ମାଣ ହୋଇନି ଡ୍ରେନ

ବ୍ରହ୍ମପୁର ଅଫିସ୍‌,୮ା୯-ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ହୋଇଥିବା ଲଗାଣ ବର୍ଷାରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳ ପ୍ରଭାବିତ ହୋଇଛି । ଏଥିରୁ ବାଦ ପଡିନି ସହରତଳି ଅଞ୍ଚଳ । ଲୋଚାପଡା ପଞ୍ଚାୟତ ଓ କୁକୁଡାଖଣ୍ଡି ବ୍ଲକ…

ଆଶେସ ଚତୁର୍ଥ ଟେଷ୍ଟ: ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ମାଞ୍ଚେଷ୍ଟର, ୮।୯- ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ଆଶେସ ଟେଷ୍ଟ ନିର୍ଣ୍ଣାୟକ ମୋଡରେ ପହଞ୍ଚିଛି। ବୋଲିଂ ଓ ବ୍ୟାଟିଂରେ ଦମ୍‌ଦାର ପ୍ରଦର୍ଶନ କରି ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼ କରିଛି। ଟସ୍‌ ଜିତି…

ସମସ୍ୟା ଘେରରେ ଶିଶୁ ଓ୍ବାର୍ଡ

କେନ୍ଦୁଝର, ୮ା୯ (ସ୍ବ.ପ୍ର.)- ଶିଶୁଙ୍କୁ ଉନ୍ନତ ଚିକିତ୍ସା, ସୁବିଧା ଯୋଗାଇ ଦେବା ଲାଗି କେନ୍ଦୁଝର ଜିଲା ମୁଖ୍ୟ ଚିକତ୍ସାଳୟରେ ଥିବା ୩୦ ଶଯ୍ୟା ବିଶିଷ୍ଟ ଶିଶୁ ଓ୍ବାର୍ଡରେ ବିଭିନ୍ନ ଅବ୍ୟବସ୍ଥା ଲାଗି ରହିଛି। କେତେବେଳେ ପିଇବା ପାଣି ସମସ୍ୟା ତ ଆଉ…

ବିଦ୍ୟୁତ୍‌ କେବୁଲ ପାଇଁ ମାଟି ଖୋଳା ଫାଟିଲା ପାଣିପାଇପ୍‌ : ଯୋଡ଼ା ସହରରେ ୩ ଦିନ ଧରି ଜଳ ଯୋଗାଣ ବନ୍ଦ

ଯୋଡ଼ା, ୮।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହରରେ ଟାଟା କମ୍ପାନୀ ପକ୍ଷରୁ ବିଦ୍ୟୁତ୍‌ କେବୁଲ ସଂଯୋଗ ପାଇଁ ମାଟି ଖୋଳାଯାଉଥିବାବେଳେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଛା ଯାଇଥିବା ପାଣି ପାଇପ୍‌ ଫାଟି ଯାଇଛି। ଫଳରେ ଗତ ୩ଦିନ ହେବ ସହରବାସୀ ପାନୀୟଜଳ…

ପ୍ରକୃତି ବନ୍ଧୁ ବିଦ୍ୟାଳୟ

ଭଦ୍ରକ ସହର ଉପକଣ୍ଠ ତ୍ରିଶଳପୁରଠାରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅନ୍ୟମାନଙ୍କ ପାଇଁ ପାଲଟିଛି ଏକ ଆଦର୍ଶ ଶିକ୍ଷାନୁଷ୍ଠାନ। ସ୍କୁଲ ହତା ମଧ୍ୟରେ ସୁନ୍ଦର ଘାସଗାଲିଚା ସହ ଫୁଲ ବଗିଚା ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି। ପ୍ରାୟ ୨୫ରୁ ଊର୍ଦ୍ଧ୍ୱ ପ୍ରକାର…

ନକଲି ମଦ କାରଖାନା ଠାବ, ୪ ଅଟକ

ଦିଗପହଣ୍ଡି,୭ା୯(ଡି.ଏନ୍‌.ଏ.)- ଦିଗପହଣ୍ଡି ପୋଲିସ ଶନିବାର ରାତି ପ୍ରାୟ ସାଢ଼େ ୯ଟାରେ କୈଠଖଣ୍ଡି ପଞ୍ଚାୟତ ବିରପାଟଣା ଗ୍ରାମ ନିକଟ ଏକ କୁକୁଡ଼ା ଫାର୍ମ ଭିତରେ ଚାଲିଥିବା ନକଲି ବିଦେଶୀ ମଦ କାରଖାନା ଉପରେ ଚଢାଉ କରିଛି। ଏଠାରୁ ବିପୁଳ ପରିମାଣର ହାତ ରନ୍ଧା…

ଖୋଜାପଲ୍ଲୀରେ ଗୁଳିମାଡ଼, କାରଣ ଅସ୍ପଷ୍ଟ

ଖଲ୍ଲିକୋଟ,୭।୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରେ ଶନିବାର ସନ୍ଧ୍ୟାରେ ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଛି। ଏଥିରେ ଗ୍ରାମର ନୀଳକଣ୍ଠ ପରିଡ଼ା (୩୬) ଗୁରୁତର ଆହତ ହୋଇଛନ୍ତି। ନୀଳକଣ୍ଠ ସନ୍ଧ୍ୟା ପ୍ରାୟ ୭ଟାରେ ଗଁା ଦାଣ୍ଡରେ ଛିଡା ହୋଇଥିଲେ। ବାଇକରେ…

ଆମିକସ୍‌ କ୍ୟୁରିଙ୍କୁ ୪୦ ପୃଷ୍ଠାର ପରାମର୍ଶପତ୍ର ଦେଲେ ଶଙ୍କରାଚାର୍ଯ୍ୟ 

ପୁରୀ ଅଫିସ, ୭ା୯: ଆମିକସ୍‌ କ୍ୟୁରି ରଞ୍ଜିତ କୁମାର ଏବଂ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଶନିବାର ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ଶ୍ରୀମନ୍ଦିର ପରମ୍ପରା, ସଂସ୍କୃତି, ପରିଚାଳନା ଆଦି…

ମନ୍ଦିରରୁ ମା’ଙ୍କ ସୁନାଆଖି ଚୋରି

କଟକ ଅଫିସ, ୭ା୯- ବାଦାମବାଡି ଥାନା ଅନ୍ତର୍ଗତ ଖାନ୍‌ନଗର ଗ୍ରାମଦେବତୀ ରଣାମାଙ୍କ ମନ୍ଦିରୁ ଶନିବାର ଚୋରି ହୋଇଛି। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା(ନଂ.୨୦୨/୧୯) ରୁଜୁ କରି ତଦନ୍ତ ଚଳାଇଛି। ଏଥିସହ ପାଖ…

ଓଡ଼ିଶା ପୋଲିସର ୩୫୩ ଏଏସ୍‌ଆଇଙ୍କୁ ପଦୋନ୍ନତି

କଟକ ଅଫିସ, ୭ା୯- ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟରତ ୩୫୩ ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର(ଏଏସ୍‌ଆଇ)ଙ୍କୁ ଇନ୍ସପେକ୍ଟର ପଦବୀକୁ ପଦୋନ୍ନତି କରାଯାଇଛି। ଶନିବାର ଏ ନେଇ ରାଜ୍ୟ ପୋଲିସ ମୁଖ୍ୟାଳୟରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଡିଜିପି ବିଜୟ କୁମାର ଶର୍ମାଙ୍କ…

ନିଅଁ ଖୋଳା ଗାତରେ ପଡ଼ି ଦେଢ଼ବର୍ଷର ଶିଶୁମୃତ

କାମାକ୍ଷାନଗର,୭।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କେରଜୋଳି ଗ୍ରାମରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଘର ନିର୍ମାଣ ପାଇଁ ଖେଳାଯାଇଥିବା ନିଅଁ ଗାତରେ ପଡ଼ି ଜଣେ ଦେଢ଼ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁନା ପଲେଇଙ୍କ ଝିଅ ପ୍ରିୟସିନି। ଅପରାହ୍ନରେ ପ୍ରିୟସିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?