Home Left

ଅଣ ସବ୍‌ସିଡିଯୁକ୍ତ ଏଲ୍‌ପିଜି ଦର ବଢ଼ିଲା;ବିମାନ ଇନ୍ଧନ ଦର କମିଲା

ନୂଆଦିଲ୍ଲୀ,୨-୯: ତୈଳ କମ୍ପାନୀଙ୍କ ପକ୍ଷରୁ ରବିବାର ବିମାନ ଇନ୍ଧନ(ଏଟିଏଫ୍‌୍‌) ଦର ହ୍ରାସ ଘୋଷଣା କରାଯାଇଥିବା ବେଳେ ଅଣ ସବ୍‌ସିଡିଯୁକ୍ତ ଏଲ୍‌ପିଜି ସିଲିଣ୍ଡର ଦର ବୃଦ୍ଧି କରାଯାଇଛି। ପେଟ୍ରୋଲିୟମ କମ୍ପାନୀଙ୍କ ପକ୍ଷରୁ ଜାରି ବିଜ୍ଞପ୍ତରେ କୁହାଯାଇଛି ଯେ, ଅଣ ସବ୍‌ସିଡିଯୁକ୍ତ ଏଲ୍‌ପିଜି ସିଲିଣ୍ଡର…

ଜିଡିପି ପରେ ସରକାରଙ୍କୁ ଜିଏସ୍‌ଟି ଝଟକା;ଅଗଷ୍ଟରେ ଆଦାୟ ୧ ଲକ୍ଷ କୋଟି ତଳକୁ ଖସିଲା

ନୂଆଦିଲ୍ଲୀ,୨-୯: ମୋଟ ଘରୋଇ ଉତ୍ପାଦ(ଜିଡିପି)ହାର ୫%କୁ ହ୍ରାସ ପାଇବା ପରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଆଦାୟ କ୍ଷେତ୍ରରେ ମୋଦି ସରକାରଙ୍କୁ ଆଉ ଏକ ଝଟକା ଲାଗିଛି। ଅଗଷ୍ଟରେ ଜିଏସ୍‌ଟି ଆଦାୟ ୧ ଲକ୍ଷ କୋଟି ଟଙ୍କା ତଳକୁ ଖସି ଆସିଛି।…

ବ୍ୟାଙ୍କ ମହାମିଶ୍ରଣକୁ ନେଇ ସୀତାରାମନ୍‌ଙ୍କ ପ୍ରତିକ୍ରିୟା;କେହି ଚାକିରି ହରାଇବେ ନାହିଁ

ଚେନ୍ନାଇ,୨-୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ମହାମିଶ୍ରଣ ହେବ ବୋଲି ଘୋଷଣା କରିସାରିଛନ୍ତି। ଏହାଦ୍ୱାରା କର୍ମଚାରୀ ଛଟେଇ ହୋଇଯିବେ ବୋଲି ଆଶଙ୍କା ପ୍ରକାଶ ପାଇଥିବା ବେଳେ ଅର୍ଥମନ୍ତ୍ରୀ ଏହାକୁ ଖଣ୍ଡନ କରିଛନ୍ତି। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି…

ବେଗ ରୋକିପାରୁନି ଇଣ୍ଟରସେପ୍ଟର:ରାଜପଥରେ ବଢ଼ୁଛି ଦୁର୍ଘଟଣା

ଅନୁଗୋଳ ଅଫିସ, ୨।୯ ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ପ୍ରତିଦିନ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ବିଶେଷକରି ବଅଁରପାଳ ଛକରୁ ବଡ଼କେରା ଓ ତୁବେ ମଧ୍ୟରେ ଅଧିକ ଦୁର୍ଘଟଣା ଘଟୁଛି। ଏହି ରାସ୍ତାରେ ଗାଡ଼ିର ବେଗ…

ଏଣିକି ଭୋଟର ନିଜ ପରିଚୟପତ୍ର ଯାଞ୍ଚ କରିବେ: ଆନୁଷ୍ଠାନିକ ଭାବେ ଶୁଭାରମ୍ଭ

ନୂଆପଡା ଅଫିସ,୨ା୯ ରାଜ୍ୟରେ ସମସ୍ତ ଭୋଟର ନିଜର ଠିକ ପରିଚୟପତ୍ର ଯେପରି ପାଇପାରିବେ ସେଥିପ୍ରତି ରାଜ୍ୟ ନିର୍ବାଚନ କମିଶନର ବିକଳ୍ପ ଚିନ୍ତା କରିଛନ୍ତି । ଏଣିକି ଭୋଟରମାନେ ନିଜ ପରିଚୟପତ୍ର ନିଜ ନିଜ ଅଞ୍ଚଳର ବୁଥକୁ ଆସି ଯାଞ୍ଚ କରିପାରିବେ ।…

‘୫୦ ଲୋକ ମଧ୍ୟ ମ୍ୟାଚ୍‌ ଦେଖିବାକୁ ଷ୍ଟାଡିୟମ ଆସି ନ ଥିଲେ’:

ନୂଆଦିଲ୍ଲୀ, ୨।୯- କିଙ୍ଗଷ୍ଟନ ସାବିନା ପାର୍କରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ୨ୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଭାରତ ଦୃଢ଼ସ୍ଥିତିରେ ରହିଛି। ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ବୋଲର ଯଶପ୍ରୀତ୍‌ ବୁମ୍‌ରା ଏହି ମ୍ୟାଚ୍‌ରେ ହ୍ୟାଟ୍ରିକ ଅର୍ଜନ କରିସାରିଥିବାବେଳେ ବିରାଟ କୋହଲିଙ୍କ ପରି ଚର୍ଚ୍ଚିତ…

ଟ୍ୟୁମର ପାଇଁ ବେଶ୍‌ ଉପକାରୀ ଅଶ୍ୱଗନ୍ଧା

ଅଶ୍ୱଗନ୍ଧାର ବିଭିନ୍ନ ଔଷଧୀୟ ଗୁଣ ରହିଛି। ଏହାର ମଞ୍ଜି, ଚେର, ଏବଂ ପତ୍ରଗୁ ଏକାଧିକ ଔଷଧ ପ୍ରସ୍ତୁତ କରିବା ପାଇଁ ବ୍ୟବହୃତ ହୁଏ। ଅଶ୍ୱଗନ୍ଧାରେ ରହିଛି ପ୍ରଚୁର ମାତ୍ରାରେ ପ୍ରୋଟିନ କ୍ୟାଲସିୟମ ଏବଂ ଫସଫରସ୍‌ ଭରି ରହିଛି। ଟ୍ୟୁମର୍‌ ପାଇଁ ମଧ୍ୟ…

ଦିଗ୍‌ବିଜୟଙ୍କ ବିରୋଧରେ ମାନହାନି ମକଦ୍ଦମା କରିବ ବଜରଙ୍ଗ ଦଳ

ଭୋପାଳ,୧।୯:କଂଗ୍ରେସର ରାଜ୍ୟ ସଭା ସାଂସଦ ଦିଗବିଜୟ ସିଂହ ଭାଜପା ଏବଂ ବଜରଙ୍ଗ ଦଳ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସଆଇଠାରୁ ଟଙ୍କା ନେଉଛନ୍ତି ଅଭିଯୋଗ କରିଛନ୍ତି। ଦିଗ୍‌ବିଜୟଙ୍କ ଏଭଳି ବିବାଦୀୟ ମନ୍ତବ୍ୟ ପାଇଁ ବଜରଙ୍ଗ ଦଳ ତାଙ୍କ ବିରୋଧରେ ମାନହାନି ମକଦ୍ଦମା କରିବ…

ଭାଟିକାନ୍‌ ସିଟିରେ ବିଜୁଳି ସମସ୍ୟା, ଲିଫ୍ଟରେ ଫଶିଗଲେ ପୋପ୍‌ ଫ୍ରାନ୍‌ସିସ୍‌

ଭାଟିକାନ୍‌ ସିଟି,୧।୯: ଭାଟିକାନ୍‌ ସିଟିରେ ଏବେ ବିଜୁଳି ସମସ୍ୟା ଦେଖାଦେଇଛି। ରବିବାର ବିଜୁଳି ହଠାତ୍‌ ଚାଲଯିବାରୁ ଫଶିଯାଇଛନ୍ତି ପୋପ୍‌ ଫ୍ରାନସିସ୍‌୍‌। ଫଳରେ ଦମକଳ ବାହିନୀର ଏକ ଟିମ୍‌ ୨୫ମିନିଟ୍‌ ପରେ ତାଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲେ। ସୂଚନାଯୋଗ୍ୟ, ପୋପ୍‌ ଫ୍ରାନ୍‌ସିସ୍‌ ସେଣ୍ଟ୍‌…

ଖରାପ ରାସ୍ତା ଯୋଗୁ ଆସିଲାନି ଆମ୍ବୁଲାନ୍ସ:ଖଟିଆରେ ବୁହା ହେଲେ ଗର୍ଭବତୀ

ମାଲକାନଗିରି/ଗୋବିନ୍ଦପାଲି,୧ା୯ (ସ୍ବ.ପ୍ର./ଡି.ଏନ.ଏ.)-ମାଲକାନଗିରି ଜିଲାର ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ପହଞ୍ଚତ୍ପାରୁନି। ଉକ୍ତ ଅଞ୍ଚଳକୁ ଆମ୍ବୁଲାନ୍ସ କିମ୍ବା ଅନ୍ୟ ଗାଡି ଯାଇପାରୁ ନ ଥିବାରୁ ଜନନୀ ଯନ୍ତ୍ରଣା ବଢିବାରେ ଲାଗିଛି। ରୋଗୀଙ୍କୁ ଖଟିଆରେ ବୋହି ଡାକ୍ତରଖାନା ଆଣିବାକୁ ପଡୁଛି। ଏପରି ଏକ ଦୃଶ୍ୟ ରବିବାର…

ଲୋମାଚେଙ୍କୋଙ୍କୁ ଡବ୍ଲ୍ୟୁବିସି ଟାଇଟଲ

ଲଣ୍ଡନ, ୧ା୮ (ଏଏଫ୍‌ପି)- ବିଶ୍ୱର ଶ୍ରେଷ୍ଠ ‘ପାଉଣ୍ଡ ଫର୍‌ ପାଉଣ୍ଡ’ ଫାଇଟର ରୂପେ ପରିଚିତ ଭାସିଲ ଲୋମାଚେଙ୍କୋ ଏଠାରେ ଏକ ରୋମାଞ୍ଚକ ମୁକାବିଲାରେ ବ୍ରିଟିଶ ଚ୍ୟାଲେଞ୍ଜର ଲ୍ୟୁକ୍‌ କ୍ୟାମ୍ପବେଲ୍‌ଙ୍କୁ ହରାଇ ଡବ୍ଲ୍ୟୁବିସି ଲାଇଟ୍‌ ଓ୍ବେଟ୍‌ ଟାଇଟଲ ହାସଲ କରିଛନ୍ତି। ୩୧ ବର୍ଷୀୟ…

ପିଏସ୍‌ଜି ସହ ରହିବେ ନେମାର

ପ୍ୟାରିସ,୧।୯(ଏଏଫ୍‌ପି): ବ୍ରାଜିଲ ଷ୍ଟାର ଫରଓ୍ବାର୍ଡ ନେମାର ଜୁନିୟରଙ୍କ ସହ ଚୁକ୍ତି କରିବାରେ ବିଫଳ ହୋଇଛି ଲା ଲିଗା ଲିଗ୍‌ ଚାମ୍ପିୟନ ବାର୍ସିଲୋନା। ଫଳରେ ସେ ଗତ ସିଜନ ଭଳି ଏଥର ମଧ୍ୟ ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) ପାଇଁ ଖେଳିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?