ବ୍ୟାନ୍ ହେବନି ପେଟ୍ରୋଲ, ଡିଜେଲ କାର୍:ଗଡ଼କରୀ
ନୂଆଦିଲ୍ଲୀ,୬-୯: ସଙ୍କଟରେ ଥିବା ଅଟୋ ସେକ୍ଟରକୁ ସାନ୍ତ୍ୱନା ଦେଇ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର କହିଛନ୍ତି ଯେ, ମାନ୍ଦାବସ୍ଥାରୁ ବାହାରି ଆସିବା ଲାଗି ସରକାର ଏହି ସେକ୍ଟରକୁ ଯଥାସମ୍ଭବ ସହାୟତା କରିବେ। ଅଟୋ ସେକ୍ଟରରେ ଲାଗୁ ହୋଇଥିବା ଜିଏସ୍ଟି ହାର ହ୍ରାସ…
ଦେଶର ୧୬୦୦ ସହରରେ ଜିଓ ବ୍ରଡବ୍ୟାଣ୍ଡ ସେବା
ନୂଆଦିଲ୍ଲୀ, ୬-୯: ଡାଟା ସେବା ପ୍ରଦାନ କ୍ଷେତ୍ରରେ ପ୍ରମୁଖ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ବହୁ ପ୍ରତିକ୍ଷିତ ବ୍ରଡବ୍ୟାଣ୍ଡ ସେବା ଗୁରୁବାର ଆରମ୍ଭ ହୋଇଛି। ସାରା ଦେଶର ୧୬୦୦ ସହରରେ ଏହି ସେବାକୁ କମ୍ପାନୀ ଉନ୍ମୋଚନ କରିଛି। କମ୍ପାନୀ ପ୍ରାଥମିକ ପର୍ଯ୍ୟାୟରେ…
ବେକାରି ୩ ବର୍ଷର ସର୍ବୋଚ୍ଚ ସ୍ତରରେ
ନୂଆଦିଲ୍ଲୀ,୬-୯: ଜିଡିପି ସମେତ ଅନ୍ୟ ଆର୍ଥିକ ତଥ୍ୟ କାରଣରୁ ବିରୋଧୀ ଦଳଗୁଡ଼ିକ ସମାଲୋଚନାର ଶିକାର ହେଉଥିବା ମୋଦି ସରକାରଙ୍କୁ ଆଉ ଏକ ଅଡୁଆ ପରିସ୍ଥିତିର ସାମ୍ନା କରିବାକୁ ପଡିବ। ସେଣ୍ଟର ଫର୍ ମନିଟରିଂ ଇଣ୍ଡିଆନ ଇକୋନୋମୀ(ସିଏମ୍ଆଇଇ) ପକ୍ଷରୁ ଦେଶର ନିଯୁକ୍ତି ସଂକ୍ରାନ୍ତ…
ଭତ୍ତା ଅପେକ୍ଷାରେ କୁନି
ଜେନାପୁର,୬ା୯(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ରାଇଛନ୍ଦା ପଞ୍ଚାୟତ ଅଧୀନ ରାଇଛନ୍ଦା ଗ୍ରାମର କୁନ ପ୍ରଧାନ (୬୮) ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ବାରମ୍ବାର ସ୍ଥାନୀୟ ପଞ୍ଚୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଲକ କର୍ଯ୍ୟାଳୟରେ ଅଭିଯୋଗ କରି ମଧ୍ୟ…
ଫେସ୍ବୁକ୍ର ୪୧.୯ କୋଟି ୟୁଜରଙ୍କ ଫୋନ୍ ନମ୍ବର ଲିକ୍
ନୂଆଦିଲ୍ଲୀ,୬-୯: ସୋସିଆଲ ମିଡିଆ କମ୍ପାନୀ ଫେସ୍ବୁକ୍ର ୪୧.୯ କୋଟି ୟୁଜରଙ୍କ ଫୋନ୍ ନମ୍ବର ଡାଟା ଲିକ୍ ହୋଇଯାଇଛି ବୋଲି ଆମେରିକା ମିଡିଆରେ ଜାରି ଏକ ରିପୋର୍ଟରେ କୁହାଯାଇଛି। ତିନି ଦେଶର ୟୁଜର ଏହାଦ୍ୱାରା ସର୍ବାଧିକ ପ୍ରଭାବିତ ହେବେ ବୋଲି ରିପୋର୍ଟରେ କୁହାଯାଇଛି।…
ଇନସୁଲିନ୍ସ୍ତରକୁ ସ୍ବାଭାବିକ କରେ ଏହି ପାଣି …
ପ୍ରତିଦିନ ସକାଳେ ଜୁଆଣି ପାଣିରେ ଲେମ୍ବୁ ରସ ମିଶାଇ ପିଇଲେ ଅନେକ ଉପକାର ମିଳିଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇ ହାର୍ଟ ଆଟାକ୍ରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ଇନସୁଲିନ୍ କ୍ଷରଣକୁ ସ୍ବାଭାବିକ କରିଥାଏ। ଫଳରେ…
ଗଞ୍ଜାମ ଜିଲା: ଆଜି ବନ୍ଦ ରହିବ ସ୍କୁଲ, ଅଙ୍ଗନଓ୍ବାଡି
ବ୍ରହ୍ମପୁର ଅଫିସ,୬ା୯- ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଗୁରୁବାର ଦିନତମାମ ବର୍ଷା ଯୋଗୁ ଜିଲାର ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଶୁକ୍ରବାର ମଧ୍ୟ ବର୍ଷା ଜାରି ରହିବ…
ଲାଞ୍ଚ ନେଇ ଧରାପଡ଼ିଲେ ଅସୁରବନ୍ଧ ଆର୍ଆଇ
ସୋରଡ଼ା,୬ା୯(ଡି.ଏନ.ଏ.)-ସୋରଡ଼ା ତହସିଲ ଅସୁରବନ୍ଧ ରାଜସ୍ବ ନିରୀକ୍ଷକ (ଆର୍ଆଇ) ବସନ୍ତ କୁମାର ମଲିକ ଲାଞ୍ଚ ନେଇ ଭିଜିଲାନ୍ସ ହାବୁଡରେ ପଡିଛନ୍ତି। ଗୁରୁବାର ଅପରାହ୍ନରେ ତାଙ୍କ କାର୍ଯ୍ୟାଳୟ ପରିସରରେ ଜଣେ ମହିଳାଙ୍କ ଠାରୁ ୪୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କାବୁ କରିଥିଲା।…
ରହମତଙ୍କ ଶତକ, ଆଫଗାନିସ୍ତାନ ୨୭୧/୫
ଚିଟ୍ଟାଗଙ୍ଗ, ୫ା୯ (ଏଏଫ୍ପି)- ବ୍ୟାଟ୍ସମ୍ୟାନ ରହମତ ଶାହ ଆଫଗାନିସ୍ତାନର ପ୍ରଥମ କ୍ରିକେଟର ଭାବେ ଏକ ଟେଷ୍ଟ ଶତକ ହାସଲ କରିଛନ୍ତି। ଏଠାରେ ଗୁରୁବାର ବାଂଲାଦେଶ ବିପକ୍ଷରେ ଆରମ୍ଭ ହୋଇଥିବା ଏକମାତ୍ର ଟେଷ୍ଟ ମ୍ୟାଚରେ ସେ ଏହି ସଫଳତା ହାସଲ କରିଛନ୍ତି। ଶାହ…
ଧାଓ୍ବନଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ-ଏ ପରାସ୍ତ
ଥିରୁଭାନନ୍ତପୁରମ, ୫।୯ (ପି.ଟି.)- ଏଠାରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ୪ର୍ଥ ଅନ୍ଅଫିସିଆଲ ଦିନିକିଆ ମ୍ୟାଚ୍ରେ ବରିଷ୍ଠ ଓପନର୍ ଶିଖର ଧାଓ୍ବନଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ-ଏ ଦଳ ଭିଜେଡି ପଦ୍ଧତି ୪ ରନରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା-ଏ ନିକଟରୁ ପରାସ୍ତ ହୋଇଛି। ସିରିଜରେ…
ନୀଳଗିରିରେ ପ୍ରଥମ ଡେଙ୍ଗୁ ରୋଗୀ
ସଜନାଗଡ଼, ୫।୯(ଡି.ଏନ.ଏ.)- ନୀଳଗିରି ଅଞ୍ଚଳରେ ଚଳିତବର୍ଷ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଧୋବଶିଳା ପଞ୍ଚାୟତ ବଧିଆ ଚାନ୍ଦୁଆପଦା ଗ୍ରାମର ଜଣେ ଯୁବତୀ ହାଇଦ୍ରାବାଦ୍ରେ ରହି ପାଠ ପଢୁଥିଲେ। ୪ରୁ ୫ଦିନ ହେବ ତାଙ୍କୁ ଜ୍ୱର ହେବା ସହ ବାନ୍ତି ହୋଇଥିଲା।…
ହୀରାକୁଦ ଡ୍ୟାମ୍: ୧୦ ଗେଟ୍ରେ ଜଳ ନିଷ୍କାସନ
ସମ୍ବଲପୁର,୫।୯(ବ୍ୟୁରୋ) : ହୀରାକୁଦ ଡ୍ୟାମରୁ ଗୁରୁବାର ୧୦ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ବୁଧବାର ଦୁଇଟି ଗେଟ୍ ଖୋଲା ଥିଲା। ଗୁରୁବାର ସକାଳୁ ସା ମଧ୍ୟରେ ପର୍ଯ୍ୟାୟକ୍ରମେ ଆଉ ୮ଟି ଗେଟ୍ ଖୋଲାଯାଇଛି। ସନ୍ଧ୍ୟା ୬ଟା ସୁଦ୍ଧା ମିଳିଥିବା ରିପୋର୍ଟ…

