Home Left

ରୁପା ଅଳଙ୍କାର ଚୋରି ଘଟଣା: ୬ କେଜି ରୁପା ଉଦ୍ଧାର, ୩ ଗିରଫ

ବ୍ରହ୍ମପୁର ଅଫିସ, ୭।୯: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ମାଲସେନାପେଟା ସାହିରେ ଥିବା ଶ୍ରୀସାଇ ରିଫାଇନେରୀ ଏବଂ ରୁପା ଅଳଙ୍କାର ଦୋକାନରୁ ହୋଇଥିବା ଚୋରି ଘଟଣାର ଶନିବାର ପର୍ଦ୍ଦାଫାସ ହୋଇଛି। ପୋଲିସ ଏହି ଘଟଣାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି।…

ଗାଡ଼ି ଯାଞ୍ଚ ନାଁରେ ଚାନ୍ଦା ଆଦାୟ, ପୋଲିସ ଏଏସ୍‌ଆଇ ନିଲମ୍ବିତ

ବ୍ରହ୍ମପୁର ଅଫିସ, ୭।୯: ଟ୍ରାଫିକ ନିୟମ ଅନୁସାରେ ପୋଲିସ ଯାନବାହନଗୁଡ଼ିକର କାଗଜପତ୍ର ଯାଞ୍ଚ କରୁଛି। ହେଲେ ଗାଡ଼ି ଯାଞ୍ଚ ନା’ରେ ଚାନ୍ଦା ଆଦାୟ କରିବା ଏବେ ଜଣେ ଟ୍ରାଫିକ ଏଏସ୍‌ଆଇଙ୍କୁ ମହଙ୍ଗା ପଡିଛି। ଏ ନେଇ ଅଭିଯୋଗ ହେବା ପରେ ବ୍ରହ୍ମପୁର…

୭୬ ଘଣ୍ଟା ଖାଦ୍ୟ ପ୍ରସ୍ତୁତ କରି ରେକର୍ଡ କଲେ ଲତା

ଭୋପାଳ,୭।୯: ମଧ୍ୟ ପ୍ରଦେଶ ରିବା ଅଞ୍ଚରରେ ଥିବା ସେଫ୍‌ ଲତା ଟଣ୍ଡନ ଦୀର୍ଘ ୭୬ ଘଣ୍ଟା ଧରି ରୋଷେଇ କରିବା ସମସ୍ତଙ୍କ ପାଇଁ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ସେ ଏହି ୭୬ଘଣ୍ଟା ମଧ୍ୟରୁ ମାତ୍ର ୪ ଘଣ୍ଟା ବିଶ୍ରାମ ନେଇଥିବା…

ଏସ୍‌ସିବିରେ ଜଗା-କାଳିଆ

କଟକ ଅଫିସ,୭।୯: ଏସ୍‌ସିବିରେ କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ। ଶନିବାର ଅପରାହ୍ନରେ ରାଜଧାନୀ ଏକ୍ସପ୍ରେସ୍‌ ଯୋଗେ କଟକ ଷ୍ଟେଶନରେ ପହଞ୍ଚିବା ପରେ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ଏସ୍‌ସିବିକୁ ନିଆଯାଉଛି। ସେଠାରେ ତାଙ୍କର ଆଗାମୀ ଚିକିତ୍ସା ଚାଲିବ। ସୂଚନାଯୋଗ୍ୟ, କନ୍ଧମାଳର ଯୋଡ଼ାମୁଣ୍ଡ…

ଲଗାଣବର୍ଷା : ତ୍ରୁଟିପୂର୍ଣ୍ଣ ଡ୍ରେନ୍‌ ନିର୍ମାଣ, ଘରେ ପଶିଲା ପାଣି

ଆନନ୍ଦପୁର,୭।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଓ ଏହାର ଆଖପାଖରେ ଲଗାଣବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳ ଜଳମଗ୍ନ ହେବା ସହିତ ଲୋକଙ୍କ ଘରେ ପାଣି ପଶିଯାଇଛି। ଶୁକ୍ରବାର ରାତିରୁ ଶନିବାର ପୂର୍ବାହ୍ନ ପର୍ଯ୍ୟନ୍ତ ବର୍ଷା ଲାଗିରହିଥିଲା। ଫଳରେ ଆନନ୍ଦପୁର କଚେରୀଠାରେ ନବ ନିର୍ମିତ…

ଲିଂଗଲିଂଗ ଝଡ଼ର ପ୍ରଭାବରେ କୋରିଆରେ ବ୍ୟାପକ କ୍ଷତି

ସିଓଲ,୭।୯: ଆମେରିକାର ଫ୍ଲୋରିଡାରେ ସାମୁଦ୍ରିକ ଝଡ଼ ଡୋରିଅନ ପ୍ରଭାବରେ ବ୍ୟାପକ କ୍ଷତି ହୋଇଥିବା ବେଳେ ଏବେ ଲିଙ୍ଗଲିଙ୍ଗ ଝଡ଼ର ପ୍ରଭାବରେ କୋରିଆ ଉପକୂଳରେ ବି ବ୍ୟାପକ କ୍ଷତି ହୋଇଥିବା ଜଣାପଡିଛି। ତେବେ ଲିଙ୍ଗଲିଙ୍ଗ ଝଡ଼ର ପ୍ରଭାବରେ ଖୁବ୍‌ ଜୋରରେ ପବନ ବହୁଥିବାରୁ…

ଘର ଭାଙ୍ଗିଲେ ହାତୀପଲ

ବଡ଼ଗାଁ,୭।୯(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜଙ୍ଗଲକୁ ଆସିଥିବା ୧୮ଟି ହାତୀପଲ କିଛିଦିନର ବ୍ୟବଧାନ ପରେ ପୁଣି ଉପଦ୍ରବ ଆରମ୍ଭ କରିଛନ୍ତି। ଏହି ହାତୀପଲ ଶୁକ୍ରବାର ରାତିରୁ ଜଙ୍ଗଲରୁ ଆସି ଶନିବାର ଭୋର୍‌ ସମୟରେ ଉଦାରମା ଗ୍ରାମର…

ଟ୍ରାଫିକ ନିୟମ କଡ଼ାକଡ଼ି: ମୋହନା ପୋଲିସର ଯାନବାହନ ଯାଞ୍ଚ, ୩୯ ହଜାର ଜରିମାନା ଆଦାୟ

ଚନ୍ଦ୍ରଗିରି, ୭।୯(ଡି.ଏନ୍‌.ଏ.): ଟ୍ରାଫିକ ନିୟମ କଡ଼ାକଡ଼ି ଭାବେ ଲାଗୁହେବା ପରେ ବିଭିନ୍ନ ସ୍ଥାନରେ ପରିବହନ ଓ ପୋଲିସ ବିଭାଗ ପକ୍ଷରୁ ଯାନବାହନ ଯାଞ୍ଚ କରାଯାଉଛି । ଏଭଳି କ୍ରମରେ ଗଜପତି ଜିଲା ମୋହନା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ…

ଏଥର କାଶୀରେ ନିଜର ୬୯ ତମ ଜନ୍ମଦିନ ପାଳିବେ ମୋଦି

ନୂଆଦିଲ୍ଲୀ,୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ତାଙ୍କର ୬୯ ତମ ଜନ୍ମଦିନ ତାଙ୍କ ସଂସଦୀୟ ନିବଚନ ମଣ୍ଡଳୀ ବାରାଣସିର କାଶୀରେ ପାଳନ କରିବେ ବୋଲି ଜଣାପଡିଛି। ୧୭ ଡିସେମ୍ବରରେ ମୋଦି ପ୍ରଥମେ ଗୁଜରାଟରେ ତାଙ୍କ ମା’ଙ୍କ ଆଶୀର୍ବାଦ ନେବା ପରେ…

ପାକିସ୍ତାନରେ ପହଞ୍ଚିଲେ ୧୭ ଜଣିଆ ଆମେରିକା ପ୍ରତିନିଧି ଦଳ

ଇସଲାମାବାଦ୍‌,୭।୯: ପାକିସ୍ତାନରେ ଆମେରିକାର ୧୭ ଜଣିଆ ପ୍ରତିନିଧି ଦଳ ପହଞ୍ଚିଛନ୍ତି। ଶନିବାର ପାକିସ୍ତାନରେ ପହଞ୍ଚିଥିବା ପ୍ରତିନିଧି ଦଳ ଆଫଗାନିସ୍ତାନ ସମସ୍ୟା ନେଇ ପାକିସ୍ତାନ ପ୍ରତିପକ୍ଷଙ୍କ ସହିତ ବିସ୍ତୃତ ଆଲୋଚନା କରିବେ। ୧୮ ବର୍ଷ ଧରି ଆଫଗାନିସ୍ତାନରେ ଚାଲିଥିବା ଗୃହଯୁଦ୍ଧର ଅବସାନ ଘଟାଇବା…

ସୁବର୍ଣ୍ଣପୁରରେ ବନ୍ୟା ସ୍ଥିତି : ବଉରି ଯୋର ଉପରେ ୫ ଫୁଟର ପାଣି, ଯୋଗାଯୋଗ ବିଚ୍ଛିନ୍ନ

ସୋନପୁର,୭।୯(ନି.ପ୍ର.): ଲଗାଣ ବର୍ଷା ଓ ହୀରାକୁଦ ଡ୍ୟାମରୁ ବନ୍ୟାଜଳ ନିଷ୍କାସନ ଯୋଗୁ ସୁବର୍ଣ୍ଣପୁର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଶୁକ୍ରବାର ହୀରାକୁଦ ଡ୍ୟାମ୍‌ର ୧୨ଟି ଗେଟ୍‌ ଖୋଲାଯାଇଥିଲା ବେଳେ ଶନିବାର ୬ଟି ବନ୍ଦ କରାଯାଇଛି। ତେବେ ମହାନଦୀ ଫୁଲି ଉଠିଥିବାରୁ…

ଏବେ ଆକ୍ସନ ଫିଲ୍ମ କରିପାରନ୍ତି ଶାହାରୁଖ

ମୁମ୍ବାଇ: ବଲିଉଡ୍‌ ବାଦ୍‌ଶାହା ଶାହାରୁଖ ଖାଁ କିଛି ଦିନ ହେବ ତାଙ୍କ ପ୍ରଶଂସକଙ୍କଠାରୁ ଦୂରେଇ ରହିଥିଲେ। ଏହାର କାରଣ ବି ଥିଲା। କାରଣ ହେଉଛି ତାଙ୍କ ଅଭିନୀତ ଫିଲ୍ମ ‘ଜିରୋ’ ବଲିଉଡ୍‌ରେ ଭଲ ପ୍ରଦର୍ଶନ କରି ନ ଥିଲା। ଏହାପରେ ଶାହାରୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?