Home Left

ଅଜିତ ଯୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର:ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ,୫।୯: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ସ୍ବାସ୍ଥାବସ୍ଥା ଅଚାନକ ବିଗିଡି ଯାଇଛି। ତାଙ୍କୁ ଗୁରୁଗ୍ରାମର ମେନ୍ଦାତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ କହିବା ମୁତାବକ, ତାଙ୍କୁ ଏବେ ଆଇସିୟୁରେ ରଖାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ବିଳମ୍ବିତ ରାତିରେ ଅଜିତ ଯୋଗୀଙ୍କ ଅଚାନକ…

ପ୍ରତିରକ୍ଷା ଦିବସକୁ ‘କଶ୍ମୀର ସଂହତି ଦିବସ’ ଭାବେ ପାଳନ କରିବ ପାକିସ୍ତାନ

ଇସାଲାମାବାଦ୍‌,୬।୯: ଜମ୍ମୁ-କଶ୍ମୀର ୩୭୦ ଧାରା ଉଠିଯିବା ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ। ଭାରତ ସହ ପରମାଣୁ ଯୁଦ୍ଧ ଧମକ ଦେଉଥିବା ପାକିସ୍ତାନ ଏବେ ନିଜ ଦେଶର ପ୍ରତିରକ୍ଷା ଦିବସକୁ ‘କଶ୍ମୀର ସଂହତି ଦିବସ’ ଭାବେ ପାଳନ କରିବ। ପାକିସ୍ତାନର ଗୃହ…

ନଦୀରେ ଭାସିଗଲେ ବୃଦ୍ଧା: ୨ ଘଣ୍ଟା ପରେ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୬।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କଣ୍ଟେଇଯୋଡ଼ି ନଦୀରେ ଭାସିଯାଇ ଶୁକ୍ରବାର ସକାଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୈଠଡା ପଞ୍ଚାୟତ ଗୁହାଳପୁର ଗାଁର ଗୋବିନ୍ଦ ପ୍ରଧାନଙ୍କ ସ୍ତ୍ରୀ ଜାଡ଼ି । ସୂଚନାଯୋଗ୍ୟ, ଜାଡ଼ି ଜମିରେ କାମ ସାରି…

ବର୍ଷେ ନ ପୂରୁଣୁ କୋଟଗଡ, ତୁମୁଡିବନ୍ଧ ରାସ୍ତା ଶୋଚନୀୟ: ଯାତାୟାତ ବାଧାପ୍ରାପ୍ତ

କୋଟଗଡ଼,୬।୯(ଡି.ଏନ୍‌.ଏ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକଠାରୁ୧୫ କି.ମି ତୁମୁଡିବନ୍ଧ ପର୍ଯ୍ୟନ୍ତ ୫ ନଂ. ରାଜ୍ୟ ରାଜପଥ କାମ ହେବାର ବର୍ଷେ ପୂରିନି। ହେଲେ ରାସ୍ତାରୁ ପିଚୁ ଉଠି ଖାଲଖମାରେ ପରିଣତ ହେଲାଣି। ଭାରିଯାନ ଯିବାଆସିବା ଦ୍ବାରା ରାସ୍ତାରେ ଗାତ ସୃଷ୍ଟି ହେବା…

ଆପ୍‌ରୁ ଇସ୍ତଫା ଦେଲେ ଅଳକା ଲାମ୍ବା, କଂଗ୍ରେସରେ ଯୋଗ ଦେଇପାରନ୍ତି

ନୂଆଦିଲ୍ଲୀ: ଦିଲ୍ଲୀରେ କ୍ଷମତାସୀନ ଆମ ଆଦମୀ ପାର୍ଟି (ଆପ୍‌)ର ବିଦ୍ରୋହୀ ବିଧାୟକ ଅଳକା ଲାମ୍ବା ଶେଷରେ ଦଳରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସକାଳୁ ସେ ଟୁଇଟ୍‌ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ଆପ୍‌ରୁ ବିଦାୟ ନେବାର ସମୟ ଆସିଯାଇଛି।…

କଂଗ୍ରେସ ନେତାଙ୍କୁ ସୋନିଆଙ୍କ ନିର୍ଦ୍ଦେଶ:ମତଭେଦ ଭୁଲି ବୟାନ ଦେବାରୁ ବିରତ ରୁହନ୍ତୁ

ନୂଆଦିଲ୍ଲୀ, ୬।୯: ମଧ୍ୟ ପ୍ରଦେଶରେ କଂଗ୍ରେସରେ ଲାଗି ରହିଥିବା ମଦଭେଦକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତିତ ଅଛନ୍ତି। ସମସ୍ତ ମତଭେଦ ଭୁଲି ସାର୍ବଜନୀନ ବୟାନ ଦେବାରୁ ବିରତ ରହିବାକୁ ସେ କଂଗ୍ରେସ ନେତାମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଧ୍ୟପ୍ରଦେଶରେ ଗତ…

ଜେଲ୍‌ ଯିବା ପୂର୍ବରୁ ଚିଦାମ୍ବରମ୍‌ଙ୍କୁ ଘାରିଲା ଭାରତର ଅର୍ଥନୀତି ଚିନ୍ତା

ନୂଆଦିଲ୍ଲୀ,୬।୯: ଆଇଏନଏକ୍ସ ମିଡିଆ ମାମଲାରେ ଗିରଫ ଚିଦାମ୍ବରମଙ୍କୁ ଶେଷରେ କୋର୍ଟ ତିହାର ଜେଲକୁ ପଠାଇ ଦେଇଛନ୍ତି। ସେ ଦୀର୍ଘ ୧୪ ଦିନ କାଳ ଅର୍ଥାତ ସେପ୍ଟେମ୍ବର ୧୯ ଯାଏ ତିହାର ଜେଲରେ ରହିବେ। ତିହାର୍‌ ଜେଲ୍‌ ଯିବା ପୂର୍ବରୁ ଚିଦାମ୍ବରମ୍‌ କେବଳ…

ନୂଆ ମୋଟର ଯାନ ଆଇନ : ଘାରିଲା ଭୟ, ବଢ଼ିଲା ଭିଡ଼

ଭୁବନେଶ୍ୱର, ୬।୯(ବ୍ୟୁରୋ) : ନୂଆ ମୋଟର ଆଇନ-୨୦୧୯ ସେପ୍ଟେମ୍ବର ୧ରୁ ସାରା ଦେଶରେ ଲାଗୁ ହୋଇଛି। ଓଡ଼ିଶାରେ ଚେକିଂ, ବ୍ଲକିଂ ଓ ଗାଡ଼ି ଧରାପଗଡ଼କୁ ଜୋର୍‌ଦାର କରାଯାଇଛି। ଟ୍ରାଫିକ ପୋଲିସ ଓ ଆର୍‌ଟିଓ ପକ୍ଷରୁ କାଗଜପତ୍ର ଯାଞ୍ଚ କଡାକଡି କରାଯିବା ସହ…

ଝିଅ ବୁଲେଟ ଚଢିବାରୁ ପିତାଙ୍କୁ ଗୁଳିମାଡ

ନୋଏଡା, ୬।୯: ଉତ୍ତର ପ୍ରଦେଶର ନୋଏଡା ଏକ ଅଭାବନୀୟ ଘଟଣା ଘଟିଛି। ଝିଅ ବୁଲେଟ୍‌ ଚଢିବାରୁ କିଛି ଦୁର୍ବୃତ୍ତ ତାଙ୍କ ପିତାଙ୍କୁ ଗୁଳି ମାରିଛନ୍ତି। ପୋଲିସ ଏହି ଘଟଣାରେ ଦୁଇ ଜଣଙ୍କ ନାଁରେ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ, ଗ୍ରେଟର ନୋଏଡାର…

ପୋଲିଓ ବୁନ୍ଦା ଖାଇ ଶିଶୁକନ୍ୟା ମୃତ୍ୟୁ ଅଭିଯୋଗ : ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ପରିବାର ଲୋକଙ୍କ ଧାରଣା

ବ୍ରହ୍ମଗିରି,୬।୯(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ବୁଧବାର ପୋଲିଓ ବୁନ୍ଦା ଖାଇ ଅଢେଇ ମାସର ଶିଶୁକନ୍ୟା ପ୍ରିୟଙ୍କା ବିଶ୍ବାଳ ଅସୁସ୍ଥ ହୋଇ ପଡ଼ିଥିଲେ। ତେବେ ଗୁରୁବାର ରାତିରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ପରିବାର ଲୋକେ ପୋଲିଓ…

ଉପକୂଳ ଅଞ୍ଚଳରେ ସୁରକ୍ଷା ଢିଲା : ବିପଦକୁ ଆମନ୍ତ୍ରଣ କରୁଛି ମେରାଇନ୍‌ ପୋଲିସରେ ଅବ୍ୟବସ୍ଥା

ଭୁବନେଶ୍ୱର,୬।୯ : କେନ୍ଦ୍ର ସରକାର ଜମ୍ମୁକାଶ୍ମୀରରୁ ଧାରା ୩୭୦ ଓ ୩୫-ଏ ହଟାଇବା ପରେ ବିଶେଷଭାବେ ପ୍ରତିକ୍ରୀୟାଶୀଳ ହୋଇ ଉଠିଛି ପଡୋଶୀ ରାଷ୍ଟ୍ର ପାକିସ୍ତାନ। ପାକିସ୍ତାନ ସରକାର,ସେନା, ଗୁଇନ୍ଦା ସଂସ୍ଥା (ଆଇଏସ୍‌ଆଇ) ଓ ପାକିସ୍ଥାନ ଅଧିକୃତ କାଶ୍ମୀର(ପିଓକେ)ରେ ସକ୍ରିୟ ଥିବା ଜୈସ୍‌-ଇ-ଅହମ୍ମଦ,…

ହାତୀ ଆକ୍ରମଣରେ ୩ ଗୁରୁତର

ବନ୍ତଳା,୬।୯(ଡି.ଏନ.ଏ.): ଅନୁଗୋଳ ରେଞ୍ଜ କରତପଟା ବିଟ୍‌ ଅଧୀନ କଇରିଆମ୍ବ ଗ୍ରାମରେ ଗୁରୁବାର ସକାଳେ ଏକ ଦନ୍ତା ହାତୀ ଆକ୍ରମଣରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ପ୍ରଶ୍ନ ସାହୁ(୬୦) ତାଙ୍କ ସ୍ତ୍ରୀ କିରଣ ସାହୁ(୫୨) ସାନ ଝିଅ ଯଶୋଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?