Home Left

ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସାଇକେଲରେ ଗଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩।୯: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ମଙ୍ଗଳବାର ସାଇକେଲ ଯୋଗେ ରାଜଧାନୀ ଦିଲ୍ଲୀର ହୟାତ ହୋଟେଲରେ ପହଞ୍ଚିଛନ୍ତି। ସେଠାରେ ସେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ରିଜିଓନାଲ ଅଫିସ ଫର୍‌ ସାଉଥ୍‌ ଇଷ୍ଟ ଏସିଆ ଦ୍ୱାରା ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ।…

ଗଜପତିଙ୍କ ଗୁରୁ ଗାଦି ଥିଲା ବଡ଼ ଆଖଡ଼ା ମଠ

ପୁରୀ ଅଫିସ,୩।୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ଭାଙ୍ଗିବ ବଡ଼ ଆଖଡା ମଠ। ଶ୍ରୀକ୍ଷେତ୍ରର ପୁରାତନ ମଠ ମଧ୍ୟରୁ ଏହା ଅନ୍ୟତମ। ଏହି ମଠର ଐତିହ୍ୟ ସମ୍ପର୍କରେ ଐତିହ୍ୟ ବିଶାରଦ ଡ. ସୁରେନ୍ଦ୍ର କୁମାର ମିଶ୍ର କହିଛନ୍ତି, ସର୍ବଭାରତୀୟସ୍ତରର…

ଗଣେଶ ପୂଜା ପାଇଁ ଟ୍ରାଫିକ କଟକଣା କୋହଳ: ଜରିମାନା ବଦଳରେ ସଚେତନ କଲେ ପୋଲିସ

ଭୁବନେଶ୍ୱର,୩।୯(ବ୍ୟୁରୋ): ସାରା ଦେଶରେ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଉଲ୍ଲଂଘନକାରୀଙ୍କଠାରୁ ୧୦ଗୁଣା ପର୍ଯ୍ୟନ୍ତ ଜରିମାନା ଆଦାୟ ଆରମ୍ଭ ହୋଇଛି। ରବିବାର ପ୍ରଥମ ଦିନରେ ଯାଞ୍ଚ କଡାକଡି କରାଯିବାରୁ ନିୟମ ମାନୁ ନ ଥିବା ଲୋକେ ୨ଲକ୍ଷ ୧୩ହଜାର…

ବରମୁଣ୍ଡାରୁ ପଳାଶୁଣୀ ନୋ ଓଭରଟେକିଂ ଜୋନ

ଭୁବନେଶ୍ୱର,୩।୯(ବ୍ୟୁରୋ): ବାଇକ ଓ କାର ଚାଳକଙ୍କ ପରେ କମିଶନରେଟ ପୋଲିସର ନଜର ଏବେ ବସ୍‌ ଉପରେ। ବସ୍‌ ପାଇଁ କଡାକଡି କଟକଣା ଲାଗୁ ହୋଇଛି। ବରମୁଣ୍ଡାରୁ ପଳାଶୁଣୀ ପର୍ଯ୍ୟନ୍ତ ଜାତୀୟ ରାଜପଥକୁ ନୋ ଓଭରଟେକିଂ ଜୋନ୍‌ କରାଯାଇଛି। ସୋମବାର ଅପରାହ୍ନରେ ବସ୍‌…

୪୦ତମ ପ୍ରତିଷ୍ଠା ଦିବସ ପାଳିବ ଓଟିଡିସି: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିପାରୁନି ‘ପାନ୍ଥନିବାସ’

ଭୁବନେଶ୍ୱର,୩।୯(ବ୍ୟୁରୋ): ୨୦୨୦ ମସିହା ସୁଦ୍ଧା ଓଡିଶାକୁ ୨.୫ କୋଟି ପର୍ଯ୍ୟଟକଙ୍କୁ ଆଣିିବା ନିମନ୍ତେ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ଏଥିଲାଗି ଇକୋ ଟୁରିଜମ୍‌ଠାରୁ ଆରମ୍ଭକରି ପ୍ୟାଲେସ୍‌ ଟୁରିଜମ୍‌ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ପର୍ଯ୍ୟଟନକୁ ବ୍ୟାପକ କରାଯାଉଛି। ରାଜ୍ୟ ଓ ଦେଶ ବାହାରର…

ରେଲଓ୍ବେ ପକ୍ଷରୁ ସ୍ବତନ୍ତ୍ର ତୀର୍ଥଯାତ୍ରା ପ୍ୟାକେଜ: ସବୁ ଶନିବାର ଭୁବନେଶ୍ୱରରୁ ତିରୁମାଲା

ଭୁବନେଶ୍ୱର, ୩।୯(ବ୍ୟୁରୋ): ଓ୍ବିକେଣ୍ଡକୁ ଧାର୍ମିକ ପରିବେଶରେ କାଟିବାକୁ ଚାହୁଁଥିବା ଲୋକମାନଙ୍କ ପାଇଁ ଆଇଆରସିଟିସି ଆଣିଛି ତିରୁମାଲା ସ୍ବତନ୍ତ୍ର ଦର୍ଶନ ପ୍ୟାକେଜ। ୩ ଦିନ ୪ ରାତି ବିଶିଷ୍ଟ ଏହି ଟୁର ପ୍ୟାକେଜରେ ତିରୁମାଲା ପର୍ବତ ସହ ଅନ୍ୟାନ୍ୟ ଦର୍ଶନୀୟ ସ୍ଥାନ ବୁଲିବାର…

ଜମି ଅଡ଼ୁଆ: ଆଗେଇପାରୁନି ମେଗା ତୈଳବୀଜ ବିହନ ହବ୍‌

ଭୁବନେଶ୍ୱର, ୩।।୯ (ବ୍ୟୁରୋ): ଡାଲିଜାତୀୟ ଫସଲ ଉତ୍ପାଦନ ବୃଦ୍ଧି ପାଇଁ ଓଡ଼ିଶାରେ ଏକ ମେଗା ତୈଳବୀଜ ବିହନ ହବ୍‌ ସ୍ଥାପନ କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଆସୁଥିଲେ। ତେବେ ଏଥିପାଇଁ ଆବଶ୍ୟକ ଜମି ମିଳୁ ନ ଥିବାରୁ ତାହା…

ବଜ୍ରପାତପ୍ରବଣ ରାଜ୍ୟ ଓଡ଼ିଶା: ୪ମାସରେ ୯ଲକ୍ଷ ଥର ବଜ୍ରପାତ

ଭୁବନେଶ୍ୱର, ୩।୯(ବ୍ୟୁରୋ): ଏକ ବଜ୍ରପାତ ପ୍ରବଣ ରାଜ୍ୟ ହୋଇ ମଧ୍ୟ ଓଡ଼ିଶା ଏହାର ମୁକାବିଲା କରିବାରେ ସଫଳ ସାବ୍ୟସ୍ତ ହୋଇଛି। ଆବଶ୍ୟକ ପଦକ୍ଷେପ ଏବଂ ଉଚିତ ସତର୍କତା ଗ୍ରହଣ କରାଯିବା ଫଳରେ ବଜ୍ରପାତ ଭଳି ଏକ ପ୍ରାକୃତିକ ବିପର୍ଯ୍ୟୟରୁ ଯଥାସମ୍ଭବ ଓଡ଼ିଶାବାସୀଙ୍କ…

ଆଜି ଭଙ୍ଗାଯିବ ବଡ଼ ଆଖଡ଼ା ମଠ

ପୁରୀ ଅଫିସ,୩।୯: ଶ୍ରୀମନ୍ଦିର ସୁରକ୍ଷା ଆଉ ପୁରୀ ସହରର ବିକାଶ ପାଇଁ ମାଟିରେ ମିଶିବ ଆଉ ଏକ ଐତିହ୍ୟ। ତୃତୀୟ ମଠ ଭାବେ ସତ୍ତା ହରାଇବ ସିଂହଦ୍ୱାର ନିକଟ ବହୁ ପୁରାତନ ବଡ଼ ଆଖଡ଼ା ମଠ। ପୂର୍ବରୁ ଲଙ୍ଗୁଳି ମଠ ଭଙ୍ଗା…

ସାଇକେଲରେ ଆସି ଦାୟିତ୍ୱ ନେଲେ ଲ୍ୟୁଟ୍‌ନାଣ୍ଟ ଜେନେରାଲ

ଜୟପୁର,୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଫିଟ୍‌ ଇଣ୍ଡିଆ’ ଅଭିଯାନକୁ ସମର୍ଥନ କରି ଲ୍ୟୁଟ୍‌ନାଣ୍ଟ ଜେନେରାଲ ଆଲୋକ ସିଂ କ୍ଲେର ଦିଲ୍ଲୀରୁ ସାଇକେଲ ଚଳାଇ ଜୟପୁରସ୍ଥିତ ସାଉଥ ଓ୍ବେଷ୍ଟର୍ନ କମାଣ୍ଡର ଦାୟିତ୍ୱ ନେଇଛନ୍ତି। ସେ ତାଙ୍କ ଦୁଇ ପୁଅ ଐମାନ ଓ ଅର୍ମାନ…

୨ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ: ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର, ୩।୯(ବ୍ୟୁରୋ):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ରବିବାର ରାତିରୁ ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ସୁନ୍ଦରଗଡ଼ରେ ସର୍ବାଧିକ…

ଏନ୍‌ଆର୍‌ସିରୁ ବାଦ୍‌ ପଡ଼ିଥିବା ବ୍ୟକ୍ତିଙ୍କୁ ଅଟକ ରଖାଯିବନି

ନୂଆଦିଲ୍ଲୀ,୩ା୯(ପି.ଟି.): ଚୂଡ଼ାନ୍ତ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ରୁ ବାଦ୍‌ ପଡ଼ିଥିବା ଲୋକଙ୍କୁ ଅଟକ ରଖାଯିବନି ବୋଲି କେନ୍ଦ୍ର ସରକାର ସୋମବାର ସ୍ପଷ୍ଟ କରିଛନ୍ତି। ସେମାନଙ୍କର ସମସ୍ତ ଆଇନଗତ ପଦକ୍ଷେପ ନ ସରିବା ପର୍ଯ୍ୟନ୍ତ ଅଟକ ରଖାଯିବନି। ଆସାମ ସରକାର ଗରିବଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?