କନ୍ଦାଇଲାଣି ନୂଆ ମୋଟରଯାନ ନିୟମ: ଅଟୋ ଚାଳକଙ୍କ ନାଁରେ ୩୨ ହଜାର ୫ଶହ ଟଙ୍କାର ଚାଲାଣ
ନୂଆଦିଲ୍ଲୀ,୪।୯: ନୂଆ ମୋଟରଯାନ ନିୟମ ଉଲ୍ଲଂଘନକାରୀଙ୍କୁ ଏବେ କାନ୍ଦିବାକୁ ପଡିଲାଣି। କାରଣ ଏବେ ଏହି ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବୁଧବାର ଗୁରୁଗ୍ରାମର ଜଣେ ଅଟୋ ଚାଳକଙ୍କ ନାଁରେ ୩୨ ହଜାର ୫ଶହ ଟଙ୍କା ଚାଲାଣ କଟାଯାଇଥିବା…
ନିଜ ବାପା ନୁହେଁ, ଏହି ଖେଳାଳିଙ୍କ ବ୍ୟାଟିଂ ଦେଖିବାକୁ ପସନ୍ଦ କରନ୍ତି ସଚିନ ତେନ୍ଦୁଲକରଙ୍କ ଝିଅ
କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ନାଁରେ ଅନେକ ରେକର୍ଡ ରହିଛି। ଯାହାକୁ ଭାଙ୍ଗିବା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟକର। ଆଜିକାଲିର ଯୁବ କ୍ରିକେଟରଙ୍କ ପାଇଁ ସେ ପ୍ରେରଣା। ସଚିନଙ୍କ ବ୍ୟାଟିଂ ବିଶ୍ୱର ଅନେକ କ୍ରିକେଟରଙ୍କୁ ମଧ୍ୟ ପସନ୍ଦ ଆସିଥାଏ। ସଚିନଙ୍କ…
ଏନ୍ଆର୍ସି ବିରୋଧରେ ପ୍ରସ୍ତାବ ଆଣିବେ ମମତା ସରକାର
କୋଲକତା,୪।୯: ଏନ୍ଆର୍ସି ବିରୋଧରେ ପଶ୍ଚିମବଙ୍ଗ ମମତା ବାନାର୍ଜୀ ସରକାର ଖୁବ୍ ଶୀଘ୍ର ଏକ ପ୍ରସ୍ତାବ ଆଣିବାକୁ ଯାଉଛନ୍ତି। ଚଳିତ ସପ୍ତାହରେ ଏହି ପ୍ରସ୍ତାବ ଅଣାଯିବାର ଯୋଜନା ରହିଛି। ଏହା ପୂର୍ବରୁ ମମତା ସମସ୍ତ ବିରୋଧୀ ଦଳଙ୍କୁ ଏକଜୁଟ କରିବା ଲାଗି ଉଦ୍ୟମ…
ଅଗଷ୍ଟ ୫ରୁ ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୫ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଛି: ସେନା
ଶ୍ରୀନଗର,୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଶାସିତ ଭାଜପା ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦେବା ପରେ ସେଠାରେ ପରିସ୍ଥିତିକୁ ଶାନ୍ତ ରଖିବାକୁ ସବୁ ପ୍ରକାର ପ୍ରୟାସ କରାଯାଇଥିଲା। ହେଲେ ଏସବୁ ମଧ୍ୟରେ ବି ଅଗଷ୍ଟ ୫ରୁ ଅର୍ଥାତ୍ ପ୍ରାୟ ୩୦ ଦିନ…
କାହାର ଗୀତ ନକଲ କଲେ ମିଳୁଥିବା ସଫଳତା ଅଧିକ ଦିନ ରହି ନ ଥାଏ: ଲତା ମଙ୍ଗେସକର
ମୁମ୍ବାଇ,୪।୯: ରାନୁ ମଣ୍ଡଳଙ୍କୁ ନେଇ ଏବେ ସୋସିଆଲ୍ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ସେ ଲତା ମଙ୍ଗେସକରଙ୍କ ସୋର୍ ଫିଲ୍ମର ଗୀତ ଏକ ପ୍ୟାର କା ନଗମା ହୈ… ରେଳ ଷ୍ଟେଶନରେ ଗାଇ ପ୍ରସିଦ୍ଧି ସାଉଁଟିଛନ୍ତି। ତେବେ ଏହାକୁ ନେଇ ପ୍ରଥମ…
ପିତାଙ୍କ ଜନ୍ମଦିନରେ ସ୍ପେଶାଲ ଫଟୋ ଶେୟାର କଲେ ରିଦ୍ଧିମା
ମୁମ୍ବାଇ: ବଲିଉଡ୍ ଦୁନିଆର ରୋମାଣ୍ଟିକ୍ ନାୟକ ରିଷି କପୁର ୬୭ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଝିଅ ରିଦ୍ଧିମା କପୁର ସାହନି ପିତା ରିଷିଙ୍କର ଏକ ସ୍ପେଶାଲ ଫଟୋ ଶେୟାର କରିଛନ୍ତି। ଯାହା ତାଙ୍କ ପ୍ରଶଂସକଙ୍କୁ ଖୁବ୍ ପସନ୍ଦ ଆସିଛି।…
୭ ବର୍ଷୀୟ ଫ୍ୟାନଙ୍କ ଅଟୋଗ୍ରାଫ ନେଲେ କୋହଲି
ହରାରେ,୪।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଲୋକପ୍ରିୟତା କେତେ ଅଧିକ ତାହା ସଭିଙ୍କୁ ଜଣା। କିନ୍ତୁ ଟିମ୍ ଇଣ୍ଡିଆ କ୍ୟାପଟେନ ଜଣେ ୭ ବର୍ଷୀୟ କୁନି ପ୍ରଶଂସକଙ୍କ ଅଟୋଗ୍ରାଫ ନେଇଛନ୍ତି। ନିକଟରେ ଟୁଇଟରରେ ଭାଇରାଲ ହୋଇଥିବା ଭିଡିଓରେ ଏହା…
ବିପଦ ଆସିଲେ ଆଗୁଆ ସୂଚନା ଦେଇଥାଏ ଏହି କୁଣ୍ଡ
ଦେଶରେ ଅନେକ ଦେବାଦେବୀଙ୍କ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ସେହିପରି କଶ୍ମୀରର ଶ୍ରୀନଗର ତୁଲମୁଲାରେ ଏମିତି ଏକ ମନ୍ଦିର ରହିଛି, ଏହା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ମନ୍ଦିରର ନାମ ମାତା କ୍ଷୀର…
ଆଖଣ୍ଡଳମଣି-ଭଦ୍ରକ ରାଜ୍ୟ ରାଜପଥ: ହେଲମେଟ ପିନ୍ଧିବାକୁ ସଚେତନ କଲେ ସ୍ବେଚ୍ଛାସେବୀ
ଆରଡ଼ି,୪।୯(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଦୋହରା ପାଟଣା ଛକରେ ବୁଧବାର ବାଇକ୍ ଚାଳକଙ୍କୁ ହେଲମେଟ ପିନ୍ଧିବାକୁ ସଚେତନ କରାଯାଇଛି। ଦୋହରା ପାଟଣାର ନୀଳମାଧବ ୟୁଥ୍ କ୍ଲବର ସଦସ୍ୟମାନେ ଆଖଣ୍ଡଳମଣି-ଭଦ୍ରକ ରାଜପଥରେ ବାଇକ୍ ଚାଳକଙ୍କୁ ହେଲ୍ମେଟ ପିନ୍ଧିବା ସହ ଟ୍ରାଫିକ ନିୟମ…
ପାରିବାରିକ କଳହକୁ ନେଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
ହାଟଡ଼ିହୀ,୪।୯(ଡି.ଏନ୍.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅମିନପୁର ଗ୍ରାମର ଜଣେ ମହିଳା ହାବଳେଶ୍ୱର ଶିବ ମନ୍ଦିର ନିକଟ ବୈତରଣୀକୁ ଡେଇଁ ବୁଧବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ପ୍ରଶାନ୍ତ ସେନାପତିଙ୍କ ସ୍ତ୍ରୀ ନିରୁପମା(୪୫)। ପାରିବାରିକ କଳହକୁ ନେଇ ନିରୁପମା ଏପରି…
ଗଣେଶଙ୍କୁ ପୂଜା କରି ଟ୍ରୋଲ ହେଲେ ସାରା
ମୁମ୍ବାଇ: ସାରା ଦେଶରେ ଏବେ ଗଣପତିଙ୍କ ପୂଜାକୁ ନେଇ ଉତ୍ସବର ମାହୋଲ। ବଲିଉଡ କଳାକାରମାନେ ମଧ୍ୟ ଏହାକୁ ବେଶ ଧୁମ୍ଧାମରେ ପାଳନ କରୁଛନ୍ତି। ଏପରିସ୍ଥଳେ ଗଣେଷଙ୍କୁ ପୂଜି ଟ୍ରୋଲ୍ ହୋଇଛନ୍ତି ସୈଫ ଲଳନା ସାରା ଅଲ୍ଲୀ ଖାନ୍। ନିଜର ଇନ୍ଷ୍ଟା ଆକାଉଣ୍ଟରେ…
କଶ୍ମୀରରେ ହିଂସା ପାଇଁ ଷଡଯନ୍ତ୍ର ରଚୁଥିଲା ପାକିସ୍ତାନ: ସେନା
ଶ୍ରୀନଗର,୪।୯: ଭାରତୀୟ ସେନା ମଙ୍ଗଳବାର ଲସ୍କର-ଇ-ତୋଏବାର ୨ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏନେଇ ଚିନାର ସେନାର କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ କେଜେଏସ୍ ଧିଲୋନ ଓ ଜମ୍ମୁ-କଶ୍ମୀରର ପୋଲିସ ଏଡିଜି ମୁନୀର ଖାନ ବୁଧବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏମାନଙ୍କୁ…

