Home Left

ଅନ୍ନଦାତା ହେବେ ଊର୍ଜାଦାତା: ଧର୍ମେନ୍ଦ୍ର

ଭୁବନେଶ୍ୱର,୪-୯(ବ୍ୟୁରୋ):ଦେଶର ଅନ୍ନଦାତାମାନେ ଊର୍ଜାଦାତା ହେବେ। ଏହି ନୀତି ଆଧାରରେ ମୋଦି ସରକାର କାମ କରୁଛନ୍ତି ା ତେଣୁ ଲୋକଙ୍କ ଆୟକୁ ବଢାଇବା ପାଇଁ ବିଭିନ୍ନ କୃଷି ଉପତ୍ାଦରୁ ପ୍ରସ୍ତୁତ ଇଥାନଲର ମୂଲ୍ୟ ବୃଦ୍ଧି କରିବାକୁ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ହୋଇଛି ବୋଲି…

‘ପଲ୍‌ ପଲ୍‌ ଦିଲ୍‌ କେ ପାସ୍‌’ରେ ପ୍ରଥମ ଅଭିନୟ

ମୁମ୍ବାଇ: ‘ପଲ୍‌ ପଲ୍‌ ଦିଲ୍‌ କେ ପାସ୍‌’ରେ ଅଭିନୟ ଜୀବନ ଆରମ୍ଭ କରିଛନ୍ତି ସନ୍ନି ଦେଓଲଙ୍କ ପୁତ୍ର କରନ ଦେଓଲ। କରନ ଶୁଟିଂସେଟ୍‌ରେ ଥିବାବେଳେ ତାଙ୍କ ଜେଜେବାପା ତଥା ବିଶିଷ୍ଟ ଅଭିନେତା ଧର୍ମେନ୍ଦ୍ର ଅଚାନକ ସେଠାରେ ପହଞ୍ଚତ୍ୟାଇଥିଲେ। ଜେଜେବାପାଙ୍କୁ ଅତର୍କିତ ଦେଖି…

ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ା୯(ପି.ଟି.): ଭ୍ଲାଡିଭୋଷ୍ଟକରେ ବୁଧବାରଠାରୁ ଅନୁଷ୍ଠିତ ହେବାକୁ ଥିବା ପୂର୍ବାଞ୍ଚଳ ଅର୍ଥନୈତିକ ଫୋରମ୍‌ (ଇଇଏଫ୍‌)ରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୁଷିଆ ଗସ୍ତ କରିଛନ୍ତି। ତାଙ୍କର ଏହି ଗସ୍ତ କାଳରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ ବିଭିନ୍ନ ଆଞ୍ଚଳିକ…

ଓଏନ୍‌ଜିସି ପ୍ଲାଣ୍ଟରେ ଅଗ୍ନିକାଣ୍ଡ: ୪ ମୃତ

ମୁମ୍ବାଇ, ୪ା୯: ମୁମ୍ବାଇଠାରୁ ୪୫ କି.ମି. ଦୂର ଉରାନ୍‌ସ୍ଥିତ ରାଷ୍ଟ୍ରାୟତ୍ତ ତୈଳ ଓ ଗ୍ୟାସ୍‌ ପ୍ରୋସେସିଂ ପ୍ଲାଣ୍ଟ ଓଏନ୍‌ଜିସିରେ ମଙ୍ଗଳବାର ସକାଳେ ହଠାତ୍‌ ଅଗ୍ନିକାଣ୍ଡ ଘଟିବାରୁ ୩ ସିଆଇଏସ୍‌ଏଫ୍‌ (କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀ)ର ଯବାନଙ୍କ ସମେତ ୪ ଜଣଙ୍କ ମୃତ୍ୟୁ…

ସ୍କୁଟିଚାଳକଙ୍କୁ ୨୩ ହଜାର ଜରିମାନା

ନୂଆଦିଲ୍ଲୀ, ୪ା୯: ସେପ୍ଟେମ୍ବର ପହିଲାରୁ ମୋଟର ଯାନ ସଂଶୋଧନ ଆଇନ ଲାଗୁହେବା ପରେ ଦିଲ୍ଲୀର ଗୁରୁଗ୍ରାମଠାରେ ଜଣେ ସ୍କୁଟି ଚାଳକଙ୍କ ଉପରେ ଟ୍ରାଫିକ ପୋଲିସ ୨୩ ହଜାର ଟଙ୍କାର ଜରିମାନା ଲଗାଇଛି। ସ୍କୁଟି ଚାଳକ ହେଲ୍‌ମେଟ ପିନ୍ଧି ନ ଥିବାବେଳେ ତାଙ୍କ…

ସଂଖ୍ୟାଗରିଷ୍ଠତା ହରାଇଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୪ା୯: ଆଗକୁ ବ୍ରେକ୍‌ଜିଟକୁ ନେଇ ଭୋଟ ହେବାକୁ ଥିବାବେଳେ କଞ୍ଜରଭେଟିଭ ପାର୍ଟିର ଜଣେ ବିଦ୍ରୋହୀ ଏମ୍‌ପି ମଙ୍ଗଳବାର ଲିବେରାଲ ଡେମୋକ୍ରାଟ୍ସ ପାର୍ଟିରେ ଯୋଗଦେବା ଫଳରେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ପାର୍ଲାମେଣ୍ଟରେ ସଂଖ୍ୟାଗରିଷ୍ଠତା ହରାଇଛନ୍ତି। ତାଙ୍କର ବ୍ରେକ୍‌ଜିଟ ନୀତିକୁ ଅଟକାଇବା ପାଇଁ…

ଅଜିତ ଯୋଗୀଙ୍କ ପୁଅ ଗିରଫ

ବିଳାସପୁର,୪ା୯(ପି.ଟି.): ନିର୍ବାଚନ ସତ୍ୟପାଠରେ ଜାଲିଆତି ଅଭିଯୋଗରେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପୁଅ ଅମିତ୍‌ଙ୍କୁ ମଙ୍ଗଳବାର ବିଳାସପୁର ଜିଲାରୁ ଗିରଫ କରାଯାଇଛି। ୨୦୧୩ ଛତିଶଗଡ଼ ବିଧାନସଭା ନିର୍ବାଚନ ବେଳେ ସେ ଦାଖଲ କରିଥିବା ସତ୍ୟପାଠରେ ଜାଲିଆତି କରିଥିବା ପୋଲିସ କହିଛି।…

ମନି ଲଣ୍ଡରିଂ ମାମଲା: କଂଗ୍ରେସ ନେତା ଶିବକୁମାର ଗିରଫ

ନୂଆଦିଲ୍ଲୀ, ୪ା୯: କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମନି ଲଣ୍ଡରିଂ ମାମଲାରେ ମଙ୍ଗଳବାର ଗିରଫ କରିଛି। କର୍ନାଟକର ଏହି ପୂର୍ବତନ ମନ୍ତ୍ରୀ ତଥା କନକପୁରା ବିଧାୟକଙ୍କୁ କେନ୍ଦ୍ରୀୟ ଏଜେନ୍ସି ଦ୍ୱାରା କ୍ରମାଗତ ଭାବେ ଜେରା କରାଯାଇଥିଲା। ଏବେ…

ମାନିଲେ ପାକିସ୍ତାନର ଆଇସିଜେ ଓକିଲ: କଶ୍ମୀରରେ ନରସଂହାର ଅଭିଯୋଗର ପ୍ରମାଣ ନାହିଁ

ଇସ୍‌ଲାମାବାଦ,୪ା୯: ପ୍ରମାଣ ଅଭାବରୁ କଶ୍ମୀରରେ ନରସଂହାର ଅଭିଯୋଗର ପ୍ରମାଣ କରିବା ଅତ୍ୟନ୍ତ କଷ୍ଟକର ବୋଲି ପାକିସ୍ତାନର ଅନ୍ତର୍ଜାତୀୟ ନ୍ୟାୟିକ ଅଦାଲତ (ଆଇସିଜେ) ଓକିଲ ଖଓ୍ବର କୁରେଶି ସ୍ବୀକାର କରିଛନ୍ତି। ଫଳରେ କଶ୍ମୀର ପ୍ରସଙ୍ଗକୁ ନେଇ ଆଇସିଜେ ଯିବାକୁ ଧମକ ଦେଉଥିବା ଇସ୍‌ଲାମାବାଦକୁ…

ସରକାରୀ ବିଭାଗ ସହ ନିର୍ଦ୍ଦେଶାଳୟ ମିଶ୍ରଣ ପ୍ରସଙ୍ଗ:ପ୍ରଶାସନିକ ତତ୍ପରତା ଆରମ୍ଭ

ଭୁବନେଶ୍ୱର,୪-୯(ବ୍ୟୁରୋ):ରାଜ୍ୟରେ ଥିବା ସରକାରୀ ବିଭାଗ ଓ ସଂପୃକ୍ତ ନିର୍ଦ୍ଦେଶାଳୟଗୁଡିକର ମିଶ୍ରଣ କରାଯିବ। ଏହି ମିଶ୍ରଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ସେହିକ୍ରମରେ ବୁଧବାର ସଚିବାଳୟରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ…

ଲୁହାଭାରାରୁ ମୁକୁଳିବ ବିଶ୍ୱ ଐତିହ୍ୟ

ଭୁବନେଶ୍ୱର,୪-୯(ବ୍ୟୁରୋ)/ କୋଣାର୍କ (ଡି.ଏନ୍‌.ଏ):ଶେଷରେ ଲୌହଭାରାରୁ ମୁକୁଳିବ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର। ଦୀର୍ଘଦିନର ବାଦବିବାଦ ଏବଂ ଦାବି ପରେ କୋଣାର୍କ ମନ୍ଦିରରୁ ହଟିବ ଲୌହଭାରା। କୋଣାର୍କର ସଂରକ୍ଷଣ ପାଇଁ ଲାଗିଥିବା ଏହି ଲୌହଭାରା ମନ୍ଦିରର କଳାକୃତି ନଷ୍ଟ କରିବାରେ ପ୍ରମୁଖ…

୨୪ଘଣ୍ଟା ପ୍ରବଳ ବର୍ଷିବ:ଆଜି ୩ ଜିଲାକୁ ଅରେଞ୍ଜ, ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୪-୯(ବ୍ୟୁରୋ):ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେଉଛି। ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ବୁଧବାର ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଆଦି ୩ଟି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?