ଶ୍ରୀକ୍ଷେତ୍ରକୁ ଶ୍ରୀହୀନ କରିବାକୁ ଚକ୍ରାନ୍ତ: ବ୍ରଜ ତ୍ରିପାଠୀ
ପୁରୀ ଅଫିସ୍,୫।୯:ପୁରୀରେ ଶ୍ରୀମନ୍ଦିର ସୁରକ୍ଷା ସୌନ୍ଦର୍ଯ୍ୟକରଣ ନାଁରେ ଚାଲିଥିବା ଉଚ୍ଛେଦକୁ ଶ୍ରୀକ୍ଷେତ୍ର ସୁରକ୍ଷା ଅଭିଯାନ ବିରୋଧ କରିଛି। ସରକାର ମନମୁଖି ଭାବେ ଏଭଳି ବେଆଇନ କାର୍ଯ୍ୟ ଚଳାଇଛନ୍ତି ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ କିଶୋର ତ୍ରିପାଠୀ କହିଛନ୍ତି। ଗୁରୁବାର ଶ୍ରୀକ୍ଷେତ୍ର ସୁରକ୍ଷା…
ଗୁରୁଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୫।୯: ସାରା ଦେଶରେ ସେପ୍ଟେମ୍ବର ୫କୁ ଗୁରୁଦିବସ ଭାବେ ପାଳନ କରାଯାଇଥାଏ। ଏଥର ମଧ୍ୟ ଏହି ପବିତ୍ର ଦିବସକୁ ସାରା ଦେଶରେ ଗୁରୁବାର ପାଳନ କରାଯାଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷକ ସମୁଦାୟଙ୍କୁ…
ଚିଦାମ୍ବରମ୍ଙ୍କୁ ଝଟକା: ସୁପ୍ରିମ୍କୋର୍ଟରେ ଅଗ୍ରୀମ ଜାମିନ୍ ଆବେଦନ ଖାରଜ; ଇଡ଼ି ଗିରଫ କରିବା ଆଶଙ୍କା ବଢ଼ିଲା
ନୂଆଦିଲ୍ଲୀ,୫।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍ଙ୍କୁ ସୁପ୍ରିମ୍କୋର୍ଟଙ୍କ ନିଷ୍ପତ୍ତି ଯୋଗୁ ବଡ଼ ଝଟକା ଲାଗିଛି। ଗୁରୁବାର ସୁପ୍ରିମ୍କୋର୍ଟରେ ତାଙ୍କର ଅଗ୍ରୀମ ଜାମିନ୍ ଆବେଦନ ଖାରଜ ହୋଇଯାଇଛି। ଫଳରେ ଆଇଏନ୍ଏକ୍ସ୍ ମିଡ଼ିଆ ମାମଲାରେ ତାଙ୍କୁ ଇଡ଼ି ଗିରଫ କରିବା ଆଶଙ୍କା ବଢ଼ିଯାଇଛି। ସିବିଆଇର…
ନିଜ ଦରମା ଟଙ୍କା ବି ଦାନ କରିଦେଉଥିଲେ ସର୍ବପଲ୍ଲୀ ରାଧାକ୍ରିଷ୍ଣନ, ଜାଣନ୍ତୁ ତାଙ୍କ ବିଷୟରେ କିଛି ରୋଚକ ତଥ୍ୟ
ସମାଜ ପାଇଁ ଗୁରୁଙ୍କ ଅବଦାନ ଅତୁଳନୀୟ। ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଦିବସ ସେପ୍ଟେମ୍ବର ୫କୁ ୧୯୬୨ ମସିହାରୁ ଗୁରୁଦିବସ ଭାବେ ପାଳନ ହୋଇଆସୁଛି। ଡକ୍ଟର ରାଧାକ୍ରିଷ୍ଣନ ଏକାଧାରରେ ଜଣେ ଶିକ୍ଷାବିତ୍, ଦାର୍ଶନିକ ଓ କୁଟନୀତିଜ୍ଞ ଭାବେ ବେଶ ଖ୍ୟାତି…
ଭାରତୀୟ କ୍ରିକେଟ ଖେଳାଳିଙ୍କ ଗୁରୁ, ଯାହାଙ୍କ ବିନା ସଫଳତା ପାଇବା ଥିଲା ଅସମ୍ଭବ
ଆଜି ସେପ୍ଟେମ୍ବର ୫ ତାରିଖ, ଗୁରୁ ଦିବସ। ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନ। ଆଜିର ଦିନକୁ ପ୍ରତିବର୍ଷ ସାରା ଦେଶରେ ଗୁରୁ ଦିବସ ଭାବେ ପାଳନ କରାଯାଉଛି। କୁହାଯାଏ, ଜଣେ ଗୁରୁଙ୍କ ବିନା ଜୀବନରେ ସଫଳତା ପାଇବା…
ବିବର୍ତ୍ତିତ ବିଶ୍ବରେ ଗୁରୁଙ୍କ ସ୍ବରୂପ
ଜନାର୍ଦ୍ଦନ ମିଶ୍ର ଆଜିର ଇଣ୍ଟରନେଟ ଓ ଡିଜିଟାଲ ଦୁନିଆରେ ବିଶଗୁରୁ ସାଜିଛି ଗୁଗୁଲ। ଆଖି ପଲକରେ ମିଳୁଛି ଯେକୌଣସି ସୂଚନା କିମ୍ବା ପ୍ରଶ୍ନର ସହଜ ଉତ୍ତର। ବିବର୍ତ୍ତିତ ବିଶ୍ବରେ ମହାନନ ଗୁରୁଙ୍କର ସଂଖ୍ୟାୁ ହ୍ରାସ ପାଇ ନ ଥିଲେ ବି…
ବାପା ହିଁ ମୋର ଆଦର୍ଶ
ହୋଟେଲ, ଢାବା, ଗ୍ୟାରେଜରୁ ଶିଶୁ ଶ୍ରମିକମାନଙ୍କୁ ଉଦ୍ଧାର କରନ୍ତି ବୋଲି ତାଙ୍କୁ କିଏ କହେ ‘ଛୁଆଧରା ଅଫିସର’। ବାଲ୍ୟ ବିବାହକୁ ବନ୍ଦ କରି ନାବାଳିକାଙ୍କୁ ଉଦ୍ଧାର କରୁଥିବାରୁ ତାଙ୍କୁ କେହି କେହି ‘ଘର ଭଙ୍ଗା ଅଫିସର’ ବୋଲି ଆକ୍ଷେପ କରନ୍ତି। ହେଲେ…
ମୁନାଭାଇଙ୍କ ସହ ଅଭିନୟ ଥିଲା ଏକ ଭିନ୍ନ ଅନୁଭବ
ପୁଚୁକି ଗାଲି ଗୀତରେ ପିଲା ବେଳେ ମୁଁ ଅନେକ ଡ୍ୟାନ୍ସ କରିଛି। ଛୋଟ ବେଳୁ ଏମିତି କିଛି ଗୀତ ଦେଖିଦେଖି ହିରୋ ହେବାର ନିଶା ମୋ ମୁଣ୍ଡକୁ ଢ଼ୁକିିଥିଲା। ସିଧାସଳଖ କହିବାକୁ ଗଲେ ଓଲିଉଡ଼ର ସୁପର୍ଷ୍ଟାର ସିଦ୍ଧାନ୍ତ ମହାପାତ୍ର ତଥା ମୁନା…
ସୈନିକ ସ୍କୁଲ ଭୁବନେଶ୍ୱରରେ ବଢ଼ିଲା ଛାତ୍ରବୃତ୍ତି
ଭୁବନେଶ୍ୱର, ୫।୯(ବ୍ୟୁରୋ): ସୈନିକ ସ୍କୁଲରେ ପଢୁଥିବା ଓଡ଼ିଶାର ଶିକ୍ଷାର୍ଥୀମାନଙ୍କ ପାଇଁ ସ୍କଲାରଶିପ୍ ସ୍କିମ୍ ସଂଶୋଧନ କରିଛନ୍ତି ରାଜ୍ୟ ସରକାର। ୩ ଲକ୍ଷ ପର୍ଯ୍ୟନ୍ତ ବାର୍ଷିକ ଆୟ ଥିବା ଅଭିଭାବକମାନେ ରାଜ୍ୟ ସରକାର ଏବଂ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବାର୍ଷିକ ୯୫,୭୭୬ ଟଙ୍କାର…
ଲାଉ ଜୁସ୍ ପିଇବାକୁ ପସନ୍ଦ
ଏଲିନା ସାମନ୍ତରାୟ। ଓଲିଉଡ଼ର ଜଣେ ଆଗଧାଡ଼ିର ନାୟିକା। ୨୦୧୫ରୁ ‘ଇସ୍କ ତୁ ହି ତୁ’ ଚଳଚ୍ଚିତ୍ର ଜରିଆରେ ଓଡ଼ିଆ ସିନେ ଜଗତକୁ ପ୍ରବେଶ କରିଥିଲେ। ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୪ଟି ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଛନ୍ତି ଏଲିନା। ତେବେ…
ଭୁଶୁଡ଼ିଲା ଅଧ୍ୟକ୍ଷ କାର୍ଯ୍ୟାଳୟର ସିଲିଂ
କଟକ ଅଫିସ,୫।୯: ଜାତୀୟ କବି ବୀର କିଶୋର (ଜେକେବିକେ) ସରକାରୀ କଲେଜର ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟର ସିଲିଂ ଭୁଶୁଡ଼ି ପଡିଛି। ବୁଧବାର କାର୍ଯ୍ୟାଳୟ ଖୋଲାଯିବା ପରେ ଅଧ୍ୟକ୍ଷଙ୍କ ରୁମ୍ ଭିତରେ ସିଲିଂଗୁଡ଼ିକ ବିଛାଡ଼ି ହୋଇ ପଡ଼ିଥିବା ଦେଖିବାକୁ ମିଳିଥିଲା। ଅଧ୍ୟକ୍ଷ ବସୁଥିବା ଚେୟାରର…
ଦସ୍ତାବିଜ ଦେବ ନାଗରିକତ୍ୱର ପ୍ରମାଣ
ଭୁବନେଶ୍ୱର, ୫।୯ (ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତ ଆସାମର ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି)ର ଚୂଡ଼ାନ୍ତ ତାଲିକା ୩୧ ଅଗଷ୍ଟ ୨୦୧୯ରେ ପ୍ରକାଶ ପାଇଛି। ଏଥିରେ ୩ କୋଟି ୧୧ ଲକ୍ଷ ୨୧ ହଜାର ୪ ଜଣ ସାମିଲ ହୋଇଛନ୍ତି। ୧୯…

