ରାନୁଙ୍କୁ ସହିପାରୁନାହାନ୍ତି ଲତା ମଙ୍ଗେସକର: ସୋସିଆଲ୍ ମିଡିଆରେ ଚର୍ଚ୍ଚା
ଦିଲ୍ଲୀରୁ ପଲ୍ଲୀ। ସବୁଠି ଏବେ ରାନୁ ମଣ୍ଡଳଙ୍କ ସୁମଧୁର କଣ୍ଠସ୍ବରର ଚର୍ଚ୍ଚା। ଭାଗ୍ୟ କିଭଳି ମଣିଷକୁ ରାସ୍ତାରୁ ନେଇ ସିଂହାସନରେ ବସାଇଦିଏ ତାହାର ଏକ ଜ୍ବଳନ୍ତ ଉଦାହରଣ ହେଉଛନ୍ତି ରାନୁ ମଣ୍ଡଳ। ଦିନେ ପେଟ ପୋଷିବାପାଇଁ ରେଳ ଷ୍ଟେଶନରେ ବସି ଗୀତ…
ଅହମ୍ମଦାଦରେ ଭୁଶୁଡିଲା ୩ମହଲା କୋଠା
ଅହମ୍ମଦାବାଦ,୫।୯: ଗୁଜରାଟ ଅହମ୍ମଦାବାଦ ଅମରାଇଓ୍ବାଡିରେ ଗୁରୁବାର ଦ୍ୱିପହରରେ ଏକ ୩ମହଲା ବିଶିଷ୍ଟ କୋଠା ଘର ଭୁଶୁଡିପଡ଼ିଛି। ଘରର କାନ୍ଥ ପଡ଼ିବାରୁ ଏହାର ଭଗ୍ନାବଶେଷ ତଳେ ବହୁ ଲୋକ ଫଶିରହିଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି…
ବିଜୁଳି ଚୋରି ଧରାଇଲେ ମିଳିବ ପୁରସ୍କାର, ନାମ ଗୋପନ ରହିବ
ଭୁବନେଶ୍ୱର,୫।୯(ବ୍ୟୁରୋ): ଏଣିକି ବିଜୁଳି ଚୋରି ସମ୍ପର୍କରେ ସୂଚନା ଦେଲେ ସୂଚନାଦାତାଙ୍କୁ ମିଳିବ ଆର୍ଥିକ ପୁରସ୍କାର। ଯେଉଁମାନେ ବିଜୁଳି ଚୋରି କରୁଛନ୍ତି ସେମାନଙ୍କଠାରୁ ଜରିମାନା ଆଦାୟ କରାଯିବ। ଆଦାୟ ଜରିମାନା ରାଶିର ୧୦% ସୂଚନାଦାତା ପାଇବେ। ତେବେ ସୂଚନାଦାତାଙ୍କ ପରିଚୟ ଗୋପନ ରଖାଯିବ।…
ଭାରତ ବିରୋଧରେ ଯାଇ ଅଣ୍ଡାମାଡ଼ ଖାଇଲେ ପାକିସ୍ତାନ ନେତା
ଲଣ୍ଡନ,୫।୯: କଶ୍ମୀର ପ୍ରସଙ୍ଗକୁ କୌଣସି ସ୍ଥିତିରେ ହାତଛଡ଼ା କରିବାକୁ ଚାହୁଁ ନାହିଁ ପାକିସ୍ତାନ। ଏଥିପାଇଁ ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଏହି ପ୍ରସଙ୍ଗ ଉଠାଇବା ସହ ଆଶ୍ୱାସନା ପାଇବାକୁ ଚେଷ୍ଟା ଚଳାଇଛି। ହେଲେ ପାକିସ୍ତାନକୁ ଏହାର ବିପରୀତ ଫଳ ଭୋଗିବା ସହ ଧୂଳି ଚାଟିବାକୁ…
ବିଶ୍ୱର ରହସ୍ୟମୟୀ ଦ୍ୱୀପ : ଯେଉଁଠି ମହିଳାଙ୍କୁ ଯିବା ମନା
ବିଶ୍ୱର ପ୍ରାୟ ସମସ୍ତ ଦେଶରେ କିଛି ନା କିଛି ନିୟମ ରହିଛି। କେଉଁଠି ମହିଳା-ପୁରୁଷଙ୍କୁ ଯିବା ପାଇଁ ହକ୍ ଦିଆଯାଇଛି ତ ଆଉ କେଉଁଠି ମହିଳାଙ୍କୁ ଯିବାକୁ ସମ୍ପୂର୍ଣ୍ଣ ବାରଣ ରହିଛି। ଜାପାନରେ ଏମିତି ଏକ ସ୍ଥାନ ରହିଛି ଯେଉଁଠିକି ମହିଳାଙ୍କୁ…
ଦେଶ ନିର୍ମାଣରେ ଶିକ୍ଷକଙ୍କର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା: ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୫।୯: ଗୁରୁ ଦିବସ ଅବସରରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦେଶର ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦେଶ ନିର୍ମାଣରେ ଶିକ୍ଷକଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ସୋନିଆ କହିଛନ୍ତି। ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଗଠନରେ ଶିକ୍ଷକ ମୁଖ୍ୟ ଭୂମିକା ଗ୍ରହଣ କରିଥାନ୍ତି। ଛାତ୍ରୀଛାତ୍ରଙ୍କ ମଧ୍ୟରେ…
ଆସାମ ଏନ୍ଆର୍ସି ସଂଯୋଜକଙ୍କ ବିରୋଧରେ ମାମଲା ଦାଏର: ଜାଣିଶୁଣି ତାଲିକାରୁ ନାମ ବାଦ୍ ଦେଇଥିବା ଅଭିଯୋଗ
ଗୁଆହାଟୀ,୫।୯: ଆସାମ ଏନ୍ଆର୍ସି ସଂଯୋଜକ ପ୍ରତୀକ ହଜେଲାଙ୍କ ବିରୋଧରେ ମାମଲା ୨ଟି ମାମଲା ଦାଏର ହୋଇଛି। ସେ ଜାଣିଶୁଣି ତାଲିକାରୁ ଲୋକଙ୍କ ନାମ ବାଦ୍ ଦେଇଥିବା ଅଭିଯୋଗ ହୋଇଛି। ଆସାମ ଗୋରିୟା ମୋରିୟା ଯୁବା ଛାତ୍ର ପରିଷଦ ପକ୍ଷରୁ ପ୍ରଥମ ମାମଲା…
ହାତ ନାହିଁ, ଗୋଡ ଅଚଳ ତଥାପି ନଦୀ ପାର ହୋଇ ଶିକ୍ଷାଦାନ ପାଇଁ ଯାଆନ୍ତି ଏହି ଶିକ୍ଷକ
କୁକାନାର,୫।୯: ଛତିଶଗଡ଼ ସୁକମା ଜିଲା ମାଝିଡିହି ମାଧ୍ୟମିକ ବିଦ୍ୟାାଳୟରେ ଶିକ୍ଷକ ଭାବେ କାମ କରୁଥିବା ସନ୍ଦିପ ଭଦୋରିଆ ସମସ୍ତଙ୍କ ପାଇଁ ଆଦର୍ଶ ପାଲଟି ଯାଇଛନ୍ତି। ଦିନେ ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇ ସନ୍ଦିପଙ୍କୁ ତାଙ୍କ ଡାହାଣ ହାତ ହରାଇବାକୁ ପଡିଥିଲା।…
‘ଗୋଲମାଲ’ ଭଳି ଫିଲ୍ମ ପସନ୍ଦ କରନ୍ତି ୟାମି
ମୁମ୍ବାଇ: ବଲିଉଡ୍ ନାୟିକା ୟାମି ଗୌତମ ଖୁବ୍ଶୀଘ୍ର ବଡ ପରଦାରେ ନଜର ଆସିବେ। ଅପ୍କମିଙ୍ଗ ଫିଲ୍ମ ‘ବାଲା’କୁ ନେଇ ସେ ଖୁବ୍ ଉତ୍ସାହିତ ଅଛନ୍ତି। ହେଲେ ନିକଟରେ ଏକ ସାକ୍ଷାତ୍କାରରେ ସେ କହିଛନ୍ତି ତାଙ୍କୁ ‘ଗୋଲମାଲ’ ଭଳି ଫିଲ୍ମ ବହୁତ ପସନ୍ଦ।…
ରେଞ୍ଚ ମେଡିକାଲରେ ବ୍ୟାପକ ଅବ୍ୟବସ୍ଥା: ପ୍ରତିବାଦରେ ଅଞ୍ଚଳବାସୀଙ୍କ ଧାରଣା
ନିମାପଡ଼ା,୫।୯(ଡି.ଏନ୍.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ରେଞ୍ଚ ଡାକ୍ତରଖାନାରେ ବ୍ୟାପକ ଅବ୍ୟବସ୍ଥା ପ୍ରତିବାଦ ଓ ୮ ଦଫା ଦାବିରେ ସ୍ଥାନୀୟ ଅଞ୍ଚଳର ଶତାଧିକ ଲୋକେ ଗୁରୁବାର ମେଡିକାଲ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆନ୍ଦୋଳନକାରୀମାନେ ନିମାପଡ଼ା-ପିପିଲି ରାସ୍ତାର ରେଞ୍ଚ ଛକଠାରେ…
ବାଇକ୍କୁ ପଛରୁ ପିଟିଲା ଟ୍ରକ୍: ବାପା ମୃତ, ପୁଅ ଗୁରୁତର; କ୍ଷତିପୂରଣ ଦାବିରେ ରାସ୍ତାରୋକୋ, ୨ ଘଣ୍ଟା ଧରି ବନ୍ଦ ରହିଲା ଯାତାୟାତ
ନିମାପଡ଼ା,୫।୯(ଡି.ଏନ୍.ଏ.): ପୁରୀ ଜିଲା ଖେଲାର-ବଳଙ୍ଗା ରାସ୍ତାର କଅଁରପୁର କଲେଜ ଛକ ନିକଟରେ ଗୁରୁବାର ସକାଳେ ଏକ ଟ୍ରକ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଉଭୟ ସମ୍ପର୍କରେ ବାପା-ପୁଅ ହୋଇଥିବା ସୂଚନା ମିଳିଛି। ମୃତକ…
ନିଜ ଗୁରୁଙ୍କୁ ଦାମୀ ଉପହାର ଦେଇଛନ୍ତି ଏହିସବୁ କ୍ରିକେଟର୍
ସାରା ଦେଶରେ ଆଜି ଗୁରୁ ଦିବସ ପାଳନ କରାଯାଉଛି। ଏହି ଅବସରରେ ଶିଷ୍ୟମାନେ ଗୁରୁଙ୍କୁ ପୂଜା କରିବା ସହ ବିଭିନ୍ନ ଦାମୀ ଉପହାରମାନ ଦେଉଛନ୍ତି। କ୍ରିକେଟରମାନେ ମଧ୍ୟ ନିଜ ଗୁରୁଙ୍କୁ ଦାମୀ ଉପହାର ଦେଉଥିବା ଲକ୍ଷ୍ୟ କରାଯାଇଛି। ସଚିନ ତେନ୍ଦୁଲକର ବିଶ୍ୱର…

