Home Left

ଡୋନାଲ୍ଡ, ଲିଲି, ଓ୍ବାକରଙ୍କଠାରୁ ଆଗରେ ବୁମରା

ନୂଆଦିଲ୍ଲୀ,୪।୯: ଭାରତୀୟ ପେସର ଯଶପ୍ରୀତ ବୁମରା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇଟି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ନିଜର ସମ୍ପୂର୍ଣ୍ଣ କ୍ଲାସ ଦେଖାଇଛନ୍ତି। ଏକ ହ୍ୟାଟ୍ରିକ ସହ ୨ ମ୍ୟାଚ୍‌ରେ ୯.୨୩ ହାରରେ ମୋଟ ୧୩ ଉଇକେଟ ନେଇଛନ୍ତି। ମାତ୍ର ୨୧ ମାସର…

ଏବେ ଆଉ ବଡ଼ ଭୂମିକାରେ ଅଭିନୟ କରିବାକୁ ଚାହୁଁ ନାହାଁନ୍ତି ମନିଷା

ମୁମ୍ବାଇ: ବଲିଉଡ୍‌ ନାୟିକା ମନିଷା କୋଇରାଲା ବେଶ୍‌ କିଛି ସମୟ ବ୍ୟବଧାନରେ ପୁଣି ଥରେ ବଡ ପରଦାରେ ନଜର ଆସିବେ ବୋଲି ଜଣାପଡିଛି। ହେଲେ ଦିନେ ବଲିଉଡ୍‌ର ଆଗ ଧାଡିର ନାୟିକା ଥିବା ମନିଷା ଏବେ ଆଉ ବଡ ଭୂମିକାରେ ଅଭିନୟ…

ଚାଳକଙ୍କୁ ହୃଦ୍‌ଘାତ ଯୋଗୁ ପେଟ୍ରୋଲ ପମ୍ପରେ ପଶିଲା ଟ୍ରକ

ଭୋପାଳ,୪।୯: ମଧ୍ୟପ୍ରଦେଶ ସାଗର ସହର କେଣ୍ଟ ଥାନା ଅଞ୍ଚଳ ନିକଟ ଏକ ବାଇପାସ୍‌ରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଗ୍ୟାସ ସିଭିଣ୍ଡର ଭର୍ତ୍ତି ଥିବା ଟ୍ରକ୍‌ଟି ବାଇପାସ୍‌ ଦେଇ ଯାଉଥିବା ବେଳେ ହଠାତ୍‌ ଚାଳକଙ୍କୁ ହୃଦ୍‌ଘାତ ଆସିଥିଲା। ଏଥିଯୋଗୁ ଟ୍ରକଟି ଭାରସାମ୍ୟ…

ଗୁରୁଦାସପୁର ବାଣ କାରଖାନାରେ ପ୍ରଚଣ୍ଡ ବିସ୍ଫୋରଣ

ଗୁରୁଦାସପୁର,୪।୯: ପଞ୍ଜାବର ଗୁରୁଦାସପୁରରେ ଥିବା ଏକ ବାଣ କାରଖାନାରେ ବୁଧବାର ଏକ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି। ଏଥିରେ ଅତିକମରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଆହତ ହୋଇଥିବା ସୂଚନା ମିଳିଛି। ଖବର ପାଇ ବହୁ ଫାୟାର ଇଞ୍ଜିନିୟର ସେଠାରେ…

ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କରାଗଲା ଜରୁରୀ ଅବତରଣ

କାଠମାଣ୍ଡୁ,୪।୯: ନେପାଳର ଏକ ଘରୋଇ ବିମାନ କମ୍ପାନୀ ସୀତା ଏୟାରର ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। କାଠମାଣ୍ଡୁରୁ ଲୁକ୍ଲା ଯାଉଥିବା ବିମାନର ଇଞ୍ଜିନରେ ତ୍ରୁଟି ଦେଖାଦେବାରୁ ଏହାର ଜରୁରୀ ଅବତରଣ କରାଯାଇଛି। ବିମାନଟି ଉଡିବାର କିଛି ସମୟ ପରେ ଇଞ୍ଜିନରେ ତ୍ରୁଟି…

ପୋଲ ତଳକୁ ଖସିଲା କାର୍‌: ଜଣେ ମୃତ ୩ ଗୁରୁତର

ବଡଗାଁ,୪।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ବାମରା ରାସ୍ତାରେ ବୁଧବାର ଅପରାହ୍ନରେ ଭାରସାମ୍ୟ ହରାଇ ପୋଲ ତଳକୁ କାର୍‌ ଖସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ହୋଇଛନ୍ତି। ମୃତକ ହେଲେ ସର୍ଗୀଡ଼ିହ ଗ୍ରାମର ବିରେନ୍ଦ୍ର ନାୟକ(୪୦),…

ଖାରଜ ହେଲା ହନିପ୍ରିତଙ୍କ ଜାମିନ ଆବେଦନ

ଚଣ୍ଡିଗଡ,୪।୯: ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମ ସିଂଙ୍କ ମୁଖ୍ୟ ସହଯୋଗୀ ଥିବା ହନିପ୍ରିତଙ୍କ ଜାମିନ ଆବେଦନ ବୁଧବାର ଖାରଜ ହୋଇଯାଇଛି। ପଞ୍ଜାବ ଓ ହରିୟାଣା ହାଇକୋର୍ଟ ଏହି ଆବେଦନକୁ ଖାରଜ କରି ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୭ରେ ରାମ…

ଯୁବକଙ୍କୁ ଛୁରାମାଡ଼ ଘଟଣା : ମାରଣାସ୍ତ୍ର ଜବତ, ୨ ଅଭିଯୁକ୍ତ ଗିରଫ

ଯୋଡ଼ା,୪।୯(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ୪ନଂ. ଓ୍ବାର୍ଡ ମିଶ୍ରଗଳିଠାରେ ଥିବା ଏକ ହୋଟେଲ ନିକଟରେ ବାଂଶପାଣିର ବିକ୍ରାନ୍ତ ନାୟକଙ୍କୁ ହୋଇଥିବା ଛୁରାମାଡ଼ ଘଟଣାରେ ବୁଧବାର ପୋଲିସ ମାରଣାସ୍ତ୍ର ଜବତ ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା…

କରାଚି ଆକାଶ ମାର୍ଗ ବନ୍ଦ କଲା ପାକିସ୍ତାନ

ଇସ୍‌ଲାମାବାଦ,୪।୯: ଜମ୍ମୁ-କଶ୍ମୀରରେ ଭାରତ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ପରେ ପାକିସ୍ତାନ ବିଚଳିତ ହୋଇପଡ଼ି କ’ଣ କରିବ ଆଉ କ’ଣ ନ କରିବ ସେନେଇ କିଛି ବୁଝିପାରୁନି। ନିକଟରେ ପାକିସ୍ତାନ ସମୁଦ୍ର ପଥରେ ତା’ର ଶକ୍ତି ପଦର୍ଶନ କରୁଥିବା ଦେଖାଯାଇଛି। ଭାରତରୁ ୧୫୦…

ନୂଆ ମୋଟର ଯାନ ନିୟମ ଅନୁଯାୟୀ ଚାଲାଣ କାଟିବାରୁ ବଞ୍ଚାଇ ପାରିବ ସ୍ମାର୍ଟଫୋନ୍‌

ନୂଆଦିଲ୍ଲୀ,୪।୯: ଚଳିତ ମାସ ଆରମ୍ଭରୁ ନୂଆ ମୋଟର ଯାନ ନିୟମ ଲାଗୁ ହୋଇଥିବା ବେଳେ ଏବେ ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏମିତିକି ଗାଡିର ଦାମ୍‌ଠାରୁ ଅଧିକ ପରିମାଣର ଚାଲାଣ ମଧ୍ୟ କଟାଯାଉଥିବା ନଜର ଆସିଲାଣି।…

ଖୋଲିଲା ହୀରାକୁଦ ଡ୍ୟାମ୍‌ର ୨ ଗେଟ୍‌

ଭୁବନେଶ୍ୱର,୪।୯(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍‌ ବୁଧବାର ଖୋଲିଛି । ତେବେ ପୂର୍ବରୁ ସବୁ ଗେଟ୍‌ ବନ୍ଦ ଥିବା ବେଳେ ଏବେ ୨ ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଡ୍ୟାମ୍‌ର ଜଳସ୍ତର ୬୨୫.୧୫…

ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ

ଜଳେଶ୍ୱର,୪।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ଦୁର୍ବତ୍ତମାନଙ୍କୁ ମହଙ୍ଗା ପଡ଼ିଛି। ଯୁବ ବ୍ୟବସାୟୀଜଣଙ୍କ ହେଲେ ଅଭିମନ୍ୟୁ ସାହୁ। ତାଙ୍କ ଘର ଉକ୍ତ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?