ଆଶାରାମ ବାପୁ, ରାମରହିମ୍ ଜେଲ୍ ଯାଇଛନ୍ତି,ଶାମି ବି ଯିବେ: ହାସିନ୍ ଜହାନ
କୋଲକାତା,୫।୯: ଭାରତୀୟ କ୍ରିକେଟ ଟିମର ଷ୍ଟାର୍ ପେସ ବୋଲର ମହମ୍ମଦ ଶାମିଙ୍କ ବିରୋଧରେ ଗିରଫ ୱାରେଣ୍ଟ ଜାରି ହୋଇଛି। ଶାମିଙ୍କ ପତ୍ନୀ ହାସିନ ଜହାନଙ୍କ ଦ୍ୱାରା ଦାୟର କରାଯାଇଥିବା ଘରୋଇ ହିଂସା ମାମଲାରେ ପଶ୍ଚିମବଙ୍ଗର ଅଲୀପୁଲର କୋର୍ଟ ଏହି ଗିରଫ ୱାରେଣ୍ଟ…
ଶ୍ରୀଲିଙ୍ଗରାଜଙ୍କ ଜମିରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ପ୍ରସଙ୍ଗ: ୩୫ ଘଣ୍ଟା ଉପବାସ ରହିଲେ ଶ୍ରୀଜୀଉ
ପୁରୁଣା ଭୁବନେଶ୍ୱର, ୫।୯ (ଡି.ଏନ.ଏ.): ନୂଆଗଁ। ମୌଜାରେ ଥିବା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜମିରେ ବଡୁ ନିଯୋଗ ପକ୍ଷରୁ ବେଆଇନ ଭାବେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ଚାଲିଛି। ଏହାକୁ ବ୍ରାହ୍ମଣ ଓ ପୂଜା ପଣ୍ଡା ନିଯୋଗ ବିରୋଧ କରି ମଙ୍ଗଳବାର ସକାଳଠାରୁ ଶ୍ରୀଜୀଉଙ୍କ…
ଓଏଚ୍ଆର୍ସି ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜଷ୍ଟିସ ବି.ପି. ଦାସ
ଭୁବନେଶ୍ୱର, ୫।୯(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ (ଓଏଚ୍ଆର୍ସି) ଅଧ୍ୟକ୍ଷ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିମଲ ପ୍ରସାଦ ଦାସ। ସେହିଭଳି କମିଶନ ସଦସ୍ୟ ବିଶିଷ୍ଟ ଆଇନଜୀବୀ ଅସୀମ ଅମିତାଭ ଦାସ ମଧ୍ୟ କାର୍ଯ୍ୟରେ ଯୋଗଦେଇଛନ୍ତି। ଗତ…
ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କଲା ଭଳି କରୁଛନ୍ତି: ବିଜୟ
ଭୁବନେଶ୍ୱର, ୫।୯(ବ୍ୟୁରୋ): ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ଭାଜପା ବରିଷ୍ଠ ନେତା ବିଜୟ ମହାପାତ୍ର। ଶ୍ରୀକ୍ଷେତ୍ର ବର୍ତ୍ତମାନ କୁରୁକ୍ଷେତ୍ରରେ ପରିଣତ ହୋଇଥିବା ବିଜୟ କହିଛନ୍ତି। ସେ ସରକାରଙ୍କୁ ଟାର୍ଗେଟ କରି ଆହୁରି କହିଛନ୍ତି ଯେ, ଗତ…
‘କୋହଲି ନୁହେଁ, ଏବେ ବି ଧୋନୀ ଶ୍ରେଷ୍ଠ ଅଧିନାୟକ’
ନୂଆଦିଲ୍ଲୀ,୫।୯:ଓ୍ବେଷ୍ଟଇଣ୍ଡିଜରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ କେବଳ ଟେଷ୍ଟ ସିରିଜ୍ ଜିତିନାହିଁ ବରଂ ଟେଷ୍ଟରେ ଭାରତର ସବୁଠୁ ସଫଳତମ ଅଧିନାୟକ ହେବାର ମଧ୍ୟ ସୌଭାଗ୍ୟଲାଭ କରିଛନ୍ତି ସେ। ବିରାଟ ୪୮ଟି ଟେଷ୍ଟ ମ୍ୟାଚରେ ଭାରତର ନେତୃତ୍ୱ ନେଇ ୨୮ଟି ବିଜୟ…
ଦୁର୍ଦ୍ଦାନ୍ତ ଅପରାଧୀ ଜାମସେଦ୍ଙ୍କୁ ଏନ୍କାଉଣ୍ଟର: ୪ ପୋଲିସ କର୍ମଚାରୀ ଆହତ
ଖୋର୍ଦ୍ଧା ଅଫିସ/ନିରାକାରପୁର,୫।୯(ଡି.ଏନ୍.ଏ.):ନିରାକାରପୁର ଥାନା ରାମେଶ୍ୱର ଛକ ନିକଟରେ ବୁଧବାର ବିଳମ୍ବିତ ରାତିରେ ଡକାୟତି ପାଇଁ ଉଦ୍ୟମ ହେଉଥିବାବେଳେ ପୋଲିସ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧି ଜାମସେଦ୍ ଖାନ୍ ଆହତ ହୋଇଛନ୍ତି । ନିରାକାରପୁର ଓ ଟାଙ୍ଗୀ ପୋଲିସ ପକ୍ଷରୁ ମିଳିତ ଚଢ଼ାଉରେଏହି ଏନ୍କାଉଣ୍ଟରରେ…
ଧଳସାମନ୍ତ ଭ୍ରାତାଙ୍କ ଘରୁ ଜାଲ୍ ନୋଟ୍ ଜବତ ମାମଲା ତତ୍କାଳୀନ ଏଏସ୍ଆଇଙ୍କୁ ଜେରା
କଟକ ଅଫିସ,୫|୯: ଧଳ ସାମନ୍ତ ଭ୍ରାତାଙ୍କ ପୋଖରୀପୁଟ୍ସ୍ଥିତ ଆନନ୍ଦବିହାର ବାସଭବନ ଓ ମର୍କତନଗର ଘରୁ ଜବତ ଜାଲ୍ ନୋଟ୍ ସମ୍ପର୍କିତ ମାମଲାକୁ ନେଇ ବୁଧବାର ଚାଉଳିଆଗଞ୍ଜ ଥାନାର ତତ୍କାଳିନ ଏଏସ୍ଆଇ ମନୋରଞ୍ଜନ ମହାପାତ୍ରଙ୍କୁ ଜେରା କରାଯାଇଛି। ୨୦୧୬ ଜାନୁୟାରୀ ୧୮ରେ ପୋଲିସ…
ନୟାପଲ୍ଲୀରେ ଏଥର, ‘ପଦ୍ମାବତୀ ପ୍ୟାଲେସ୍
ଭୁବନେଶ୍ୱର,୫|୯(ବ୍ୟୁରୋ) – ଶାରଦୀୟ ଦୁର୍ଗାପୂଜା ପାଇଁ ପ୍ରସ୍ତୁତ ହେଉଛି ରାଜଧାନୀ। ଧୂମ୍ଧାମରେ ମା’ଙ୍କୁ ସ୍ବାଗତ କରିବା ପାଇଁ ସମସ୍ତ ପୂଜା ମଣ୍ଡପରେ ଆରମ୍ଭ ହୋଇଯାଇଛି ସଜବାଜ। ଏଥିପାଇଁ ପ୍ରତିଦ୍ବନ୍ଦୀତା ମଧ୍ୟ ଜୋର ଧରିଛି। ମଣ୍ଡପଗୁଡିକରେ ତୋରଣ ଓ ମୂର୍ତ୍ତି ନିର୍ମାଣ କାମ…
‘ଲଭ୍ ଆଜକଲ୍ ୨’ ରିଲିଜ ପାଇଁ ବ୍ୟସ୍ତ ସାରା
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସାରା ଅଲି ଖାନ୍ ବର୍ତ୍ତମାନ ଇମ୍ତିଆଜ୍ ଅଲିଙ୍କ ‘ଲଭ୍ ଆଜ୍କଲ୍ ୨’ ରିଲିଜ ପାଇଁ ବ୍ୟସ୍ତ ରହୁଛନ୍ତି। ସେ ଏଥିରେ କାର୍ତ୍ତିକ ଆର୍ଯ୍ୟନ୍ଙ୍କ ସହିତ ସ୍କ୍ରିନ୍ ଶେୟାର କରିବେ। ସାରା ମଧ୍ୟ ଡାଭିଡ ଧାଓ୍ବନଙ୍କ ରିମେକ୍ ଫିଲ୍ମ…
ଇସ୍…କି…ସ୍ମାର୍ଟ ସିଟି
ଭୁବନେଶ୍ୱର, ୫|୯ (ବ୍ୟୁରୋ) – ଶନିବାର ସ୍ବାୟତ୍ତଶାସନ ଦିବସ ପାଳନ କରିଛି ବିଏମ୍ସି। ଭୁବନେଶ୍ୱରକୁ ସ୍ବଚ୍ଛ, ସୁନ୍ଦର ଓ ସବୁଜିମାଭରା ସହର କରିବା ଉପରେ ଅଧିକାରୀମାନେ ଗୁରୁତ୍ୱ ଦେଇଛନ୍ତି। ହେଲେ ବାସ୍ତବତା କ’ଣ ସହରର ରାସ୍ତାପାର୍ଶ୍ୱରୁ ବାରିହୋଇପଡୁଛି। କେଉଁଠି ରାସ୍ତା ମଝିରେ…
ଭଙ୍ଗା ଗଢ଼ାରେ ଜବରଦଖଲ ଉଚ୍ଛେଦ
ସ୍ଥିତପ୍ରଜ୍ଞ ମିଶ୍ର ଭୁବନେଶ୍ୱର, ୫।୯(ବ୍ୟୁରୋ): ମୁଖ୍ୟ ଡ୍ରେନ ହେଉ ଅବା ସ୍କୁଲ ଆଗ ସବୁଠି ଜବରଦଖଲକାରୀଙ୍କ ରାଜ। ରାସ୍ତାପାଖ ଦୋକାନୀମାନେ ନିଜ ଇଚ୍ଛା ମୁତାବକ ସେମାନଙ୍କ ଦୋକାନ ଆଗକୁ ବଢ଼ାଇବାରେ ଲାଗିଛନ୍ତି। ଫଳରେ ସେହି ରସ୍ତାରେ ଯିବା ଆସିବା କରିବା କଷ୍ଟକର…
ପାକିସ୍ତାନୀ ପୋଲିସ ଅଫିସର ହେଲେ ପ୍ରଥମ ହିନ୍ଦୁ ଯୁବତୀ
ଇସଲାମାବାଦ: ଜଣେ ହିନ୍ଦୁ ଯୁବତୀ ପାକିସ୍ତାନର ସିନ୍ଧ୍ ପ୍ରଦେଶରେ ପୋଲିସ ଅଫିସର ହେବାର ଗୌରବ ଅର୍ଜନ କରିଛନ୍ତି। ସେ ପ୍ରାଦେଶିକ ପ୍ରତିଯୋଗିତାମୂଳକ ପରୀକ୍ଷା ଦେଇ ଉତ୍ତୀର୍ଣ୍ଣ ହୋଇଛନ୍ତି। ପୁଷ୍ପା କୋହଲି ନାମ୍ନୀ ଏହି ଯୁବତୀଙ୍କୁ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର(ଏଏସ୍ଆଇ) ପଦବୀରେ ନିଯୁକ୍ତି…

