Home Left

ଅଧିକ ଲକ୍ଷ୍ୟ ହାସଲ ଓ ଶ୍ରମିକ କଲ୍ୟାଣ ପରସ୍ପର ପରିପନ୍ଥୀ ନୁହନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୪ା୯(ବ୍ୟୁରୋ):ଅଳ୍ପ ଖର୍ଚ୍ଚରେ ଅଧିକ ଲକ୍ଷ୍ୟ ହାସଲ ଓ ଶ୍ରମିକ କଲ୍ୟାଣ ପରସ୍ପର ପରିପନ୍ଥୀ ନୁହନ୍ତି। ଉଭୟଙ୍କୁ ଏକାସଙ୍ଗେ ହାସଲ କରିହେବ ବୋଲି ଇସ୍ପାତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବିଭିନ୍ନ ଟ୍ରେଡ ୟୁନିୟନ ନେତୃମଣ୍ଡଳୀ ସହିତ ଆଲୋଚନା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦକ୍ଷତା ବିକାଶ ଚିନ୍ତା ସିଙ୍ଗାପୁରର ସହାୟତା ନେବ ଓଡ଼ିଶା:ଆଇଟିଆଇ ପରେ ସିଙ୍ଗାପୁରରେ ପ୍ରଶିକ୍ଷଣ ନେବେ ପଲିଟେକ୍‌ନିକ୍‌ ପ୍ରଶିକ୍ଷକ

ଭୁବନେଶ୍ୱର,୪ା୯(ବ୍ୟୁରୋ):ଦକ୍ଷତା ବିକାଶ କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବେ ଓଡ଼ିଶା ଏବଂ ସିଙ୍ଗାପୁର। ଧନ୍ଦାମୂଳକ ଶିକ୍ଷା ଏବଂ ବୈଷୟିକ ଜ୍ଞାନକୌଶଳ କ୍ଷେତ୍ରରେ ଆଉ ପାଦେ ଆଗେଇବାକୁ ସିଙ୍ଗାପୁର ସରକାରଙ୍କ ସାହାଯ୍ୟ ଲୋଡ଼ିବ ଓଡ଼ିଶା। ରାଜ୍ୟରେ ଥିବା ଆଇଟିଆଇ ଏବଂ ପଲିଟେକ୍‌ନିକ୍‌ଗୁଡ଼ିକରେ ଯେପରି…

ପୂର୍ବ ଶତ୍ରୁତାରୁ ଦୋକାନୀଙ୍କୁ ହତ୍ୟା: ୩ ଗିରଫ

ଖୁଣ୍ଟୁଣୀ,୪ା୯(ଡି.ଏନ୍‌.ଏ.):ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଚୌଦ୍ୱାର ଥାନା ଅନ୍ତର୍ଗତ ମାହାଳପଡ଼ା ଗ୍ରାମର ଗୋଲକ ପ୍ରଧାନ(୪୯)ଙ୍କୁ ସଂଘବଦ୍ଧଭାବେ ପିଟିପିଟି ହତ୍ୟା କରାଯାଇଛି। ତାଙ୍କ ସ୍ତ୍ରୀ ସରସ୍ବତୀଙ୍କ ଅଭିଯୋଗକ୍ରମେ ଖୁଣ୍ଟୁଣୀ ପୋଲିସ ଏକ ହତ୍ୟା ମାମଲା (ନଂ.୧୦୧/୧୯)ରୁଜୁ କରି ମଙ୍ଗଳବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି।…

୧୦ଜଣଙ୍କୁ ଦଧୀଚି ପ୍ରତିଭା ସମ୍ମାନ

ଭୁବନେଶ୍ୱର,୪ା୯(ବ୍ୟୁରୋ):ଦଧୀଚି ଏଜୁକେଶନାଲ୍‌ ଟ୍ରଷ୍ଟ ଆନୁକୂଲ୍ୟରେ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ୨ୟ ଦଧୀଚି ପ୍ରତିଭା ସମ୍ମାନ-୨୦୧୯ ଅନୁଷ୍ଠିତ ହୋଇଯାଇଛି। ହ୍ବାଇଟ୍‌ କାନ୍‌ଭାସ୍‌ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉଦ୍‌ଘାଟନ କରିଥିଲେ।…

ଆଉ ୨୦ ଏୟାରପୋର୍ଟରେ ପ୍ଲାଷ୍ଟିକ ଉପରେ ପ୍ରତିବନ୍ଧକ

ଭୁବନେଶ୍ୱର, ୪ା୯(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପରିପ୍ରେକ୍ଷୀରେ କେନ୍ଦ୍ର ସରକାର ଏକକ ବ୍ୟବହୃତ ପ୍ଲାଷ୍ଟିକକୁ ନିଷିଦ୍ଧକୁ ଜୋର ଦେଉଛନ୍ତି। ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ରେଲଓ୍ବେ ଷ୍ଟେଶନ, ଏୟାରପୋର୍ଟ ଆଦି ପ୍ରମୁଖ ସ୍ଥାନରେ ଏହାକୁ ନିଷିଦ୍ଧ କରିବାକୁ କାର୍ଯ୍ୟ ଆରମ୍ଭ ହୋଇସାରିଛି।…

ଆଜି ଜାତୀୟ ବନ୍ୟପ୍ରାଣୀ ଦିବସ:ବିଶ୍ୱରେ ୪୦% ସାମୁଦ୍ରିକ ବନ୍ୟପ୍ରାଣୀ କ୍ଷତିଗ୍ରସ୍ତ

ଭୁବନେଶ୍ୱର, ୪ା୯(ବ୍ୟୁରୋ):ଆଜି ଜାତୀୟ ବନ୍ୟପ୍ରାଣୀ ଦିବସ। ପ୍ରତିବର୍ଷ ସେପ୍ଟେମ୍ବର ୪କୁ ବନ୍ୟପାଣୀଙ୍କ ସୁରକ୍ଷା ଓ ସଂରକ୍ଷଣ ଉଦ୍ଦେଶ୍ୟରେ ପାଳନ କରାଯାଉଛି। ଏଥର ଏହି ଦିବସ ଥିମ୍‌ ରହିଛି ‘ଲାଇଫ୍‌ ବିଲୋ ଓ୍ବାଟର: ଫର୍‌ ପିପୁଲ ଆଣ୍ଡ୍‌ ପ୍ଲାନେଟ୍‌’। ପ୍ରଥମଥର ବନ୍ୟପ୍ରାଣୀ ଦିବସରେ…

ଶ୍ରୀଲିଙ୍ଗରାଜଙ୍କ ଜମିରେ ୧୪୪ ଧାରା ଲାଗିବା ଘଟଣା:ନିର୍ମାଣ କାମକୁ ନେଇ ଠାକୁରଙ୍କ ନୀତି ବନ୍ଦ

ପୁରୁଣା ଭୁବନେଶ୍ୱର,୪ା୯(ଡି.ଏନ.ଏ.):ଶ୍ରୀଲିଙ୍ଗରାଜଙ୍କ ଜମି ଉପରେ ନିର୍ମାଣାଧୀନ ଗୃହକୁ ନେଇ ୧୪୪ ଧାରା ଜାରି ସତ୍ତ୍ୱେ ସେଠାରେ କାମ ବନ୍ଦ ହେଉନାହିଁ। ଏହାକୁ ବିରୋଧ କରି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ ମଙ୍ଗଳବାର ସକାଳୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତି ବନ୍ଦ କରି ଦେଇଛନ୍ତି।…

ବାଇକ୍‌ର ପେଣ୍ଠସ୍ଥଳ କୁହୁଡି:ବାଇକ୍‌ ଚୋରି ପାଇଁ ତାଲିମ ଦିଆଯାଉଥିଲା

ଖୋର୍ଦ୍ଧା ଅଫିସ,୪ା୯: ଖୋର୍ଦ୍ଧା ଜିଲାର ଟାଙ୍ଗୀ ଥାନା କୁହୁଡି ଚୋରା ବାଇକ୍‌ର ପେଣ୍ଠସ୍ଥଳ ପାଲଟିଛି। ଏପରି କି ଏଠାରେ ବାଇକ୍‌ ଲୁଟ୍‌ କରିବାକୁ ଯୁବକମାନଙ୍କୁ ତାଲିମ ଦିଆଯାଇ ଟ୍ରେଣ୍ଡ କରାଯାଉଥିଲା। ନୟାଗଡ ଜିଲାର ଚାନ୍ଦପୁର ଥାନା ପୋଲିସ ରବିବାର ଏଠାରୁ ୧୧ଟି…

କାଳିଆ ଯୋଜନାରେ ଚାଲିଛି ରାଜନୀତି:ବାଦ୍‌ ପଡୁଛନ୍ତି ଯୋଗ୍ୟ ହିତାଧିକାରୀ

ଖୋର୍ଦ୍ଧା ଅଫିସ,୪ା୯:ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଖୋର୍ଦ୍ଧାର ମଙ୍ଗଳା ମଣ୍ଡପଠାରେ ଜିଲାସ୍ତରୀୟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ସୁରେଶ ମାନସିଂଙ୍କ ନେତୃତ୍ୱରେ ଅନୁଷ୍ଠିତ ସଭାରେ ସଙ୍ଗଠନର ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ, ମନୱର ଅଲ୍ଲି, ଚାଷୀ ନେତା ରମେଶ…

ଭାଇରାଲ ହେଉଛନ୍ତି ଜୟପୁରର କିଶୋର କୁମାର

ଜୟପୁର,୪ା୯ (ଡି.ଏନ୍‌.ଏ.):‘ଚଲ୍‌ତେ ଚଲ୍‌ତେ ମେରେ ୟେ ଗୀତ୍‌ ୟାଦ୍‌ ରଖନା, କଭି ଅଲ୍‌ବିଦା ନା କେହ୍‌ନା।’ ଜୟପୁର ସହରର ଏକ ନିର୍ଦ୍ଦିଷ୍ଟ ଅଟୋରେ ଆପଣ ଯାତ୍ରା କରିବା ବେଳେ ଭାସିଆସିବ କିଶୋର କୁମାରଙ୍କ ଏଇ ଚିର ସବୁଜ ଗୀତ ସାଙ୍ଗକୁ ଆହୁରି…

ଖାଦ୍ୟ ଓ ଖାଉଟି ବ୍ୟାପାର ଜାତୀୟ ପରାମର୍ଶଦାତା ବୈଠକ:ବକେୟା ଅର୍ଥ ପଇଠ କରିବାକୁ ଦାବି କଲେ ମନ୍ତ୍ରୀ

ଭୁବନେଶ୍ୱର,୪ା୯(ବ୍ୟୁରୋ):ଧାନ ସଂଗ୍ରହ ବାବଦକୁ କେନ୍ଦ୍ରଠାରୁ ମିଳିବାକୁ ଥିବା ବକେୟା ସବ୍‌ସିଡି ଅର୍ଥ ତୁରନ୍ତ ପ୍ରଦାନ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି। ମଙ୍ଗଳବାର ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ…

ଜବରଦସ୍ତ ଚାନ୍ଦା ଆଦାୟ:ରାଜ୍ୟର ବିଭିନ୍ନ ସ୍ଥାନରୁ ୧୩ ଗିରଫ

କଟକ ଅଫିସ, ୪ା୯:ଆରମ୍ଭ ହୋଇଛି ପାର୍ବଣ ଋତୁ। ତେଣୁ ସବୁଠି ଖୁସିର ମାହୋଲ। ତେବେ ଏହି ସୁଯୋଗରେ ପୂଜା ନାମରେ କେତେକ ଅସାଧୁ ଯୁବକ ବଳପୂର୍ବକ ଚାନ୍ଦା ଆଦାୟ କରୁଛନ୍ତି। ଏହାକୁ ନେଇ ଅନେକ ସମୟରେ ଅପ୍ରୀତିକର ଘଟଣା ଘଟିବାର ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?