Home Left

ବଙ୍କର ସ୍କୁଲ : ଜାତୀୟ ସଙ୍ଗୀତ ଆରମ୍ଭ ହେଲେ ପାକିସ୍ତାନ ଗୁଳିଗୋଳା ବର୍ଷଣ କରେ

ଶ୍ରୀନଗର: ଜମ୍ମୁର ପୂରା ପାଖରେ ଠିକ୍‌ ଜିରୋ ଲାଇନରେ ପାକିସ୍ତାନ ସୀମାକୁ ଲାଗି ରହିଥିବା ଗାଁରେ ୧୯୯୬ ପୂର୍ବରୁ କୌଣସି ସ୍କୁଲ ନ ଥିଲା। ଏହାପରେ ସେଠାରେ ଗଢିଉଠିଛି ଏକ ସ୍କୁଲ। ସ୍କୁଲରେ ବଙ୍କର ରହିଥିବାରୁ ତାହାକୁ ବଙ୍କର ସ୍କୁଲ ବୋଲି…

ଭକ୍ତମାନେ ଗଣେଶଙ୍କୁ ଦେଉଛନ୍ତି ଚିଠି

ଲକ୍ଷ୍ନୌ: ଜ୍ଞାନକୌଶଳର ବିକାଶ ଏବେ ଡାକ ବିଭାଗର ଚିଠି ବୋଝ କମାଇ ଦେଇଛି, କିନ୍ତୁ ପ୍ରଭୁ ବିଘ୍ନନାଶକ ଶ୍ରୀଗଣେଶଙ୍କ ପାଖକୁ ଆସୁଛି ବସ୍ତା ବସ୍ତା ଚିଠି। ଏମିତିକା ଚିଠି ଦେଉଛନ୍ତି ଭକ୍ତମାନେ। ଲକ୍ଷ୍ନୌର ଅଧା ଡଜନ ପୂଜା ମଣ୍ଡପରେ ଏଭଳି ଚିଠି…

ଜିକା ପରୀକ୍ଷାକୁ ବଜାର ପ୍ରାଧିକରଣ ସ୍ବୀକୃତି

ଚିକାଗୋ: ଜିକା ଭାରି ମାରାମତ୍କ । ଏହି ରୋଗକୁ ପ୍ରାଥମିକ ସ୍ତରରେ ହଠାତ ଚିହ୍ନଟ କରିହୁଏନାହିଁ। କିନ୍ତୁ ଏହା ଧୀରେ ଧୀରେ ଗର୍ଭସ୍ଥ ଶିଶୁର ମସ୍ତିଷ୍କକୁ କ୍ଷତି କରିଦେଇଥାଏ। ଜିକାକୁ ପ୍ରାରମ୍ଭିକ ଅବସ୍ଥାରୁ ଜାଣିବା ପାଇଁ ସେଣ୍ଟ ଲୁଇସ୍‌ସ୍ଥିତ ଓ୍ବାଶିଂଟନ ୟୁନିଭର୍ସିଟି…

ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କୁ ଭେଟିଲେ କଂଗ୍ରେସ ପ୍ରତିନିଧି ଦଳ

ଚାନ୍ଦବାଲି, ୫।୯ (ଡି.ଏନ.ଏ.) – ଚାନ୍ଦବାଲି ଏନ୍‌ଏସିରେ କେତେକ ଅନିୟମିତତା ନେଇ ବ୍ଲକ କଂଗ୍ରେସର ଏକ ପ୍ରତିନିଧି ଦଳ ଗୁରୁବାର ନିର୍ବାହୀ ଅଧିକାରୀ ପ୍ରଭୁକଲ୍ୟାଣ ଦାସଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ, ଷ୍ଟ୍ରିଟଲାଇଟ, ନାଳ ନର୍ଦ୍ଦମା ସଫେଇ, ରାସ୍ତା ନିର୍ମାଣରେ ଅନିୟମିତତା ଓ…

ଟ୍ରାଫିକ ଜାମ୍‌ରେ ଫସିଲା ୨ ଆମ୍ବୁଲାନ୍ସ : ସାଧାରଣରେ ଅସନ୍ତୋଷ

ଯୋଡ଼ା,୫।୯(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହର ଦେଇ ଯାଇଥିବା ୫୨୦ନଂ. ଜାତୀୟ ରାଜପଥରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହୋଇ ପଡ଼ୁଥିବା ଦେଖିବାକୁ ମିଳିଛି। ପ୍ରଶାସନର ନିର୍ଦ୍ଦେଶକୁ ଅବମାନନା କରାଯାଉଥିବାରୁ ସମସ୍ୟାରେ ସୁଧାର ଆସିପାରୁନାହିଁ। ଏଥିପାଇଁ ଜିଲାପାଳ ଘନଘନ…

ନାବାଳିକାଙ୍କୁ ଅସଦାଚରଣ, ବିଦା ହେଲେ ସନ୍ତରଣ କୋଚ୍‌

ନୂଆଦିଲ୍ଲୀ,୫।୯(ପିଟି): ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବିଦା ହୋଇଛନ୍ତି ସନ୍ତରଣ କୋଚ୍‌। ଘଟଣାର ଭିଡିଓ ଭାଇରାଲ ହୋଇଥିବାରୁ କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କୋଚ୍‌ଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଗୋଆ ସନ୍ତରଣ ମହାସଂଘ (ଜିଏସ୍‌ଏ)ରେ କୋଚ୍‌ ଭାବେ କାର୍ଯ୍ୟ…

ବଲିଉଡ୍‌ ଫେଷ୍ଟିଭାଲରେ ସମ୍ମାନିତ ହେବେ ବୋମନ ଇରାନୀ

ମୁମ୍ବାଇ: ବଲିଉଡ୍‌ ଅଭିନେତା ବୋମନ ଇରାନୀଙ୍କୁ ଭାରତୀୟ ଫିଲ୍ମରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଯୋଗୁ ନରଓ୍ବେରେ ଆୟୋଜିତ ହେଉଥିବା ୧୭ତମ ବଲିଉଡ୍‌ ଫେଷ୍ଟିଭାଲରେ ସମ୍ମାନିତ କରାଯିବ। ଏହି ସମାରୋହ ସେପ୍ଟେମ୍ବର ୬ରେ ଅସ୍‌ଲୋରେ ଆୟୋଜିତ ହେବ। ଏଥିରେ ବୋମନ ୧ହଜାରକୁ ଊର୍ଦ୍ଧ୍ୱ…

କାବୁଲରେ କାର୍‌ ବୋମା ବିସ୍ଫୋରଣ, ୧୦ମୃତ

କାବୁଲ,୫।୯: ଆଫଗାନିସ୍ତାନ ରାଜଧାନୀ କାବୁଲରେ ଗୁରୁବାର ସକାଳେ କାର୍‌ ବୋମା ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଏହି ଦୁର୍ଘଟଣା…

ହତ୍ୟା ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଆନନ୍ଦପୁର,୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ଗୁରୁବାର ଏସ୍‌ଟି କେସ୍‌ ନଂ. ୭୬/୧୩୨/୧୭/୧୫, ଘସିପୁରା ଥାନା କେସ୍‌ ୬୯/୧୩.୪.୨୦୧୫ର ବିଚାର କରି ଅଭିଯୁକ୍ତ ପବିତ୍ର ଓରଫ ବିଶୁ ନାଇକକୁ ଉପଯୁକ୍ତ ପ୍ରମାଣ ଅଭାବରୁ ଖଲାସ କରିଥିବା…

ମିମ୍‌ ପାଲଟିଲା କୋହଲିଙ୍କ ଲାଟେଷ୍ଟ ଫଟୋ

ନୂଆଦିଲ୍ଲୀ,୫।୯: ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ଟୁଇଟରରେ ନିଜର ବିନା ପୋଷାକ ଫଟୋ ଶେୟାର କରିଛନ୍ତି। ଏହି ପୋଷ୍ଟର ମଜା ଉଠାଇଛନ୍ତି ଭାରତୀୟ ପ୍ରଶଂସକମାନେ। ନିକଟରେ ଦେଶରେ ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ବିଭିନ୍ନ ରାଜ୍ୟରେ ଗାଡ଼ି…

ସ୍କୁଲର ମାସିକ ବିଦ୍ୟୁତ୍‌ ବିଲ୍‌ ୬୧୮.୫ କୋଟି ଟଙ୍କା, ଶିକ୍ଷକ ଦେଖି ହେଲେ ଆଶ୍ଚର୍ଯ୍ୟ

ବାରାଣସୀ,୫।୯: ଉତ୍ତର ପ୍ରଦେଶର ବାରାଣସୀର ବିନାୟକା ସହରରେ ଥିବା ଓ-ଗ୍ରେଭ ପବ୍ଲିକ ସ୍କୁଲରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଏକ ବିଲ୍‌ ପଠାଯାଇଛି। ଯାହାକୁ ଦେଖି ସ୍କୁଲ କର୍ତ୍ତୃପକ୍ଷ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କାରଣ ବିଲ୍‌ ୬୧୮.୫ କୋଟି ଟଙ୍କାର ଆସିଛି। ସେପ୍ଟେମ୍ବର ୭…

ଫେରସ୍ତ ମିଳିବ ଜରିମାନା ଟଙ୍କା, ମୋବାଇଲରେ ରଖି ପାରିବେ ଗାଡ଼ି କାଗଜପତ୍ରର କପି

ଭୁବନେଶ୍ୱର,୫।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପି ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରଠାରୁ ଚାଲିଛି ଧରପଗଡ଼। ନିୟମ ଉଲ୍ଲଂଘନକାରୀ ଗଣୁଛନ୍ତି ତଣ୍ଡ। ତେବେ ଏହି ଆଇନ ଯୋଗୁ ବର୍ଦ୍ଧିତ ଜରିମାନା ଆଦାୟକୁ ନେଇ ନୂତନ ସୂଚନା ମିଳିଛି। ତାହା ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?