Home Left

ପୂର୍ବରୁ ଏମିତି ଥିଲେ, ଏବେ ବଦଳିଗଲାଣି ଏହି ଅଭିନେତ୍ରୀଙ୍କ ଚେହେରା

ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଥିବାବେଳେ ଫ୍ୟାନ୍‌ମାନଙ୍କ ପାଇଁ ଫଟୋ ଏବଂ ଭିଡିଓ ଶେୟାର କରୁଛନ୍ତି। ସୋସିଆଲ ମିଡିଆରେ ଏମିତି ଏକ ଫଟୋ ଶେୟାର କରିଛନ୍ତି, ଯାହା ବର୍ତ୍ତମାନର ନୁହେଁ। କିଛିଦିନ ତଳର। ଏଥିରେ ସେ…

କଳାହାଣ୍ଡି ଗ୍ରାମାଞ୍ଚଳରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୩୨୯ ଛାତ୍ରୀଛାତ୍ରଙ୍କୁ ୪ ଶିକ୍ଷକ

ଭବାନୀପାଟଣା,୪।୯(ଡି.ଏନ୍‌.ଏ.): କଳାହାଣ୍ଡି ଗ୍ରାମାଞ୍ଚଳର ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। କେଉଁଠି ବିଦ୍ୟାଳୟ ପାଇଁ ଶ୍ରେଣୀ ଗୃହ ଅଭାବ ତ କେଉଁଠି ଶିକ୍ଷକ ଅଭାବ। ପୁଣି କେଉଁଠି ଆବଶ୍ୟକ ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଅଭାବରୁ ତାଲା ପଡ଼ିବା ଅବସ୍ଥାକୁ ଚାଲିଆସିଛି। ଶିକ୍ଷାଧିକାର ଆଇନ…

ରାଜ୍ୟ ସରକାରଙ୍କୁ କଟାକ୍ଷ ପ୍ରସଙ୍ଗରେ ଅମରଙ୍କ ଜବାବ: ବିଜୟଙ୍କ କଥା ଅଦାଲତ ଅବମାନନା ଭଳି, ଏହାର କୌଣସି ଆଧାର ନାହିଁ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରୀ ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କଟାକ୍ଷ କରିଥିଲେ। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏମ୍‌ପି ଅମର ପଟ୍ଟନାୟକ। ସେ କହିଛନ୍ତି, ସୁଚିନ୍ତିତ ଯୋଜନାନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ…

ପାକିସ୍ତାନ ସିନ୍ଧ ଅଞ୍ଚଳରେ ପୋଲିସ ବିଭାଗରେ ଯୋଗ ଦେଲେ ପ୍ରଥମ ହିନ୍ଦୁ ମହିଳା

ଇସ୍‌ଲାମାବାଦ,୪।୯: ପ୍ରଥମ ଥର ଲାଗି ପାକିସ୍ତାନର ସିନ୍ଧ ଅଞ୍ଚଳରେ ଜଣେ ହିନ୍ଦୁ ମହିଳାଙ୍କୁ ପୋଲିସ ବିଭାଗରେ ନିଯୁକ୍ତି ମିଳିଛି। ଜିଓ ନ୍ୟୁଜର ସୂଚନା ଅନୁଯାୟୀ, ପୁଷ୍ପା କୋହଲି ନାମକ ଏହି ହିନ୍ଦୁ ମହିଳାଙ୍କୁ ଆସିଷ୍ଟାଣ୍ଟ ସବ-ଇନ୍ସପେକ୍ଟର ପଦ ମିଳିଛି। ଏହି ଖବରକୁ…

ବିନା ଭିଜାରେ ବର୍ଷ ସାରା କରତାରପୁର କରିଡର ଯାତ୍ରା କରିପାରିବେ ଯାତ୍ରୀ

ଇସ୍‌ଲାମାବାଦ,୪।୯: କରତାରପୁର କରିଡର ନେଇ ଭାରତ ଓ ପାକିସ୍ତାନ ଅଧିକାରୀଙ୍କ ମଧ୍ୟରେ ତୃତୀୟ ସ୍ତର ଆଲୋଚନା ଶେଷ ହୋଇଛି। ବୁଧବାର ଅଟାରୀ ବର୍ଡରରେ ଦୁଇ ଦେଶର ପ୍ରତିନିଧିଙ୍କ ମଧ୍ୟରେ ଏନେଇ ଆଲାଚନା ହୋଇଥିଲା। ଆଲୋଚନା ଅନୁଯାୟୀ ଏବେ ଭାରତର ଶିଖ୍‌ ଶ୍ରଦ୍ଧାଳୁ…

ଦାୟିତ୍ୱ ନେଲେ ଓଏଚ୍‌ଆରସି ଅଧ୍ୟକ୍ଷ

ଭୁବନେଶ୍ୱର, ୪।୯(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ର ଅଧ୍ୟକ୍ଷ ଭାବେ ବୁଧବାର ଜଷ୍ଟିସ ବିମଳ ପ୍ରସାଦ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ପ୍ରତିକ୍ରିୟା ରଖି ସେ କହିଛନ୍ତି, ସ୍ବଚ୍ଛତାକୁ ପ୍ରାଧାନ୍ୟ ଦିଆଯିବ। ପଡ଼ି ରହିଥିବା ମାମଲାର ଶୀଘ୍ର ଶୁଣାଣି ଉପରେ ଗୁରୁତ୍ୱ…

ମୋଦିଙ୍କୁ ପ୍ରଶଂସା କରି ପୁଣି କଂଗ୍ରେସକୁ ଆଇନା ଦେଖାଇଲେ ଥରୁର

ନୂଆଦିଲ୍ଲୀ,୪।୯: କଂଗ୍ରେସ ନେତା ଶଶି ଥରୁର ପୁଣି ଥରେ ନିଜ ଦଳ କଂଗ୍ରେସକୁ ଆଇନା ଦେଖାଇଛନ୍ତି। ସେ ଗତ ସପ୍ତାହ ମଧ୍ୟରେ ପ୍ରାୟ ୨ ଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରି ସାରିଛନ୍ତି। ତେଣୁ ଥରୁରଙ୍କର ଏହି ମୋଦି ପ୍ରେମକୁ…

ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ : ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଏକ ଗାଁର ଜଣେ ଯୁବତୀଙ୍କୁ ଅନ୍ୟ ଏକ ଗାଁର ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ଏତଲା କ୍ରମେ, ଆଇଆଇସି ବସନ୍ତ କୁମାର ସେଠୀ ଘଟଣାର ତଦନ୍ତ କରି ମାମଲା ନଂ.୧୭୦/୧୯,…

ଅଶ୍ୱିନଙ୍କୁ ଛାଡ଼ିବ କିଙ୍ଗ୍ସ ଏକାଦଶ

ନୂଆଦିଲ୍ଲୀ,୪।୯(ପିଟି): ଆଇପିଏଲର ଆଗାମୀ ସଂସ୍କରଣରେ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ (କେଏକ୍ସଆଇପି) ଛାଡ଼ିବା ନେଇ ସ୍ପଷ୍ଟ କରିଛି। ସେ ଗତ ଦୁଇ ସିଜନ ଲାଗି ପଞ୍ଜାବ ଦଳର ଅଧିନାୟକ ଥିଲେ। ୨୦୧୮ ଓ ୧୯ରେ ପଞ୍ଜାବ ଦଳ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଜଣଙ୍କ ମୃତ୍ୟୁ

ନୟାଗଡ଼ ଅଫିସ,୪।୯: ନୟାଗଡ଼ ଜିଲା ରଣପୁର ବ୍ଲକ ରଙ୍କଦେଉଳି ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉକ୍ତ ଗ୍ରାମର ଲକ୍ଷ୍ମଣ ସାହୁ (୫୮), ରବି ପରିଡ଼ା(୩୦)। ସୂଚନାଯୋଗ୍ୟ, ଘରେ କେହି ନ ଥିବା ବେଳେ…

ବିଶ୍ୱର ସବୁଠୁ ଉଚ୍ଚ ସୁଇମିଂ ପୁଲ୍‌ : ୧୧୫ ଫୁଟ ଉପରେ ଝୁଲି ରହିଛି

ସାଧାରଣତଃ ସୁଇମିଂ ପୁଲ୍‌ ତଳେ ନିର୍ମାଣ କରାଯାଇଥାଏ। କିନ୍ତୁ ବ୍ରିଟେନ୍‌ରେ ଏମିତି ଏକ ସୁଇମିଂ ପୁଲ୍‌ ରହିଛି, ଯାହାର ନିର୍ମାଣ ଶୈଳୀ ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଦକ୍ଷିଣ ବ୍ରିଟେନ୍‌ର ଦୁଇ ଆପାର୍ଟମେଣ୍ଟ ମଝିରେ ଝୁଲିଲା ପରି ରହିଛି ଏହି ପୁଲ୍‌। ଦୁଇ…

ଏସବୁ ମୋତିଆ ବିନ୍ଦୁରୁ ରଖେ ଦୂରେଇ…

ବୟସ ବଢ଼ିବା ସହିତ କେତେକଙ୍କଠାରେ ମୋତିଆ ବିନ୍ଦୁ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଉପାୟରେ ଏହି ସମସ୍ୟା ସହଜରେ ଦୂର ହୋଇପାରିଥାଏ। ନିୟମିତ ୭ଟି କଞ୍ଚା ଶାଗ ପତ୍ର ଚୋବାଇ ଖାଇଲେ ମୋତିଆ ବିନ୍ଦୁ .ହୋଇ ଥାଏ ବୋଲି ଆୟୁର୍ବେଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?