Home Left

ଯାତ୍ରୀଙ୍କୁ ହଇରାଣ କରୁଛନ୍ତି ଟିକେଟ୍‌ କାଉଣ୍ଟର ହକର: ଟଙ୍କା ଫେରେଇବାକୁ କହିବାରୁ… ସାମାଜିକ ଗଣମାଧ୍ୟମରେ ଦୁଃଖ ବଖାଣିଲେ ବିଧବା ମହିଳା

ଦାରିଙ୍ଗବାଡି, ୭ ।୧ (ଅରୁଣ ସାହୁ ): କନ୍ଧମାଳ ଜିଲାଦାରିଙ୍ଗବାଡି ଥାନା ଗୌଡ଼ ସାହିର ଜଣେ ବିଧବା ମହିଳାଙ୍କୁ ଘରୋଇ ବସର ଟିକେଟ୍‌ କାଉଣ୍ଟରର ହକର ଟିକେଟ ପଇସା ନ ଫେରାଇ ଓଲଟା ମହିଳାଙ୍କୁ ଅଶ୍ମୀଳ ଭାଷାରେ ଗାଳି ଗୁଲଜ କରୁଥିବା…

ଦିବ୍ୟାଙ୍ଗ ଯୁବତୀଙ୍କୁ ଜଣଙ୍କ ପରେ ଜଣେ କରିଥିଲେ ବଳାତ୍କାର: ୩ ଜଣ ଜଣଙ୍କୁ ଅଟକ ରଖି…

ରାୟଗଡ଼ା/ଗୁଡ଼ାରି,୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଛି। ଜଣେ ୧୮ବର୍ଷୀୟା ଦିବ୍ୟାଙ୍ଗ ଯୁବତୀ ମାନସିକ ଦୁରବସ୍ଥା ଥିବାରୁ ଏହାର ଫାଇଦା ଉଠାଇ ସୋମବାର ଅପରାହ୍ନ ପ୍ରାୟ ୪ଟାରେ ୩ ଜଣ ଯୁବକ ତାଙ୍କୁ…

ଆମେରିକାର ଭେନେଜୁଏଲା ଆକ୍ରମଣ

ଆମେରିକା ୩ ଜାନୁଆରୀ ୨୦୨୬ରେ ଭେନେଜୁଏଲା ଉପରେ ସଂଘଟିତ ଆକ୍ରମଣ କରିଛି। ସ୍ଥାନୀୟ ସମୟ ଅନୁସାରେ ମଧ୍ୟରାତ୍ରି ପ୍ରାୟ ୨ଘଟିକା ସମୟରେ ଭେନେଜୁଏଲାର ରାଜଧାନୀ କାରାକାସ୍‌ ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସେନା ଅଧିକୃତ, ବନ୍ଦର, ସଞ୍ଚାର ଓ ଯୋଗାଯୋଗ ଆଦି ଅନୁଷ୍ଠାନ…

ପ୍ରମୁଖ ଲେଖନୀରୁ ନାରୀସ୍ବର

ସାହିତ୍ୟ ଆକାଶର ପ୍ରାଜ୍ଞ, ବିଜ୍ଞ, ବିଶେଷଜ୍ଞଗଣ- ଉଇଲିଅମ ସେକ୍ସପିଆର, ଲିଓ ଟଲଷ୍ଟୟ, ଅରନେଷ୍ଟ ହେମିଙ୍ଗ୍‌ୱେ କିମ୍‌ୱା, ଭାରତୀୟ ଆଦର୍ଶ ଚେତନ ଭଗତ ପ୍ରମୁଖଙ୍କ ଲେଖାରେ ମହିଳା ସ୍ବରକୁ ଯେଉଁ ଢଙ୍ଗରେ ସଂକଳନ କରାଗଲା ତାହା ସବୁ ସଂକ୍ଷିପ୍ତ ସଂସ୍କରଣ ହୋଇଗଲା। କିନ୍ତୁ…

ଆଜି ବନକଲାଗି: ୫ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୭ା୧(ଅଜିତ୍‌ କୁମାର ମହାନ୍ତି): ମାଘ କୃଷ୍ଣପକ୍ଷ ଚତୁର୍ଥୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ବୁଧବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ…

ବିଦେଶୀ ଶିକ୍ଷାର୍ଥୀଙ୍କୁ ଆପଣାଇବାରେ କିଟ୍‌ ଦେଶର ୫ମ

ଭୁବନେଶ୍ୱର,୭।୧(ଅନୁରାଧା ମହାରଣା): ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକୁ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧିପାଉଛି ବୋଲି ନିକଟରେ ନୀତି ଆୟୋଗଙ୍କ ରିପୋର୍ଟ ପ୍ରକାଶ ପାଇଛି। ଭାରତରେ ଉଚ୍ଚଶିକ୍ଷାର ଅନ୍ତର୍ଜାତୀୟକରଣ ଉପରେ ନୀତି ଆୟୋଗଙ୍କ ରିପୋର୍ଟ ଅନୁଯାୟୀ, ୨୦୨୧-୨୨…

ଓଟିଇଟି ପରୀକ୍ଷାକୁ ନେଇ ବଡ଼ ଖବର: : ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର…

ଭୁବନେଶ୍ୱର,୭।୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି ପେପର୍‌-୨ ପରୀକ୍ଷା ଦେଇପାରିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ…

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ନିର୍ଦ୍ଦେଶ: ମାର୍ଚ୍ଚ ୮ ସୁଦ୍ଧା ବାଳିକାଙ୍କ…

ଭୁବନେଶ୍ୱର,୭ା୧(ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର, ବାଳିକା ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ମାର୍ଚ୍ଚ ୮ ପୂର୍ବରୁ ଯେପରି ଶୌଚାଳୟ ସୁନିଶ୍ଚିତ ହେବ ସେନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସଂପୃକ୍ତ ବିଭାଗୀୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନୂଆଦିଲ୍ଲୀଠାରେ ଡିସେମ୍ବର…

ରାଜା ଜିତାମିତ୍ର ସିଂଦେଓଙ୍କୁ ଶ୍ରଦ୍ଧାଞ୍ଜଳି

ଖଡ଼ିଆଳ, ୭ା୧ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳର ରାଜା ଡ. ଜିତାମିତ୍ର ପ୍ରସାଦ ସିଂଦେଓଙ୍କୁ ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଅବସରରେ ଖଡ଼ିଆଳ ସାଂସ୍କୃତିକ ଅନୁଷ୍ଠାନ ଓ ଖଡ଼ିଆଳ ମହୋତ୍ସବ କମିଟି…

ଚାଷୀଙ୍କଠାରୁ ଲାଞ୍ଚ ନେଇ ଗିରଫ ହେଲେ ଫରେଷ୍ଟର, ଅଫିସ ରୁମ୍‌ରୁ ବାହାରିଲା ନଗଦ ଏତେ ଟଙ୍କା

ଟିଟିଲାଗଡ଼,(ଶରତ ମିଶ୍ର)/ବଲାଙ୍ଗୀର,(ବୀରେନ୍ଦ୍ର କୁମାର ଝାଙ୍କର/ ଭୁବନେଶ୍ୱର,୭।୧(ସତ୍ୟଜିତ ରାଉତ): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଲ୍‌ମି ସେକ୍ସନ ଫରେଷ୍ଟର ଅଶୋକ କୁମାର ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ଚାଷୀଙ୍କଠାରୁ ନାୟକ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ…

ତଦନ୍ତ କଲେ ବିଡିଓ, ସହକାରୀ ଯନ୍ତ୍ରୀ

ଲୋଇସିଂହା,୭ା୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଅଧୀନ କୁଶଙ୍ଗ ଡିଗ୍ରୀ କଲେଜର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ଅନିୟମିତା ହୋଇଥିବା ନେଇ କଲେଜ କର୍ତ୍ତୃପକ୍ଷ ବିଡିଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ମଙ୍ଗଳବାର ବିଡିଓ ଅକ୍ଷୟ ପାଣି ଉଦ୍ଦୁ, ବ୍ଲକ୍‌ ସହକାରୀ…

ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ

ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର ୪ ଜଣ ଛାତ୍ର ଗୁରୁତର ଭାବେ ପୋଡ଼ି ହୋଇ ଆହତ ହେବା ପରେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?