ଶାସକ ଦଳକୁ ବିଷ୍ଣୁ, ସୁରେଶଙ୍କ ସମାଲୋଚନା
ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିସାରିଛନ୍ତି। ଏହା ଉପରେ ସୋମବାରଠାରୁ ବିଧାନସଭାରେ ଆଲୋଚନା ଆରମ୍ଭ ହୋଇଛି। ଅଧିବେଶନର ଦ୍ୱିତୀୟାର୍ଦ୍ଧରେ ବିଭିନ୍ନ ସ୍ଥାୟୀ କମିଟି ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ନାମ ଘୋଷଣା ପରେ ବିରୋଧୀ ଦଳ…
‘ବାତ୍ୟା ଘରଭଙ୍ଗା ସର୍ଭେରେ ଜାଲିଆତି ହୋଇଛି’
ଭୁବନେଶ୍ୱର,୨।୭(ବ୍ୟୁରୋ): ଗତ ମେ’ ୩ ତାରିଖରେ ହୋଇଥିବା ବାତ୍ୟା ଫନୀକୁ ନେଇ ବିଧାନସଭାରେ ବିରୋଧୀ ଶାସକ ଦଳକୁ ହଲାପଟ ା କରିଛନ୍ତି। ପୁରୀ ଜିଲାର ବହୁ ବାତ୍ୟା ବିପନ୍ନଙ୍କ ଘରକୁ ବିଦ୍ୟୁତ୍ ପହଞ୍ଚି ପାରିଲାନାହିଁ। ଲୋକମାନଙ୍କ ଧନୀସମ୍ପତି ଉଜୁଡିଯାଇଛି। ଏ ପର୍ଯ୍ୟନ୍ତ…
ଅନ୍ତିମ ସଂସ୍କାର ପରେ ହେବନି ଶ୍ରାଦ୍ଧ ଭୋଜି: ଅମାନ୍ୟ କଲେ ହେବେ ବାସନ୍ଦ
ଜୟପୁର,୨।୭: ସମାଜରେ ପ୍ରଚଳିତ ଅନ୍ତିମ ସଂସ୍କାର ପରବର୍ତ୍ତୀ ଶ୍ରାଦ୍ଧ ଭୋଜିକୁ ରାଜସ୍ଥାନର ଅକେଲା ଗାଁର ରାଜପୁତ ସମାଜ ରୋକ ଲଗାଇଛନ୍ତି। ଏହାଦ୍ୱାରା କେତେକଙ୍କ ଆର୍ଥିକ ସ୍ଥିତି ଖରାପ ହେଉଥିବା ରାଜପୁତ ସମାଜ କହିଛି। ଏପରି କୁସଂସ୍କାର ତାଙ୍କ ଗାଁରେ ଏଣିକି କରାଯିବ…
ବିହାରରେ ବଦଳୁଛି ରାଜନୈତିକ ପାଣିପାଗ: ମୋଦିଙ୍କ ପ୍ରଶଂସାରେ ଶତମୁଖ ହେଲା ଆରଜେଡି
ପାଟନା, ୨।୭: ବିହାରରେ ରାଜନୈତିକ ପାଣିପାଗ ଧିରେ ଧିରେ ବଦଳିବାରେ ଲାଗିଛି। ଜେଡିୟୁ ଏବଂ ଭାଜପା ମଧ୍ୟରେ ସୃଷ୍ଟି ହୋଇଥିବା ଫାଟର ଫାଇଦା ଉଠାଇବାକୁ ଚେଷ୍ଟା କରିଛି ଜେଡିୟୁ। ଦଳର ଗୋଟିଏ ପରେ ଗୋଟିଏ ନେତା ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇପଡିଛନ୍ତି।…
ଗୁରୁଦାସପୁରରେ ନିଜର ପ୍ରତିନିଧି ନିଯୁକ୍ତ କଲେ ସନ୍ନି: କଂଗ୍ରେସ କହିଲା ଜନତାଙ୍କୁ ଧୋକା
ଗୁରୁଦାସପୁର,୨।୭:ବଲିଉଡ୍ ଅଭିନେତା ତଥା ଏମ୍ପି ସନ୍ନି ଦେଓଲ ନିଜ ନିର୍ବାଚନ ମଣ୍ଡଳି ଗୁରୁଦାସପୁରରେ ଜଣେ ଲେଖକଙ୍କୁ ନିଜର ପ୍ରତିନିଧି ଭାବେ ନିଯୁକ୍ତ କରିଛନ୍ତି। ଏହାକୁ ନେଇ କଂଗ୍ରେସ କହିଛି ଏହା ସାଧାରଣ ଜନତାଙ୍କ ସହ ଧୋକା। କାରଣ ଲୋକେ ଏମ୍ପି ବାଛିଥିଲେ…
ରସଗୋଲାର ସ୍ବାଦ ଏବଂ ଆକାର ଦ୍ୱାରା ପାଠ ପଢୁଛନ୍ତି ଛାତ୍ରୀ
ଭୋପାଳ,୨।୭: ପାଠ ପଢିବା ପାଇଁ ଖାତା ବହି, ସିଲଟ, କଲମ ଅବା ପେନସିଲ୍ ଆବଶ୍ୟକ ହୋଇଥାଏ। ତେବେ ମଧ୍ୟପ୍ରଦେଶ ଖଣ୍ଡଓ୍ବା ଜିଲାରେ ଥିବା ଏକ ପ୍ରାଥମିକ ସ୍କୁଲରେ ରସଗୋଲାର ସ୍ବାଦ ଏବଂ ଆକାର ଦ୍ୱାରା ଛାତ୍ରୀମାନେ ପାଠ ପଢିବା ଆରମ୍ଭ କରୁଛନ୍ତି।…
ଯାଜପୁର ଜିଲା ବିକାଶର ଓଲଟା ଚିତ୍ର:୧୩୩ ଗ୍ରାମକୁ ସଡ଼କ ନାହିଁ
ଯାଜପୁର ଅଫିସ,୨।୭: ନିର୍ବାଚିତ ପ୍ରତିନିଧିମାନେ ଯାଜପୁରକୁ ବିକଶିତ ଜିଲା ବୋଲି ଡିଣ୍ଡିମ ପିଟୁଛନ୍ତି। କିନ୍ତୁ ଜିଲାର ମୋଟ ୧୭୮୧ ଗ୍ରାମ ମଧ୍ୟରୁ ୧୩୩ଟିକୁ ଅଦ୍ୟାବଧି ସଡ଼କ ସଂଯୋଗ ହୋଇ ନାହିଁ। କେନ୍ଦୁଝର ବିଧାୟକ ମୋହନଚରଣ ମାଝୀଙ୍କ ଦ୍ୱାରା ଉତ୍ଥାପିତ ବିଧାନସଭା ପ୍ରଶ୍ନସଂଖ୍ୟା…
ରାଜ୍ୟରେ ୨୮୫୧ ଡାକ୍ତର ପଦବୀ ଖାଲି
ଭୁବନେଶ୍ୱର, ୨।୭(ବ୍ୟୁରୋ)- ରାଜ୍ୟରେ ବର୍ତ୍ତମାନ ୨୮୫୧ ଡାକ୍ତର ପଦବୀ ଖାଲି ପଡ଼ିଛି। ଏଥିମଧ୍ୟରୁ ମୟୂରଭଞ୍ଜ ଜିଲାରେ ସର୍ବାଧିକ ୧୯୯ଟି ପଦବୀ ରହିଛି। ସେହିଭଳି ଗଞ୍ଜାମରେ ୧୮୯ ଡାକ୍ତର ପଦବୀ ଖାଲି ପଡ଼ିଥିବାବେଳେ ସୁନ୍ଦରଗଡରେ ୧୫୭, କଳାହାଣ୍ଡି ଓ ବାଲେଶ୍ୱରେ ୧୩୨, କୋରାପୁଟରେ…
ରାଜ୍ୟର ଅଧା ଜିଲା ମାଓବାଦୀ ପ୍ରଭାବିତ
ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟର ଅଧା ଜିଲା ମାଓବାଦୀ କାର୍ଯ୍ୟକଳାପ ଦ୍ୱାରା ପ୍ରଭାବିତ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଶ୍ରେଣୀ ବିଭାଗ ଅନୁଯାୟୀ କୋରାପୁଟ ଏବଂ ମାଲକାନଗିରି ଅତ୍ୟନ୍ତ ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ଜିଲା। ସ୍ବରାଷ୍ଟ୍ର ବିଭାଗ ପକ୍ଷରୁ ବିଧାନସଭାରେ ବିଭାଗୀୟ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏହି…
ନିଆଁ ସହ ଖେଳୁଛି ଇରାନ୍: ଟ୍ରମ୍ପ୍ଙ୍କ ଚେତାବନୀ
ଓ୍ବାଶିଂଟନ,୨।୭: ଇରାନ୍ ପରମାଣୁ ଚୁକ୍ତିର ଉଲ୍ଲଂଘନ କରି ନିଆଁ ସହିତ ଖେଳୁଛି ବୋଲି ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ ଚେତାବନୀ ଦେଇଛନ୍ତି। ଇରାନ୍ ସୀମାରେ ୟୁରାନିୟମ ପ୍ରବେଶ କରାଇବା ପାଇଁ ଯୋଜନା ଜାରି ରହିଥିବାରୁ ଏପରି ନ କରିବାକୁ ଟ୍ରମ୍ପ୍ ଚେତାବନୀ ଦେଇଛନ୍ତି।…
ଅମିତ ଶାହଙ୍କୁ ବୋମା ପକାଇ ଉଡାଇ ଦେବାକୁ ଧମକ
ବିଦିଶା, ୨।୭: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି ବୋଲି ମଧ୍ୟପ୍ରଦେଶର ବିଦିଶା ଜିଲାର ଗଞ୍ଜବାସୌଦା ବିଧାୟିକା ଲିନା ଜୈନ ଅଭିଯୋଗ କରିଛନ୍ତି। ତାଙ୍କ ନିକଟକୁ ଆସିଥିବା ଏକ ପତ୍ରରେ ଅମିତ ଶାହଙ୍କ…
ଖସି ପଡିଲା ଯୁଦ୍ଧ ବିମାନ ତେଜସ୍ର ଫୁଏଲ୍ ଟ୍ୟାଙ୍କ
ଚେନ୍ନାଇ,୨।୭: ତାମିଲନାଡୁର ସୁଲୁର ଏୟାର୍ ବେସ୍ ନିକଟରେ ମଙ୍ଗଳବାର ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଏଲ୍ସିଏ ତେଜସର ଫୁଏଲ୍ ଟ୍ୟାଙ୍କ ଖସିପଡିଥିବା ସୂଚନା ମିଳିଛି। ଏହା ଉଡିବା ସମୟରେ ନିକଟରେ ଥିବା ଏକ କ୍ଷେତରେ ଖସି ପଡିଥିଲା। ତେବେ ଏଥିରେ କ୍ଷୟକ୍ଷତି…
Archives


